ରାଜ୍ୟ

ପ୍ରଣବ କୁମାର ଦାସ ପ୍ରମୁଖ ସିସିଆଇଟି ନିଯୁକ୍ତ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ୍‌)ର ଓଡ଼ିଆ ଅଧିକାରୀ ପ୍ରଣବ କୁମାର ଦାସ ପ୍ରିନ୍ସିପାଲ ଚିଫ୍‌ କମିଶନର ଅଫ୍‌ ଇନ୍‌କମ୍‌ ଟ୍ୟାକ୍ସ(ପିଆର. ସିସିଆଇଟି) ଭାବେ ପଦୋନ୍ନତି ସହ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟରେ ନିଯୁକ୍ତି ପାଇଛନ୍ତି। ପ୍ରଣବଙ୍କ ନିଯୁକ୍ତି ନେଇ ଚଳିତ ମାସ…

ଖଣିଜ ଉତ୍ତୋଳନ ଅନିୟମିତତା ମାମଲା:୧୫ଖଣି ଲିଜ୍‌ଧାରୀଙ୍କୁ ଝଟକା

ଯୋଡ଼ା,୧୭।୫(ଡି.ଏନ.ଏ.):ଖଣିଜ ପଦାର୍ଥ ଉତ୍ତୋଳନରେ ହୋଇଥିବା ଅନିୟମିତତା ମାମଲାରେ ମାଲା ରାୟଙ୍କ ସମେତ ୧୫ଖଣି ଲିଜ୍‌ଧାରୀଙ୍କୁ କେନ୍ଦ୍ର ଖଣି ମନ୍ତ୍ରଣାଳୟ ପକ୍ଷରୁ ଝଟକା ଲାଗିଛି। କ୍ଷତିପୂରଣ ଦାଖଲ ପାଇଁ ରାଜ୍ୟ ସରକାର କରିଥିବା ନୋଟିସ ବିରୋଧରେ ୧୫ ଲୁହାପଥର ଓ ମାଙ୍ଗାନିଜ ଖଣି…

ଫନୀ ତାଣ୍ଡବରେ ଉଜୁଡ଼ିଯାଇଛି ଶିଳ୍ପୀକୁଳର ଜୀବିକା: ମାଟିରେ ମିଶିଯାଇଛି ଉପକରଣ, କଳା ସାମଗ୍ରୀ, – ସ୍ବତନ୍ତ୍ର ପ୍ୟାକେଜ ଦାବି କଲା ଶିଳ୍ପୀ ମହାସଂଘ

ଭୁବନେଶ୍ୱର,୧୭।୫(ବ୍ୟୁରୋ) : ବାତ୍ୟା ‘ଫନୀ’ ଓଡ଼ିଶାର ଆର୍ଥିକ ମେରୁଦଣ୍ଡକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଏଥିରେ ବିଶେଷ ପ୍ରଭାବିତ ହୋଇଛି ଛୋଟବଡ଼ ଶିଳ୍ପ। ଏହାଦ୍ୱାରା ରାଜ୍ୟର ହଜାର ହଜାର ଶିଳ୍ପୀ ଓ ବୁଣାକାରଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି। ଆର୍ଥିକ ଦୃଷ୍ଟିରୁ…

ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ : ହଂକଂରେ ଭାରତରୁ ପ୍ରତିନିଧିତ୍ୱ କରିବେ ଶରଣ୍ୟା

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଗତ ଏପ୍ରିଲ ୨୭ରୁ ୨୯ ପର୍ଯ୍ୟନ୍ତ କେରଳର କୋଝିକୋଡ଼ଠାରେ ଅନୁଷ୍ଠିତ ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ ୨୦୧୯ରେ ବାଜି ମାରିଛନ୍ତି ଆଉ ଜଣେ ଓଡ଼ିଆ। ଜୁନିୟର ବର୍ଗରେ ଶ୍ରୀବାଲିଙ୍କ ବାଜିମାତ ପରେ ୧୦ରୁ ୧୪ବର୍ଷ ବର୍ଗରେ ପ୍ରଥମ ରନର୍ସଅପ୍‌ ହୋଇଛନ୍ତି ଓଡ଼ିଆ…

କନ୍ଦରପୁର ବଜାର କମିଟି ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଥାନା ଘେରାଉ

କଟକ ସଦର,୧୬।୫(ଡି.ଏନ୍‌.ଏ.): କମିଶନରେଟ ପୋଲିସ ବ୍ୟବସ୍ଥା ଅନ୍ତର୍ଗତ କନ୍ଦରପୁର ବଜାର କମିଟି ସଭାପତି ସ୍ମୃତି ରଞ୍ଜନ ପ୍ରଧାନ(୪୩)ଙ୍କୁ ମଙ୍ଗଳବାର ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ୮ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଗୁରୁବାର ବଜାର କମିଟି ପକ୍ଷରୁ…

ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସପ୍ତାହକ ମଧ୍ୟରେ କ୍ଷୟକ୍ଷତି ଆକଳନ

ପୁରୀ ଅଫିସ,୧୬ା୫: ବାତ୍ୟା କ୍ଷତିଗ୍ରସ୍ତ ପୁରୀ ଜିଲାରେ ରିଲିଫ ଏବଂ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ବୁଧବାର ଅପରାହ୍ନରେ ପୁରୀ ସର୍କିଟ ହାଉସ୍‌ରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହାପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…

କଂଗ୍ରେସ: ସ୍ଥିତି ବଜାୟ ରଖିବା ଚ୍ୟାଲେଞ୍ଜ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ସାଧାରଣ ନିର୍ବାଚନ ଫଳାଫଳ ଆସନ୍ତା ୨୩’ରେ ପ୍ରକାଶ ପାଇବ। ଏହା ପୂର୍ବରୁ କେଉଁ ଦଳ କେତେସଂଖ୍ୟକ ଆସନ ଜିତିବ, ସେନେଇ ଅଙ୍କକଷା ଚାଲିଛି। ଓଡ଼ିଶାରେ ଏକସଙ୍ଗରେ ହୋଇଥିବା ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ମୁଖ୍ୟତଃ ଭାଜପା-ବିଜେଡି ମଧ୍ୟରେ ପ୍ରତ୍ୟକ୍ଷ…

ପୋଲିସ ପ୍ରଶାସନରେ ଅଭିଯୁକ୍ତ ପୁରସ୍କୃତ: ୪୦ ଇନ୍ସପେକ୍ଟର, ୧୪ ଏସିପିଙ୍କ ନାମରେ ଏକାଧିକ ଅଭିଯୋଗ

ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ସମସ୍ତଙ୍କ ପାଇଁ ଆଇନ ସମାନ। ଅପରାଧ ଅନୁଯାୟୀ ଜଣେ ସାଧାରଣ ବ୍ୟକ୍ତିଙ୍କ କ୍ଷେତ୍ରରେ ଯେଉଁ ଦଫା ଲାଗେ ଜଣେ ପୋଲିସ ବିରୋଧରେ ମଧ୍ୟ ସେହି ଦଫା ଲାଗିଥାଏ। କିନ୍ତୁ ପୋଲିସ ନିଜ କ୍ଷମତାର ଦୁରୁପଯୋଗ କରି ଆଇନକୁ ଦଳିମକଚି…

ପଲିଥିନ ବଣ୍ଟନରେ ଅନିୟମିତତା ଅଭିଯୋଗ: ତହସିଲଦାରଙ୍କୁ ନ ପାଇ ବିଡିଓଙ୍କୁ ଘେରିଲେ ଗ୍ରାମବାସୀ

କଣ୍ଟାପଡା,୧୫।୫(ଡି.ଏନ୍‌.ଏ.): ସାମୁଦ୍ରିକ ବାତ୍ୟା ଫନୀରେ କ୍ଷତିଗ୍ରସ୍ତ କଣ୍ଟାପଡା ବ୍ଲକ ଅନ୍ତର୍ଗତ ପାଟସୁନ୍ଦରପୁର ପଞ୍ଚାୟତରେ ବାତ୍ୟା ବିପନ୍ନଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ହୋଇଥିବା ପାଟସୁନ୍ଦରପୁର ଗ୍ରାମବାସୀଙ୍କ ପକ୍ଷରୁ ବୁଧବାର କଣ୍ଟାପଡା ତହସିଲଦାରଙ୍କ ନିକଟରେ ଅଭିଯୋଗ ହୋଇଛି। ତେବେ ଅଭିଯୋଗ କରିବାକୁ ଆସିଥିବା ଗ୍ରାମବାସୀମାନେ…

ଝରକା ବାଟେ ବାହାରକୁ ଗରମ ପାଣି ଫିଙ୍ଗିଲେ ସହାୟିକା, ଅଙ୍ଗନଓ୍ବାଡି ଶିଶୁ ଗୁରୁତର

ସୋନପୁର/ବୀରମହାରାଜପୁର,୧୪।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଜଟିଆପାଲି ଅଙ୍ଗନୱାଡି କେନ୍ଦ୍ରରେ ମଙ୍ଗଳବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। କେନ୍ଦ୍ରର ସହାୟିକା ବେଦମତୀ ମହାକୁର ଶିଶୁକନ୍ୟା ପ୍ରୀତିମୟୀ ମହାକୁର(୩)ଙ୍କ ଉପରକୁ ଗରମ ପାଣି ଫିଙ୍ଗି ଦେବାରୁ ତାଙ୍କ ଶରୀରର ୬୦ ପ୍ରତିଶତ…

ପ୍ରତିଶ୍ରୁତି ଦେଇଥିବା ଅଧିକାରୀଙ୍କୁ ପାଇଲେନି: ଲୋକେକାର୍ଯ୍ୟ ବନ୍ଦକରି ବିଦ୍ୟୁତ୍‌ ଅଫିସ ଘେରିଲେ

ଭୁବନେଶ୍ୱର, ୧୪ା୫(ବ୍ୟୁରୋ)- ତାରିଖ ପରେ ତାରିଖ ଘୁଞ୍ଚୁଛି। ହେଲେ ମିଳିପାରୁନି ବିଦ୍ୟୁତ୍‌ ସେବା। ବାତ୍ୟା ପରଠାରୁ ବିନା ବିଦ୍ୟୁତ୍‌ରେ ଛଟପଟ ହେଉଥିବା ବିପନ୍ନମାନେ ଧୈର୍ଯ୍ୟହରାଇ ଆନ୍ଦୋଳନାତ୍ମକ ପନ୍ଥାକୁ ଆପଣାଉଛନ୍ତି। ପ୍ରତିଶ୍ରୁତି ଦେଇ ଅଧିକାରୀମାନେ ଲୁଚି ରହୁଥିବାବେଳେ କାର୍ଯ୍ୟରତ କର୍ମଚାରୀ ଓ ଶ୍ରମିକମାନେ…

ନିଶାରେ ଭାସିଥିଲା ନିର୍ବାଚନ

କଟକ ଅଫିସ, ୧୩।୫: ନିଶାରେ ଭାସିଥିଲା ଓଡ଼ିଶାର ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନ। ଭଦ୍ରକରେ ନିର୍ବାଚନ ସମୟରେ ବିଷାକ୍ତ ମଦ ପିଇ ୧୦ ଜଣ ପ୍ରାଣ ହରାଇଥିଲେ। କିନ୍ତୁ ନିର୍ବାଚନ ପରବର୍ତ୍ତୀ ସମୟରେ ଫନୀ ବିଭୀଷିକା ଏହି ବୃହତ୍‌ ଘଟଣାକୁ ଚାପି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri