ରାଜ୍ୟ

ଆଜି ଖୋଲିବ ନନ୍ଦନକାନନ, ବଟାନିକାଲ ଗାର୍ଡେନ

ବାରଙ୍ଗ,୨୧।୫(ଡି.ଏନ୍‌.ଏ.): ବାତ୍ୟା ପାଇଁ ୧୯ଦିନର ବନ୍ଦ ପରେ ମଙ୍ଗଳବାର ଖୋଲିବାକୁ ଯାଉଛି ନନ୍ଦନକାନନ। ବାତ୍ୟାର ଅବ୍ୟାହିତ ପୂର୍ବରୁ ନନ୍ଦନକାନନକୁ ୨ରୁ ୪ତାରିଖ ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଥିଲା। ଫନୀ ପ୍ରଭାବରେ ନନ୍ଦନକାନନ ବ୍ୟାପକ କ୍ଷତି ଘଟି ସମ୍ପୂର୍ଣ୍ଣ ଚିତ୍ର ବଦଳିଯାଇଥିଲା। ବାତ୍ୟା…

ଯାଜପୁରରେ ବଦଳିପାରେ ପୂର୍ବ ଧାରା: ଏକ୍‌ଜିଟ ପୋଲ୍‌କୁ ନେଇ ମିଶ୍ରିତ ପ୍ରତିକ୍ରିୟା

ଯାଜପୁର ଅଫିସ,୨୧।୫: ୨୦୧୯ ସାଧାରଣ ନିର୍ବାଚନର ଫଳାଫଳକୁ ନେଇ ବିଭିନ୍ନ ଟିଭି ଚ୍ୟାନେଲ ଓ ସର୍ଭେ ସଂସ୍ଥା ପକ୍ଷରୁ କରାଯାଇଥିବା ଏକ୍‌ଜିଟ ପୋଲ ସର୍ଭେ ରିପୋର୍ଟ ଜଣାପଡ଼ିବା ପରେ ଯାଜପୁର ଜିଲାରେ ରାଜନୈତିକ ଚର୍ଚ୍ଚା ସରଗରମ ହୋଇଉଠିଛି। ବିଶେଷକରି ଓଡିଶା ସପକ୍ଷରେ…

ସରକାରୀ କ୍ୱାର୍ଟର୍ସ ପଛରୁ ୨ ବୋମା ଜବତ

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଖାରବେଳନଗର ଥାନା ଅନ୍ତର୍ଗତ ୟୁନିଟ୍‌-୯ସ୍ଥିତ ଗୋପବନ୍ଧୁ ସ୍କୁଲ ନିକଟ ସରକାରୀ କ୍ୱାର୍ଟର୍ସ ନଂ.୨ଆରଏ୨୫ ପଛରୁ ପୋଲିସ ଦୁଇଟି ଅଫୁଟା ବୋମା ଜବତ କରିଛି। ଏକ ବ୍ୟାଗ୍‌ରେ ଥିବା ଦୁଇଟି ବୋମାକୁ ଡଷ୍ଟବିନ ଭିତରେ ଲୁଚାଇ ରଖାଯାଇଥିଲା। ସକାଳୁ ସ୍ଥାନୀୟ…

ଭାଜପାର ରାଜ୍ୟସ୍ତରୀୟ କର୍ମଶାଳା: ଭୋଟ ଗଣତି, ଫଳାଫଳ ନେଇ ଆଲୋଚନା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟର ସମସ୍ତ ଲୋକ ସଭା ଏବଂ ବିଧାନସଭା ଭାଜପା ପ୍ରାର୍ଥୀମାନଙ୍କୁ ନେଇ ସ୍ଥାନୀୟ ଏକ ହୋଟେଲ୍‌ରେ ରାଜ୍ୟସ୍ତରୀୟ କର୍ମଶାଳା ଆୟୋଜିତ ହୋଇଛି ା ଏହି କର୍ମଶାଳାରେ ନିର୍ବାଚନ ଗଣତି ପଦ୍ଧତିର ବୈଷୟିକ ଦିଗ ଉପରେ ଆଲୋଚନା ହୋଇଛି। ଦୁଇ କେନ୍ଦ୍ରମନ୍ତ୍ରୀ…

ମା’ଙ୍କ ପାଇଁ ମଣିଷ ହୋଇପାରିଛ

ଦେଢ଼ବର୍ଷର ହୋଇଥିବା ବେଳେ ବାପା ଚାଲିଗଲେ ଆରପାରିକୁ। ଗଁ। ଗଁ।ରେ ଚାଉଳ ବିକି ମା’ ହିଁ ମଣିଷ କରିଛି ଆମ ୫ ଭଉଣୀ ଭାଇଙ୍କୁ। ପିଲାବେଳେ କେତେ ଯେ କଷ୍ଟ ସହିବାକୁ ପଡ଼ିଛି, ସେକଥା କେବଳ ମା’ ଓ ଆମେମାନେ ହିଁ…

ରାସ୍ତା ସାରା ପଡୁଛି ପାଉଁଶ:ଗାଡ଼ି ଅଟକ, ଉତ୍ତେଜନା

ପରଜଙ୍ଗ,୨୧।୫(ଡି.ଏନ.ଏ.)ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ବ୍ୟବହୃତ ପାଉଁଶଗୁଣ୍ଡ ଉଡି ପରିବେଶ ବିଷାକ୍ତ ହେଉଛି। ଏଥିଯୋଗୁ ଯାତାୟାତକାରୀଙ୍କ ସହ ଅଞ୍ଚଳବାସୀ ଅସୁବିଧା ଭୋଗୁଛନ୍ତି। ରାସ୍ତା ନିର୍ମାଣ ଦାୟିତ୍ୱ ନେଇଥିବା ଘରୋଇ ସଂସ୍ଥାର…

ପୁଣି କ୍ଷମତାକୁ ଫେରିବୁ: ବିଜେଡି

ଭୁବନେଶ୍ୱର,୨୧।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ନେତାମାନଙ୍କ ମନରେ ହାରିବା କିମ୍ବା ଜିତିବା ନେଇ ଛନକା ପଶିଯାଇଛି। କ’ଣ ହେବ ନିଜର ରାଜନୈତିକ ଭାଗ୍ୟ, ଏନେଇ ଛାତି ଧଡ଼ ଧଡ଼। ଜନମତ ସପକ୍ଷରେ ଯିବ ନା ବିପକ୍ଷରେ ଯିବ। ଏମିତି…

ରାଜ୍ୟରେ ସ୍ବପ୍ନ ଦେଖୁଛି ଭାଜପା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନ ଶେଷ ହୋଇଛି। ଏବେ ନିର୍ବାଚନ ଫଳାଫଳକୁ ନେଇ ଚାଲିଛି ଅଙ୍କକଷା। ଫଳାଫଳ କ’ଣ ହେବ ସେକଥା ଚିନ୍ତା କରି ରାଜ୍ୟଠାରୁ ଆରମ୍ଭ କରି ଜାତୀୟସ୍ତର ନେତାଙ୍କ ନିଦ ହଜିଗଲାଣି। ବିଶେଷକରି ବିଭିନ୍ନ ଜାତୀୟ ଗଣମାଧ୍ୟମ ପକ୍ଷରୁ…

ପୁନରୁଦ୍ଧାରରେ ବିଏମ୍‌ସି ଖର୍ଚ୍ଚ କରିବ ୨୩୦ କୋଟି

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ‘ଫନୀ’ର ତାଣ୍ଡବରେ ସ୍ମାର୍ଟ ସିଟି ଭୁବନେଶ୍ୱର ଏକପ୍ରକାର ଶ୍ରୀହୀନ ହୋଇପଡ଼ିଛି। ରାଜଧାନୀର ସବୁଜିମାଠାରୁ ଆରମ୍ଭ କରି ସୌନ୍ଦର୍ଯ୍ୟକରଣ, ସବୁକିଛି ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଦ୍ୱାରା ସହରର ସମସ୍ତ ପୁନରୁଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଏଥିନିମନ୍ତେ…

ବିଶ୍ୱର ଶ୍ରେଷ୍ଠ ଏନ୍‌ଜିଓ ତାଲିକାରେ କିସ୍‌

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବିଶ୍ୱର ସର୍ବବୃହତ ଆବାସିକ ଜନଜାତି ଅନୁଷ୍ଠାନ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସେସ୍‌(କିସ୍‌) ଲଗାତାର ଚତୁର୍ଥ ଥର ପାଇଁ ନନ୍‌-ପ୍ରଫିଟ୍‌ ଆଇଭି ଲିଗ୍‌ରେ ସ୍ଥାନ ପାଇଛି। ବିଶ୍ୱର ଶ୍ରେଷ୍ଠ ୫ଶହ ଏନ୍‌ଜିଓ ମଧ୍ୟରେ କିସ୍‌ ୧୮୯ତମ ସ୍ଥାନରେ ରହିଛି। ନିକଟରେ…

ପରଲୋକରେ ଅର୍ଥନୀତିଜ୍ଞ ବାସୁଦେବ ସାହୁ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବରିଷ୍ଠ ଅର୍ଥନୀତିଜ୍ଞ, ଶିକ୍ଷାବିତ୍‌ ତଥା ଅବସରପ୍ରାପ୍ତ ଅର୍ଥନୀତି ପ୍ରଫେସର ବାସୁଦେବ ସାହୁଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ବାସଭବନରେ ସେ ରବିବାର ରାତିରେ ଇହଧାମ ତ୍ୟାଗ କରିଛନ୍ତି। ତାଙ୍କୁ ୮୫ବର୍ଷ ବୟସ ହୋଇଥିଲା। ୧୯୩୪ ମସିହାରେ ଭଦ୍ରକ ଜିଲା ସାହାସପୁର ଗଁାରେ…

ସରିଲା ନିଟ୍‌ବାହାରେ ରବର ବ୍ୟାଣ୍ଡ, କ୍ଲିପ୍‌ ରଖିଲେ ଛାତ୍ରୀ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟ ତଥା ଦେଶର ପ୍ରମୁଖ ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍‌) ସୋମବାର ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ଶେଷ ହୋଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri