ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର
କାମାକ୍ଷାନଗର, ୨୦।୪(ଡି.ଏନ୍.ଏ.)- ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ମଝିରେ ମାତ୍ର ୩ ଦିନ ଥିବାବେଳେ ପ୍ରାର୍ଥୀମାନେ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। ରାଜ୍ୟ ରାଜନୀତିର ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ଭୋଟରଙ୍କୁ ଆକୃଷ୍ଟ କରିବାକୁ ସମସ୍ତ ଉଦ୍ୟମ ଚଳାଇଥିବାବେଳେ ଏହାକୁ…
କେସିଆଇର ଅଲ୍ ବ୍ରିଡ୍ ଜଜ୍ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ
ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍ ଇଣ୍ଡିଆ(କେସିଆଇ)ର ଅଲ୍ ବ୍ରିଡ୍ ଜଜ୍ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ କେସିଆଇର ଅଲ୍ ବ୍ରିଡ୍ ଜଜ୍ ହୋଇଛନ୍ତି। ଅନ୍ତଃରାଷ୍ଟ୍ରୀୟ ଜଜ୍ ସଞ୍ଜିତ ଜର୍ମାନ ସେଫର୍ଡ ଡଗ୍…
ନିର୍ବାଚନ ପାଇଁ ରିକ୍ୟୁଜିଶନ ହେଲା ଦୁଇ ଚକିଆ ଯାନ: ଥାନାକୁ ବାଇକ୍ ଟାଣି ଆଣିଲା ପୋଲିସ
ଅନୁଗୋଳ ଅଫିସ, ୨୦।୪- ନିର୍ବାଚନ ପାଇଁ ଦୁଇ ଚକିଆ ଯାନ ରିକ୍ୟୁଜିଶନ ଯୋଗୁ ଅନୁଗୋଳ ପୋଲିସ ଲୋକଙ୍କଠାରୁ ବାଇକ୍ ସଂଗ୍ରହ କରିଛି। ତେବେ ପୋଲିସ ବିନା ସୂଚନାରେ ହଠାତ୍ ଲୋକମାନଙ୍କୁ ରାସ୍ତାରେ ଅଟକାଇ ସେମାନଙ୍କ ବାଇକ୍ ଥାନାକୁ ନେଇଯିବା ପ୍ରଥମେ କିଛି…
ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରଚାର: ବିଜେଡି-ଭାଜପା ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା
ଢେଙ୍କାନାଳ ଅଫିସ, ୨୦।୪- ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ଢେଙ୍କାନାଳ ଲୋକସଭା କ୍ଷେତ୍ର। ହାଟ୍ରିକ୍ ବିଜୟ ସହ ମୋଟ ୪ ଥର ଏମ୍ପି ରହିଆସିଥିବା ବରିଷ୍ଠ ବିଜେଡି ନେତା ତଥାଗତ ସତପଥୀ ନିର୍ବାଚନରୁ ନିଜକୁ ଦୂରେଇ ରଖିବା ପରେ ଶାସକ ଦଳକୁ…
ବିଦ୍ୟୁତ୍ ଖୁଣ୍ଟରୁ ପଡ଼ି ଶ୍ରମିକଙ୍କ ଗଲା ଜୀବନ: ସେସୁ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ
ନିରାକାରପୁର,୨୦ା୪(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ବିଦ୍ୟୁତ୍ ବିଭାଗ ଅଧୀନ ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ାଠାରେ ଖୁଣ୍ଟରେ କାମ କରୁଥିବାବେଳେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଶୁୁକ୍ରବାର ପୂର୍ବାହ୍ନ ୧୧ଟାରେ ସୌଭାଗ୍ୟ ଯୋଜନାରେ କାମ କରୁଥିବା ବେଳେ ୧୧କେ.ଭି. ତାର ସଂସ୍ପର୍ଶରେ ଆସିବାରୁ ଏହି…
୬ ପୋଲିଂ କର୍ମଚାରୀ ସସ୍ପେଣ୍ଡ
ବରଗଡ଼ ଅଫିସ,୧୯।୪: ୬ଜଣ ପୋଲିଂ କର୍ମଚାରୀଙ୍କୁ ସସ୍ପେଣ୍ଡ କଲେ ବରଗଡ଼ ଜିଲାପାଳ। ନିର୍ବାଚନରେ ଅବହେଳା ଯୋଗୁଁ ପୋଲିଂ କର୍ମଚାରୀଙ୍କୁ ସସ୍ପେଣ୍ଡ କରାଯାଇଥିବା ସୂଚନା ମିଳିଛି। ସସ୍ପେଣ୍ଡ ମଧ୍ୟରେ ୩ ପ୍ରିଜାଇଡିଂ ଅଫିସର ଓ ୩ ସେକ୍ଟର ଅଫିସର ରହିଛନ୍ତି। ବୁଥ ନମ୍ବର…
ରେଭେନ୍ଶାରେ ଛାତ୍ରୀଙ୍କୁ ର଼୍ୟାଗିଂ ଘଟଣା : ୧୪ ଦିନ ପୂରିଲା: ଦଣ୍ଡାଦେଶ ମାନିଲେନି
କଟକ ଅଫିସ,୧୯।୪- ରେଭେନ୍ଶା ବିଶ୍ୱବିଦ୍ୟାଳୟର କାଠଯୋଡ଼ି ହଷ୍ଟେଲରେ ଘଟିଥିବା ଛାତ୍ରୀ ର଼୍ୟାଗିଂ ଘଟଣାର ତଦନ୍ତ ରିପୋର୍ଟ ଗତ ୫ ତାରିଖରେ ୟୁନିଭର୍ସିଟି ଗ୍ରାଣ୍ଟ କମିଶନ(ୟୁଜିସି) ନିକଟରେ ବିଶ୍ୱବିଦ୍ୟାଳୟର ଆଣ୍ଟି ର଼୍ୟାଗିଂ ସେଲ୍ ପକ୍ଷରୁ ଦାଖଲ କରାଯାଇଥିଲା। ଉଭୟ ପକ୍ଷକୁ ନେଇ ତଦନ୍ତ…
୪ ଜଣଙ୍କ ଜୀବନ ନେଲା ଦନ୍ତାହାତୀ
ତାଳଚେର,୧୯ା୪(ଡି.ଏନ୍.ଏ): ତାଳଚେର ପୋରାଞ୍ଚଳର ଷଣ୍ଢଗାଁରେ ଗୁରୁବାର ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୪ଜଣଙ୍କ ଜୀବନ ଯାଇଛି। ସେମାନେ ହେଲେ କାଳିଆ ସହର, ସୁନୀତା ସେଠ୍, ସାରଥି ସହର ଓ ଅନୀତା ସହର। ଗୋଟିଏ ଆଦିବାସୀ ପରିବାର କୁଡ଼ିଆ କରି ଗ୍ରାମ ନିକଟରେ…
ସର୍ଟସର୍କିଟରୁ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା
ଭୁବନ, ୧୯ା୪(ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍ଏସିର ପରିବା ମାର୍କେଟରେ ଥିବା ନାରାୟଣ ପୋଥାଳଙ୍କ ଗ୍ରୋସରୀ ଦୋକାନରେ ବିଦ୍ୟୁତ ସର୍ଟସର୍କିଟରୁ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ସବୁ ଜଳି ପାଉଁଶ ହୋଇଯାଇଛି । ନାରାୟଣ ଦୋକାନ ବନ୍ଦ କରି ଘରକୁ…
ବିଭୂତି ଓ ରୁଦ୍ରଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପ୍ରଚାର
ପରଜଙ୍ଗ,୧୮ା୪(.) : ଢେଙ୍କାନାଳ ଜିଲା ପରଜଙ୍ଗ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ବିଭୂତି ପ୍ରଧାନ ଓ ଢେଙ୍କାନାଳ ଏମ୍ପି ପ୍ରାର୍ଥୀ ରୁଦ୍ରନାରାୟଣ ପାଣିଙ୍କ ପାଇଁ ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ବାଇକ ରାଲିରେ ଯାଇ ମାରାଥନ ପ୍ରଚାର କରିଛନ୍ତି ।…
ପୂର୍ବାହ୍ନ ୧୧ଟା ସୁଦ୍ଧା ଗଞ୍ଜାମରେ ୨୧.୩୩ ପ୍ରତିଶତ ମତଦାନ
ବ୍ରହ୍ମପୁର ଅଫିସ,୧୮ା୪: ଗଞ୍ଜାମ ଜିଲାର ଆସିକା ଲୋକ ସଭା ଏବଂ ଏହା ଅଧୀନ ୭ଟି ବିଧାନସଭା ଯଥା ଆସିକା, ହିଞ୍ଜିଳି, ସାନଖେମୁଣ୍ଡି, ସୋର ପୋଲସରା, ଖଲିକୋଟ ଓ କବିସୂର୍ଯ୍ୟନଗର ସହିତ କନ୍ଧମାଳ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଭଞ୍ଜନଗର ବିଧାନସଭା ଆସନ…
ଆସିକା ବିଧାନସଭା : ୨୦୯ ବୁଥ୍ରେ ଚାଲିଛି ମତଦାନ
ଆସିକା,୧୮ା୪(ଡି.ଏନ.ଏ.): ଆସିକା ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୨୦୯ ବୁଥ୍ରେ ନିର୍ବାଚନ ଶୃଙ୍ଖଳାର ସହ ଚାଲିଛି । ପ୍ରଥମ ୨ ଘଣ୍ଟା ମଧ୍ୟରେ ମତଦାନ ହାର ଆଶାନୁରୂପ ରହି ନ ଥିଲା ବେଳେ ପରବର୍ତ୍ତୀ ଅବସ୍ଥାରେ ମତଦାତାଙ୍କ ହାର ବୃଦ୍ଧି ପାଇଥିବା ଲକ୍ଷ୍ୟ…
Archives


