ରାଜ୍ୟ

କୁସୁମୀ ସେତୁ ଆପ୍ରୋଚ ରାସ୍ତା ନିର୍ମାଣରେ ବିଳମ୍ବ : ବିଭାଗୀୟ କର୍ତ୍ତୃପକ୍ଷଙ୍କ ନୀରବ ନେଇ ଅସନ୍ତୋଷ

ଖଣ୍ଡପଡ଼ା,୧ା୮(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦସା ଗ୍ରାମ ନିକଟସ୍ଥ ରାଣୀଛେଲି ପଞ୍ଚାୟତସ୍ଥ କଳପଙ୍ଗୀ ଗ୍ରାମକୁ ସଂଯୋଗ କରୁଥିବା କୁସୁମୀ ନଦୀ ଉପରେ ଆପ୍ରୋଚ ରାସ୍ତା ନିର୍ମାଣରେ ବିଳମ୍ବ ନେଇ ଅଭିଯୋଗ ହେଉଛି। ଏ ନେଇ ବାରମ୍ବାର ଦାବି ସତ୍ତ୍ୱେ ବିଭାଗୀୟ କର୍ତ୍ତୃପକ୍ଷ…

ଗୋକୁଳାନନ୍ଦଜୀଉଙ୍କ ଚିତାଲାଗି

ଖଣ୍ଡପଡ଼ା,୧ା୮(ସ୍ବ.ପ୍ର.): ସିଧାମୂଳାସ୍ଥିତ ଗୋକୁଳାନନ୍ଦ ଜୀଉଙ୍କ ପବିତ୍ର ଚିତାଲାଗି ଅମାବାସ୍ୟା ଅବସରରେ ଶ୍ରୀଜୀଉଙ୍କୁ ସୁବର୍ଣ୍ଣର ଚିତାଲାଗି କରାଯାଇଥିଲା । ବୁଧବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ଶ୍ରୀଜୀଉଙ୍କ ସକାଳ ଧୂପ ଶେଷ ହେବାପରେ ମନ୍ଦିରର ମୁଖ୍ୟପୂଜକ ସୁନାଚିତାକୁ ଧରି ବେଢ଼ା ପରିକ୍ରମା କରିବା…

ବାକି ଟଙ୍କା ମାଗିବାରୁ ମହିଳାଙ୍କୁ ମାଡ଼ ଅଭିଯୋଗ

ଖଣ୍ଡପଡ଼ା,୧ା୮(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ଅଧୀନ କଇଁଥପଲ୍ଲୀ ଗ୍ରାମର ଜଣେ ବିଧବା ମହିଳା ସେହି ଗ୍ରାମର ଜଣେ ବ୍ୟକ୍ତିଙ୍କୁ ବାକି ଟଙ୍କା ମାଗିବାରୁ ସେ ଓ ତାଙ୍କ ମା’ ମାଡ଼ ମାରିଥିବା ନେଇ ବୁଧବାର ଥାନାରେ ଅଭିଯୋଗ ହୋଇଛି। ମହିଳାଙ୍କ ନାମ ଲବଙ୍ଗ…

କୃଷ୍ଣପ୍ରସାଦ ପଞ୍ଚାୟତ ସମିତି ଅଧିବେଶନ: ବିକାଶ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ

କୃଷ୍ଣପ୍ରସାଦ,୧ା୮(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ପଞ୍ଚାୟତ ସମିତିର ୬ଷ୍ଠ ବାର୍ଷିକ ଅଧିବେଶନ ବୁଧବାର ପଞ୍ଚାୟତ ସମିତି ସଭାଗୃହରେ ଅଧ୍ୟକ୍ଷା ସୌଦାମିନୀ ମାନସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କୁ ସ୍ବାଗତ କରାଯାଇଥିଲା।…

ନୟାଗଡ଼ ଜିଲା: ୧୦୦ରେ ୩୧ ଝିଅ କରୁଛନ୍ତି ବାଲ୍ୟବିବାହ

ନୟାଗଡ଼ ଅଫିସ,୧।୮: ବିିଭିନ୍ନ ସମୟରେ ଜିଲାରେ ବାଲ୍ୟବିବାହ ହେଉଥିବା ଘଟଣା ନୟାଗଡ ଜିଲାକୁ ନିନ୍ଦିତ କରୁଛି। ତେଣୁ ଏହାର ନିରାକରଣ ଓ ଲୋକମାନଙ୍କୁ ସଚେତନ କରାଇବା ପାଇଁ ବୁଧବାର ଡିଆରଡିଏସ୍ଥିତ ସୃଜନ ସମ୍ମିଳନୀ କକ୍ଷରେ ବାଲ୍ୟବିବାହ ଉପରେ ଏକ ସଚେତନତା ଶିବିର…

ପ୍ରେସର ବୋମା ବିସ୍ଫୋରଣରେ ଯବାନ ଶହୀଦ

ମାଲକାନଗିରି,୩୧ା୭ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡ଼ା ଜିଲାର ପଦଲି ଗ୍ରାମ ନିକଟରେ ମାଓବାଦୀଙ୍କ ପ୍ରେସର ବୋମା ବିସ୍ଫୋରଣରେ ଜଣେ ସିଆରପିଏଫ ଯବାନ ଶହୀଦ ହୋଇଛନ୍ତି। ତାଙ୍କ ନାମ ରୋଶନ କୁମାର। ତାଙ୍କ ଘର ବିହାରର ନୱାଡ଼ା ଗ୍ରାମରେ ବୋଲି…

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ରାୟଗଡ଼ା ଅଫିସ, ୩୧।୭ (ଡି.ଏନ୍‌.ଏ.): ରାୟଗଡ଼ା ରେଳ ଷ୍ଟେଶନର ୭ ନଂ. ପ୍ଲାଟଫର୍ମରେ ଠିଆ ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନ୍‌ରେ ବୁଧବାର ଘଟିଛି ଅଗ୍ନିକାଣ୍ଡ। ନିଆଁ ଲାଗିବା ଦେଖି ରେଳ ବିଭାଗ ତୁରନ୍ତ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ…

କାଦେ ମାଝୀଙ୍କ ହତ୍ୟାକାଣ୍ଡ ଘଟଣା:୯ ଅଭିଯୁକ୍ତ ଗିରଫ

ପାଟଣା,୩୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲପାହାଡ଼ି ଗ୍ରାମର ଭାଲୁଘରା ସାହିର ୫୫ ବର୍ଷୀୟ ବୃଦ୍ଧ କାଦେ ମାଝୀଙ୍କୁ ୧୬ହଜାର ଟଙ୍କା ପାଇଁ ଗତ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ସଂଘବଦ୍ଧ ଭାବେ ଆକ୍ରମଣ କରି ଗାଁ ଦାଣ୍ଡରେ ହତ୍ୟାକରିବା…

ଅଘୋଷିତ ବିଦ୍ୟୁତକାଟ: ପ୍ରତିବାଦରେ ସେସୁ କାର୍ଯ୍ୟାଳୟ ଘେରାଉ

ବଇଣ୍ଡା,୩୧।୭(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ବିଦ୍ୟୁତ୍‌ ସବୁଷ୍ଟେଶନ ଅଧୀନରେ ଥିବା ଧଉରାପାଲି, ଜଏରାଟ, ସଞ୍ଜାମୁରା, ହିମିତିରା, ଆମ୍ବପାଳ, ଅଙ୍ଗପଡ଼ା, ଉରୁକୁଳା, ଧଉରପାଳ ଆଦି ପଞ୍ଚାୟତରେ ଅଘୋଷିତ ବିଦ୍ୟୁତକାଟ ହେଉଛି। ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ…

ଓଲଟି ପଡ଼ିଲା ତେଲ ବୋଝେଇ ଟ୍ୟାଙ୍କର: ତେଲ ବୋହି ନେଲେ ଲୋକେ

ବଇଣ୍ଡା,୩୧।୭(ଡି.ଏନ.ଏ.): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ହଣ୍ଡପା ଥାନା ବଇଶିଣା ନିକଟରେ ବୁଧବାର ସକାଳେ ଏକ ପେଟ୍ରୋଲ ଓ ଡିଜେଲ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟବାସିନ୍ଦା ସେମାନଙ୍କୁ ଉଦ୍ଧାର କରି…

କୋକସରା ପୋଲିସର ଗାଡିମୋଟର ଯାଞ୍ଚ

କୋକସରା,୩୧।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଦେଇ ଯାଇଥିବା ୨୬ ନଂ. ଜାତୀୟ ରାଜପଥ ବଙ୍ଗୋମୁଣ୍ଡା ଛକ ନିକଟରେ ବୁଧବାର ପୋଲିସ ପକ୍ଷରୁ ଗାଡିମୋଟର ଯାଞ୍ଚ କରାଯାଇଥିଲା । ଏଥିରେ ବିନା ହେଲମେଟରେ ଗାଡି ଚଳାଉଥିବା ଚାଳକ, ବିନା ଡ୍ରାଇଭିଂ ଲାଇସେନ୍ସ ଓ…

ଏମ୍‌ଜିଏନ୍‌ଆରଇଜିଏସ୍‌ର ସାମାଜିକ ସମୀକ୍ଷା

ପଲମ,୩୧।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ପଲମ ପଞ୍ଚାୟତସ୍ଥିତ ପଲମ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ବୁଧବାର ସ୍ଥାନୀୟ ସରପଞ୍ଚ ସାବେତ୍ରୀ ମାଝିଙ୍କ ସଭାପତିତ୍ୱରେ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌)ର ସାମାଜିକ ସମୀକ୍ଷା ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?