ମୟୂରଭଞ୍ଜର ୫ ବୁଥ୍ରେ ଚାଲିଛି ସାନି ମତଦାନ
ବାରିପଦା ଅଫିସ,୧୯।୫: ମୟୂରଭଞ୍ଜ ଜିଲାର ୫ଟି ବୁଥ୍ରେ ରବିବାର ସାନି ମତଦାନ କରାଯାଉଛି। ବାରିପଦା ବିଧାନସଭା ନିର୍ବାଚନମଣ୍ଡଳୀର ୧୬ନଂ ବୁଥ୍-ଭୁଗୁଡ଼ାକଟା, ୧୯ନଂ ବୁଥ୍-ପୂର୍ଣ୍ଣଚନ୍ଦ୍ରପୁର, ଖଣ୍ଟା ବ୍ଲକର ବୁଥ୍ ନଂ-୨୪୮-ଅଠାପଡ଼ା, ବଡ଼ସାହି ବ୍ଲକର ୧୬୬ନଂ ବୁଥ୍-ଖନୁଆ(୨) ଏବଂ ବାଙ୍ଗିରିପୋଷୀ ବିଧାନସଭା ନିର୍ବାଚନମଣ୍ଡଳୀର ୧୦୪ନଂ…
ବଉଳା କୁମ୍ଭୀର ବସା ଉଦ୍ଧାର: ଭିତରକନିକା ନିଆଗଲା ଅଣ୍ଡା, ନାଳରେ ଛାଡ଼ି ଦିଆଗଲା କୁମ୍ଭୀର
ମହାକାଳପଡ଼ା,୧୯।୫(ଡି.ଏନ୍.ଏ.): ମହାକାଳପଡ଼ା ବନାଞ୍ଚଳ ଅଧୀନ ଗାବରୀ ନଦୀ ପାର୍ଶ୍ୱ ଅରଡ଼ ଗ୍ରାମର ଏକ ବୁଦା ମୂଳେ ଏକ ବଉଳା କୁମ୍ଭୀର ବସା ବାନ୍ଧି କିଛି ଅଣ୍ଡା ଦାନ କରି ଜଗି ରହିଥିବା ଦେଖିବାକୁ ମିଳିଛି। ଗ୍ରାମବାସୀ କୁମ୍ଭୀର ବସା ଦେଖି ବନ…
ଯାଜପୁରରେ ସାନି ମତଦାନ ପୂର୍ବରୁ ନିର୍ବାଚନୀ ହିଂସା: ଭୁଜାଲିରେ ଆକ୍ରମଣ, ଜଣେ ଗୁରୁତର
ଯାଜପୁର ଅଫିସ,୧୯।୫- ବିଞ୍ଝାରପୁର ନିର୍ବାଚନମଣ୍ଡଳୀର ୧୩୫ ନଂ ବୁଥ୍ କଲ୍ୟାଣପୁରଠାରେ ରବିବାର ସାନି ମତଦାନ ହେବା ପୂର୍ବରୁ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ ରାତିରେ ଏହି ରାଜନୈତିକ ହିଂସାରେ ରଞ୍ଜିତ ଦାସ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।…
ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼
ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ବିଞ୍ଝାରପୁର ବିଧାନସଭା ଆସନର ୧୩୫ ଓ ୧୯୧ ନଂ ବୁଥ୍, ବରୀର ୮୨, ୧୫୮,…
ବାତ୍ୟାରେ ଭାଙ୍ଗିଛି ଶହ ଶହ ନଡ଼ିଆ ଗଛ: ଶ୍ରୀମନ୍ଦିର ଲାଗି ଅଭାବ ପଡ଼ିପାରେ ପଇଡ଼
ପୁରୀ ଅଫିସ, ୧୯ା୫: ବାତ୍ୟାରେ ପୁରୀ ଜିଲାରେ ଲକ୍ଷାଧିକ ନଡ଼ିଆ ଗଛ ଭାଙ୍ଗିପଡ଼ିଛି। ଫଳରେ ଆଗାମୀ ଦିନରେ ନଡ଼ିଆ ଓ ପଇଡ଼ ଅଭାବ ପଡ଼ିପାରେ। ଶ୍ରୀମନ୍ଦିରରେ ଦୈନିକ ନୀତି ଲାଗି ଫୁଲ ଓ ତୁଳସୀ ପତ୍ର ପରେ ଏବେ ପଇଡ଼ ଅଭାବ…
ପୁରୀ ଜିଲାର ୩ ବୁଥ୍ରେ ଆଜି ସାନି ମତଦାନ
ପୁରୀ ଅଫିସ,୧୯ା୫: ପୁରୀ ଜିଲାର ୩ଟି ବୁଥ୍ରେ ରବିବାର ସାନି ମତଦାନ ଅନୁଷ୍ଠିତ ହେବ। ଏହି ବୁଥ୍ଗୁଡ଼ିକ ହେଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀର ୨୨୨ନଂ. କମାଶାସନ ପ୍ରୋଜେକ୍ଟ ୟୁପି ସ୍କୁଲ, କମାଶାସନ, ୬୨ନଂ. ଗାଦିବ୍ରହ୍ମ ପ୍ରାଇମେରୀ ସ୍କୁଲ, ବାଘମୁଣ୍ଡା ଏବଂ ସତ୍ୟବାଦୀ ନିର୍ବାଚନମଣ୍ଡଳୀ…
ଚକାଫାଟିବାରୁ ଦୁର୍ଘଟଣା: ଡିଭାଇଡର ଡେଇଁ ଅନ୍ୟ କାର ସହ ପିଟିହେଲା ଓ୍ବାଗ୍ନର, ୩ ଗୁରୁତର
ଭୁବନେଶ୍ୱର,୧୯।୫(ବ୍ୟୁରୋ)- ଶହୀଦନଗର ଥାନା ଅନ୍ତର୍ଗତ ଆଚାର୍ଯ୍ୟବିହାର ଓଭରବ୍ରିଜ୍ ଉପରେ ଶନିବାର ରାତି ପ୍ରାୟ ୯ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଚକା ଫାଟିଯିବାରୁ ଏକ ଓ୍ବାଗନର କାର (ଓଆର୦୨ବିଭି୯୦୦୮) ଭାରସ୍ୟାମ ହରାଇ ଡିଭାଇଡର ଡେଇଁ ଅନ୍ୟ ଏକ ଜୁପିଟର କାର (ଓଆର୦୨ବିଏ୬୩୯୯)କୁ…
ଓଜେଇଇ ଦେଲେ ୩୦ହଜାର ଛାତ୍ରୀଛାତ୍ର
ଭୁବନେଶ୍ୱର, ୧ ୯।୫(ବ୍ୟୁରୋ)- ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଶନିବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ୨୦ ସହରର ୫୩ଟି କେନ୍ଦ୍ରରେ ପ୍ରାୟ ୩୦ହଜାର ଛାତ୍ରୀଛାତ୍ର ଅଫ୍ଲାଇନ୍ରେ ଏହି ପରୀକ୍ଷା ଦେଇଛନ୍ତି। ଦୁଇଟି ସିଟିଂରେ ପରୀକ୍ଷା ହୋଇଥିଲା। ପ୍ରଥମ ସିଟିଂ ସକାଳ ୯ଟାରୁ…
ରାଜଧାନୀ ଓଭରବ୍ରିଜ୍ରେ ମାତିଲେ ଲୁଟେରା: ଅଧଘଣ୍ଟାରେ ସିରିଜ୍ ଲୁଟ୍; ଚେନ୍, ଭ୍ୟାନିଟି ଝାମ୍ପିନେଲେ;ଦୁଇ ମହିଳାଙ୍କ ମୁଣ୍ଡ ଫାଟିଲା
ଭୁବନେଶ୍ୱର, ୧୯।୫(ବ୍ୟୁରୋ)- ରାଜଧାନୀରେ ପୁଣି ସକ୍ରିୟ ହୋଇଉଠିଛି ଲୁଟେରା ଗ୍ୟାଙ୍ଗ୍। ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ ହୋଇଥିବା ସିରିଜ ଲୁଟ୍ ମାମଲାରେ ପୋଲିସ ଏଯାଏ ଲୁଟେରାଙ୍କୁ ଠାବ କରିପାରି ନ ଥିବାବେଳେ ଶନିବାର ଅଧଘଣ୍ଟା ଭିତରେ ଜାତୀୟ ରାଜପଥରେ ଏକାଧିକ ଲୁଟ୍ ହୋଇଛି। ରସୁଲଗଡ…
ପୁନରୁଦ୍ଧାର ହେବ ଉପକୂଳ ସବୁଜିମା: ୫ବର୍ଷରେ ଖର୍ଚ୍ଚ ହେବ ୨୦୦ କୋଟି, ୮ ହଜାର ହେକ୍ଟର ଅଞ୍ଚଳରେ ହେବ ବୃକ୍ଷରୋପଣ
ଭୁବନେଶ୍ୱର, ୧୯।୫(ବ୍ୟୁରୋ)- ବାତ୍ୟା ‘ ଫନୀ’ରେ ଉପକୂଳ ଅଞ୍ଚଳରେ ଜଙ୍ଗଲ ଓ ବୃକ୍ଷ ସମ୍ପଦ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଥିବାବେଳେ ସବୁଜିମା ଉଜୁଡି ଯାଇଛି। ତେଣୁ ଉପକୂଳ ସବୁଜିମାର ପୁନରୁଦ୍ଧାର ପାଇଁ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ଶନିବାର ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ…
ଆଣ୍ଡାମାନ ଛୁଇଁଲା ମୌସୁମୀ, ଜୁନ୍ରେ ଓଡ଼ିଶା ଆସିବ; ଜଳୁଛି ସାରା ଓଡ଼ିଶା, ୪୫.୮ ଡିଗ୍ରୀରେ ଟିଟିଲାଗଡ଼
ଭୁବନେଶ୍ୱର, ୧୯।୫(ବ୍ୟୁରୋ)/ରଣପୁର (ସ୍ବ.ପ୍ର.)- ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତିରେ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ପ୍ରବଳ ଗରମକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ପୂର୍ବାହ୍ନ ୧୦ଟାପରେ…
ଶେଷ କ୍ୟାବିନେଟ୍ରେ ଫନୀ ଚିନ୍ତା
ଭୁବନେଶ୍ୱର,୧୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ସରକାରଙ୍କ ଶେଷ କ୍ୟାବିନେଟ୍ ବୈଠକ ଶନିବାର ସଚିବାଳୟରେ ଅନୁଷ୍ଠିତ ହୋଇଛି। ସାମୁଦ୍ରିକ ଝଡ ଫନୀ ଦ୍ୱାରା ପ୍ରଭାବିତ ପୁରୀ ଏବଂ ଅନ୍ୟାନ୍ୟ ଅଞ୍ଚଳ ପାଇଁ ବ୍ୟବସ୍ଥାର ସମୀକ୍ଷା ସହ ବିଭିନ୍ନ ନିୟମରେ କୋହଳ କରାଯାଇଛି।…
Archives


