ବାଟହୁଡ଼ା ଉଜ୍ଜ୍ୱଳା ଯୋଜନା: ମିଳୁନି ଏଲ୍ଇଡି ବଲ୍ବ: କାର୍ଯ୍ୟାଳୟ ବନ୍ଦ
ଭୁବନେଶ୍ୱର,୩୦।୭(ବ୍ୟୁରୋ): ସବୁ ଘରକୁ ବିଦ୍ୟୁତ୍ ସଂଯୋଗ ସହ ଏଲଇଡି ବଲ୍ବ। ଘର ପିଛା ୧୦ ଏଲ୍ଇଡି ବଜାର ମୂଲ୍ୟଠାରୁ ଅଧା ଦାମରେ ମିଳିବ। କେନ୍ଦ୍ର ସରକାରଙ୍କ ଉଜ୍ଜ୍ୱଳା ଯୋଜନାରେ ସବୁ ବିଦ୍ୟୁତ୍ କାର୍ଯ୍ୟାଳୟରେ ଏହା ଉପଲବ୍ଧ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ବିଏସ୍ସିଏଲ୍ ପାଇଲା ସାଣ୍ଡଭିକ୍ ଇଣ୍ଡିଆ ଜେଣ୍ଡର ଆଓ୍ବାର୍ଡ
ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ(ବିଏସ୍ସିଏଲ୍)ର ସ୍ମାର୍ଟ ସାମାଜିକ ପ୍ରକଳ୍ପ ସାଣ୍ଡଭିକ୍ ଇଣ୍ଡିଆ ଜେଣ୍ଡର ଆଓ୍ବାର୍ଡ ୨୦୧୯ର ତୃତୀୟ ସଂସ୍କରଣର ବିଜେତା ହୋଇଛି। ଗତ ଶନିବାର ପୁଣେଠାରେ ବିଏସ୍ସିଏଲ୍କୁ ଏହି ପୁରସ୍କାର ମିଳିଛି। ମହିଳାଙ୍କ ବିରୋଧରେ ହେଉଥିବା ହିଂସା, ନାରୀ ସଶକ୍ତୀକରଣ…
ଖୁବ୍ଶୀଘ୍ର ସେବାୟତଙ୍କୁ ପରିଚୟପତ୍ର
ପୁରୀ ଅଫିସ, ୩୦।୭: ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ବେଳେ ସେବକ ଏବଂ କର୍ମଚାରୀଙ୍କୁ ପରିଚୟପତ୍ର ପ୍ରଦାନ ପାଇଁ ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କିପରି କାର୍ଯ୍ୟକାରୀ କରାଯିବ ତାହା ଉପରେ ଗୁରୁତ୍ୱ ଦେଇଥିଲା ଶ୍ରୀମନ୍ଦିର ପ୍ରଶାସନ। ହେଲେ ଏ ପର୍ଯ୍ୟନ୍ତ…
ଆମ୍ରିରେ ସିୟର ଓ୍ବେଭ ଇଲାଷ୍ଟୋଗ୍ରାଫି ଚିକିତ୍ସା ସୁବିଧା
ଭୁବନେଶ୍ୱର,୩୦।୭(ବ୍ୟୁରୋ): ଆମ୍ରି ହସ୍ପିଟାଲ୍ସ ଭୁବନେଶ୍ୱର ପକ୍ଷରୁ ସିୟର ଓ୍ବେଭ ଇଲାଷ୍ଟୋଗ୍ରାଫି ଚିକିତ୍ସା ସୁବିଧା ଶୁଭାରମ୍ଭ ହୋଇଛି। ଏହି ନୂଆ ଫାସିଲିଟି ଦ୍ୱାରା ହସ୍ପିଟାଲ ପରିସରରେ ଏକ ସୁପର ସୋନିକ ଇମେଜ ମେଶିନ ସ୍ଥାପନ କରାଯାଇଛି। ଯକୃତ,ସ୍ତନ ଏବଂ ଥାଇରଏଡ ଇଲାଷ୍ଟୋଗ୍ରାଫିର ଚିହ୍ନଟ…
ନନ୍ଦନକାନନ ପାଳିଲା ଆନ୍ତର୍ଜାତିକ ବ୍ୟାଘ୍ର ଦିବସ: ବାଘ ବଂଶ ବୃଦ୍ଧି ପାଇଁ ଅତ୍ୟାଧୁନିକ ପଦ୍ଧତି ଆପଣାଯିବ
ବାରଙ୍ଗ,୩୦।୭(ଡି.ଏନ୍.ଏ.): ବିଂଶ ଶତାବ୍ଦୀରେ ଦେଶରେ ବାଘଙ୍କ ସଂଖ୍ୟା ୧ଲକ୍ଷ ଥିବାବେଳେ ଏବେ ମାତ୍ର ୩ ହଜାର ମଧ୍ୟରେ ସୀମିତ ରହିଛି। ଏଭଳି ହ୍ରାସ ପଛରେ ବାସସ୍ଥଳୀ, ଖାଦ୍ୟ, ପାଣି ଅଭାବ ବୋଲି ବନ୍ୟପ୍ରାଣୀ ବିଶେଷଜ୍ଞମାନେ ମତ ଦେଉଛନ୍ତି। ଏଣୁ ଆମେ ଜଙ୍ଗଲ…
୮୫ ବର୍ଷ ବୟସରେ ବି ଚଳଚଞ୍ଚଳ ବେଳାଭୂମି ସଫେଇ ପାଇଁ ଶକୁବାଇ ସମ୍ମାନିତ
ପୁରୀ ଅଫିସ, ୩୦।୭: ପର୍ଯ୍ୟଟନ ସହର ପୁରୀକୁ ପ୍ରତ୍ୟହ ଦେଶ ବିଦେଶର ବହୁ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁ ଆସିଥାନ୍ତି। ତେବେ ଶ୍ରୀକ୍ଷେତ୍ର ବୁଲିବାକୁ ଆସି ସେବା ଯୋଗାଇଦେବା ଆନନ୍ଦ ଅତ୍ୟନ୍ତ ନିଆରା। ମହାରାଷ୍ଟ୍ରର ଶକୁବାଇ ଦେଶମୁଖ୍ ନାମ୍ନୀ ୮୫ ବର୍ଷୀୟା ବୃଦ୍ଧା…
ପୁଣି ଭକ୍ତଙ୍କୁ ମିଳିବ ଟଙ୍କତୋରାଣି
ପୁରୀ ଅଫିସ, ୩୦।୭: ପୁଣି ଭକ୍ତଙ୍କୁ ମିଳିବ ଟଙ୍କତୋରାଣି। ପ୍ରାୟ ୨ବର୍ଷ ଧରି ଆନନ୍ଦବଜାରରୁ ଉଭାନ ହୋଇଯାଇଥିବା ଟଙ୍କତୋରାଣି ଉପଯୁକ୍ତ ମାନ ସହ ଫେରିବ। ସୋମବାର ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ଏହାକୁ ସବୁଜ ସଙ୍କେତ ମିଳିଛି। ଏଥିପାଇଁ ଖୁବ୍ଶୀଘ୍ର ସୁଆର…
ଦିନ କେଇଟାରେ ଉଭେଇଗଲା ସ୍ମାର୍ଟସିଟିର ସୌନ୍ଦର୍ଯ୍ୟ: ମାଟି କାମୁଡ଼ିଛି କଳାକୃତି
ଭୁବନେଶ୍ୱର,୨୯ା୭(ବ୍ୟୁରୋ): ସ୍ମାର୍ଟସିଟି ମାନ୍ୟତା ପାଇବା ପାଇଁ ସମସ୍ତେ ଅଣ୍ଟା ଭିଡି ଦେଇଥିଲେ। ନୂଆ ଉତ୍ସାହ ଓ ସମ୍ଭାବନାକୁ ନେଇ ଭୁବନେଶ୍ୱରର ରୂପ ବଦଳାଇଦେଇଥିଲେ। ବିଶେଷକରି ସୌନ୍ଦର୍ଯ୍ୟକରଣ ଉପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ସର୍ବାଧିକ ଗୁରୁତ୍ୱ ଦେଇଥିଲା। ଏବାବଦକୁ ବିପୁଳ ଟଙ୍କା…
ଗୃହ ବିଭାଗ ଖର୍ଚ୍ଚ ଦାବି ଆଲୋଚନା:‘ଅପରାଧ ବୃଦ୍ଧି ପାଇଲେ ବିକାଶ ହୁଏନାହିଁ’
ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବିଧାନସଭାରେ ସୋମବାର ଗୃହ ଏବଂ ସାଧାରଣ ପ୍ରଶାସନ ବିଭାଗ ଖର୍ଚ୍ଚ ଦାବି ଉପରେ ଆଲୋଚନା ବେଳେ ବିରୋଧୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି କଥା ଉଠାଇ ଶାସକ ଦଳକୁ ଘେରିଛନ୍ତି। ଅନ୍ୟପଟେ ରାଜ୍ୟରେ ବଢୁଥିବା ନାବାଳିକା ବଳାତ୍କାର ପ୍ରସଙ୍ଗରେ…
ଶ୍ୱେତପତ୍ରରେ ନାହିଁ ତୁଳନାତ୍ମକ ଚିତ୍ର: ନରସିଂହ
ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବିଧାନସଭାରେ ସୋମବାର ଗୃହ ଏବଂ ସାଧାରଣ ପ୍ରଶାସନ ବିଭାଗ ଖର୍ଚ୍ଚ ଦାବି ଉପରେ ଆଲୋଚନା କରାଯାଇଛି। ଏହି ଅବସରରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ଥିବା ସରକାର…
ଦିଲ୍ଲୀ ଶିକ୍ଷାମନ୍ତ୍ରୀଙ୍କ ସହ ଗଣଶିକ୍ଷା ମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୋମବାର ଦିଲ୍ଲୀ ଗସ୍ତ କରିଛନ୍ତି। ସେ ସେଠାରେ ପହଞ୍ଚତ୍ବା ପରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ତଥା ଶିକ୍ଷାମନ୍ତ୍ରୀ ମନିଷ୍ ସିସୋଡିଆଙ୍କୁ ଭେଟିଛନ୍ତି। ମାଧ୍ୟମିକ ଶିକ୍ଷାର ଉତ୍କର୍ଷ ନିମନ୍ତେ ଦିଲ୍ଲୀ ସରକାରଙ୍କ…
କଳିଙ୍ଗ ହସ୍ପିଟାଲରେ ସ୍ବାସ୍ଥ୍ୟ ବିଭାଗର ଚଢ଼ାଉ
ଭୁବନେଶ୍ୱର, ୩୦।୭(ବ୍ୟୁରୋ): ପୁଣି କଳିଙ୍ଗ ହସ୍ପିଟାଲ ଉପରେ ଚଢ଼ାଉ ହୋଇଛି। ଖୋର୍ଦ୍ଧା ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର ପିସିପିଏନ୍ଡିଟି ସେଲ୍ ପକ୍ଷରୁ ସୋମବାର ମିଳିତ ଭାବେ ଏହି ଚଢ଼ାଉ ହୋଇଥିଲା। ଡାକ୍ତରଖାନାରେ ପିସିପିଏନ୍ଡିଟି ଆଇନ କିଭଳି କାର୍ଯ୍ୟକାରୀ ହେଉଛି ତାହାର…

