ରାଜ୍ୟ

କାଳିଆ ଯୋଜନାରେ ଚାଷୀଙ୍କୁ ମିଳିନି ଟଙ୍କା

ନୟାଗଡ଼ ଅଫିସ,୧୯।୭-ନୟାଗଡ଼ ଜିଲା ସଦର ବ୍ଲକ ଘଡ଼ୁଆଳ ଗ୍ରାମର ଦୁର୍ଯ୍ୟୋଧନ ପାଳ ବୃତ୍ତିରେ ଜଣେ ଚାଷୀ। ନିଜର କିଛି ଏକର ଚାଷଜମିରେ ଫସଲ କରି ପରିବାର ପ୍ରତିପୋଷଣ କରନ୍ତି। କାଳିଆ ଯୋଜନାରେ ତାଙ୍କ ନାମ ତାଲିକାରେ ଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା…

ବସନ୍ତ କୁମାର ବିଦ୍ୟାପୀଠର ବାର୍ଷିକ ଉତ୍ସବ: ମାଟ୍ରିକରେ ପ୍ରଥମ ୧୦ଜଣରେ ରହିଲେ ୧ଲକ୍ଷ ଟଙ୍କା ପୁରସ୍କାର

ଖଣ୍ଡପଡ଼ା,୧୯ା୭(ସ୍ବ.ପ୍ର)-ଦୃଢ଼ ଇଚ୍ଛାଶକ୍ତି ଦ୍ୱାରା ପଙ୍ଘୁଟିଏ ମଧ୍ୟ ସବୋର୍ଚ୍ଚ ଶିଖରରେ ପହଞ୍ଚତ୍ପାରେ ା ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବାକୁ ଆବଶ୍ୟକ ଦୃଢ ମନୋବଳ ଓ ପ୍ରବଳ ଆମତ୍ବିଶ୍ୱାସ ା ବଡ଼ ହେବା ନିମନ୍ତେ ସ୍ବପ୍ନ ଦେଖିବା ଜରୁରୀ ା ମାତାପିତା ଓ ଗୁରୁଙ୍କ ବିନା ସମାଜର…

ଅଚଳ ହୋଇପଡ଼ିଛି ବର୍ଷାମାପକ ଓ ପାଗ ନିର୍ଣ୍ଣୟ ଯନ୍ତ୍ର

ଖଣ୍ଡପଡ଼ା,୧୯ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଲକ ପରିସରସ୍ଥ ଭାରତୀୟ ପାଣିପାଗ ବିଭାଗ ଦ୍ୱାରା ସ୍ଥାପିତ ବର୍ଷାମାପକ ଯନ୍ତ୍ର ଓ ପାଣିପାଗ ନିର୍ଣ୍ଣୟ ଯନ୍ତ୍ର ଦୀର୍ଘବର୍ଷ ଧରି ଅଚଳ ତଥା ପରିତ୍ୟକ୍ତ ଅବସ୍ଥାରେ ପଡିରହିଛିି ା ସୂଚନାଯୋଗ୍ୟ, ବର୍ଷାର ପରିମାଣ ମାପ ଅଞ୍ଚଳବାସୀଙ୍କୁ ପାଣିପାଗ ସମ୍ପର୍କରେ ଆଗୁଆ…

ପଞ୍ଚପଲି ପୋଲରେ କ୍ରିକ୍‌ ନିର୍ମାଣରେ ବିଳମ୍ବ : ଚାଷୀ ନିରାଶ

ଏରସମା,୧୯ା୭(ସ୍ବ.ପ୍ର.): ଏରସମା ବ୍ଲକ ନାରଦିଆ ପଞ୍ଚାୟତସ୍ଥିତ ପଞ୍ଚପଲି ପୋଲରେ କ୍ରିକ ନିର୍ମାଣ ପାଇଁ ଦୀର୍ଘଦିନ ହେଲା ଦାବି ହୋଇଆସୁଛି। ଇତିମଧ୍ୟରେ ବିଭାଗୀୟ ଅଧିକାରୀ ଓ ଲୋକ ପ୍ରତିନିଧିମାନେ ଘଟଣାସ୍ଥଳକୁ ଆସି ଅନୁଧ୍ୟାନ କରିଥିଲେ ମଧ୍ୟ କ୍ରିକ୍‌ ନିର୍ମାଣ ହୋଇପାରୁନି। ଏହାକୁ ନେଇ…

ପର୍ବତାରୋହୀ ଲିପିକା ସେଠଙ୍କୁ ସମ୍ବର୍ଦ୍ଧନା

ଭେଡ଼େନ, ୧୯।୭ (ଡ଼ି.ଏନ.ଏ)-ଭେଡ଼େନ ବ୍ଲକ ଡ଼ାଳବ ଗ୍ରାମର ଯୁବ ପର୍ବତାରୋହିଣୀ ଲିପିକା ସେଠଙ୍କୁ ଭେଡ଼େନ ତହସିଲଦାର ସୀମା ସବିତା କୁଲୁ ଗୁରୁବାର ସମ୍ବର୍ଦ୍ଧିତ କରିଛନ୍ତି । ପଶ୍ଚିମ ଓଡ଼ିଶା ଟ୍ରାଫିକ ସଚେତନତା ସଂସ୍ଥା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ସଂଯୋଜକ ପଦ୍ମଲୋଚନ…

ବଲାଙ୍ଗୀର ଜିଲାରେ ମରୁଡି ସ୍ଥିତି

ବଲାଙ୍ଗୀର ଅଫିସ, ୧୯ା୭-କ୍ରମାଗତ ମରୁଡି ବଲାଙ୍ଗୀର ଜିଲାର ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲାଇ ଦେଉଛି ା ଚଳିତବର୍ଷ ପୁଣି ଥରେ ଜିଲାରେ ମରୁଡି ସ୍ଥିତି ଦେଖାଦେଲାଣି ା ଜୁନ୍‌ ଓ ଜୁଲାଇ ମାସରେ ଅସ୍ବାଭାବିକ ବର୍ଷା ଯୋଗୁଁ ଏଥର ମରୁଡି ହେବାର…

ଓଡିଆର୍‌ପି ଘରେ ନ ରହିଲେ ତାଲିକାରୁ ବାଦ୍‌

ଚିକିଟି,୧୯ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ ସମୁଦ୍ର ତଟବର୍ତ୍ତୀ ଚନ୍ଦନବାଡ ଓ ସୋରଳ ଗ୍ରାମରେ ପୃଥକ ପୃଥକ ଭାବେ ଗୁରୁବାର ମଧ୍ୟାହ୍ନରେ ଓଡିଆର୍‌ପି ଘର ପାଇଥିବା ବ୍ୟକ୍ତି ଓ ପ୍ରଶାସନ ପକ୍ଷରୁ ମିଳିତ ଆଲୋଚନା ସଭା ଆୟୋଜନ କରାଯାଇଥିଲା। ଅତିରିକ୍ତ ଜିଲାପାଳ…

ଆଲୋଚନା ପାଇଁ ଆସିଲେନି କର୍ତ୍ତୃପକ୍ଷ

ବ୍ରହ୍ମପୁର ଅଫିସ,୧୯ା୭- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅବସରପ୍ରାପ୍ତ କର୍ମଚାରୀଙ୍କ ବିଭିନ୍ନ ଦାବି ପୂରଣ ନେଇ ପ୍ରଶାସନିକ ଭବନ ଆଗରେ ଧାରଣା ଦିଆଯାଇଛି। ୬ ଦଫା ଦାବି ପୂରଣ ନେଇ ସଂଘ ପକ୍ଷରୁ ଦିଆଯାଇଥିବା ଶାନ୍ତିପୂର୍ଣ୍ଣ ଧାରଣା ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚିଥିଲେ ମଧ୍ୟ…

ଏସିଆନ ଚାମ୍ପିୟନଶିପରେ ଭାଗ ନେବେ କେନ୍ଦୁଝର ଝିଅ ମଧୁସ୍ମିତା

କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଏସିଆନ ତାଏକୋଣ୍ଡୋ ଚାମ୍ପିୟନଶିପରେ ଭାଗ ନେବା ପାଇଁ ଜାତୀୟ ଦଳରେ କେନ୍ଦୁଝର ଝିଅ ମଧୁସ୍ମିତା ମହାନ୍ତି ମନୋନୀତ ହୋଇଛନ୍ତି। ତାଙ୍କ ଘର କେନ୍ଦୁଝର ଶିଶୁଭବନ ରୋଡରେ ା ତାଏକୋଣ୍ଡୋ ଫେଡେରେଶନ ଅଫ ଇଣ୍ଡିଆ ପକ୍ଷରୁ ଜାମ୍ମୁ ଠାରେ ଅନୁଷ୍ଠିତ…

ବର୍ଷା ପାଇଁ ମାଜଣା: ଠାକୁରାଣୀଙ୍କୁ ପୂଜାକଲେ ଶତାଧିକ ମହିଳା

କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଚଳିତ ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ କାର୍ଯ୍ୟ ବ୍ୟାହତ ହୋଇଛି ା ଜଳ ଅଭାବରୁ ଅନେକ ଅଞ୍ଚଳରେ ତଳି ମରିବାକୁ ବସଥିବାବେଳେ ଆଉ ଅନ୍ୟ ଅଞ୍ଚଳରେ ତଳି ରୁଆ କାମ ଆରମ୍ଭ ହୋଇ ପାରୁନାହିଁ ା ଏଭଳି…

ଜଳୁନି ଟୋଲପ୍ଲାଜା ହାଇମାଷ୍ଟ

ଢେଙ୍କିକୋଟ,୧୯ା୭(ଡି.ଏନ୍‌.ଏ.)- ଜାତୀୟ ରାଜପଥ ୨୦ନଂ. ନବୀକରଣ ପରେ ଢେଙ୍କିକୋଟ ଗ୍ରାମବାସୀଙ୍କ ଦୁଃଖ ବଢ଼ିଯାଇଛି। ଅଧାପନ୍ତରିଆ କରି ଠିକା ସଂସ୍ଥା ଚାଲିଗଲା। ଉଭୟ ପାର୍ଶ୍ୱ ସର୍ଭିସ ରୋଡ୍‌ ନିର୍ମାଣ ଏପର୍ଯ୍ୟନ୍ତ ହୋଇନାହିଁ। ଓଭରବ୍ରିଜ୍‌ରେ ୪ ଲେନ୍‌ କଲାନି ରାସ୍ତା ନ ହେବାରୁ ଦୈନିକ…

ବିଶ୍ୱବ୍ୟାଙ୍କ ଅନୁଦାନ ଅର୍ଥ ମିଳିବାରେ ବିଳମ୍ବ

ତିହିଡ଼ି, ୧୯।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ପାଳିଆବିନ୍ଧାସ୍ଥିତ ବିରଞ୍ଚିନାରାୟଣ ମାଧବ ଅର୍ଜୁନ(ବିଏନ୍‌ଏମ୍‌ଏ) କଲେଜର ଭିତ୍ତିଭୂମି ବିକାଶ ପାଇଁ ବିଶ୍ୱବ୍ୟାଙ୍କ ପକ୍ଷରୁ ୧୦ କୋଟି ଟଙ୍କାର ସହାୟତା ରାଶି ମଞ୍ଜୁର ହୋଇଥିଲା। ଏହି ଅନୁଦାନ ଅର୍ଥ ମିଳିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?