ରାଜ୍ୟ

ଅଲ ଇଣ୍ଡିଆ ଓପନ୍‌ ଚେସ୍‌: ଶୀର୍ଷରେ ଗୁସେନ

କଟକ ଅଫିସ,୨୦ା୪- ଟ୍ରିପଲ ସି’ ଚେସ୍‌ କ୍ଲବ ଆନୁକୂଲ୍ୟରେ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୪ର୍ଥ ଅଲ ଇଣ୍ଡିଆ ଓପନ ଚେସ୍‌ ଚାମ୍ପିୟନଶିପରେ ଶୁକ୍ରବାର ତୃତୀୟ ଦିବସ ଖେଳ ଶେଷ ହୋଇଛି। ୬ ରାଉଣ୍ଡ ଖେଳ ଶେଷ ସୁଦ୍ଧା ଇଣ୍ଟରନ୍ୟାଶନାଲ…

ପ୍ରସଙ୍ଗ, ପ୍ରାର୍ଥୀଙ୍କୁ ପରଖୁଛନ୍ତି ଭୋଟର

ପୁରୀ ଅଫିସ, ୨୦ା୪: ଚର୍ଚ୍ଚାରେ ପୁରୀ ଲୋକ ସଭା ନିର୍ବାଚନମଣ୍ଡଳୀ। ଶ୍ରୀମନ୍ଦିର, ବେଳାଭୂମି, ରତ୍ନଭଣ୍ଡାର, ମହାପ୍ରଭୁଙ୍କ ଅମୃତ ମଣୋହି ଜମି ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସାଙ୍ଗକୁ ସିଦ୍ଧମହାବୀର ରେଲଓ୍ବେ ଓଭରବ୍ରିଜ୍‌ ନିର୍ମାଣ, ଡ୍ରେନେଜ ଆଦି ନାନା ସମସ୍ୟା ନେଇ ପ୍ରାର୍ଥୀଙ୍କ ମଧ୍ୟରେ…

ପରମ୍ପରା ଭାଙ୍ଗିପାରନ୍ତି ମତଦାତା

ଭୁବନେଶ୍ୱର, ୨୦ା୪: ଆସନ୍ତା ୨୩ ତାରିଖରେ ଭୁବନେଶ୍ୱର ଲୋକ ସଭା ଆସନରେ ନିର୍ବାଚନ ହେବ। ଏହାକୁ ନେଇ ସାରା ରାଜ୍ୟରେ ଉତ୍କଣ୍ଠା ରହିଛି। ୧୯୯୮ରୁ ବିଜେଡି ଏଠାରୁ ଜିତି ଆସୁଥିଲେ ମଧ୍ୟ ଚଳିତ ନିର୍ବାଚନରେ ବିଜେଡି ସଫଳତାକୁ ନେଇ ଅନେକେ ଦ୍ୱନ୍ଦ୍ୱ…

ରୋଡ୍‌ ଶୋ’ ସମୟରେ ଦୁର୍ଘଟଣା, ଜଣେ ମୃତ

ବ୍ରହ୍ମଗିରି, ୨୦ା୪(ଡି.ଏନ୍‌.ଏ.): ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ ଶୋ’ ସମୟରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବ୍ରହ୍ମଗିରି ଥାନା ସାତପଡ଼ା ଫାଣ୍ଡି ଅନ୍ତର୍ବତ ଗଙ୍ଗାଧରପୁର ଗ୍ରାମର କାହ୍ନୁଚରଣ ଜାଲି(୪୧)। ମିଳିଥିବା…

ପୁରୀରେ ମୁଖ୍ୟମନ୍ତ୍ରୀ ରୋଡ୍‌ ଶୋ କରି ଭୋଟ ମାଗିଲେ

ପୁରୀ ଅଫିସ, ବ୍ରହ୍ମଗିରି, ୨୦ା୪ (ଡି.ଏନ୍‌.ଏ.): ଆସନ୍ତା ୨୩ ତାରିଖରେ ପୁରୀ ଲୋକ ସଭା ଏବଂ ଏହା ଅଧୀନରେ ଥିବା ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନ ହେବ। ତେଣୁ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସବୁ ରାଜନୈତିକ ଦଳ ବଳ, କୌଶଳ ଲଗାଇ…

ଚୋରା ବନ୍ଧୁକ ରଖିବା ମାମଲା: ରଞ୍ଜିତା, ଆଲୋକଙ୍କ ଜାମିନ ଆବେଦନ ଖାରଜ

କଟକ ଅଫିସ,୨୦।୪: ଚୋରା ବନ୍ଧୁକ ରଖି ପୋଲିସ ହାତରେ ଗିରଫ ହୋଇଥିବା ସିଏମ୍‌ସିର ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ ଓ ତାଙ୍କ ସହଯୋଗୀ ଆଲୋକ ପୃଷ୍ଟିଙ୍କ ଜାମିନ ଆବେଦନ ଖାରଜ ହୋଇଛି। କଟକ ସଦର ଏସ୍‌ଡିଜେଏମ୍‌ ଉଭୟଙ୍କ ଜାମିନ ଆବେଦନର ଶୁଣାଣି…

ମହାଶ୍ୱେତା, ଶ୍ରୀତମଙ୍କ ରୋଡ୍‌ ଶୋ

ପାଲଲହଡ଼ା, ୨୦ା୪(ଡି.ଏନ.ଏ.)- ପାଲଲହଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଅଶୋକ ମହାନ୍ତିଙ୍କ ପାଇଁ ଶୁକ୍ରବାର ରୋଡ୍‌ ଶୋ କରିଛନ୍ତି ଓଲିଉଡ କଳାକାର ମହାଶ୍ୱେତା ରାୟ ଓ ଶ୍ରୀତମ ଦାସ। ମଧ୍ୟାହ୍ନ ୧୨ଟାରେ ଦୁଇ କଳାକାର ହେଲିକପ୍ଟର ଯୋଗେ ପାଲଲହଡ଼ା ଷ୍ଟାଡିୟମରେ…

ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୨୦।୪: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜନିତ ସ୍କୁଲ ଛୁଟି ଘୋଷଣାକୁ ନେଇ ହାଇକୋର୍ଟରେ ଆଡଭୋକେଟ ଶିବନାରାୟଣ ବିଶ୍ୱାଳଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ଏହି ମାମଲାକୁ ଗ୍ରହଣ କରି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ସୂଚନାଥାଉ କି,…

ଆଜି ଅନୁଗୋଳ ଆସିବେ ମୁଖ୍ୟମନ୍ତ୍ରୀ: ୪ ନିର୍ବାଚନମଣ୍ଡଳୀରେ କରିବେ ମାରାଥନ ପ୍ରଚାର

ଅନୁଗୋଳ ଅଫିସ/ବଇଣ୍ଡା/ଛେଣ୍ଡିପଦା ୨୦।୪ (ଡି.ଏନ୍‌.ଏ/ସ୍ବ.ପ୍ର.)- ନିର୍ବାଚନୀ ପ୍ରଚାର ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସୁଛନ୍ତି। ଜିଲାର ୪ଟି ନିର୍ବାଚନ ମଣ୍ଡଳୀରେ ସେ ମାରାଥନ ପ୍ରଚାର କରିବେ। ତାଳଚେରରୁ ପୂର୍ବାହ୍ନ ୧୦ଟା ୧୫ରେ…

ଭାଜପାର ବିଜୟ ସଂକଳ୍ପ ସମାବେଶ: କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରୁ ନ ଥିବା ରାଜ୍ୟ ସରକାରଙ୍କୁ ହଟାଅ; ରାଜନାଥ

କଟକ ସଦର, ୨୦।୪ (ଡି.ଏନ୍‌.ଏ.): କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରିପାରୁ ନ ଥିବା ରାଜ୍ୟ ସରକାର ଓଡ଼ିଶାର ପ୍ରଗତିରେ ମୁଖ୍ୟ ପ୍ରତିବନ୍ଧକ ସାଜିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନରେ ଅପାରଗ ରାଜ୍ୟ ସରକାରକୁ ହଟାଇ ଭାଜପାକୁ କ୍ଷମତାସୀନ କରିବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର…

ଖସିଲା ପାରଦ, ତାତିରୁ ତ୍ରାହି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଶେଷରେ ତାତିରୁ ତ୍ରାହି ମିଳିଛି। କିଛିଦିନ ହେବ ୪୦ ଡିଗ୍ରୀ ଉପରେ ରହୁଥିବା ରାଜ୍ୟର ଅନେକ ସହରର ତାପମାତ୍ରା ଶୁକ୍ରବାର ହ୍ରାସ ପାଇଛି। ସବୁ ସହରରେ ୪୦ ଡିଗ୍ରୀରୁ କମ୍‌ ତାପମାତ୍ରା ରହିଛି। ପାରଦ ୩ରୁ ୪ ଡିଗ୍ରୀ ଖସିଛି।…

ନଦୀ ପାର ଦନ୍ତାର ନରସଂହାର

ଅନୁଗୋଳ ଜିଲାରେ ଅନେକ ସମୟରେ ହାତୀକୁ ନେଇ ଆତଙ୍କ ଦେଖାଯାଉଛି। କେତେବେଳେ ହାତୀ ଗଁ। ନିକଟକୁ ଆସି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି ତ ପୁଣି କେବେ ସହର ମଧ୍ୟକୁ ପଶି ଭୟର ବାତାବରଣ ଖେଳାଇ ଦେଉଛନ୍ତି। ଜଙ୍ଗଲରେ ମୁହଁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri