ରାଜ୍ୟ

ଦର୍ଶକଙ୍କ ମନ ମୋହିଲା କଳାହାଣ୍ଡି ଘୁମୁରା ନୃତ୍ୟ

ତାଳଚେର,୨୫ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋତ୍ସବର ଷଷ୍ଠ ସନ୍ଧ୍ୟାରେ ମୁଖ୍ୟଅତିଥି ଭାବେ ପୁରୀର ସ୍ବାମୀ ଅଖଣ୍ଡରାଜ ମହାରାଜ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଟ୍ରଷ୍ଟ ବୋର୍ଡର ବରିଷ୍ଠ ସଦସ୍ୟ ସୌଭାଗ୍ୟ ଚନ୍ଦ୍ର ପ୍ରଧାନ,…

ଅନୁଗୋଳ ଜିଲାରେ ୭୭.୩୭ ପ୍ରତିଶତ ମତଦାନ: ୫ କ୍ଷେତ୍ର ମଧ୍ୟରୁ ପାଲଲହଡ଼ାର ରେକର୍ଡ

ଅନୁଗୋଳ ଅଫିସ, ୨୫।୪- ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମଙ୍ଗଳବାର ମତଦାନ ପ୍ରକ୍ରିୟା ଶେଷ ହୋଇଛି। ମୋଟ୍‌ ୭୭.୩୭ ପ୍ରତିଶତ ମତଦାତା ମତଦାନ କରିଥିବା ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ପାଲଲହଡ଼ା ନିର୍ବାଚନମଣ୍ଡଳୀରେ ସର୍ବାଧିକ…

ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର ଅଭିଯୋଗ

ଛେଣ୍ଡିପଦା,୨୫।୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣ ବଳାତ୍କାର କରାଯାଇଥିବା ନେଇ ବୁଧବାର ଅପରାହ୍ନରେ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ. ୧୩୩/୧୯ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।…

ଆସୁଛି ବାତ୍ୟା: ୩ରୁ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୭ ତାରିଖ ବେଳକୁ ଏହା ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଇଭିଏମ୍‌ରେ ସିଲ୍‌ ହେବ ୩୯ ପ୍ରାର୍ଥୀଙ୍କ ଭାଗ୍ୟ

ଢେଙ୍କାନାଳ ଅଫିସ, ୨୩।୪ସରିଛି ପ୍ରଚାର। ମଇଦାନରେ ଝାଳ ବୁହାଇଛନ୍ତି ନେତା। ଏବେ ଜନତା ଜନାର୍ଦ୍ଦନଙ୍କ ହାତରେ ସେମାନଙ୍କ ଭାଗ୍ୟ ଓ ଭବିଷ୍ୟତ। ମଙ୍ଗଳବାର ଅନୁଷ୍ଠିତ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଢେଙ୍କାନାଳ ଲୋକ ସଭା ସମେତ ଜିଲାର ୪ ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

ବ୍ଲକିଂ କରି ଅଧରାତିରେ ଗାଡ଼ି ତଲାସି

ଅନୁଗୋଳ ଅଫିସ, ୨୩।୪ଭୋଟ୍‌ ପାଇଁ ଜିଲାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ସୋମବାର ରାତିରେ ଅନୁଗୋଳ ସହର ସହ ଜିଲାର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଗାଡ଼ି ଯାଞ୍ଚ କରାଯାଉଛି। ଦୁଇଚକିଆ ଗାଡ଼ି ଠାରୁ ଚାରିଚକିଆ ଗାଡ଼ି ଓ…

ଅନୁଗୋଳରେ କାଳବୈଶାଖୀ:ଗଛ ଭାଙ୍ଗି ରାସ୍ତା ବନ୍ଦ, ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ

ଅନୁଗୋଳ ଅଫିସ, ୨୩।୪ଅନୁଗୋଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ଯୋଗୁ ଲୋକଙ୍କୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ବହୁ ସ୍ଥାନରେ ଗଛ ଡାଳ ଭାଙ୍ଗି ରାସ୍ତା ଅବରୋଧ ହୋଇଥିବା ବେଳେ ଦୀର୍ଘ ସମୟ ଧରି ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ହୋଇଯାଇଥିଲା। ସକାଳେ…

ମଇଦାନରେ ୪ ପୂର୍ବତନ ମନ୍ତ୍ରୀ

ଯାଜପୁର ଅଫିସ,୨୩।୪: ଯାଜପୁର ଜିଲା ପ୍ରାକୃତିକ ସମ୍ପଦରେ ଭରପୂର ହୋଇରହିଛି। ଶିଳ୍ପ କ୍ଷେତ୍ରରେ ମଧ୍ୟ ଏହି ଜିଲା ସମୃଦ୍ଧ। କିନ୍ତୁ ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଜିଲାକୁ ପଛୁଆ କରିଦେଇଛି। ଜିଲାରୁ ନିର୍ବାଚିତ ହୋଇ ଯାଉଥିବା ଜନପ୍ରତିନିଧିଙ୍କ ଅବହେଳା ଯୋଗୁ ବିକାଶର ପଥ…

ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ, ପାଣି ପାଇଁ ଲୋକେ ହିନସ୍ତା: ହାଣ୍ଡି, ବାଲ୍‌ଟି ରଖି ରାସ୍ତା ଅବରୋଧ

ବଡବିଲ, ୨୩ା୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ପିଏଚ୍‌ଡି ରୋଡସ୍ଥିତ ଗୋପବନ୍ଧୁ ସ୍କୁଲ ନିକଟବର୍ତ୍ତୀ ଅଞ୍ଚଳରେ ପାନୀୟଜଳ ଅଭାବ ଦେଖାଦେଇଛି। ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ଯୋଗୁ ଏହି ଅଞ୍ଚଳକୁ ପମ୍ପ ଯୋଗେ ଜଳ ଯୋଗାଣ ହୋଇପାରୁନାହିଁ। ସ୍ଥାନୀୟ ବାସିନ୍ଦା ଏଥିରେ ଅତିଷ୍ଠ ହୋଇ…

ରୋଡ୍‌ଶୋ ବେଳେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭଦ୍ରକ ଅଫିସ, ୨୩।୪ – ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜଳଙ୍ଗା ଗ୍ରାମରେ ସୋମବାର ପୂର୍ବାହ୍ନରେ ପ୍ରଦୀପ ଦୀକ୍ଷିତ(୨୭) ନାମକ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଗୁରୁତର ଅବସ୍ଥାରେ ସେ ଜିଲା ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ଏନେଇ ଗ୍ରାମାଞ୍ଚଳ ଥାନାରେ…

ମତସାବ୍ୟସ୍ତ କଲେ ତଥାଗତ

ଢେଙ୍କାନାଳ ଅଫିସ, ୨୩।୪-ଢେଙ୍କାନାଳ ଜିଲାରେ ଆରମ୍ଭ ହୋଇଛି ମତଦାନ। ଏଠାରେ ତୃତୀୟ ପର୍ଯ୍ୟାୟରେ ନିର୍ବାଚନ ଅନଷ୍ଠିତ ହେଉଥିବାବେଳେ ସବୁଠି ବ୍ୟାପକ ଉତ୍ସାହ ପରିଲକ୍ଷିତ ହୋଇଛି। କୁଞ୍ଜକାନ୍ତସ୍ଥିତ ୧୭୧ନଂ. ବୁଥ୍‌ରେ ଢେଙ୍କାନାଳ-ଅନୁଗୋଳ ଏମ୍‌ପି ତଥାଗତ ସତପଥୀ ଏବଂ ‘ଧରିତ୍ରୀ’ ଓ ‘ଓଡ଼ିଶାପୋଷ୍ଟ’ର ମୁଖ୍ୟ…

ଓଡ଼ିଶାର ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମତଦାନ ଜାରି

ଭୁବନେଶ୍ୱର,୨୩।୪: ତୃତୀୟ ପର୍ଯ୍ୟାୟ ର୍ନିବାଚନରେ ଓଡ଼ିଶାର ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମଙ୍ଗଳବାର ସକାଳୁ ମତଦାନ ଆରମ୍ଭ ହୋଇଛି। ୬ ଲୋକସଭା ଆସନରେ ୬୧ ଜଣ ପ୍ରାର୍ଥୀ ମଇଦାନରେ ଥିବାବେଳେ ୪୨ଟି ବିଧାନସଭା ଆସନରେ ୩୫୬ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri