ରାଜ୍ୟ

ଆଠମଲ୍ଲିକ: ରମେଶ ଚନ୍ଦ୍ର ସାଏ ଆଗରେ

ଆଠମଲ୍ଲିକ, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୪୦୭୪ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୨୭୯୨ ଖଣ୍ଡ ଭୋଟ ପାଇଛନ୍ତି।…

୩ୟ ରାଉଣ୍ଡ ସୁଦ୍ଧା ମୁକେଶ ପାଲ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୨୬୧ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ମୁକେଶ ୧୮୯୩ ଖଣ୍ଡ ଭୋଟ ପାଇଛନ୍ତି। ଭାଜପାର ଅଶୋକ ମହାନ୍ତି ୧୬୩୨ ଖଣ୍ଡ ପୋଇ ପାଇଛନ୍ତି।

ଢେଙ୍କାନାଳ ଲୋକ ସଭା, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର ବିଧାନସଭା ଆସନରେ ବିଜେଡି ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫: ଆରମ୍ଭ ହୋଇଛି ସାଧାରଣ ନିର୍ବାଚନର ଅନ୍ତିମ ପର୍ବ ଭୋଟଗଣତି। ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା ପରେ ଇଭିଏମ୍‌ରୁ ସ୍ପଷ୍ଟ ହେବ ପ୍ରାର୍ଥୀଙ୍କ ଭାଗ୍ୟ। ଏସବୁ ଭିତରେ ରାଜ୍ୟର ଅନ୍ୟତମ ଚର୍ଚ୍ଚିତ ଢେଙ୍କାନାଳ ଲୋକ ସଭା ଆସନ…

ଗଣତି ଚାଲିଛି ପୋଷ୍ଟାଲ ବାଲଟ

ଛତ୍ରପୁର,୨୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଆସିକା ଲୋକସଭା ଆସନ ପାଇଁ ପୋଷ୍ଟାଲ ବାଲଟର ଗଣତି ଛତ୍ରପୁର ସ୍ଥିତ ଜ଼ିଲାପାଳଙ୍କ ସମ୍ମିଳନୀ କକ୍ଷରେ ଚାଲିଛି। ରିଟର୍ଣ୍ଣିଂ ଅଫିସର ତଥା ଜ଼ିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉପସ୍ଥିତିରେ ଏହି ଗଣତି ଚାଲିଛି। ଅପରପକ୍ଷରେ ଇଭିଏମ୍‌ରେ ଭୋଟ…

କନ୍ଧମାଳ ଲୋକସଭା, ଫୁଲବାଣୀ ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ

ଫୁଲବାଣୀ/ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା କନ୍ଧମାଳ ଲୋକସଭା ବିଜେଡି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ୧୯୨୯ ଭୋଟ ପାଇଥିବାବେଳେ ଭାଜପା ପ୍ରାର୍ଥୀ ଐରଖାରବେଳ ସ୍ବାଇଁ ୧୩୫୬ ଭୋଟ ପାଇଛନ୍ତି। ସେହିପରି ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଫୁଲବାଣୀ ବିଧାନସଭା…

ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଆରମ୍ଭ

ଆନନ୍ଦପୁର(ସ୍ବ.ପ୍ର.)/ହାଟଡିହି(ଡି.ଏନ.ଏ) ୨୩।୫: କେନ୍ଦୁଝର ଜିଲା ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀର ଭୋଟ ଗଣତି ଆରମ୍ଭ ହୋଇଛି। ଶାଳପଡ଼ା ମହିଳା ମହାବିଦ୍ୟାଳୟ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ପ୍ରଥମ ରାଉଣ୍ଡ ଭୋଟ ଗଣତି ହୋଇଛି। ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର ସାହୁ, ଡିଏସ୍‌ପି ବିଦ୍ୟୁତ୍‌…

ପୁରୀ ଭୋଟ ଗଣତିରେ ବିଳମ୍ବ

ପୁରୀ ଅଫିସ.୨୩।୫: ପ୍ରଶାସନିକ ଅବହେଳା ପାଇଁ ପୁରୀରେ ଭୋଟ ଗଣତି ବିଳମ୍ବ ହୋଇଛି। ବାତ୍ୟାରେ ଇଭିଏମ ଏବଂ ଭିଭିପାଟର ସୁରକ୍ଷା ପାଇଁ ଷ୍ଟ୍ରଙ୍ଗ ରୁମରେ ଏକ ଅସ୍ଥାୟୀ କାନ୍ଥ ତିଆରି କରାଯାଇଥିଲା। କିନ୍ତୁ ସେହି କାନ୍ଥ ଭାଙ୍ଗିବା ପାଇଁ ବିଳମ୍ବ ହେବାରୁ…

ଜୟପୁରରେ ଭୋଟ ଗଣତି ଆରମ୍ଭ

ଜୟପୁର,୨୩ା୫(ଡି.ଏନ୍‌.ଏ.): ୨୦୧୯ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ସମଗ୍ର ରାଜ୍ୟରେ ଭୋଟ ଗଣତି ହେଉଛି। ଏନେଇ ସମସ୍ତ ଷ୍ଟ୍ରଙ୍ଗ୍‌ରୁମ ପାଖରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କ ଭିଡ଼ ଜମିଥିବାବେଳେ ଏଥିରୁ ପ୍ରାର୍ଥୀ ମଧ୍ୟ ବାଦ୍‌ ପଡ଼ିନାହାନ୍ତି। କୋରାପୁଟ…

୩ ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ,୩ଇଭିଏମ୍‌ ଅଚଳ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲା ସଦରମହକୁମାରେ ଭୋଟ ଗଣତି କେନ୍ଦ୍ରରେ ପ୍ରଥମ ରାଉଣ୍ଡରେ ଖୋର୍ଦ୍ଧା, ଚିଲିକା ଓ ବେଗୁନିଆ ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀମାନେ ଆଗୁଆ ରହିଥିବା ସୂଚନା ମିଳିଛି। ଏଥିରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଜ୍ୟୋତିରିନ୍ଦ୍ର ନାଥ ମିତ୍ର…

କେନ୍ଦ୍ରାପଡ଼ାରେ ଭୋଟ ଗଣତି ଆରମ୍ଭ

କେନ୍ଦ୍ରାପଡ଼ା ଅଫିସ,୨୩ା୫ : କେନ୍ଦ୍ରାପଡ଼ା ଲୋକସଭା ଓ ଏହାର ୪ଟି ବିଧାନସଭା (କେନ୍ଦ୍ରାପଡା, ରାଜନଗର, ଆଳି ଓ ମହାକାଳପଡ଼ା) ନିର୍ବାଚନମଣ୍ଡଳୀର ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ଭୋଟ ଗଣତି ହେଉଛି। ଏଥିପାଇଁ ଜିଲା ନିର୍ବାଚନ…

ମୟୂରଭଞ୍ଜରେ ୯ଟା ସୁଦ୍ଧା ଆରମ୍ଭ ହୋଇନି ଗଣତି : ଜଳଖିଆ ପାଇଁ ଉତ୍ତେଜନା

ବାରିପଦା ଅଫିସ,୨୩ା୫: ମୟୂରଭଞ୍ଜ ଜିଲାର ୪ଟି ଭୋଟ ଗଣତି କେନ୍ଦ୍ରରେ ସକାଳ ୯ ଟା ସୁଦ୍ଧା ଆରମ୍ଭ ହୋଇ ପାରିନି ଭୋଟ ଗଣତି । ସକାଳ ୮ ଟାରେ ଭୋଟ ଗଣତି ପାଇଁ ସମୟ ଧାର୍ଯ୍ୟ କରାଯାଇଥିବାବେଳେ ବାରିପଦା, ରାଇରଙ୍ଗପୁର, କରଞ୍ଜିଆ…

ଭଞ୍ଜନଗରରେ ବିଜେଡି ଆଗୁଆ

ଭଞ୍ଜନଗର,୨୩।୫(ଡି.ଏନ୍‌.ଏ.)- ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରଦ୍ୟୁମ୍ନ ନାୟକଙ୍କ ଠାରୁ ୪୨୩ ଭୋଟରେ ଆଗୁଆ ଅଛନ୍ତି। ସେହିପରି ସୋରଡା ନିର୍ବାନ ମଣ୍ଡଳୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri