ରାଜ୍ୟ

ଷ୍ଟୁଡେଣ୍ଟ ପୋଲିସ କ୍ୟାଡେଟ୍‌: ଲକ୍ଷ୍ୟ ବହୁ ଦୂର

ଭୁବନେଶ୍ୱର,୮।୫(ବ୍ୟୁରୋ): କେରଳରେ ୨୦୧୦ରେ ପ୍ରଥମେ ଷ୍ଟୁଡେଣ୍ଟ ପୋଲିସ କ୍ୟାଡେଟ ଯୋଜନା ଆରମ୍ଭ ହୋଇଥିଲା। ଏହାର ସଫଳତା ଦେଖିବା ପରେ ଦେଶବ୍ୟାପୀ ଏହାକୁ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିଲେ। ୨୦୧୮ ଜୁଲାଇ ୨୧ରେ ତତ୍କାଳୀନ ସ୍ବରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂ...

ଏସ୍‌ଟିଏଫ୍‌ ଜାଲରେ ଉଚ୍ଚଶିକ୍ଷିତ ଠକ

ଭୁବନେଶ୍ୱର,୮।୫(ବ୍ୟୁରୋ): କେତେବେଳେ ଚାକିରି ଦେବାକୁ କହି ଫସାଉଥିଲେ ତ ଆଉ କେତେବେଳେ ଭିଜିଲାନ୍ସ ଅଧିକାରୀ ପରିଚୟରେ ବ୍ଲାକ୍‌ମେଲ କରି ଟଙ୍କା ଲୁଟୁଥିଲେ। ଏକାଧିକ ଚାକିରି ଆଶାୟୀ, ସରକାରୀ ଅଧିକାରୀ ଓ କଣ୍ଟ୍ରାକ୍ଟରଙ୍କୁ ଠକେଇ କରିଥିବା ଜଣେ ଉଚ୍ଚଶିକ୍ଷିତ ଠକଙ୍କୁ କ୍ରାଇମବ୍ରାଞ୍ଚର...

ହିଡ୍‌ମାଙ୍କ ସହଯୋଗୀଙ୍କୁ ଏନ୍‌କାଉଣ୍ଟର

ମାଲକାନଗିରି, ୭ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଭଦ୍ରାଦ୍ରି କୋଥାଗୁଡେମ୍‌ ଜିଲାରେ ରବିବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନେ ହେଲେ କମାଣ୍ଡର ଏରାୟା ଓରଫ ରାଜେଶ ଏବଂ ଅନ୍ୟ ଜଣେ...

ଦୀପାଳିଙ୍କୁ ସେବା କରିବାକୁ ସୁଯୋଗ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିଛନ୍ତି। ଦଳୀୟ ପ୍ରାର୍ଥତ୍ନୀ ଦୀପାଳି ଦାସଙ୍କୁ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ପଦ୍ମପୁରରେ ବାପାଙ୍କୁ ହରାଇଥିବା ଜଣେ ଝିଅଙ୍କୁ ବିରୋଧୀ ଦଳ ଯେମିତି ବ୍ୟବହାର...

ଓଡ଼ିଶାରେ ଶାସନ ବ୍ୟବସ୍ଥା ନାହିଁ: ଧର୍ମେନ୍ଦ୍ର

ସମ୍ବଲପୁର,୭।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯେତିକି ପାଖରୁ ଜାଣିଛି, ଲମ୍ବା ସମୟ ଦେଖିବା ପରେ ଯାହା ଲାଗୁଛି ମୁଖ୍ୟମନ୍ତ୍ରୀଙ୍କ ହାତରେ ଓଡ଼ିଶାର ଶାସନ ବ୍ୟବସ୍ଥା ନାହିଁ। ତାଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀମାନେ ଭେଟିବାର ସୁଯୋଗ ପାଉନାହାନ୍ତି। ଦଳର ବିଧାୟକ, ମୁଖ୍ୟ ଶାସନ...

ଅତିବଡି ପୁରସ୍କାର ଘୋଷଣା

ଭୁବନେଶ୍ୱର,୭।୫(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ପ୍ରଦତ୍ତ ଅତିବଡି ପୁରସ୍କାର ରବିବାର ଘୋଷଣା ହୋଇଛି। ୨୦୨୧ ବର୍ଷ ପାଇଁ ପ୍ରତିଭା ରାୟ, ୨୦୨୨ ପାଇଁ ସୀତାକାନ୍ତ ମହାପାତ୍ର, ୨୦୨୩ ପାଇଁ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତା ଅତିବଡି ପୁରସ୍କାର ପାଇବା ପାଇଁ...

୮ରେ ଲଘୁଚାପ କ୍ଷେତ୍ରର ରୂପ ନେବ ଘୂର୍ଣ୍ଣିଝଡ

ଭୁବନେଶ୍ୱର,୭।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ରୂପ ନେବ। ପରେ ଅଧିକ ଘନୀଭୂତ ହୋଇ ୯ ତାରିଖ ସୁଦ୍ଧା ଅବପାତ ଓ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ଏନେଇ...

ଭୁବନେଶ୍ୱରରେ ପହଞ୍ଚିଲେ ମଣିପୁରରେ ପଢୁଥିବା ଓଡ଼ିଆ ଛାତ୍ରୀଛାତ୍ର, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ୱର,୭ା୫(ବ୍ୟୁରୋ): ମଣିପୁରର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟରେ ପଢୁଥିବା ୧୦ ଜଣ ଓଡ଼ିଆ ଛାତ୍ରୀଛାତ୍ର ରବିବାର ସୁରକ୍ଷିତ ଭାବରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶା ମୋ’ ପରିବାର ପକ୍ଷରୁ ଜାତିଗତ ହିଂସାରେ କ୍ଷତିଗ୍ରସ୍ତ ମଣିପୁରରେ ପାଠ...

ମହିଳାଙ୍କୁ ପଥରରେ ଛେଚି ହତ୍ୟା, ଜଣେ ଅଟକ

ଗଞ୍ଜାମ,୭ା୫(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ରମ୍ଭା ଥାନା ଅନ୍ତର୍ଗତ ଜହମି ଗ୍ରାମର ଜଣେ ମହିଳାଙ୍କୁ ସୁନା ଅଳଙ୍କାର ଲୋଭରେ ଶନିବାର ପଥରରେ ଛେଚି ହତ୍ୟା କରାଯାଇଛି। ଏହି ଘଟଣାରେ ସନ୍ଦେହରେ ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ରମ୍ଭା ଥାନା ପୋଲିସ ଅଟକ...

ସ୍ତ୍ରୀଙ୍କୁ ଖଣ୍ଡଖଣ୍ଡ କରି କାଟି ଅଖାରେ ପୂରାଇ ରେଳଧାରଣାରେ ଫିଙ୍ଗିଦେଲେ ସ୍ବାମୀ

ବସ୍ତା,୭ା୫(ଡି.ଏନ୍‌.ଏ.): ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ମୃତଦେହକୁ ଖଣ୍ଡଖଣ୍ଡ କରି କାଟି ଅଖାରେ ଭର୍ତ୍ତି କରି ନିକଟସ୍ଥ ରେଳଧାରଣାରେ ଫିଙ୍ଗି ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ ବେଳେ ଗ୍ରାମବାସୀଙ୍କ ହାତରେ ଧରା ପଡ଼ିଛନ୍ତି। ଏପରି ଅଭାବନୀୟ ଘଟଣା ବାଲେଶ୍ୱର ଜିଲା...

ସରକାରୀ କର୍ମଚାରୀଙ୍କୁ ନିର୍ବାଚନ ପ୍ରଚାରରେ ଲଗାଉଛି ବିଜେଡି: ଭାଜପା

ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ମହିଳା ସରକାରୀ କର୍ମଚାରୀଙ୍କୁ ନିଜ ଦଳର ପ୍ରଚାର କାର୍ଯ୍ୟରେ ଲଗାଇବା ସହ ଲୋକଙ୍କୁ ଟଙ୍କା ବାଣ୍ଟି ନିର୍ବାଚନ ଆଇନ ଉଲ୍ଲଂଘନ କରୁଛି। ସାଧାରଣ ନିର୍ବାଚନ ହେଉ କି ଉପନିର୍ବାଚନ ସବୁବେଳେ ସରକାରୀ କର୍ମଚାରୀମାନେ ନିୟମ...

ରାତିଅଧିଆ ପ୍ରଚାର ଅଭିଯୋଗ ଆଣିଲା ବିଜେଡି

ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ସରଗରମ ହୋଇଛି। ବିଜେଡି ଓ ଭାଜପା ପରସ୍ପର ବିରୋଧରେ ନିର୍ବାଚନ ଆଚରଣବିଧି ଭାଙ୍ଗିବା ନେଇ ଅଭିଯୋଗ କରୁଛନ୍ତି। ଭାଜପା ନିର୍ବାଚନ ଆଚରଣବିଧି ଉଲ୍ଲଂଘନ କରିବା ନେଇ ବିଜେଡିର ଏକ ପ୍ରତିନିଧି ଦଳ ଶନିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri