ଦିନକ ପରେ ୫ମ ପାଳି ଆରମ୍ଭ
ଭୁବନେଶ୍ୱର,୨୮ା୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ବିଜେଡିକୁ ରାଜ୍ୟରେ ବିପୁଳ ବିଜୟ ମଳିଛି। ୧୧୨ଟି ବିଧାନସଭା ଆସନ ଦଖଲ କରି ୫ମଥର ପାଇଁ ରାଜ୍ୟ ଶାସନ ମଙ୍ଗ ଧରିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ସରକାର ଗଠନ ପାଇଁ ରାଜ୍ୟପାଳଙ୍କୁ ବିଜେଡି ପକ୍ଷରୁ…
ଆହୁରି ୨୪ ଘଣ୍ଟା ହିଟ୍ ଓ୍ବେଭ୍
ଭୁବନେଶ୍ୱର, ୨୮ା୫(ବ୍ୟୁରୋ): ଗତ କିଛିଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ବାହାରକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଗୁଳୁଗୁଳି ଯୋଗୁ ଘର ଭିତରେ ବି ରହି ହେଉନି। ବିଶେଷକରି ପଶ୍ଚିମ ଓଡ଼ିଶାରେ ଲୋକେ ତାତିରେ ଛଟପଟ ହେଉଛନ୍ତି। ତେବେ…
ବିଭାଜିତ ସଂସଦୀୟ ଜନମତ
ଭୁବନେଶ୍ୱର,୨୮।୫: ‘ଉତ୍କଳରେ ନେତା ନାହିଁ ପ୍ରୟୋଜନ, ଉତ୍କଳର ନେତା ସ୍ବୟଂ ନାରାୟଣ’। ୨୦୧୯ ସଂସଦୀୟ ନିର୍ବାଚନର ଫଳାଫଳକୁ ଦେଖିଲେ କୌଣସି ଜଣେ ବି ସମଗ୍ର ଓଡ଼ିଶାର ସର୍ବମାନ୍ୟ ନେତା ହେବାର ଦାବିଦାର ହୋଇପାରି ନାହାନ୍ତି। ଚଳିତ ନିର୍ବାଚନରେ ଅଧିକାଂଶ ଆସନରେ ବିଜେଡି…
୪୩ ହଜାର ଗ୍ରାହକଙ୍କୁ ଦିଆଗଲାଣି ବିଦ୍ୟୁତ୍ ସଂଯୋଗରଥଯାତ୍ରା ପୂର୍ବରୁ ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତ୍ ଯୋଗାଣ
ପୁରୀ ଅଫିସ, ୨୭ା୫: ବାତ୍ୟାରେ ପୁରୀ ଜିଲାରେ ବିଦ୍ୟୁତ୍ ବିଭାଗର ସବୁଠୁ ଅଧିକ କ୍ଷତି ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କାମ ଚାଲୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଜିଲାର ଅନେକ ଅଞ୍ଚଳ ଅନ୍ଧାର ରହିଛି। ତଥାପି ୨,୦୦୦ରୁ ଊର୍ଦ୍ଧ୍ୱ ଲୋକ ବିଦ୍ୟୁତ୍…
ମାଗଣାରେ ପାଞ୍ଚଟଙ୍କିଆ ଖାଦ୍ୟ ନ ଦେବାରୁ ମାଡ଼ମାରି ଢାଳିଦେଲେ ଯୁବକ, ଥାନାରେ ଅଭିଯୋଗ
ରଣପୁର, ୨୭।୫(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ସରକାରୀ ଡାକ୍ତରଖାନା ପରିସରରେ ରହିଛି ପାଞ୍ଚଟଙ୍କିଆ ଆହାର କେନ୍ଦ୍ର। ସୋମବାର ଉକ୍ତ କେନ୍ଦ୍ରର କର୍ମଚାରୀମାନେ ଜଣେ ଯୁବକଙ୍କୁ ମାଗଣାରେ ଖାଦ୍ୟ ନ ଦେବାରୁ ସେହି ଯୁବକ ଜଣକ ଗଣ୍ଡଗୋଳ କରି ସମସ୍ତ ଖାଦ୍ୟ ତଳେ…
ଭିଜିଲାନ୍ସ ଜାଲରେ ଗୋପ ଥାନା ଅଧିକାରୀ
ଗୋପ, ୨୭।୫(ଡି.ଏନ୍.ଏ): ପୁରୀ ଜିଲା ଗୋପ ଥାନା ଅଧିକାରୀ ସୌମ୍ୟଚିତ୍ ମିଶ୍ର ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ରେଞ୍ଜ ଡିଏସ୍ପି ଅକ୍ଷୟ କୁମାର ମିଶ୍ରଙ୍କ ସହ ଏକ…
୮,୯ରେ ଓଜେଇଇ କମ୍ପ୍ୟୁଟର ବେସ୍ଡ ପିଜି ପରୀକ୍ଷା
ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଜୁନ୍ ୮ ଓ ୯ରେ ଓଜେଇଇର କମ୍ପ୍ୟୁଟର ବେସ୍ଡ ପିଜି ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟରେ ପ୍ରଥମ ଥର ପାଇଁ ଅନ୍ଲାଇନ୍ରେ ଏହି ପରୀକ୍ଷା ହେବାକୁ ଯାଉଛି। ୮ ତାରିଖରେ ୩ଟି ଓ ୯ରେ ୨ଟି ସିଫ୍ଟରେ ପରୀକ୍ଷା…
ଜଳୁଛି କଳାହାଣ୍ଡି : ୪୪.୫ ଡିଗ୍ରୀ ତାପମାତ୍ରା, ଜନଜୀବନ ଅସ୍ତବ୍ୟସ୍ତ
ଭବାନୀପାଟଣା,୨୭ା୫(ଡି.ଏନ୍.ଏ.): ସାରା ରାଜ୍ୟ ପ୍ରବଳ ଗ୍ରୀଷ୍ମତାପରେ ଜଳୁଥିବାବେଳେ ଭବାନୀପାଟଣାରେ ତାପମାତ୍ରା ୪୪.୫ ଡିଗ୍ରୀ ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସହରରେ ଝାଞ୍ଜି ବହୁଥିବାରୁ ଲୋକମାନେ ଘରୁ ବାହାରି ପାରୁନାହାନ୍ତି। ଅନ୍ୟପକ୍ଷରେ ସମସ୍ତ ପ୍ରକାର…
ଅପହୃତା ଝିଅକୁ ଉଦ୍ଧାର ପାଇଁ ଥାନା ଆଗରେ ଧାରଣାରେ ବସିଲେ ମା’, ବାହାର ରାଜ୍ୟକୁ ଚାଲାଣ ଅଭିଯୋଗ ଆଣିଲେ ପରିବାର
ହାଟଡ଼ିହୀ, ୨୭ା୫ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଓରାଳି ପଞ୍ଚାୟତ ମଧୁରଗଡ଼ିଆ ଗ୍ରାମର ଜଣେ ୧୫ ବର୍ଷିୟା ସବର୍ଣ୍ଣ ନାବାଳିକାଙ୍କୁ ସେହି ଗ୍ରାମର କିଛି ଅସବର୍ଣ୍ଣ ବ୍ୟକ୍ତି ଗତ ୨୧ ତାରିଖ ରାତିରେ ଜୋର ଜବରଦସ୍ତ ଘରେ ପଶି ଅପହରଣ…
କାଠଯୋଡ଼ିରେ ବୁଡ଼ି ଇଞ୍ଜିନିୟରିଂ ଛାତ୍ର ନିଖୋଜ ଘଟଣା: ୨୧ ଘଣ୍ଟା ପରେ ମୃତଦେହ ଉଦ୍ଧାର
ନରାଜ/ବାରଙ୍ଗ, ୨୭।୫(ଡି.ଏନ୍.ଏ.): କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡ଼ିରେ ବୁଡ଼ି ରବିବାର ମଧ୍ୟାହ୍ନରେ ନିଖୋଜ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତଦେହ ସୋମବାର ଉଦ୍ଧାର ହୋଇଛି। ସେ ହେଲେ ଝାଡ଼ଖଣ୍ଡର ବିକି କୁମାର(୨୨)। ପ୍ରକାଶ ଯେ, ବିକି ଚନ୍ଦ୍ରଶେଖରପୁର ଥାନା ଅଧୀନ ଡମଣା ପାଖରେ…
ବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁ
ଭୁବନେଶ୍ୱର,୨୭ା୫(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଓଡିଶାରେ କଂଗ୍ରେସ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିବାପରେ ନେତାମାନଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ଦଳର ରାଜ୍ୟ ନେତୃତ୍ୱଙ୍କ ବିରୋଧରେ ବହୁ ବରିଷ୍ଠ ନେତା ମୁହଁ ଖୋଲିବା ଆରମ୍ଭ କରିଦେଇଛନ୍ତି। କଂଗ୍ରେସର ପୂର୍ବତନ…
ଭିତରକନିକାରେ ୨୫ କୁମ୍ଭୀର ବସା ଚିହ୍ନଟ
ରାଜନଗର,୨୭ା୫(ଡି.ଏନ୍.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ଭିତରକନିକା ଜାତୀୟ ଉଦ୍ୟାନରେ ରବିବାର ସୁଦ୍ଧା ୨୫ଟି କୁମ୍ଭୀର ବସା ଚିହ୍ନଟ ହୋଇଛି। ଏହି ଜାତୀୟ ଉଦ୍ୟାନର ନଦୀ, ନାଳଗୁଡ଼ିକରେ ବସବାସ କରୁଥିବା ବିରଳ ବଉଳା କୁମ୍ଭୀର ବସାରେ ଅଣ୍ଡା ଦେଇଥିବା ଜଣାପଡ଼ିଛି।…
Archives


