ସରକାରୀ ଯୋଜନାରୁ ବଞ୍ଚିତ ୯ ହିତାଧିକାରୀ: ଆବେଦନ ସତ୍ତ୍ୱେ ମିଳୁନି ଭତ୍ତା
ବଅଁରପାଳ, ୩୧।୫ (ଡି.ଏନ୍.ଏ.) – ସରକାର ବୃଦ୍ଧା, ବୃଦ୍ଧ, ସ୍ବାମୀହରା ଓ ଭିନ୍ନକ୍ଷମମାନଙ୍କୁ ଭତ୍ତା ଦେବାର ବ୍ୟବସ୍ଥା କରିଛନ୍ତି। ହେଲେ ଅନେକ ସମୟରେ ଏହି ଯୋଜନାରେ ସାମିଲ ହେବାକୁ ବହୁ ବ୍ୟକ୍ତିଙ୍କ ଯୋଗ୍ୟତା ଥିଲେ ବି ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ଅବହେଳା…
ଇକୋ-ରିଟ୍ରେଟ୍ ହବ୍ ବନ୍ଦ ନିର୍ଦ୍ଦେଶ
ବ୍ରହ୍ମପୁର ଅଫିସ୍,୩୧ା୫- ଗଞ୍ଜାମ ଜିଲାପାଳଙ୍କ ଛତ୍ରଛାୟା ତଳେ ବେଆଇନ୍ ଭାବେ ନିର୍ମାଣ ଚାଲିଥିବା ଗୋପାଳପୁର ଇକୋ-ରିଟ୍ରେଟ୍ ହବ୍ ବନ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ସମୁଦ୍ର କୂଳରେ ଏହି ନିର୍ମାଣ ପରିବେଶ ସୁରକ୍ଷା ଆଇନ୍-୧୯୮୬ର ଧାରା ୧୯କୁ ଉଲ୍ଲଂଘନ କରୁଛି। ଏଣୁ…
ସୁସଜ୍ଜିତ ପଟୁଆରରେ ବାହାରିଲେ ଶଙ୍କର
ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱର ଗାନ୍ଧୀ ସ୍ମୃତିଭବନ ପ୍ରାଙ୍ଗଣରେ ବୁଧବାର ସନ୍ଧ୍ୟାରେ ବାହାଘର ଉତ୍ସବକୁ ଅତିଥିମାନେ ଆନୁଷ୍ଠାନିକ ଭାବରେ ଉଦ୍ଘାଟନ କରିବା ପରେ ମଙ୍ଗଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଚିତ୍ରାଙ୍କନ, ହୁଳହୁଳି, ଶଙ୍ଖଫୁଙ୍କା ଓ ଲୋକନୃତ୍ୟ ପ୍ରତିଯୋଗିତା କରାଯାଇଥିଲା। ଗୁରୁବାର…
ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଲେ ପ୍ରତାପ ଷଡ଼ଙ୍ଗୀ
ଭୁବନେଶ୍ୱର,୩୦।୫(ବ୍ୟୁରୋ): ଭାଜପା ନେତା ତଥା ବାଲେଶ୍ୱର ଏମ୍ପି ପ୍ରତାପ ଷଡଙ୍ଗୀ ରାଷ୍ଟ୍ରମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ପ୍ରତାପ ପ୍ରଥମ ଥର ପାଇଁ କେନ୍ଦ୍ରମନ୍ତ୍ରୀ…
କ୍ୟାବିନେଟ୍ ମନ୍ତ୍ରୀଭାବେ ଶପଥ ନେଲେ ଧର୍ମେନ୍ଦ୍ର
ଭୁବନେଶ୍ୱର,୩୦।୫(ବ୍ୟୁରୋ)-ଭାଜପା ନେତା ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ୍ ମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍ରେ ସ୍ଥାନ ପାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଧର୍ମେନ୍ଦ୍ରଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଧର୍ମେନ୍ଦ୍ର ନରେନ୍ଦ୍ର ମୋଦିଙ୍କ ପ୍ରଥମ ପାଳିରେ ମଧ୍ୟ ମନ୍ତ୍ରୀ ହୋଇଥିଲେ।…
ଶପଥ ନେଲେ ନୂଆ ବିଧାୟକ: କାମଚଳା ବାଚସ୍ପତି ଶପଥପାଠ କରାଇଲେ
ଭୁବନେଶ୍ୱର,୩୦ା୫(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରୀ ମଣ୍ଡଳର ସଦସ୍ୟମାନେ ବୁଧବାର ଶପଥ ନେବା ପରେ ଗୁରୁବାର ନବନିର୍ବାଚିତ ବିଧାୟକମାନେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ଅମର ଶତପଥୀ ବିଧାନସଭାରେ ବିଧାୟକମାନଙ୍କୁ ଶପଥପାଠ କରାଇଛନ୍ତି । ଏହି ଶପଥପାଠ କାର୍ଯ୍ୟକ୍ରମ ଦୁଇ…
ଶାସ୍ତ୍ରୀ ପରୀକ୍ଷା ଫଳ ପ୍ରକାଶିତ: ସାହିତ୍ୟ ସମ୍ମାନରେ ଅନୁପମା ଟପ୍ପର
ଖଇରା, ୩୦।୫(ଡି.ଏନ.ଏ.)-ପୁରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ଉପଶାସ୍ତ୍ରୀ ଓ ଶାସ୍ତ୍ରୀ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଶାସ୍ତ୍ରୀ (+୩)ରେ ଖଇରା ବ୍ଲକ ଅଧୀନ ଅଲିପୁର ଶ୍ୟାମରାଈ ସଂସ୍କୃତ ମହାବିଦ୍ୟାଳୟ ଶେଷବର୍ଷ ଛାତ୍ରୀ ଅନୁପମା ମହାରଣା ସାହିତ୍ୟ ସମ୍ମାନରେ ଟପ୍ପର ହୋଇଛନ୍ତି।…
ମନଇଚ୍ଛା ଫି’ ବୃଦ୍ଧି: ୩ ସ୍କୁଲକୁ କାରଣ ଦର୍ଶାଅ ନୋଟିସ୍
ଭୁବନେଶ୍ୱର,୩୦।୫(ବ୍ୟୁରୋ): ରାଜ୍ୟ ସରକାର ପୁଣି ୩ ସ୍କୁଲକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି। ମନଇଚ୍ଛା ଫି’ ବୃଦ୍ଧିକୁ ନେଇ ବକ୍ସି ଜଗବନ୍ଧୁ ଇଂରାଜୀ ବିଦ୍ୟାଳୟ, ନାରାୟଣ ଇଂରାଜୀ ବିଦ୍ୟାଳୟ ଓ ଗାଇଡାଏନ୍ସ ଇଂରାଜୀ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…
ଅବୈଧ ପ୍ରେମ ସମ୍ପର୍କକୁ ନେଇ ଶିକ୍ଷକଙ୍କୁ ହତ୍ୟା: ସ୍ତ୍ରୀ, ପ୍ରେମିକ ଓ ସହଯୋଗୀ ଗିରଫ
ମୁନିଗୁଡ଼ା,୩୦।୫(ଡି.ଏନ୍.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କୁଟ୍ରାଗଡ଼ ଗ୍ରାମ ବଂଶଧରା ପୋଲ ତଳୁ ଗତ ୨୦ ତାରିଖରେ ଜଣେ ଶିକ୍ଷକଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ପୋଲିସ ଘଟଣାର ତଦନ୍ତ କରିବା ସହ ୧୦ ଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ…
କାଠମାଣ୍ଡୁରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର
ଢେଙ୍କାନାଳ ଅଫିସ/ଭୁବନେଶ୍ୱର,୩୦।୪(ବ୍ୟୁରୋ): ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀର ସନ୍ଧାନ ଓ ଉଦ୍ଧାର କାର୍ଯ୍ୟ ସଫଳ ହୋଇଛି। ଗୁରୁବାର ତାଙ୍କ ମରଶରୀରକୁ ବେସ୍ କ୍ୟାମ୍ପ-୪ରୁ ସ୍ବତନ୍ତ୍ର ହେଲିକାପ୍ଟର ଯୋଗେ କାଠମାଣ୍ଡୁ ଅଣାଯାଇଛି। ସେଠାରେ କଳ୍ପନାଙ୍କ ପ୍ରାର୍ଥିବ ଶରୀରକୁ ପରିବାରକୁ ହସ୍ତାନ୍ତର କରାଯିବା ପରେ…
ସର୍ପ ଦଂଶନରେ ଯୁବକଙ୍କ ଗଲା ଜୀବନ
ପାଟଣା,୩୦।୫ (ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦମାହୁଦା ପଞ୍ଚାୟତ ଜାହିରା ସାହିରେ ସାପ କାମୁଡିଥିବା ଯୁବକଙ୍କ ବୁଧବାର ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ଖଗେଶ୍ୱର ବିରୁଆ(୨୨)। ସୂଚନାଯୋଗ୍ୟ, ମଙ୍ଗଳବାର ବିଳମ୍ବିତ ରାତିରେ ଖଗେଶ୍ୱର ଘରେ ଶୋଇଥିବାବେଳେ ତାଙ୍କୁ ସାପ…
କେନ୍ଦ୍ର ମନ୍ତ୍ରିମଣ୍ଡଳରେ କାହାକୁ ମିଳିବ ସୁଯୋଗ: ପ୍ରତାପ, ଅପରାଜିତା, ଜୁଏଲ, ଧର୍ମେନ୍ଦ୍ରଙ୍କୁ ନେଇ ଚର୍ଚ୍ଚା
ଭୁବନେଶ୍ୱର,୩୦।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ରାଜ୍ୟରୁ ୮ଜଣ ଭାଜପା ଏମ୍ପି ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ଗତ ଥର ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମଙ୍କୁ କେନ୍ଦ୍ର ମନ୍ତ୍ରୀ ହେବାର ସୁଯୋଗ ମିଳିଥିବା ବେଳେ ଚଳିତ ଥର କିଏ କେନ୍ଦ୍ର ମନ୍ତ୍ରିମଣ୍ଡଳରେ…
Archives


