ଟ୍ରକ୍ ଧକ୍କାରେ ପରିବାରର ୩ ଜଣଙ୍କ ଜୀବନ ଗଲା : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
ବେଲପାହାଡ଼,୨୯।୫(ଡ଼ି.ଏନ୍.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ଗୌଡପଡା ନିକଟସ୍ଥ ଜାତୀୟ ରାଜପଥ ୪୯ରେ ବୁଧବାର ପୂର୍ବାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏଥରେ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକମାନେ ହେଲେ କୁଡାଲୋ ଗାଁର ବିଶିକେଶନ…
ନବୀନଙ୍କ ପରେ ଶପଥ ନେଲେ ୧୧ କ୍ୟାବିନେଟ୍, ୯ ରାଷ୍ଟ୍ରମନ୍ତ୍ରୀ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ମୁଖ୍ୟମନ୍ତ୍ରୀଭାବେ ଶପଥ ନେଇଛନ୍ତି ନବୀନ। ନବୀନ ଶପଥ ନେବା ପରେ ୨୦ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୧୧ କ୍ୟାବିନେଟ ଏବଂ ୯ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି। ରାଜ୍ୟପାଳ ଗଣେଶୀ ଲାଲ ଜଣଙ୍କ…
ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି
ଭୁବନେଶ୍ୱର,୨୯।୫(ବ୍ୟୁରୋ): ଲଗାତାର ପଞ୍ଚମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ନରେନ୍ଦ୍ର ମୋଦି ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନବୀନ ଓ ତାଙ୍କ ଟିମ୍କୁ ଅଭିନନ୍ଦନ। ଓଡ଼ିଶାର ପ୍ରଗତି…
ପଞ୍ଚମ ପାଳିରେ ନବୀନ: ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଶପଥ ଗ୍ରହଣ କରିଛନ୍ତି। ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ନବୀନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ…
ନବୀନଙ୍କ ଶପଥ ଉତ୍ସବ ପୂର୍ବରୁ ଚଳଚଞ୍ଚଳ ପ୍ରଦର୍ଶନୀ ପଡ଼ିଆ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ବିଜେଡି ସରକାର ଗଠନ କରିବାକୁ ଯାଉଛି। ତେବେ ପ୍ରଥମ ଥର ଲାଗି ରାଜଭବନ ବାହାରେ ଅର୍ଥାତ୍ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ୨୦ ଜଣିଆ ମନ୍ତ୍ରୀମଣ୍ଡଳ ଶପଥ ନେବେ।…
ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ ଅଫିସ, ୨୯।୫: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଏଥିପାଇଁ ବୁଧବାର ଅପରାହ୍ନ ୪ଟାରୁ ରାତି ୯ଟା ପର୍ଯ୍ୟନ୍ତ ଅର୍ଥାତ୍ ୪ ଘଣ୍ଟା…
ପରଲୋକରେ ସିନେ ଅଭିନେତା ସୁନିଲ ନାୟକ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ଓଡ଼ିଆ ଧାରାବାହିକ ତଥା ସିନେ ଅଭିନେତା ସୁନିଲ ନାୟକଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୯ ବର୍ଷ ହୋଇଥିଲା। ହୃଦ୍ଘାତରେ ସୁନିଲଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏକ କମେଡି ଧାରାବାହିକର ସୁଟିଂ ସେଟ୍ରେ ସୁନିଲ ଅଚାନକ ଛାତିରେ…
ଶପଥ ଗ୍ରହଣ ଉତ୍ସବ ପାଇଁ ସୁରକ୍ଷା, ଟ୍ରାଫିକ୍ କଟକଣା
ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ସାଧାରଣ ନିର୍ବାଚନରେ ବିପୁଳ ଜନ ସମର୍ଥନ ପାଇଥିବା ବିଜେଡି ପୁଣି ସରକାର ଗଠନ କରିବାକୁ ଯାଉଛି। ବୁଧବାର ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପଞ୍ଚମଥର ପାଇଁ ଓଡ଼ିଶାର ଶାସନ ଭାର ସମ୍ଭାଳିବେ ବିଜେଡି ସୁପ୍ରିମୋ…
୨୦୩୫ ପର୍ଯ୍ୟନ୍ତ ଦେଶରେ ଖାଦ୍ୟାଭାବ ଭୟ ନାହିଁ
କଟକ ଅଫିସ, ୨୯।୫: ସମ୍ପ୍ରତି ଚାଇନା ବିଶ୍ୱରେ ସର୍ବାଧିକ ଧାନ ଉତ୍ପାଦନକାରୀ ରାଷ୍ଟ୍ର ଭାବେ ପରିଗଣିତ ହେଉଛି। ଚାଇନାରେ ହେକ୍ଟର ପିଛା ହାରାହାରି ୬୦ କୁଇଣ୍ଟାଲ ଧାନ ଉତ୍ପାଦନ ହେଉଥିବା ବେଳେ ଭାରତରେ ହେକ୍ଟର ପିଛା ହାରାହାରି ୪୨ କୁଇଣ୍ଟାଲ ଧାନ…
ଶ୍ରୀମନ୍ଦିର, ଗୁଣ୍ଡିଚା ମନ୍ଦିରରେ ଚାଲିଛି ମରାମତି
ପୁରୀ ଅଫିସ,୨୯ା୫: ବାତ୍ୟା ‘ଫନୀ’ ଯେ କେବଳ ମଣିଷଙ୍କୁ ବିପନ୍ନ କରିଦେଇଛି ତାହା ନୁହେଁ ବହୁ ଐତିହ୍ୟ, ଧାର୍ମିକ ଏବଂ ଦର୍ଶନୀୟସ୍ଥଳରେ ମଧ୍ୟ ତାଣ୍ଡବ ରଚିଛି। ଏଥିରୁ ବାଦ୍ ପଡ଼ିନି ଶ୍ରୀମନ୍ଦିର ଓ ଗୁଣ୍ଡିଚା ମନ୍ଦିର। ଗୁଣ୍ଡିଚା ମନ୍ଦିରରେ ବ୍ୟାପକ କ୍ଷୟକ୍ଷତି…
ଆରମ୍ଭ ହେଲା ଭିତର ଚନ୍ଦନଯାତ୍ରା
ପୁରୀ ଅଫିସ,୨୯ା୫: ସୋମବାର ଶେଷ ହୋଇଛି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା। ୨୧ଦିନ ଧରି ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିଛନ୍ତି ଠାକୁର। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ରାମ, କୃଷ୍ଣ, ମଦନମୋହନ, ଶ୍ରୀଦେବୀ ଏବଂ ଭୂଦେବୀଙ୍କ ସହିତ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ…
ଅନ୍ତର୍ଜାତୀୟ ‘ମହିଳା ସୁରକ୍ଷା ସମ୍ମିଳନୀ’ : ଭାରତରୁ ପ୍ରତିନିଧିତ୍ୱ କରିବେ ଓଡ଼ିଶାର ସୋନାକ୍ଷୀ
ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ଆମେରିକାର କାନାଡ଼ାସ୍ଥିତ ଭାଙ୍କୋଭରଠାରେ ହେବାକୁ ଥିବା ‘ମହିଳା ସୁରକ୍ଷା ସମ୍ମିଳନୀ’ରେ ଅଂଶଗ୍ରହଣ କରିବା ପାଇଁ ଓଡ଼ିଶାର ସୋନାକ୍ଷୀ ମଲ୍ଲ ମନୋନୀତ ହୋଇଛନ୍ତି। ଆସନ୍ତା ୩୧ରୁ ଜୁନ୍ ୬ତାରିଖ ପର୍ଯ୍ୟନ୍ତ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ସୋନାକ୍ଷୀ ଭାରତରୁ…
Archives


