ରାଜ୍ୟ

ହିଙ୍ଗୁଳା ଲୋକ ମହୋତ୍ସବର ୭ମ ସନ୍ଧ୍ୟା: ଗୋଟିପୁଅ ନୃତ୍ୟରେ ଝୁମିଲେ ଦର୍ଶକ

ତାଳଚେର,୨୬।୪(ନି.ପ୍ର)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକମହୋତ୍ସବର ୭ମ ସା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ତାଳଚେର ଆରକ୍ଷୀ ଅଧୀକ୍ଷକ ସନ୍ତୋଷ କୁମାର ମିଶ୍ର, ସମ୍ମାନିତ ଅତିଥି ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ହେମନ୍ତ କୁମାର ପଣ୍ଡା,…

କଡା ସୁରକ୍ଷା ବଳୟରେ ଭୋଟିଂ ମେଶିନ

ଆଠମଲ୍ଲିକ,୨୬।୩(ଡି.ଏନ.ଏ.)- ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ସାଧାରଣ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ତେବେ ପ୍ରଶାସନ ତଥା ରିଟର୍ନିଂ ଅଫିସରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ମହାବିଦ୍ୟାଳୟ ପରିସର ଷ୍ଟ୍ରଙ୍ଗ୍‌ ରୁମରେ ଇଭିଏମ ଓ ଭିଭିପିଏଟି ମେଶିନକୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି।…

ଅନୁଗୋଳକୁ ଡରାଇଲାଣି ସ୍ବାଇନ ଫ୍ଲୁ: ଦୁଇ ଜୀବନ ଗଲା ପରେ ଖୋଲିଲା ସ୍ବତନ୍ତ୍ର ୱାର୍ଡ

ଅନୁଗୋଳ ଅଫିସ, ୨୬।୪- ଅନୁଗୋଳକୁ ଡରାଇଲାଣି ସ୍ବାଇନ ଫ୍ଲୁ। ହଠାତ୍‌ ଏଭଳି ମାରାତ୍ମକ ରୋଗ ଆସିବା ଓ ଦୁଇ ଜଣଙ୍କ ଜୀବନ ନେବା ପରେ ସହରବାସୀ ଛାନିଆ ହୋଇପଡ଼ିଛନ୍ତି। ତେବେ ଅନୁଗୋଳରେ ଏପରି ରୋଗ ସମ୍ପର୍କରେ ମେଡିକାଲ–କର୍ତ୍ତୃପକ୍ଷଙ୍କ ନିକଟରେ କୌଣସି ସ୍ପଷ୍ଟ…

ନାଲ୍‌କୋ ସ୍କୁଲରେ ପାତରଅନ୍ତର ଅଭିଯୋଗ: କ୍ଷତିଗ୍ରସ୍ତଙ୍କ ପିଲାଙ୍କୁ ଅଣଦେଖା

ବଅଁରପାଳ, ୨୬।୪ (ଡି.ଏନ୍‌.ଏ.)- ଅନୁଗୋଳ ଜିଲାର ବଅଁରପାଳଠାରେ ଥିବା ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ପାଇଁ ବହୁ ଲୋକ ଚାଷ ଜମି ଓ ଭିଟା ମାଟି ହରାଇଛନ୍ତି। ସେମାନଙ୍କ ମଧ୍ୟରୁ କେତେକଙ୍କୁ ନାଲ୍‌କୋ ପକ୍ଷରୁ ନିଯୁକ୍ତି ଦିଆଯାଇଥିଲେ ବି ଆହୁରି ଅନେକ…

ବିଜୁଳି କାଟ୍‌କୁ ନେଇ ମୂଲ୍ୟାୟନ କେନ୍ଦ୍ରରେ ଅସନ୍ତୋଷ: ତାତିଲେ ଅଧ୍ୟାପିକା, ଅଧ୍ୟାପକ

ଅନୁଗୋଳ ଅଫିସ, ୨୬।୪- ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ଖାତା ମୂଲ୍ୟାୟନ ହେଉଛି। ପ୍ରଥମ ପର୍ଯ୍ୟାୟ ୮ ତାରିଖରୁ ଆରମ୍ଭ ହୋଇଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଗୁରୁବାର ଠାରୁ ଆରମ୍ଭ ହୋଇଛି। ତେବେ କେନ୍ଦ୍ରରେ ବ୍ୟାପକ ଅବ୍ୟବସ୍ଥା…

ଭୋଟ ପରେ ଅଙ୍କ କଷୁଛନ୍ତି ନେତା ଓ କର୍ମୀ

ହାଟଡ଼ିହି,୨୫ା୪(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ଭୋଟଗ୍ରହଣ ପରେ ନେତା ଓ କର୍ମୀମାନେ ଏବେ ଅଙ୍କ କଷୁଛନ୍ତି। କେଉଁ ବୁଥ୍‌ରୁ କେତେ ଭୋଟ ମିଳିବ ତାହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ହିସାବନିକାଶ ଚାଲିଛି। ଚଳିତଥର ଏହି ନିର୍ବାଚନମଣ୍ଡଳୀରେ…

ମରୁଡ଼ିଗ୍ରସ୍ତ ଜମିକୁ ଜଳସେଚନ କରାଯିବାକୁ ଦାବି୫ ଶହ ଏକରରୁ ଊଦ୍ଧର୍‌ବ ଚାଷଜମିକୁ ପାଣି ମାଡୁନି

ଖଣ୍ଡପଡା,୨୫ା୪(ସ୍ବ.ପ୍ର.)-କଣ୍ଟିଲୋ ଅଞ୍ଚଳରେ ୫ ଶହ ଏକରରୁ ଊର୍ଦ୍ଧ୍ୱ ଚାଷ ଉପଯୋଗୀ ଜମି ଥିବାବେଳେ ଅନିୟମିତ ବର୍ଷା ତଥା ଆବଶ୍ୟକ ପାଣି ବିନା ପ୍ରତି ବର୍ଷ ମରୁଡ଼ି ଯୋଗୁ ଫସଲ ନଷ୍ଟ ହୋଇଥାଏ। ଏହିସବୁ ଜମିକୁ ଜଳସେଚନ ସୁବିଧା ପାଇଁ ଉଠା ଜଳସେଚନ…

ନବଜ୍ୟୋତିଙ୍କ ମୁଣ୍ଡରେ ସର୍ବାଧିକ ଋଣ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଚଳିତ ମାସ ୨୯ରେ ଅନୁଷ୍ଠିତ ହେବ। ରାଜ୍ୟରେ ଏକସଙ୍ଗରେ ଲୋକ ସଭା ସହ ବିଧାନସଭା ନିର୍ବାଚନ ହେଉଛି। ଇତିମଧ୍ୟରେ ୪ର୍ଥ ପର୍ଯ୍ୟାୟରେ ପ୍ରାର୍ଥୀ ପ୍ରତିଦ୍ୱଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ଆୟ, ଆପରାଧିକ ପୃଷ୍ଠଭୂମି ଏବଂ…

ସତ୍ୟବାଦୀ ନିର୍ବାଚନମଣ୍ଡଳୀ: ୧୧ ବୁଥ୍‌ରେ ସାନି ମତଦାନ ଦାବି

ପୁରୀ ଅଫିସ,୨୫ା୪: ସତ୍ୟବାଦୀ ନିର୍ବାଚନମଣ୍ଡଳୀର ୭୮ ନଂ. ବୁଥ୍‌ରେ ଭାଜପା ଏଜେଣ୍ଟଙ୍କୁ ପୂରାଇ ଦିଆଯାଇ ନ ଥିବା ଅଭିଯୋଗ ଆଣିଛନ୍ତି ଭାଜପାର ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ଜଗଦ୍ଦେବ । ବୁଧବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଜଗଦ୍ଦେବ କହିଛନ୍ତି ଯେ,…

୪ର୍ଥ ପର୍ଯ୍ୟାୟ ନିର୍ବାଚନ : ବଦଳିପାରେ ସମୀକରଣ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ଚଳିତ ଥର ରାଜ୍ୟର ୨୧ଲୋକ ସଭା ଏବଂ ୧୪୭ ବିଧାନସଭା ଆସନ ପାଇଁ ୪ଟି ପର୍ଯ୍ୟାୟରେ ନିର୍ବାଚନ ହେଉଛି। ଗତ ମଙ୍ଗଳବାର ସୁଦ୍ଧା ୩ଟି ପର୍ଯ୍ୟାୟ ପାଇଁ ମତଦାନ ଶେଷ ହୋଇଯାଇଛି। ଅର୍ଥାତ୍‌ ଏବେ ସୁଦ୍ଧା ୧୫ ଲୋକ…

ପରିଚାଳନାରେ ଝୁଣ୍ଟିଲା ପ୍ରଶାସନ: ଗୋଟିଏ ବୁଥ୍‌ରେ ହୋଇପାରେ ସାନି ମତଦାନ

ଅନୁଗୋଳ ଅଫିସ, ୨୫।୪- ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ ବେଳେ ବିଭିନ୍ନ ବୁଥରେ ଇଭିଏମ୍‌ ଅଚଳ ଖବର ଆସିଥିଲା। ଏପରି କି କେତୋଟି ମତଦାନ କେନ୍ଦ୍ରରେ ଇଭିଏମ୍‌ରେ ଲାଗିଥିବା ବାଲାଟ ଓ କଣ୍ଟ୍ରୋଲ ୟୁନିଟ୍‌ରେ ସମସ୍ୟା ଦେଖାଦେବାରୁ ତାହାକୁ…

ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ

ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ ବାରିପଦା ଅଫିସ,୨୫।୪: ମୟୂରଭଞ୍ଜ ଜିଲା ଅଧୀନ ଲୋକ ସଭା ଓ ୭ ବିଧାନସଭା ପାଇଁ ଆସନ୍ତା ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଆସନ ଗୁଡିକରେ ନିଜ ଦଳୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri