ରାଜ୍ୟ

ଆଞ୍ଚଳିକ ନିଦାନ କେନ୍ଦ୍ରରେ ରୋଗୀଙ୍କୁ ଶୋଷଣ ଅଭିଯୋଗରେ ବିକ୍ଷୋଭ: ଅଧ୍ୟକ୍ଷଙ୍କୁ ଦାବିପତ୍ର

ବ୍ରହ୍ମପୁର ଅଫିସ୍‌,୨୦।୫: ବ୍ରହ୍ମପୁର ବଡ଼ ମେଡ଼ିକାଲ ପରିସରରେ ଥିବା ଆଞ୍ଚଳିକ ନିଦାନ କେନ୍ଦ୍ର(ଆର୍‌ଡିସି)ରେ ରୋଗୀଙ୍କୁ ଶୋଷଣ ଏବଂ ଦୁର୍ବ୍ୟବହାର କରାଯାଉ ଥିବା ନେଇ ସୋମବାର ଅଭିଯୋଗ ହୋଇଛି । ମାନବ ଅଧିକାର ସୁରକ୍ଷା ମଞ୍ଚ ଏଭଳି ଅଭିଯୋଗ ଆଣି ଆର୍‌ଡିସି ସମ୍ମୁଖରେ…

୪ ମାସ ଦରମା ପାଇ ନ ଥିବା ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ବରିଷ୍ଠ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ୍‌,୨୦।୫: ଭାରତ ସଞ୍ଚାର ନିଗମ ଲିମିଟେଡ୍‌(ବିଏସ୍‌ଏନ୍‌ଏଲ୍‌)ରେ ଠିକା ଏବଂ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଗତ ୪ ମାସ ହେଲା ଦରମା ମିଳି ନ ଥିବା ନେଇ ବାରମ୍ବାର ଉଚ୍ଚ କର୍ତ୍ତୃପକ୍ଷ ନିକଟରେ ଅଭିଯୋଗ ହୋଇଛି। ମାତ୍ର ଏ ନେଇ କୌଣସି ସୁଫଳ…

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଭାଜପା ଉତ୍ସାହିତ

ଭୁବନେଶ୍ୱର, ୨୦ା୫(ବ୍ୟୁରୋ): ସାଧାରଣ ନିର୍ବାଚନ-୨୦୧୯ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଉ ୩ ଦିନ ପରେ ଭୋଟ ଗଣତି ହେବ। ପୂର୍ବ ୩ ଥର ଭଳି ଏଥର ମଧ୍ୟ ରାଜ୍ୟରେ ଏକ ସଙ୍ଗରେ ବିଧାନସଭା ଓ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା।…

ଅନ୍ତର୍ଜାତୀୟ ବିମାନ ସେବା: ଓଡ଼ିଶା ସ୍ବାର୍ଥକୁ ଅଣଦେଖା, ଆଗ୍ରହୀ ସଂସ୍ଥାକୁ ମିଳୁନି ଅନୁମତି

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ଭାରତକୁ ଶ୍ରୀଲଙ୍କା, ବାଂଲାଦେଶ, ଯୁକ୍ତରାଷ୍ଟ ଆମେରିକା, ବ୍ରିଟେନ୍‌, କାନାଡା, ଅଷ୍ଟ୍ରେଲିଆ, ମାଲେସିଆ, ଜର୍ମାନୀ, ଫ୍ରାନ୍ସ ଭଳି ରାଷ୍ଟ୍ରରୁ ସର୍ବାଧିକ ବିଦେଶୀ ପର୍ଯ୍ୟଟକ ଆସିଥାନ୍ତି। ଏହି ରାଷ୍ଟ୍ର ଗୁଡ଼ିକରୁ ଆସୁଥିବା ପର୍ଯ୍ୟଟକମାନେ ସିଧା ବିମାନ ଯୋଗାଯୋଗ ଥିବା ରାଜ୍ୟଗୁଡ଼ିକୁ ଭ୍ରମଣ…

୪୪.୫ ଡିଗ୍ରୀରେ ଟିଟିଲାଗଡ଼ : ୮ ଜିଲାରେ ଜାରି ରହିବ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ତାତି। ଅଧିକାଂଶ ସହରରେ ପାରଦ ୪୦ଡିଗ୍ରୀ ଉପରେ ରହୁଛି। ତାତି ଯେତିକି କଷ୍ଟ ଦେଉଛି, ତା’ଠୁ ବଳିପଡ଼ୁଛି ଗୁଳୁଗୁଳି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ୧୩ ସହରରେ ତାପମାତ୍ରା…

ଆଜି ନିଟ୍‌ ପରୀକ୍ଷା

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ଦି ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍‌) ସୋମବାର ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିବ। ଛାତ୍ରୀଛାତ୍ର ସକାଳ ୯ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ସୂଚନାଯୋଗ୍ୟ, ଚଳିତମାସ ୫ତାରିଖରେ ଏହି…

ବିଜୁ ଯୁବ ବାହିନୀ ବିରୋଧରେ ଫେରାଦ ହେଲା ଭାଜପା:ରିଲିଫ କୋଡ୍‌କୁ ଉଲଙ୍ଘନ କରିଛନ୍ତି ସରକାର

ଭୁବନେଶ୍ୱର,୧୯।୫(ବ୍ୟୁରୋ):ରାଜ୍ୟ ରାଜକୋଷ ଅର୍ଥରେ ଗଠନ ହୋଇଥିବା ବିଜୁ ଯୁବ ବାହିନୀର ସଦସ୍ୟମାନଙ୍କ ବାତ୍ୟା ୧୫ଦିନ ପରେ ମଧ୍ୟ ଦେଖା ମିଳୁନାହିଁ। ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କ ପାଇଁ କେନ୍ଦ୍ର ସହାୟତା ଦେଇଥିବାବେଳେ ରାଜ୍ୟ ସରକାର ଭାଙ୍ଗି ଯାଇଥିବା ଘର ଗୁଡିକର ଚିହ୍ନଟ…

ଶ୍ରୀମନ୍ଦିର କ୍ଷୟକ୍ଷତି ଅନୁଧ୍ୟାନ କଲେ ଧର୍ମେନ୍ଦ୍ର ପ୍ରଧାନ:ରଥଯାତ୍ରା ସୁଦ୍ଧା ଫେରିବ ସ୍ବାଭାବିକ ଅବସ୍ଥା

ପୁରୀ ଅଫିସ, ୧୯ା୫: ବାତ୍ୟାରେ ଶ୍ରୀମନ୍ଦିରରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ସ୍ଥାନୀୟ ଦଳୀୟ ନେତୃବୃନ୍ଦଙ୍କ ସହ ସିଂହଦ୍ୱାର ନିକଟରେ ପହଞ୍ଚତ୍ଥିଲେ। ଶ୍ରୀମନ୍ଦିର ସେବକ ମଧୁସୂଦନ ସିଂହାରୀ ପ୍ରମୁଖ…

ଓଡ଼ିଶାକୁ ନେଇ ଏକଜିଟ୍‌ ପୋଲ: ଭାଜପା କରିବ ଭଲ ପ୍ରଦର୍ଶନ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଲୋକସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଶେଷ ହେବା ପରେ ଏକଜିଟ ପୋଲ ଅନୁମାନ ଭାଜପା ପାଇଁ ଭଲ ଖବର ଆଣିଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲ୍‌ ପୂର୍ବାନୁମାନ ଅନୁଯାୟୀ କେନ୍ଦ୍ରରେ ଭାଜପା ପୁଣି…

ଅନୁଭବଙ୍କୁ ହତ୍ୟା ଧମକ ଦେଇଥିବା ଯୁବକ ଗିରଫ

କଟକ ଅଫିସ/ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଜେଡି ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିକୁ ହତ୍ୟା ଧମକ ଦେଇଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ କାଳିଆ ବାରିକ। କାଳିଆ କଟକସ୍ଥିତ ଝାଞ୍ଜିରୀମଙ୍ଗଳା ଅଞ୍ଚଳରେ ରହି ମିସ୍ତ୍ରି କାମ କରୁଥିଲେ। କଟକ ସ୍ପେଶାଲ…

ବ୍ରହ୍ମଗିରିରେ ସାନି ମତଦାନ

ବ୍ରହ୍ମଗିରି,୧୯ା୫(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ସଦର ବ୍ଲକ ଓ କୃଷ୍ଣପ୍ରସାଦ ବ୍ଲକର ଦୁଇଟି ବୁଥ୍‌ରେ ରବିବାର ସାନି ମତଦାନ ଆରମ୍ଭ ହୋଇଛି। ପ୍ରକାଶଥାଉ କି, କୃଷ୍ଣପ୍ରସାଦର ୬୨ନଂ ବୁଥ୍‌ର ସିୟୁ ହଜିଯାଇଥିବାବେଳେ ସଦରର ୨୨୮ନଂ ବୁଥ୍‌ରେ ଇଭିଏମ୍‌ ଭଙ୍ଗା ଯାଇଥିବାରୁ…

ହାତୀ ଆକ୍ରମଣରେ ମୃତ୍ୟୁ ଘଟଣା: ଧରିତ୍ରୀ ଖବରକୁ ନେଇ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ ଦାୟର, ମୃତକଙ୍କ ପରିବାରଙ୍କୁ କ୍ଷତିପୂରଣ ଦାବି

ହାଟଡ଼ିହୀ,୧୯।୫(ଡି.ଏନ୍‌.ଏ.): ଗତ ୧୭ରେ କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ନୂଆରୁଗୁଡ଼ି ଗ୍ରାମର ଜଗନ୍ନାଥ ମଲ୍ଲିକ(୫୩) ଏବଂ ୧୮ରେ ମଇଚାଇପଦା ଗ୍ରାମର ସଞ୍ଜୁଲତା ରାଉତ(୫୨)ଙ୍କର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେହିଭଳି ପୂର୍ବରୁ ମଧ୍ୟ କୁଶଟିକିରି ଗ୍ରାମର ଖୁଖା ଖଣ୍ଡେଇ(୫୪)ଙ୍କର ମଧ୍ୟ ହାତୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri