ରାଜ୍ୟ

ଷ୍ଟିଚ୍‌ ବେଳେ ରହିଗଲା ଛୁଞ୍ଚି

କେନ୍ଦ୍ରାପଡା ଅଫିସ, ୧୮ା୭: ଏକ ଅଭାବନୀୟ ଘଟଣା ପାଇଁ ଚର୍ଚ୍ଚାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ। ପ୍ରସୂତିକାଳୀନ ଷ୍ଟିଚ୍‌ ପରେ ମହିଳାଙ୍କ ଗୋପନୀୟ ଅଙ୍ଗରେ ଛୁଞ୍ଚି ରହିଯିବା ଭଳି ଏକ ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଏ ନେଇ ସମ୍ପୃକ୍ତା…

ଧନୀଙ୍କ ପସନ୍ଦ ଦୁବାଇ

ଭୁବନେଶ୍ୱର,୧୮ା୭(ବ୍ୟୁରୋ):ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ର ପ୍ରମୁଖ ସହର ଦୁବାଇର ଦୃଢ଼ ଆର୍ଥିକ ବ୍ୟବସ୍ଥା, ଉଚ୍ଚତମ ଅଟ୍ଟାଳିକା, ଉନ୍ନତମାନର ଅନ୍ତଃରାଷ୍ଟ୍ରୀୟ ବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ, ବ୍ୟବସାୟ ପ୍ରତିଷ୍ଠାନ, ସୌନ୍ଦର୍ଯ୍ୟଭରା ସମୁଦ୍ରକୂଳ, ବିକଶିତ ରାଷ୍ଟ୍ର ସହ ସମକକ୍ଷ ସାମାଜିକ ବିଧିବ୍ୟବସ୍ଥା ଗତ କିଛି ବର୍ଷ ହେଲା…

‘ଅଞ୍ଚଳଭିତ୍ତିକ ପାରମ୍ପରିକ କୃଷିକୁ ଅଣଦେଖା ନେଇ ଗୃହରେ ଉଦ୍‌ବେଗ’

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟରେ ୬୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭରଶୀଳ। ହେଲେ ସରକାର କୃଷି ଏବଂ କୃଷକଙ୍କୁ ନେଇ ରହିଥିବା ପ୍ରକୃତ ସମସ୍ୟା ହୃଦୟଙ୍ଗମ କରିବାରେ ଅସମର୍ଥ ବୋଲି ଖର୍ଚ୍ଚଦାବି ଆଲୋଚନା ବେଳେ ଏକାଧିକ ବିରୋଧୀ ସଦସ୍ୟ ମତ ରଖିଛନ୍ତି। ଆଲୋଚନାକୁ…

ପାଟକୁରା ବିକାଶ ମୁଁ ନିଜେ ଦେଖିବି: ନବୀନ

ଡେରାବିଶ/ପାଟକୁରା, (ସ୍ବ.ପ୍ର./ ଡି.ଏନ୍‌.ଏ.) ୧୮ା୭: ଆସନ୍ତା ୨୦ ତାରିଖ ଶନିବାର ପାଟକୁରା ବିଧାନସଭା ନିର୍ବାଚନ। ଗୁରୁବାର ସନ୍ଧ୍ୟା ସୁଦ୍ଧା ନିର୍ବାଚନ ପ୍ରଚାର ହେବାକୁ ଥିବା ବେଳେ ବୁଧବାର ପାଟକୁରା ନିର୍ବାଚନମଣ୍ଡଳୀରେ ପହଞ୍ଚତ୍ଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହାଇଟେକ୍‌…

ସତ୍ତା ହରାଇବ ବୈତାଳ ମନ୍ଦିର

ପୁରୁଣା ଭୁବନେଶ୍ୱର, ୧୮ା୭ (ଡି.ଏନ.ଏ.): ବର୍ଷାଋତୁ ଆରମ୍ଭ ହୋଇଯାଇଛି। ହେଲେ ମନ୍ଦିରମାଳିନୀ ଭୁବନେଶ୍ୱର ସହରରେ ଥିବା ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ଚିନ୍ତା ବିଭାଗକୁ ଘାରିଛି। ତେବେ କେନ୍ଦ୍ରୀୟ ପତ୍ନତତ୍ତ୍ୱ ବିଭାଗ, ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ବିଏମ୍‌ସି ଅଧିକାରୀଙ୍କର ମୁଣ୍ଡବିନ୍ଧାର କାରଣ ପାଲଟିଛି।…

ପିଏସ୍‌ସି ପକ୍ଷରୁ ବିଭିନ୍ନ ରେଳଷ୍ଟେଶନ ପରିଦର୍ଶନ: ଅନୁଧ୍ୟାନ କଲେ ଯାତ୍ରୀଙ୍କ ସେବା

ଜଟଣୀ, ୧୮ା୭(ଡି.ଏନ.ଏ.):ରେଲୱେ ବୋର୍ଡର ପାସେଞ୍ଜର ସର୍ଭିସ କମିଟି(ପିଏସ୍‌ସି) ବୁଧବାର ଖୋର୍ଦ୍ଧାରୋଡ଼, ପୁରୀ, ଭୁବନେଶ୍ୱର ରେଳଷ୍ଟେଶନ ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ ଯାତ୍ରୀଙ୍କ ସହିତ କଥାବାର୍ତ୍ତା ହୋଇ ବିଭିନ୍ନ ସମସ୍ୟା ଉପରେ ବୁଝିଥିଲେ। ଏଥିସହ ଖାଦ୍ୟ ଷ୍ଟଲ, ଭୋଜନ ବ୍ୟବସ୍ଥା, ପାନୀୟ ଜଳର…

ବ୍ରାଉନସୁଗାର ବ୍ୟବସାୟ ବନ୍ଦ ପାଇଁ ଦାବି: ରାତିରେ ଆଦର୍ଶ ଥାନା ଘେରିଲେ ମହିଳା

ଖୋର୍ଦ୍ଧା ଅଫିସ, ୧୮ା୭: ବ୍ରାଉନସୁଗାର କାରବାର ବନ୍ଦ ଓ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ଯୋଗାଇବା ଦାବିରେ ଖୋର୍ଦ୍ଧା ଆଦର୍ଶ ଥାନାକୁ ସହରର ୬ ନଂ. ୱାର୍ଡ ସ୍ବପ୍ନେଶ୍ୱରସାହିର ମହିଳାମାନେ ବୁଧବାର ସନ୍ଧ୍ୟାରେ ଘେରାଉ କରିଥିଲେ। ବ୍ରାଉନସୁଗାର କାରବାର ବନ୍ଦ…

ବର୍ଷାଦିନିଆ ରୋଗକୁ ରୋକିବେ ପ୍ରଗତି ସାଥୀ

ଭୁବନେଶ୍ୱର, ୧୮ା୭(ବ୍ୟୁରୋ): ବର୍ଷାଦିନରେ ଜଳ ବାହିତ ରୋଗ ତଥା ପରିମଳ ଜନିତ ରୋଗରୁ ରାଜଧାନୀକୁ ରକ୍ଷା କରିବା ଲାଗି ‘ସୋସିଆଲି ସ୍ମାର୍ଟ ଭୁବନେଶ୍ୱର’ ଯୋଜନାରେ ‘ପ୍ରଗତି ସାଥୀ’ ନାମରେ ୬୦ ଜଣ ସ୍ବାସ୍ଥ୍ୟକର୍ମୀଙ୍କୁ ବିଶେଷ ଟ୍ରେନିଂ ଦିଆଯାଇଛି। ଏମାନେ ସହର ଭିତରେ…

ଗଛରେ ପିଟି ହୋଇ ବାଇକ୍‌ ଚାଳକଙ୍କ ମୃତ୍ୟୁ: ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ, ରାସ୍ତାରୋକୋ

ନିମାପଡ଼ା,୧୮ା୭(ଡି.ଏନ୍‌.ଏ.): ଚଅଁରପଦା ପଞ୍ଚାୟତ ଅଫିସ ଛକ ନିକଟରେ ବୁଧବାର ଏକ ବାଇକ୍‌ ଗଛରେ ପିଟି ହେବା ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତ ବାଇକ୍‌ ଚାଳକ ହେଲେ ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ…

ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣା: ଜେଲ୍‌ ଗଲେ ୬ ଅଭିଯୁକ୍ତ

ସାକ୍ଷୀଗୋପାଳ,୧୮ା୭(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅଧୀନ ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣାରେ ଗିରଫ ୬ ଅଭିଯୁକ୍ତଙ୍କୁ ପୋଲିସ ବୁଧବାର ଏସ୍‌ଡିଜେଏମ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ପୁରୀ ଜେଲକୁ ପଠାଇ ଦିଆଯାଇଛି। ଏହି ଘଟଣାରେ…

ନିଶା କାରବାର ଲିଙ୍କରେ ୨ ମହିଳା ଏଜେଣ୍ଟ: ଏସ୍‌ଟିଏଫ୍‌ ଲିଷ୍ଟରେ ସଞ୍ଜୁ, ପାକୁ ଓ କାକା

ଖୋର୍ଦ୍ଧା ଅଫିସ,୧୮ା୭: କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟାର୍ଗେଟରେ ଏବେ ନିଶା ମାଫିଆ। ବ୍ରାଉନ୍‌ସୁଗାର କାରବାରର ମାଷ୍ଟରମାଇଣ୍ଡ୍‌ ତଥା ଖୋର୍ଦ୍ଧା ପଥରଖଣି ଉପତ୍ୟକାରେ ରାଜ୍‌ କରୁଥିବା ସୁଧାଂଶୁ ପରିଡ଼ା ଓରଫ ଛୋଟା ଆତ୍ମସମର୍ପଣ କରି ଏବେ ଜେଲ୍‌ରେ ଅଛନ୍ତି। ତାଙ୍କର ୩ ସହଯୋଗୀଙ୍କୁ ଏସ୍‌ଟିଏଫ୍‌…

ନବୀନ ନିବାସ ସମ୍ମୁଖରେ ଦିବ୍ୟାଙ୍ଗ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର, ୧୮ା୭(ବ୍ୟୁରୋ): ନ୍ୟାୟ ପାଇଁ ସବୁଠି ନିରାଶ ହେବା ପରେ ଶେଷରେ ଜଣେ ଦିବ୍ୟାଙ୍ଗ ଛାତ୍ର ବୁଧବାର ନବୀନ ନିବାସ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ମାତ୍ର ସେଠାରେ ଉପସ୍ଥିତ ପୋଲିସ ଫୋର୍ସ ତାଙ୍କୁ କାବୁ କରିନେଇଥିଲେ। ତାଙ୍କୁ ପଚରାଉଚରା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?