ରାଜ୍ୟ

ଫନିପାଲ ବିଦ୍ୟାଳୟର ନାମ ପରିବର୍ତ୍ତନକୁ ବିରୋଧ

ଯାଜପୁର ରୋଡ,୧୦।୮(ନି.ପ୍ର.): କ୍ରାନ୍ତି ଦିବସ ଅବସରରେ ଶୁକ୍ରବାର ସ୍ମୃତି ସଂସଦ କମିଟିର ଆବାହକ ମଦନ ମୋହନ ଜେନାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଡ. ଫନିପାଲ ବିଦ୍ୟାଳୟ ପରିସରରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଡ଼. ଫନିପାଲ ଜଣେ ସ୍ବାଧିନତା ସଂଗ୍ରାମୀ।…

ଜିଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷିତ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ସବୁ ଜିଲାର ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷଣା କରିଛନ୍ତି। ମୟୂରଭଞ୍ଜ ଜିଲା କମିଟି ଅଧ୍ୟକ୍ଷ ଭାବେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ନିଯୁକ୍ତ ହୋଇଥିବାବେଳେ ବାଲେଶ୍ୱର ପାଇଁ ଅନନ୍ତ ଜେନା, ଭଦ୍ରକ ପାଇଁ ବ୍ୟୋମକେଶ…

କୃଷ୍ଣପ୍ରସାଦ ଉପକୂଳରେ ଲାଗିଲା ମାଲୋସିଆ ଜାହାଜ

କୃଷ୍ଣପ୍ରସାଦ,୧୦ା୮(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ବଙ୍ଗୋପସାଗର ଉପକୂଳସ୍ଥ ଖିରିସାହି ନିକଟରେ ଏକ ବିରାଟ ଜାହାଜ ଲାଗିିଛି । ଜାହାଜରେ ନାବିକଙ୍କ ସମେତ ୯ଜଣ ସୁରକ୍ଷିତ ଥିବା ଓ ଏହା ମାଲେସିଆରୁ ବିଶାଖାପାଟଣା ଅଭିମୁଖେ ଏହା ଯାତ୍ରା କରୁଥିବା ସୂଚନା…

ଆମ ଗାଁ ଆମ ବିକାଶ ଯୋଜନାରେ ପଡ଼ି ରହିଛି କାର୍ଯ୍ୟ: ୩୧୪ରୁ ଆରମ୍ଭ ହୋଇନି ୨୦୦ରୁ ଊର୍ଦ୍ଧ୍ୱ ପ୍ରକଳ୍ପ

ନୂଆଗାଁ,୧୦।୮(ଡି.ଏନ.ଏ.): ରାଜ୍ୟରେ ପ୍ରଗତିକୁ ତ୍ୱରାନ୍ବିତ କରିବା ନିମନ୍ତେ ବିଭିନ୍ନ ଯୋଜନା ମଧ୍ୟରୁ ‘ଆମ ଗାଁ ଆମ ବିକାଶ’ ମାଧ୍ୟମରେ ଗ୍ରାମାଞ୍ଚଳର ବିକାଶ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ଜାରିରହିଛି। ଏହା ମାଧ୍ୟମରେ ରାଜ୍ୟର ପ୍ରତି ବ୍ଲକକୁ କୋଟି କୋଟି ଟଙ୍କା ଅନୁଦାନ ଆସୁଛି…

ଭାଙ୍ଗିପଡିଲା ଅର୍ଦ୍ଧନିର୍ମିତ ବିଦ୍ୟାଳୟ ଗୃହ

ବୋଲଗଡ଼,୧୦ା୮(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଅସରଳା ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ଅର୍ଦ୍ଧନିର୍ମିତ ଗୃହର ତାଜା ଏବଂ କାନ୍ଥ ବୁଧବାର ବର୍ଷାଯୋଗୁ ଭାଙ୍ଗିିଯାଇଛି। ପ୍ରାୟ ୮ବର୍ଷ ପୂର୍ବରୁ ନିର୍ମାଣ ଆରମ୍ଭ ହୋଇଥିବା ଘରଟି ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ି ରହିଥିଲା। ଅନୁଦାନ ଅଭାବରୁ…

ଜଳ ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ: ଆଣ୍ଠୁଏ ପାଣିରେ ଯାତାୟାତ କରୁଛନ୍ତି ଛାତ୍ରୀଛାତ୍ର, ଶିକ୍ଷାବିତ୍‌

ନିରାକାରପୁର,୧୦ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ସରକାରୀ ଏକାଡେମୀ(ଉଚ୍ଚ ବିଦ୍ୟାଳୟ) ଏବେ ଜଳ ଘେର ମଧ୍ୟରେ ରହିଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ସୃଷ୍ଟିହୋଇଛି। ସୂଚନାଯୋଗ୍ୟ, ୧୯୪୮ମସିହାରେ ଏହା ସ୍ଥାପିତ ହୋଇ ଦୀର୍ଘ ୭୦ ବର୍ଷ ବିତି ଯାଇଥିଲେ ମଧ୍ୟ ବର୍ତ୍ତମାନ…

ତଳିଆ ଅଞ୍ଚଳରେ ପହଞ୍ଚୁନି କେନାଲ ପାଣି : ବିଲ ମୁଣ୍ଡରେ ବସି ଫେରୁଛନ୍ତି ଚାଷୀ

କୁଜଙ୍ଗ,୧୦ା୮(ସ୍ବ.ପ୍ର.): ଶ୍ରାବଣ ମାସ ସରିବାକୁ ବସିଲାଣି, ମାତ୍ର ଚାଷୀଙ୍କ ଜଳସେଚନ ଚିନ୍ତା ଦୂର ହେଉନାହିଁ। ଆବଶ୍ୟକ ଅନୁଯାୟୀ ବର୍ଷା ହୋଇ ନ ଥିବାରୁ ଚାଷକାର୍ଯ୍ୟ ଠିକ୍‌ ଭାବେ ହୋଇପାରୁନି। ସେପଟେ କେନାଲ ତଳମୁଣ୍ଡକୁ ପାଣି ଆସୁନାହିଁ। ଚାଷୀ ଜଳ ନ ପାଇ…

ଯୁବଗୋଷ୍ଠୀଙ୍କୁ ପ୍ରୋତ୍ସାହିତ ପାଇଁ ଯୋଜନା ଚାଲିଛି

ନୂଆପଡା ଅଫିସ,୧୦ା୮ ନୂଆପଡା ଏକ ଉପାନ୍ତ ଜିଲା । ଏଠାରେ ଯୁବ ସମାଜ ଦିନକୁ ଦିନ ପଥଭ୍ରଷ୍ଟ ଯେମିତି ନ ହୁଅନ୍ତି ସେଥିପ୍ରତି ଦୃଷ୍ଟି ଦେବାର ସମୟ ଆସିଛି। ଏଥିପାଇଁ ନେହେରୁ ଯୁବ କେନ୍ଦ୍ର ପର୍ଯ୍ୟାୟ କ୍ରମେ ବିଭିନ୍ନ କାର୍ଯ୍ୟକ୍ରମ କରି…

ଭିତ୍ତିପ୍ରସ୍ତର ସ୍ଥାପନର ୫ମାସ ବିତିଲା : ଏ ଯାଏଁ ଆରମ୍ଭ ହୋଇନି ବିଜ୍ଞାନ କେନ୍ଦ୍ର ନିର୍ମାଣ କାର୍ଯ୍ୟ

ଖଣ୍ଡପଡା,୧୦।୮(ସ୍ବ.ପ୍ର.): ଖଣ୍ଡପଡା-ଭାପୁର ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତା ଉମାଦେବୀ ଛକ ନିକଟରେ ଏକ ବିଜ୍ଞାନକେନ୍ଦ୍ର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଏ ମଧ୍ୟରେ ଦୀର୍ଘ ୫ମାସ ବିତିଯାଇଥିଲେ ମଧ୍ୟ ନିର୍ମାଣ କାମ ଆରମ୍ଭ ହୋଇନାହିଁ। ସତେ ଯେପରି ନିର୍ମାଣ କାର୍ଯ୍ୟ…

ମୁସରଙ୍ଗି ଜଙ୍ଗଲରୁ ବାଘ ଉଭାନ : ବନବିଭାଗ ଛାନ୍‌ଭିନ୍‌ ଜାରି

ନୂଆପଡ଼ା ଅଫିସ,୧୦ା୮ ସ୍ଥାନୀୟ ମୁସରଙ୍ଗି ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ଥିବା ଜଣାପଡ଼ିବା ପରେ ସଂପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ା ବନ ବିଭାଗ ପକ୍ଷରୁ ଏ ନେଇ ବିଭିନ୍ନ ସ୍ଥାନରେ କର୍ମଚାରୀ ମୁତୟନ କରାଯାଇଥିଲା ା…

ଦାସିଗଁ। ୧୨ ପରିବାର ପଞ୍ଚାୟତରେ ଆଶ୍ରୟ ନେବା ଘଟଣା:ଅନୁଧ୍ୟାନ ପାଇଁ ଘଟଣା ସ୍ଥଳରେ ପହଞ୍ଚତ୍ଲେ ତହସିଲଦାର

ଜୁନାଗଡ/ଦାସିଗଁ। ,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦାସିଗଁ। ୩ ନଂ. ୱାର୍ଡ ଦର୍ଳିପଡାରେ ପାଣି ନିଷ୍କାସନ ପାଇଁ କୌଣସି ଡ୍ରେନଜ ବ୍ୟବସ୍ଥା ନାହଁି। ଫଳରେ ସାମାନ୍ୟ ବର୍ଷା ହେଲେ ଲୋକଙ୍କ ଘରେ ପାଣି ପଶିଥାଏ। ଗତ ସୋମବାର ଓ ମଙ୍ଗଳବାର…

ଚାଷୀକୁଁ ସବ୍‌ସିଡିରେ ଦିଆଯିବା ଉଷୋକଷା

ବିଜେପୁର, ୧୦।୮ (ଡି.ଏନ୍‌.ଏ.):ବରଗଡ ଜିଲା ବିଜେପୁର ଅଂଚଲ୍‌ରେ ମୁଗ୍‌ଫଲି ଫସଲରେ ରୋଗ୍‌ପୋକ୍‌ ଲାଗି ଚାଷୀ ଅଥାଥାଲି ହେଇଯାଉଥିଲେ। ଯେତେ ଉଷୋକଷା ଝିଁଟ୍‌ଲେ ବି କାମ୍‌ ନାଇଁ କରୁଥିବାର ଅଭିଯୋଗ୍‌ ହେଇଥିଲା। ଇ ବାବ୍‌ଦେ ଗଲା ବୁଧବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ମୁଗ୍‌ଫଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?