କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍ବୁ
ରଣପୁର,୨୨ା୪(ସ୍ବ.ପ୍ର.)-ରଣପୁର ତ୍ରିସ୍ତରୀୟ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ରାଜ୍ୟସ୍ତରୀୟ ବରିଷ୍ଠ ନେତୃବୃନ୍ଦଙ୍କୁ ଏଠାକୁ ଆଣି ଦଳର ପ୍ରଚାର ସହ ଭୋଟ ଭିକ୍ଷା କରୁଛନ୍ତି। ରବିବାର ଅପରାହ୍ନ ୩ ଟାରେ କଂଗ୍ରେସ ଦଳ ତରଫରୁ ଏକ ନିର୍ବାଚନ ସଭା ସ୍ଥାନୀୟ…
ସରିଲା ନିର୍ବାଚନ ପ୍ରଚାର: ଶେଷଦିନରେ କମ୍ପିଲା ଗାଁଠୁ ସହର
ଢେଙ୍କାନାଳ ଅଫିସ, ୨୨।୪: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରବିବାର ଶେଷ ହୋଇଛି ପ୍ରଚାର। ଅନ୍ତିମ ଦିବସରେ ପ୍ରମୁଖ ରାଜନୈତିକ ଦଳ ମଇଦାନରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ମାରାଥନ ପ୍ରଚାର, ରୋଡ୍ ଶୋ, ପଥପ୍ରାନ୍ତ ସଭାରେ ଗ୍ରାମଠାରୁ ସହର ପ୍ରକମ୍ପିତ ହୋଇଉଠିଥିବାବେଳେ…
ଧର୍ମେନ୍ଦ୍ର, ତାରାଙ୍କ ରୋଡ୍ ଶୋ
ଅନୁଗୋଳ ଅଫିସ/ପାଲଲହଡ଼ା, ୨୨।୪: ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେବ। ଏଥିପାଇଁ ରବିବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଶେଷ ଦିନରେ ଜିଲାର ସମସ୍ତ ନିର୍ବାଚନମଣ୍ଡଳୀରେ ପ୍ରମୁଖ ୩ ଦଳର…
ସମୁଦ୍ର ସୀମାକୁ ସୁରକ୍ଷା ଦେବ ଆଇଏନ୍ଏସ୍ ଇମ୍ଫାଲ
ସନୂଆଦିଲ୍ଲୀ,୨୧।୪: ଭାରତୀୟ ନୌସେନାରେ ବିଧ୍ୱଂସକ ଜାହଜ ଆଇଏନ୍ଏସ୍ ଇମ୍ଫାଲକୁ ସାମିଲ କରାଯାଇଛି। ମୁମ୍ବାଇର ମଝଗାଁଓ ଉପକୂଳରେ ଏହାକୁ ସମୁଦ୍ର ମଧ୍ୟରେ ପ୍ରବେଶ କରାଯାଇଛି। ରାଡରକୁ ଚକ୍ମା ଦେଇ ଶତ୍ରୁ ପକ୍ଷଙ୍କୁ ଆକ୍ରମଣ କରିବାର କ୍ଷମତା ରଖିଥିବା ଏହି ଯୁଦ୍ଧ ଜାହଜ ଗାଇଡେଡ…
ବାର୍ହା ଆକ୍ରମଣରେ ମହିଳା ଗୁରୁତର
ନୟାଗଡ଼ ଅଫିସ,୨୧ା୪: ଓଡ଼ଗାଁ ଥାନା ପେଟେଇଚଣ୍ଡୀ ମନ୍ଦିର ପଛପଟେ ଥିବା କାଜୁ ଜଙ୍ଗଲରେ ଶନିବାର ବାର୍ହା ଆକ୍ରମଣ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ସିଙ୍ଗାରପଲ୍ଲୀ ପଞ୍ଚାୟତ ବନ୍ତଳା ଗ୍ରାମର ଉଜ୍ୱଳା ପାଇକରାୟ। ଉଜ୍ୱଳା ଓ ଗ୍ରାମର କିଛି ମହିଳା…
ଜଳ ଯୋଗାଣ ପାଇପ ଲିକ୍, ନଷ୍ଟ ହେଉଛି ପାଣି
ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ନୟାଗଡ ସହରବାସୀଙ୍କୁ ପାନୀୟ ଜଳ ସମସ୍ୟା ଅତିଷ୍ଠ କରୁଛି। ଜଳଯୋଗାଣର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ତାହା ଆରମ୍ଭରୁ ସମସ୍ୟା ସୃଷ୍ଟି କରୁଛି। କଣ୍ଟିଲୋ, ବାଣପୁର ନିକଟ ମହାନଦୀରୁ ୩୦ କି.ମି ଦୂର ନୟାଗଡ ସହରକୁ ହୋଇଥିବା ପାନୀୟ ଜଳ ଯୋଗାଣ…
ଭୋଟରଙ୍କୁ ମନେଇବା ପାଇଁ ପ୍ରାର୍ଥୀଙ୍କ ଆପ୍ରାଣ ଉଦ୍ୟମ
ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ବିଧାନସଭା ଆସନ ପାଇଁ ୪ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ବିଜେଡିରୁ ରାଜ୍ୟ ସଭା ସଦସ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ ଭାଜପାରୁ ପୂର୍ବତନ ବିଧାୟକ ସିଦ୍ଧାର୍ଥ ଶେଖର ସିଂ ପ୍ରାର୍ଥୀ ହୋଇଛନ୍ତି। କଂଗ୍ରେସ ବସନ୍ତ…
୨ଦିନ ପରେ ଭୋଟ, ଜୋର ଧରିଲା ପ୍ରଚାର: ବାଜିମାରିବା ଲକ୍ଷ୍ୟରେ ସବୁ ଦଳ
ଢେଙ୍କାନାଳ ଅଫିସ, ୨୧।୪- ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେଉଛି। ମତଦାନକୁ ୨ଦିନ ଥିବାବେଳେ ସବୁ ଦଳ ପକ୍ଷରୁ ପ୍ରଚାର ଜୋର ଧରିଛି। ଗ୍ରାମାଞ୍ଚଳରେ ପ୍ରଚାର ସାରିବା ପରେ ଏବେ ପ୍ରାର୍ଥୀମାନେ ସହରାଭିମୁଖୀ ହୋଇଛନ୍ତି ା…
ଦୁଇ ହେଭିଓ୍ବେଟଙ୍କ ସହ ମହେଶଙ୍କ ଲଢେଇ
ଅନୁଗୋଳ ଅଫିସ, ୨୧।୪- ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ଭାବେ ବିଜେଡି ମହେଶ ସାହୁଙ୍କୁ ମଇଦାନକୁ ଆଣିଛି। ଅନୁଗୋଳ ଜିଲା ପାଲଲହଡ଼ା ବିଧାୟକ ଥିବା ମହେଶ ଦୁଇ ହେଭିଓ୍ବେଟ ଭାଜପାର ରୁଦ୍ର ନାରାୟଣ ପାଣି ଓ କଂଗ୍ରେସର କାମାକ୍ଷା ପ୍ରସାଦ ସିଂହଦେଓଙ୍କ…
ହିଙ୍ଗୁଳା ଲୋକ ମହୋତ୍ସବର ୨ୟ ସନ୍ଧ୍ୟା : କଳାକାରଙ୍କ ନୃତ୍ୟରେ ଝୁମିଲେ ଦର୍ଶକ
ତାଳଚେର, ୨୧ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋତ୍ସବର ଶନିବାର ଥିଲା ୨ୟ ସା। ହିଙ୍ଗୁଳା କ୍ଷେତ୍ର ମହାପ୍ରବନ୍ଧକ ପି.ବି. ରେଡ୍ଡୀ ମୁଖ୍ୟଅତିଥି, ସମ୍ମାନିତ ଅତିଥି ଭାବେ ହିଙ୍ଗୁଳା କ୍ଷେତ୍ରର କାର୍ମିକ ଅଧିକାରୀ ବି. ବେହୁରିଆ…
ଶେଷ ପର୍ଯ୍ୟାୟରେ ପ୍ରଶାସନର ନିର୍ବାଚନ ପ୍ରସ୍ତୁତି: ଆଜି ମତଦାନ କେନ୍ଦ୍ରକୁ ଯିବେ ପୋଲିଂ ପାର୍ଟି
ଅନୁଗୋଳ ଅଫିସ, ୨୧।୪- ଅନୁଗୋଳ ଜିଲାରେ ସାଧାରଣ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବିଭିନ୍ନ ମତଦାନ କେନ୍ଦ୍ରକୁ ରବିବାର ଠାରୁ ନିର୍ବାଚନ ପରିଚାଳନା ଅଧିକାରୀମାନେ ଯିବେ ବୋଲି ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…
କେନ୍ଦ୍ର ନେଉଛି କୋଇଲା ଟଙ୍କା, ଓଡ଼ିଶା ପାଉଛି ପ୍ରଦୂଷଣ
ତାଳଚେର/କଣିହାଁ/ଛେଣ୍ଡିପଦା/ପବିତ୍ରନଗର/ ମାଧପୁର/ପାଲଲହଡ଼ା, ୨୧।୪- ଶିଳ୍ପ ସମୃଦ୍ଧ ଅନୁଗୋଳର କୋଇଲାରୁ କେନ୍ଦ୍ର ହଜାର ହଜାର କୋଟି ଟଙ୍କା ନେଉଛି। ହେଲେ ଓଡ଼ିଶା ଧୂଳି, ଧୂଆଁ ଯୋଗୁ ପ୍ରଦୂଷିତ ହେଉଛି । ଏନ୍ଟିପିସି, ଏମ୍ସିଏଲ୍ ଭଳି ପ୍ରକଳ୍ପରୁ କେନ୍ଦ୍ର ସରକାର ଲାଭାନ୍ବିତ ହେଉଥିବାବେଳେ ଏଠାକାର…
Archives


