ରାଜ୍ୟ

ନୂଆ ଦାୟିତ୍ୱ ଗ୍ରହଣ କଲେ ଦେଓ ରଞ୍ଜନ, ହେମନ୍ତ ଶର୍ମା

ଭୁବନେଶ୍ୱର,୩ା୧(ସୁନିତ୍‌ ମିଶ୍ର): ରାଜ୍ୟର ଉନ୍ନୟନ କମିଶନର(ଡିସି) ଭାବେ ନିଯୁକ୍ତି ପାଇଥିବା ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଦେଓ ରଞ୍ଜନ କୁମାର ସିଂ ଶୁକ୍ରବାର ତାଙ୍କ ନୂଆ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ନେବା ପରେ ଗଣମାଧ୍ୟମକୁ ଦେଓ ରଞ୍ଜନ କହିଛନ୍ତି, ସରକାର…

ଆହୁରି ୫ଦିନ ଘନ କୁହଡ଼ି: ଆଗାମୀ ୨୪ ଘଣ୍ଟା ପାଇଁ…

ଭୁବନେଶ୍ୱର,୩ା୧(ବନ୍ଦନା ସେଠୀ): ଘନ କୁହୁଡ଼ି ବଳୟରେ ଅସ୍ତବ୍ୟସ୍ତ ଜୀବନ। ଫଳରେ ଦୃଶ୍ୟମାନ କ୍ଷମତା ହ୍ରାସ ପାଇବାରୁ ଯାତାୟାତ ବାଧାପ୍ରାପ୍ତ ହେଉଛି। ତେବେ ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ ଯୋଗୁ ଶୀତର ମାତ୍ରା କିଛି ପରିମାଣରେ ହ୍ରାସ ପାଇଥିଲେ ହେଁ କୁହୁଡି ପାଇଁ ଖରାର…

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି ଧମକ୍‌କୁ ଡରେ ନାହିଁ ଏବଂ ଆସନ୍ତା ମାର୍ଚ୍ଚ ମାସ ଶେଷ ସୁଦ୍ଧା ସମସ୍ତ ଚାଷୀଙ୍କ…

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ ଏକ କାରରେ ଅପହରଣ କରି ନେବା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଯୁବତୀଙ୍କୁ ଅପହରଣ…

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର ଆଉ ମୁଁ ତୁମର ଶତ୍ରୁ। ଖୁସିରେ ରୁହ। କିଛି ଏଭଳି କ୍ୟାପଶନ ସହ ଫଟୋ…

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଯୁବକ ଜଣଙ୍କ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଲୁକାପଡା ଗ୍ରାମର କେଶରୀ…

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି କୋର୍ଟରେ ସହକାରୀ ଆସିଷ୍ଟାଣ୍ଟ ପିପି ଭାବେ ନିଯୁକ୍ତି ମିଳିଛି। ଏ ନେଇ ଆଇନଜୀବୀ ହୀରାଧର…

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ କରିଛି। ଦୁର୍ଗ ରାୟପୁରରେ ଆୟୋଜିତ ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲରେ ଏକାଡେମୀର ଛାତ୍ର ଭୂମରାଜ…

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ ହୋଇଥିଲା। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସମସ୍ତ ବିଶବିଦ୍ୟାଳୟ, ଜାତୀୟ ସେବା ଯୋଜନା ଅଧିକାରୀ…

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌ କରିଥିବା ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ଗତ ୨୦୨୪-୨୫ରେ ବୃକ୍ଷରୋପଣ ନାଁରେ ନକଲି…

ନୂଆ ଲୁକ୍‌ରେ ବିଦ୍ୟାଶ୍ରୀ: ବିବାହକୁ ନେଇ କହିଲେ…

ଭୁବନେଶ୍ୱର,୨।୧: ବିହାହକୁ ନେଇ ମୁହଁ ଖୋଲିଲେ ବିଦ୍ୟାଶ୍ରୀ। ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ। ଯାହାଙ୍କ ଉପରେ ଦିନେ ଲାଗିଥିଲା ଆଦିତ୍ୟଙ୍କ ମୃତ୍ୟୁର ଆରୋପ। ଯିଏ ଖୁବ୍‌ ଚର୍ଚ୍ଚାରେ ଥିଲେ ବହୁ ସଂଘର୍ଷ ପରେ ସେ ଏବେ ଜଣେ ଭଲ…

ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…

ପୁରୀ,୨।୧(ଅଜିତ୍‌ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି। ନ୍ୟାୟ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଏସ୍‌ପି ପହଞ୍ଚି ଲୋକଙ୍କୁ ବୁଝାସୁଝା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?