ରାଜ୍ୟ

ଅଣ୍ଟା ସଳଖୁଛି ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ସ୍ବାଭାବିକ ହେଉଛି ଦେଶର ପ୍ରଥମ ତଥା ଏକମାତ୍ର ହସ୍ତଶିଳ୍ପ ଓ ହସ୍ତତନ୍ତ ସଂଗ୍ରହାଳୟ ‘କଳାଭୂମି’ର ସ୍ଥିତି। ଭୁବନେଶ୍ୱର ଗଣ୍ଡମୁଣ୍ଡାରେ ଥିବା ଏହି ସଂଗ୍ରହାଳୟ ବାତ୍ୟା ଦ୍ୱାରା ବ୍ୟାପକଭାବେ କ୍ଷତିଗସ୍ତ ହୋଇଥିବାବେଳେ ଧୀରେ ଧୀରେ ଅଣ୍ଟା ସଳଖୁଛି। ବର୍ଷତମାମ୍‌ ବିଦେଶୀ ଓ…

ଏସ୍‌ସିବି ବୁଲିଲେ ଡବ୍ଲ୍ୟୁଏଚ୍‌ଓ ଟିମ୍‌: ଫନୀ କ୍ଷୟକ୍ଷତିର ଅନୁଧ୍ୟାନ, ଉଚ୍ଚସ୍ତରୀୟ ବୈଠକ

କଟକ ଅଫିସ, ୨୯।୫: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ଦୁଇଜଣିଆ ପ୍ରତିନିଧି ଦଳ ମଙ୍ଗଳବାର ଏସ୍‌ସିବି ମେଡିକାଲ ପରିଦର୍ଶନ କରିଛନ୍ତି। ସଂଗଠନର ନ୍ୟାଶନାଲ ପ୍ରଫେସନାଲ ଅଫିସର ଡକ୍ଟର ପଭନା ମୂର୍ତ୍ତି ଓ ସଂଗଠନର ରିଜିଓନାଲ ଟିମ୍‌ ଲିଡର ଡକ୍ଟର ନୀହାର ରଞ୍ଜନ…

ଦୁର୍ଘଟଣାରେ ଜୀବନ ଯିବାପରେ ଚେତିଲା ପୋଲିସ: ରାଜଧାନୀ ରାଜପଥରେ ୫ ବ୍ଲାକ୍‌ ସ୍ପଟ୍‌

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ଭୁବନେଶ୍ୱର-କଟକ ମଧ୍ୟଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥ ପାଲଟିଛି ଡେଥ୍‌ ଜୋନ୍‌। ପ୍ରତିଦିନ ଦୁର୍ଘଟଣା ଘଟୁଥିବାବେଳେ ବହୁ ଜୀବନ ଯାଉଛି। ତେବେ ରାଜଧାନୀ ରାଜପଥ ଓଭରବ୍ରିଜ୍‌ ସତେ ଯେମିତି ମୃତ୍ୟୁର ଅଁା ମେଲିଛି। ଗତ ସପ୍ତାହରେ ଲଗାତାର…

କଂଗ୍ରେସ ବିପର୍ଯ୍ୟୟର କାରଣ ଖୋଜା କମିଟି ନେଇ ବଢ଼ିପାରେ ଅସନ୍ତୋଷ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଓଡ଼ିଶାରେ କଂଗ୍ରେସ ବିପର୍ଯ୍ୟୟର ମୁଖ୍ୟ କାରଣ କ’ଣ ସେନେଇ ଆରମ୍ଭ ହେବ ତର୍ଜମା। ଏଥିପାଇଁ ପିସିସି(ପ୍ରଦେଶ କଂଗ୍ରେସ କମିଟି) ପକ୍ଷରୁ ଏକ ୨୧ଜଣିଆ କମିଟି ଗଠନ ହୋଇଥିବା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଥିଲେ। ହେଲେ ଏହି କମିଟିରେ ଥିବା…

କ୍ୟାବିନେଟ୍‌ରୁ ଶଶିଭୂଷଣ, ବଦ୍ରି, ଉଷା, ପ୍ରଫୁଲ୍ଲ ସାମଲ ବାଦ୍‌

ଭୁବନେଶ୍ୱର,୨୯।୫(ବ୍ୟୁରୋ): ବିଜେଡି ବିଧାୟକ ଦଳ ନେତା ନବୀନ ପଟ୍ଟନାୟକ ବୁଧବାର ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ ସହ ୧୧ କ୍ୟାବିନେଟ୍‌ ଏବଂ ୯ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ବରିଷ୍ଠ ଏବଂ ଅଭିଜ୍ଞଙ୍କ…

ରାଜ୍ୟ ସଂଗ୍ରହାଳୟରେ ପ୍ରଦର୍ଶିତ ହେଲା କଳ୍ପନାଙ୍କ ସ୍ମୃତି

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ରାଜ୍ୟ ସଂଗ୍ରହାଳୟରେ ସ୍ଥାନ ପାଇଛି ପର୍ବତାରୋହୀ ତଥା ଏଭରେଷ୍ଟ ବିଜୟିନୀ ସ୍ବର୍ଗତା କଳ୍ପନା ଦାସଙ୍କ ସ୍ମୃତି। ୨୦୦୮ରେ କଳ୍ପନା ଏଭରେଷ୍ଟ ଚଢିଥିବାବେଳେ ଯେଉଁ ପୋଷାକ ଓ ଉପକରଣ ବ୍ୟବହାର କରିଥିଲେ ତାହାକୁ ରାଜ୍ୟର ଏହି ଶ୍ରେଷ୍ଠ ସଂଗ୍ରହାଳୟରେ ସର୍ବସାଧାରଣଙ୍କ ପାଇଁ…

ଚିନ୍ତାରେ ପକାଉଛି ଭୋଟ ବିଭାଜନ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟର ୨୧ ଲୋକ ସଭା ଏବଂ ୧୪୬ ବିଧାନସଭା ଆସନର ଫଳାଫଳ ଆସିସାରିଛି। ଭାଜପା ଚଳିତ ନିର୍ବାଚନରେ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରିବାରେ ସକ୍ଷମ ହୋଇଛି। ୨୩ ବିଧାନସଭା ଓ ୮ ଲୋକ ସଭା ଆସନରେ…

ସୁଭଦ୍ରାଙ୍କ ରଥ ଚକ ତୁମ୍ବରେ ଫାଟ

ପୁରୀ ଅଫିସ, ୨୯ା୫: ଆସନ୍ତା ଜୁଲାଇ ୪ରେ ରଥଯାତ୍ରା। ଏଥିପାଇଁ ରଥଖଳାରେ ତିନିରଥ ନିର୍ମାଣ ଚାଲିଛି। ସବୁ ରଥର ତୁମ୍ବ ନିର୍ମାଣ ଶେଷ ହୋଇ ଚକ ତିଆରି କରାଯାଉଛି । ତେବେ ମଙ୍ଗଳବାର ସୁଭଦ୍ରା ରଥର ଏକ ଚକ ନିର୍ମାଣ ସମୟରେ…

କଂଗ୍ରେସରେ ନେତୃତ୍ୱ ସଙ୍କଟ

ନୂଆଦିଲ୍ଲୀ,୨୯ା୫: ସାଧାରଣ ନିର୍ବାଚନରେ କଂଗ୍ରେସର ପରାଜୟ ଦଳ ପାଇଁ ନେତୃତ୍ୱ ସଙ୍କଟର କାରଣ ପାଲଟିଛି। ଦଳର ନୈରାଶ୍ୟଜନକ ପ୍ରଦର୍ଶନକୁ ନେଇ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେଇଥିବାବେଳେ ତାକୁ ନେଇ ଅଡୁଆ ଛିଣ୍ଡୁନାହିଁ। ରାହୁଲ କଂଗ୍ରେସ ମୁଖ୍ୟ ଭାବେ ରୁହନ୍ତୁ…

୧୧ କ୍ୟାବିନେଟ୍‌, ୯ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ବୁଧବାର ପୂର୍ବାହ୍ନରେ ରାଜ୍ୟର ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ। ନବୀନ ପଟ୍ଟନାୟକ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାଙ୍କ ନୂଆ ମନ୍ତ୍ରିମଣ୍ଡଳରେ ୧୧ଜଣଙ୍କୁ କ୍ୟାବିନେଟ୍‌ ପାହ୍ୟା ଓ ୯ଜଣଙ୍କୁ ରାଷ୍ଟ୍ର ପାହ୍ୟା ମନ୍ତ୍ରୀପଦ ମିଳିଛି।…

ଗତିପଥ ବଦଳାଉଛି ବୁଢ଼ାବଳଙ୍ଗ

ବାଲେଶ୍ୱର ଅଫିସ, ୨୯।୫(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲା ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀ ଦୀର୍ଘ ଦୁଇ ଦଶନ୍ଧି ଧରି ଗତିପଥ ବଦଳାଉଥିବାରୁ ସଦର ବ୍ଲକ ଅଧୀନ ଗୋପୀନାଥପୁର ପଞ୍ଚାୟତର କାଠପାଳ, ଜଗନ୍ନାଥପୁର, ମାଣିକୁଲା ଓ ନଲକୁଲ ଗ୍ରାମ ପ୍ରତି ବିପଦ ଦେଖାଦେଇଛି। ଜନବସତି…

ବାଚସ୍ପତି ହେବେ ସୂର୍ଯ୍ୟ ପାତ୍ର, ପ୍ରମିଳା ହେବେ ଶାସକ ଦଳର ମୁଖ୍ୟ ସଚେତକ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଓଡ଼ିଶାର ବରିଷ୍ଠ ବିଜେଡି ନେତା ତଥା ବହୁବାର ବିଧାୟକ ହୋଇଥିବା ସୂର୍ଯ୍ୟ ପାତ୍ର ପରବର୍ତ୍ତୀ ବିଧାନସଭାର ବାଚସ୍ପତି ହୋଇପାରନ୍ତି। ତାଙ୍କୁ ବାଚସ୍ପତି କରିବା ନେଇ ଦଳ ମଧ୍ୟରେ ସହମତି ହୋଇଛି। ଏଥିସହ ନବୀନ ନିବାସରୁ ତାଙ୍କୁ ଫୋନ୍‌ କଲ୍‌ ଯାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri