ମହେଶ୍ୱରଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଜିତିଲେ:ପୁଅମାନେ ବାଜି ମାରିଲେ
ଭୁବନେଶ୍ୱର,୨୪।୫(ବ୍ୟୁରୋ):ବିଜେଡି ସରକାରର ୪ର୍ଥ ପାଳି ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ଯେଉଁମାନେ ଦାୟିତ୍ୱ ନେଇଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ବାଦ୍ ଦେଇ ଅନ୍ୟ ସମସ୍ତ ମନ୍ତ୍ରୀ ଏଥର ବାଜିମାତ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମହେଶ୍ୱର ମହାନ୍ତି ପରାଜିତ ହୋଇଛନ୍ତି।…
ଦେଶ ଗୋଟିଏ ଆଡ଼େ, ଓଡ଼ିଶା ଭିନ୍ନ
ଭୁବନେଶ୍ୱର,୨୪-୫(ବ୍ୟୁରୋ):ସମଗ୍ର ଦେଶ ଗୋଟିଏ ଆଡେ ମୁହାଁଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଦୁ ଛାଇଯାଇଛି। ଭାଜପା ଓ ଏହାର ସହଯୋଗୀ ଦଳକୁ ଭୋଟ ଗ୍ରହଣ ହୋଇଥିବା ୫୪୨ ଲୋକ ସଭା ଆସନରୁ ୩୫୦ରୁ ଊର୍ଦ୍ଧ୍ୱ ସିଟ୍ ମିଳିଛି। ଏକକ ସଂଖ୍ୟାଗରିଷ୍ଠ ହାସଲକରି ଏନ୍ଡିଏ…
ବାଲେଶ୍ୱର ବିଧାନସଭା : ବିଜେଡି ୬, ଭାଜପା ୨
ବାଲେଶ୍ୱର ଅଫିସ,୨୪ା୫: ବାଲେଶ୍ୱର ଜିଲାର ୮ଟି ବିଧାନସଭା କ୍ଷେତ୍ରରୁ ୬ଟିରେ ବିଜେଡି ବିଜୟୀ ହୋଇଥିବା ବେଳେ ୨ଟି ଆସନରୁ ଭାଜପା ବିଜୟଲାଭ କରିଥିବାର ଜଣାପଡ଼ିଛି। ଜଳେଶ୍ୱରରୁ ବିଜେଡ଼ି ପ୍ରାର୍ଥୀ ଅଶ୍ବିନୀ ପାତ୍ର ୩୫୭୪୬ , ଭୋଗରାଇରୁ ବିଜେଡି ପ୍ରାର୍ଥୀ ଅନନ୍ତ ଦାସ…
କଂଗ୍ରେସ ଭବନରେ ହଠାତ୍ ଉତ୍ସବ
ଭୁବନେଶ୍ୱର, ୨୪-୫(ବ୍ୟୁରୋ):ଭୋଟ ଗଣତିର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ବୁଧବାର କଂଗ୍ରେସ ଭବନରେ ଯେଉଁ ଭିଡ଼ ଦେଖିବାକୁ ମିଳିଥିଲା ଗୁରୁବାର ତାହା ନ ଥିଲା। ସକାଳ ୮ଟାରେ ଭୋଟ ଗଣତି ପ୍ରକ୍ରିୟା ଆରମ୍ଭ ହେବାମାତ୍ରେ କଂଗ୍ରେସ ନେତା ଓ କର୍ମୀଙ୍କ ମଧ୍ୟରେ…
ଲୋକ ସଭା ଫଳାଫଳ:କାମ ଦେଲା ନବୀନଙ୍କ ମହିଳା କାର୍ଡ
ଭୁବନେଶ୍ୱର, ୨୪-୫9 (ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୩୩ ପ୍ରତିଶତ ମହିଳାଙ୍କୁ ଲୋକ ସଭା ଆସନରେ ପ୍ରାର୍ଥୀ କରିଥିଲେ। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ ଆସନରୁ ପ୍ରାର୍ଥୀ ହୋଇଥିବା ସୁନୀତା ବିଶ୍ୱାଳ ଓ କୋରାପୁଟରୁ କୌଶଲ୍ୟା ହିକ୍କକା…
ପାରାଦୀପରେ ବିଜେଡିର ହ୍ୟାଟ୍ରିକ୍
ପାରାଦୀପ,୨୪।୫(ସ୍ବ.ପ୍ର.): ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟାଇ ପାରାଦୀପ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ସମ୍ବିତ ରାଉତରାୟ ବିଜୟୀ ହୋଇଛନ୍ତି। ୨୦୦୯ରେ ଏହି ନିର୍ବାଚନମଣ୍ଡଳୀ ପୁନର୍ଗଠିତ ହେବା ପରଠାରୁ ଏହାକୁ ମିଶାଇ ବିଜେଡିର ହ୍ୟାଟ୍ରିକ ବିଜୟ ହୋଇଛି। ୨୦୦୯ ଓ ୨୦୧୪ରେ ତତ୍କାଳୀନ…
ଜଗତ୍ସିଂହପୁର ଜିଲାରେ ଶଙ୍ଖନାଦ
ଜଗତ୍ସିଂହପୁର ଅଫିସ, ୨୪।୫ : ୨୦୧୯ ନିର୍ବାଚନ ଫଳାଫଳକୁ ନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଜଗତ୍ସିଂହପୁର ଲୋକସଭା ଆସନ ସମେତ ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀରେ ଶୁଭିଛି ଶଙ୍ଖ ନାଦ। ଜଗତ୍ସିଂହପୁର ଏମ୍ପି ହୋଇଛନ୍ତି ଡା. ରାଜଶ୍ରୀ ମଲ୍ଲିକ।…
ବାଜି ମାରିଲେ ଭାଜପାର ବିଶ୍ୱେଶ୍ୱର
ବାରିପଦା ଅଫିସ,୨୪।୫ : ମୟୂରଭଞ୍ଜ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ବିଶ୍ୱେଶ୍ୱର ଟୁଡୁ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଡା. ଦେବାଶିଷ ମାରାଣ୍ଡିଙ୍କୁ ହରାଇ ବିଜୟୀ ହୋଇଛନ୍ତି। ଟୁଡୁ ୪ ଲକ୍ଷ ୭୯ ହଜାର ୬୧୬ ଖଣ୍ଡ ଭୋଟ ପାଇଥିବାବେଳେ…
ତଲସରା ନିର୍ବାଚନ ମଣ୍ଡଳୀରେ ଭାଜପାର ବାଜିମାତ:ଭୁଶୁଡ଼ିଲା କଂଗ୍ରେସ ଗଡ଼
ବଡ଼ଗାଁ/ ସବ୍ଡେଗା, ୨୪-୫(ଡି.ଏନ.ଏ):ସୁନ୍ଦରଗଡ଼ ଜିଲା ତଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ବାଜିମାତ କରିଛି । କଂଗ୍ରେସର ଗଡ ଭାବେ ରହି ଆସିଥିବା ଏହି ନିର୍ବାଚନ ମଣ୍ଡଳୀରେ ଭୋଟର କଂଗ୍ରେସ ଓ ବିଜେଡିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏଠାରେ କଂଗ୍ରେସର ଗଡ଼ ଭୁଶୁଡ଼ି…
ମନ୍ତ୍ରୀ ସୁଶାନ୍ତ ସିଂଙ୍କ ହ୍ୟାଟ୍ରିକ:୨୩,୩୩୦ ଖଣ୍ଡ ଭୋଟରେ ବିଜୟୀ ହେଲେ
ସୋହେଲା/ଭଟଲି, ୨୪-୫(ଡି.ଏନ.ଏ):ବରଗଡ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତ ନିର୍ବାଚନରେ ଶ୍ରମ ଓ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂ ତୃତୀୟ ଥର ପାଇଁ ବିଜୟ ହାସଲ କରି ହ୍ୟାଟ୍ରିକ କରିଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ଇରାସିସ…
ସଞ୍ଜୀବ, ପ୍ରଫୁଲ୍ଲ, ବ୍ୟୋମକେଶ ବିଜୟୀ
ଭଦ୍ରକ ଅଫିସ,୨୪।୫: ଭଦ୍ରକ ସଂସଦୀୟ କ୍ଷେତ୍ର ଅଧୀନ ୫ ବିଧାନସଭା ଆସନ ମଧ୍ୟରୁ ଭଦ୍ରକ ସଦର, ଚାନ୍ଦବାଲି ଏବଂ ଭଣ୍ଡାରିପୋଖରୀ ଆସନର ଫଳାଫଳ ପ୍ରକାଶ ପାଇଛି। ଭଦ୍ରକ ସଦରରେ ବିଜେଡି ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ଡ.…
ନିରଞ୍ଜନ, ପଦ୍ମନାଭଙ୍କ ହ୍ୟାଟ୍ରିକ୍ ବିଜୟ
ସୋନପୁର,୨୪-୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ବିଜେଡିର ଦୁର୍ଗ ବୋଲି ପୁଣି ଥରେ ସାବ୍ୟସ୍ତ ହୋଇଛି। ସାଧାରଣ ନିର୍ବାଚନରେ ଦଳ କମାଲ କରିଛି। ମୋଦି ହାୱା ଏଠାରେ ଭାଜପାକୁ ବିଜୟୀ କରି ପାରିନି। ଜଳସମ୍ପଦ ଓ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋନପୁରରୁ ଓ…
Archives


