ରାଜ୍ୟ

ହିତାଧିକାରୀ ବଛାନିଛାରେ ଗପଲତି ଅଭିଯୋଗ:ଆବାସ ଯୋଜନାରୁ ବଁଚିତ୍‌ ହକ୍‌ଦାର ହିତାଧିକାରୀ

ଲୋଇସିଂହା,୩।୮(ଡି.ଏନ୍‌.ଏ.): ୨୦୨୨ ତକ୍‌ ଦେଶର ସବୁ ମାଟି ଘର ପକାଘରରେ ପରିନତ କରବାକେ କେନ୍ଦ୍ର ଆର ରାଏଜ୍‌ ସରକାର ଯୋର ଦେଇ କହୁଛନ୍‌। ଇଆଡ଼େ ନିହାତି ଗରିବ୍‌ ଦୁଖି, ହକ୍‌ଦାର ହିତାଧିକାରୀ ବଛାନିଛାରେ ଗପଲତି ଲାଗି ଯୋଜନାର ଲାଭ ନାଇଁପାଏବାର। ସେନ୍‌ତା…

ନରମିଲେ ବିଷ୍ଣୁ, ଟ୍ରିପଲ୍‌ ତଲାକ୍‌ ମନ୍ତବ୍ୟକୁ ନେଇ ଦୁଃଖ ପ୍ରକାଶ କଲେ

ଭୁବନେଶ୍ୱର, ୨।୮(ବ୍ୟୁରୋ): ଟ୍ରିପଲ୍‌ ତଲାକ୍‌ ଉପରେ ବିବାଦୀୟ ବୟାନ ଲାଗି ଦୁଃଖପ୍ରକାଶ କରିଛନ୍ତି ଭାଜପା ବିଧାୟକ ଦଳ ଉପନେତା ବିଷ୍ଣୁଚରଣ ସେଠୀ। ଗୁରୁବାର ବିଧାନସଭା ଶୂନ୍ୟକାଳରେ ସେ ଟ୍ରିପଲ୍‌ ତଲାକ୍‌ ଏବଂ ମୁସ୍‌ଲିମ ମହିଳାଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ପାଇଁ…

ହତ୍ୟା କରିବା ପରେ ଦୁର୍ଘଟଣାର ରୂପ ଦେବାକୁ ଉଦ୍ୟମ: ଅଭିଯୁକ୍ତଙ୍କ ମଧ୍ୟରୁ ୨ ଗିରଫ; ବ୍ୟବହୃତ ହାଇଓ୍ବା, କାର୍‌ ଜବତ

ଜମନକିରା, ୨।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ ବଡ଼ରମା ଘାଟିରେ ଗତ ୧୪ ତାରିଖ ବିଳମ୍ବିତ ରାତିରେ ଘଟିଥିବା ବାଇକ ଦୁର୍ଘଟଣାରେ ଚାଳକଙ୍କ ମୃତ୍ୟୁ ଘଟିଥିଲା। ତେବେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଶୁକ୍ରବାର ପୋଲିସ…

ମାଲକାନଗିରିରେ ଲଗାଣ ବର୍ଷା: ୨ ଦିନ ପାଇଁ ସବୁ ସ୍କୁଲ ଛୁଟି

ମାଲକାନଗିରି, ୨।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ସମସ୍ତ ସ୍କୁଲକୁ ଦୁଇଦିନ ଅର୍ଥାତ୍‌ ଶୁକ୍ରବାର ଓ ଶନିବାର ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଲଗାଣ ବର୍ଷା ଯୋଗୁ ମାଲକାନଗିରି ସ୍ଥିତି ପୁଣି ବେହାଲ ହୋଇପଡ଼ିଛି।…

ଲଘୁଚାପ ଓ ପ୍ରବଳ ବର୍ଷା ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା

ଭୁବନେଶ୍ୱର, ୨।୮(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ…

କନଷ୍ଟେବଳଙ୍କୁ ଭ୍ୟାନ୍‌ ଚଢ଼ାଇ ହତ୍ୟା ଉଦ୍ୟମ: ଗାଡ଼ି ମାଲିକ ଗିରଫ

ପଦ୍ମପୁର, ୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି କନଷ୍ଟେବଳ ରଜତ ପାଣିଗ୍ରାହୀଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ ଘଟଣାରେ ଗୁରୁବାର ମଧ୍ୟ ରାତିରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଗାଡ଼ି ମାଲିକଙ୍କୁ ଗିରଫ କରିଛି। ସେ ହେଲେ…

ଓଜନିଆ ହେବ ନାହିଁ ସ୍କୁଲ ବ୍ୟାଗ୍‌:ନିୟମ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୨।୮(ବ୍ୟୁରୋ):ଏଣିକି ସ୍କୁଲ ବ୍ୟାଗ ଓଜନ କରାଯିବ। ଆବଶ୍ୟକଠାରୁ ଅଧିକ ଓଜନ ରହିଲେ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ବ୍ୟାଗ୍‌ ଓଜନକୁ ନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ଯେଉଁ ନିର୍ଦ୍ଦେଶାବଳୀ (ଗାଇଡ୍‌…

ଆସୁଛି ବଡ଼ ବର୍ଷା: ୩ରେ ଲଘୁଚାପ

ଭୁବନେଶ୍ୱର,୨।୮(ବ୍ୟୁରୋ) : ଉତ୍ତର ପୂର୍ବ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୩ ତାରିଖରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ଉତ୍ତର, ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାକୁ ବୁଡ଼ାଇବ। ଏହା ପ୍ରଭାବରେ ପୁରୀ, ଖୋର୍ଦ୍ଧା, ନୟାଗଡ଼,…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ : ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ

ଭୁବନେଶ୍ୱର,୨।୮(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ବିଭିନ୍ନ ବିଷୟରେ ୟୁଜି ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ଗୁରୁବାର ପ୍ରକାଶ ପାଇଛି। ବିଜ୍ଞାନରେ ପଦାର୍ଥ ବିଜ୍ଞାନ ଅନର୍ସ ପାଇଁ କଟ୍‌ ଅଫ୍‌ ମାର୍କ ୮୪.୫% ଥିବାବେଳେ ରସାୟନ ବିଜ୍ଞାନରେ ୮୩.୩୩% ରହିଛି।…

ସ୍ତନ୍ୟପାନ: ବଦଳୁଛି ଓଡ଼ିଶାର ଚିତ୍ର

ଭୁବନେଶ୍ୱର, ୨।୮(ବ୍ୟୁରୋ) : ବିଶ୍ୱର ଏକତୃତୀୟାଂଶ ଶିଶୁ ଅପପୁଷ୍ଟି ଯୋଗୁ ୫ ବର୍ଷ ହେବା ପୂର୍ବରୁ ଆଖି ବୁଜିଥାନ୍ତି। ସନ୍ତାନ ପ୍ରସବ ହେବାର ଏକଘଣ୍ଟା ମଧ୍ୟରେ ସ୍ତନ୍ୟପାନ ବା କୋଲୋଷ୍ଟ୍ରମ୍‌ ପାନ ଏବଂ ୬ ମାସ ପର୍ଯ୍ୟନ୍ତ କେବଳ ସ୍ତନ୍ୟପାନ କରାଇବା…

ଓଭରବ୍ରିଜ୍‌ କଡ଼ ପାଲଟିଛି ଆବର୍ଜନା ସ୍ଥଳ

କୋରେଇ,୨|୮(ସ୍ବ.ପ୍ର.)- ପାଣିକୋଇଲି ଓଭର ବ୍ରିଜ୍‌ ପାର୍ଶ୍ୱ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଏଠାରେ ରହିଥିବା ବିଭିନ୍ନ ବ୍ୟବସାୟୀମାନେ ପ୍ରତ୍ୟହ ଆବର୍ଜନାକୁ ପୋଡିବା ପରିବର୍ତ୍ତେ ଓଭରବ୍ରିଜ କଡ଼ରେ ଗଦା କରୁଛନ୍ତି। ଏପରକିି ବ୍ରିଜ୍‌ ଦେଇ ଯାଉଥିବା ଯାତ୍ରୀମାନେ ମଧ୍ୟ ଏଠାରେ ଅବର୍ଜନା ପକାଉଥିବାବେଳେ…

ମଞ୍ଜୁର ହେଲା ଅର୍ଥ, ବିଦ୍ୟାଳୟ ମରାମତି ନୋହିଲା

ଗଣିଆ,୨।୮(ଡି.ଏନ.ଏ.)-ଫନୀରେ କ୍ଷତିଗ୍ରସ୍ତ ହୋଇଥିବା ଗଣିଆ ବ୍ଲକ ଛାମୁଣ୍ଡିଆସ୍ଥିତ କୁଞ୍ଜବିହାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାତ୍ୟାର ତିନି ମାସ ପରେ ବି ମରାମତି ହୋଇପାରିନି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ମେ ମାସ ପ୍ରଥମ ସପ୍ତାହରେ ଫନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?