ପ୍ରି-ଲିଟିଗେଶନ୍ ଡେସ୍କ ଉଦ୍ଘାଟିତ: ମାମଲା ହ୍ରାସ ସହ କମିବ ଅଭିଯୋଗକାରୀଙ୍କ ଖର୍ଚ୍ଚ
ଅନୁଗୋଳ ଅଫିସ, ୧।୬: ଅନୁଗୋଳ ଜିଲା ଆଇନ ସେବା ପ୍ରାଧିକରଣ କାର୍ଯ୍ୟାଳୟରେ ପ୍ରାକ୍ ବିବାଦ ସମାଧାନ କେନ୍ଦ୍ର ବା ପ୍ରି-ଲିଟିଗେଶନ୍ ଡେସ୍କ ଶୁକ୍ରବାର ପୂର୍ବାହ୍ନରେ ଉଦ୍ଘାଟିତ ହୋଇଛି। ରାଜ୍ୟ ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଉଚ୍ଚ ନ୍ୟାୟାଳୟର ନ୍ୟାୟମୂର୍ତ୍ତି ଜଷ୍ଟିସ୍…
ଗୋପାଳ ସାହିରେ ଉତ୍କଟ ଜଳ ସଙ୍କଟ: ବଇଣ୍ଡା-ଆଠମଲ୍ଲିକ ରାସ୍ତା ଅବରୋଧ
ବଇଣ୍ଡା,୧।୬(ଡି.ଏନ.ଏ.): କିଶୋରନଗର ବ୍ଲକ ଗାଁ ବଇଣ୍ଡା ପଞ୍ଚାୟତଠାରୁ ୧୦୦ ମିଟର ଦୂରରେ ଥିବା ଗୋପାଳ ସାହିରେ ଉତ୍କଟ ଜଳସଙ୍କଟ ଦେଖାଦେଇଛି। ଲୋକେ ପାନୀୟଜଳ ପାଇଁ ସମସ୍ୟା ଭୋଗୁଥିଲେ ମଧ୍ୟ ଟ୍ୟାଙ୍କର ଯୋଗେ ସେମାଙ୍କୁ ପାଣି ଯୋଗାଇ ଦିଆଯାଉ ନ ଥିବାରୁ ଅସନ୍ତୋଷ…
ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ: ଘରେ ପଶିଲା ପାଉଁଶ, କୋଇଲା ଗୁଣ୍ଡ
ବଅଁରପାଳ/କଣିହାଁ/ଛେଣ୍ଡିପଦା/ପବିତ୍ରନଗର/ପାଲଲହଡ଼ା, ୧ା୬(ଡି.ଏନ.ଏ.): ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ଜୋରଦାର ପବନ ଯୋଗୁ ଦୀର୍ଘ ସମୟ ଧରି ନାଲ୍କୋ, ଏନ୍ଟିପିସି ପାଉଁଶ ପୋଖରୀରୁ ପାଉଁଶ ଓ ଖଣି ଅଞ୍ଚଳରୁ କୋଇଲା ଗୁଣ୍ଡ ଉଡି ଅଞ୍ଚଳକୁ ପ୍ରଦୂଷିତ…
୧୨୦ ଟଙ୍କାରେ କରିଥିଲି ଦୋକାନ
ଆର୍ଥିକ ଦୁରବସ୍ଥା ଯୋଗୁ ଅଧାରୁ ଛାଡ଼ିବାକୁ ପଡ଼ିଲା ପାଠ। ପରିବାରକୁ ସହଯୋଗ କରିବାକୁ ପାନ ଦୋକାନଟିଏ କଲି। ପାଖରେ ଥିଲା ୭୦ ଟଙ୍କା। ବାପା ଆଉ ୫୦ ଟଙ୍କା ଦେବା ପରେ ୧୨୦ ଟଙ୍କାରେ ଗଁା ଛକରେ ଦୋକାନ ଖୋଲିଲି। ସେହି…
ବଦଳିବ ଜିଲା ମୁଖ୍ୟ ଚିକିତ୍ସାଳୟ ରୂପରେଖ: ନିର୍ମାଣ ହେବ ଅତ୍ୟାଧୁନିକ ଆଉଟଡୋର
ଅନୁଗୋଳ ଅଫିସ, ୧।୬: ଜିଲା ମୁଖ୍ୟ ଚିକିତ୍ସାଳୟର ରୂପରେଖ ବଦଳିବ। ମେଡିକାଲରେ ଥିବା ମେଡିଶିନ୍ ୱାର୍ଡ ଭଙ୍ଗାଯାଇ ସେଠାରେ ଅତ୍ୟାଧୁନିକ ଆଉଟଡୋର ବ୍ୟବସ୍ଥା କରାଯିବ। ପୁରୁଣା ଆଉଟଡୋର ନିକଟରେ ରୋଗୀ ଓ ସମ୍ପର୍କୀୟଙ୍କ ବସିବା ପାଇଁ ଏକ ପ୍ରତୀକ୍ଷା କକ୍ଷ ଖୋଲାଯିବାର…
ଏମ୍ପି, ବିଧାୟକଙ୍କୁ ସମ୍ବର୍ଦ୍ଧନା
ଢେଙ୍କାନାଳ ଅଫିସ, ୧।୬: ଢେଙ୍କାନାଳ ଏବଂ ଅନୁଗୋଳ ଜିଲାର ନବନିର୍ବାଚିତ ଏମ୍ପି ଏବଂ ବିଧାୟକଙ୍କୁ ଶୁକ୍ରବାର ସମ୍ବର୍ଦ୍ଧିତ କରାଯାଇଛି। ଏ ନେଇ ଢେଙ୍କାନାଳ ଜିଲା ବିଜେଡି ପକ୍ଷରୁ ସ୍ଥାନୀୟ ମିନିଷ୍ଟାଡିୟମ ପରିସରରେ ସମ୍ବର୍ଦ୍ଧନା ସମାରୋହ ଆୟୋଜିତ ହୋଇଥିଲା। ଖଣି, ଇସ୍ପାତ ଏବଂ…
୧୫ରେ ଓଡ଼ିଶା ଛୁଇଁବ ମୌସୁମୀ
ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ନାହିଁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ଅନୁକୂଳ ପରିବେଶ ମଧ୍ୟ ସୃଷ୍ଟି ହୋଇ ନାହିଁ। ରାଜ୍ୟକୁ ମୌସୁମୀ କେବେ ଆସିବ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ଜୁନ ୬ ରେ…
ଫନୀ ବିପନ୍ନଙ୍କୁ ସହାୟତା: ଶିକ୍ଷକ ସଂଘ ଦେଲା ୮୨,୨୦୦ ଟଙ୍କା
ଭୁବନ, ୧।୬(ଡି.ଏନ.ଏ.): ଭୁବନ ଶିକ୍ଷକ ସଂଘ ପକ୍ଷରୁ ‘ଫନୀ’ ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। ଆଦାୟ କରାଯାଇଥିବା ୮୨,୨୦୦ ଟଙ୍କାର ସହାୟତା ଚେକ୍ ଜିଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଆପତ୍କାଳୀନ ପାଣ୍ଠିଙ୍କୁ ପଠାଯାଇଇଛି।ଏହି ଅବସରରେ ଆଗାମୀ ଶିକ୍ଷାବର୍ଷରେ କାର୍ଯ୍ୟକାରୀ ହେବାକୁ ଥିବା…
ଝୁଣ୍ଟିଛି ବାଜି ରାଉତ ସମନ୍ବିତ ସାମାଜିକ ଗୃହ ନିର୍ମାଣ ଯୋଜନା: ଆବଣ୍ଟନଗ୍ରାହୀଙ୍କୁ ମିଳୁନି ଘର
ଢେଙ୍କାନାଳ ଅଫିସ, ୧।୬: ଢେଙ୍କାନାଳ ମହିଷାପାଟ ନିକଟରେ ରାଜ୍ୟ ହାଉସିଂ ବୋର୍ଡ ପକ୍ଷରୁ ବାଜି ରାଉତ ସମନ୍ବିତ ସାମାଜିକ ଗୃହ ନିର୍ମାଣ ଯୋଜନାରେ ଘର ନିର୍ମାଣ କରାଯାଉଛି। ହେଲେ ପ୍ରଥମ ପର୍ଯ୍ୟାୟ ଆବଣ୍ଟନଗ୍ରାହୀଙ୍କୁ ବର୍ତ୍ତମାନ ସୁଦ୍ଧା ସେମାନଙ୍କ ଘର ହସ୍ତାନ୍ତର କରାଯାଇ…
ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧।୫(ବ୍ୟୁରୋ): ମୋଦି ସରକାରଙ୍କ ନୂତନ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି ଦୁଇ ଓଡ଼ିଆ। ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ ମନ୍ତ୍ରୀ ହେବାର ସୁଯୋଗ ପାଇଥିବା ବେଳେ ପ୍ରତାପ ଷଡ଼ଙ୍ଗୀ ରାଷ୍ଟ୍ରମନ୍ତ୍ରୀ ହୋଇଛନ୍ତି। ଉଭୟଙ୍କୁ ଶୁକ୍ରବାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରମନ୍ତ୍ରୀ ଭାବେ…
ପଶ୍ଚିମ ଓଡ଼ିଶାବାସୀଙ୍କୁ ନିରାଶ କଲେ ମୋଦି
ଭବାନୀପାଟଣା, ୩୧।୫ (ଡି.ଏନ୍.ଏ.): ଓଡ଼ିଶାରେ ନବୀନ ପଟ୍ଟନାୟକ ଓ ବିଜେଡିର ଅସାଧାରଣ ସଫଳତା ଭିତରେ ଭାଜପା ବଞ୍ଚାଇ ରଖିଛି ପଶ୍ଚିମ ଓଡ଼ିଶା। ପଶ୍ଚିମ ଓଡ଼ିଶାରୁ ଭାଜପାର କଳାହାଣ୍ଡି ସାଂସଦ ଭାବେ ରାଜ୍ୟ ସଭାପତି ବସନ୍ତ ପଣ୍ଡା ବିଜୟୀ ହୋଇଥିଲେ ହେଁ ତାଙ୍କୁ…
ବାଦ ପଡ଼ିବା ପରେ ଜୁଏଲଙ୍କ ପ୍ରତିକ୍ରିୟା: କହିଲେ ଏହା ଗଣତନ୍ତ୍ରର ଏକ ସୁସ୍ଥ ପରମ୍ପରା, ସ୍ବାଭାବିକ ପ୍ରକ୍ରିୟା
ଭୁବନେଶ୍ୱର,୩୧।୫(ବ୍ୟୁରୋ): ମୋଦି ସରକାରଙ୍କ ଦ୍ୱିତୀୟ ପାଳି ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଛନ୍ତି ସୁନ୍ଦରଗଡ଼ ଲୋକ ସଭା ଆସନରୁ ଏମ୍ପି ହୋଇଥିବା ଜୁଏଲ୍ ଓରାମ। ଉକ୍ତ ଆସନରୁ ବିପୁଳ ଭୋଟରେ ବିଜୟୀ ହେବା ପରେ ଜୁଏଲଙ୍କ ମନ୍ତ୍ରୀ ପଦ ବଜାୟ ରହିବ ବୋଲି ଆଶା…
Archives


