ରାଜ୍ୟ

ବିଧାନସଭା ଷ୍ଟାଣ୍ଡିଂ କମିଟି ରିପୋଟ: ବୃକ୍ଷରୋପଣ ପାଇଁ ଆଉ ୩୨୯.୧୭ କୋଟି ଆବଶ୍ୟକ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ରାଜ୍ୟରେ ଜଳବାୟୁ ପରିବର୍ତ୍ତନ ଜନିତ ସ୍ଥିତିର ମୁକାବିଲା ତଥା ସବୁଜୀକରଣ ପାଇଁ ବହୁ ମାତ୍ରାରେ ବୃକ୍ଷରୋପଣର ଆବଶ୍ୟକତା ରହିଛି। ତେଣୁ ରାଜ୍ୟ ସରକାର ବର୍ତ୍ତମାନ ବୃକ୍ଷରୋପଣକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଜଙ୍ଗଲ ଓ ପରିବେଶ ବିଭାଗ ଏ ନେଇ…

କେନ୍ଦ୍ର ବଜେଟ ବିରୋଧରେ ଏଆଇଟିୟୁସିର ବିକ୍ଷୋଭ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): କେନ୍ଦ୍ର ସରକାର ତାଙ୍କ ବଜେଟରେ ଘରୋଇକରଣ ଓ କର୍ପୋରେଟଙ୍କ ଉପରେ ଗୁରୁତ୍ୱ ଦେଇଛନ୍ତି। ହେଲେ ୪୪ଟି ଶ୍ରମ ଆଇନ୍‌କୁ ୪ଟି କୋଡ୍‌ରେ ପରିବର୍ତ୍ତନ କରି ଶ୍ରମିକଙ୍କ ଅଧିକାରକୁ ଖର୍ବ କରିଛନ୍ତି। ଶ୍ରମିକଙ୍କ ପାଇଁ ବଜେଟରେ ସେପରି କିଛି ବ୍ୟବସ୍ଥା…

ଗୃହରେ ମନ୍ତ୍ରୀ,ଶାସକ ବିଧାୟକଙ୍କ ଅନୁପସ୍ଥିତି ନେଇ ପ୍ରଶ୍ନ ଉଠାଇଲେ ତାରା: ‘ପାଟକୁରା ନିର୍ବାଚନ ପର୍ଯ୍ୟନ୍ତ ଗୃହ ବନ୍ଦ କରିଦିଆଯାଉ’

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ବିଧାନସଭାରେ ସୋମବାର ଅପରାହ୍ନରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏବଂ ଅବକାରୀ ବିଭାଗ ବ୍ୟୟ ବରାଦ ବିଲ୍‌କୁ ମଞ୍ଜୁରୀ ଦେବା ନେଇ ଆଲୋଚନା ଚାଲିଥିଲା। ଏହି ସମୟରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପଏଣ୍ଟ ଅଫ୍‌…

ଚୋରାମଦ ରୋକିବାକୁ କଡ଼ା ପଦକ୍ଷେପ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନରେ ଗୃହରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହୋଇଯାଇଛି। ସୋମବାର ଗୃହରେ ଅବକାରୀ ବିଭାଗ ପାଇଁ ୨୦୨୦ ମାର୍ଚ୍ଚ ଶେଷ ସୁଦ୍ଧା ୧୩୧,୨୪,୭୪,୦୦୦ ଟଙ୍କାର ଖର୍ଚ୍ଚ ଦାବିକୁ ମଞ୍ଜୁରୀ ମିଳିଛି। ବିଭାଗୀୟ ମନ୍ତ୍ରୀ…

ରାଜସ୍ବ, ଅବକାରୀ ବିଭାଗର ଖର୍ଚ୍ଚଦାବି ମଞ୍ଜୁର

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନରେ ଗୃହରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହୋଇଯାଇଛି। ସୋମବାର ଗୃହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏବଂ ଅବକାରୀ ବିଭାଗର ବ୍ୟୟ ବରାଦ ବିଲ୍‌କୁ ମଞ୍ଜୁରୀ ମିଳିଛି। ଆର୍ଥିକ ବର୍ଷ…

ନନ୍ଦିଘୋଷ ରଥରେ ଚଢ଼ିଲେ ଅଣସେବକ

ପୁରୀ ଅଫିସ, ୧୬।୭: ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ଲାଗି କେତେକ କଟକଣା ଜାରି କରିଥିଲା। ହେଲେ ଏହାକୁ ଅନେକେ ମାନି ନ ଥିଲେ। ସୋମବାର ନୀଳାଦ୍ରିବିଜେ ପହଣ୍ଡି ସମୟରେ ସବୁ କଟକଣାକୁ ଉଲ୍ଲଂଘନ କରି ଜଣେ…

କେନ୍ଦ୍ର ବୈଦେଶିକ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଦୁବାଇରେ ଫସିଥିବା ୧୮ ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଅନୁରୋଧ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଦୁବାଇରେ ଫସିଥିବା ୧୮ ଓଡ଼ିଆ ଶ୍ରମିକଙ୍କ ଉଦ୍ଧାର ଲାଗି ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କରଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଧର୍ମେନ୍ଦ୍ର ଏକ ଚିଠି ଲେଖି କହିଛନ୍ତି ଯେ, ଏହି…

ପୋଲିସ ଡ୍ରେସ୍‌ ପିନ୍ଧି ଦୁର୍ବ୍ୟବହାର: ଧାରଣାରେ ବସିଲେ ନର୍ସ

କୋରାପୁଟ,୧୬।୭(ସ୍ବ.ପ୍ର): କୋରାପୁଟ ମେଡିକାଲ କଲେଜ ଓ ହସପିଟାଲର ପୁରୁଷ ସର୍ଜରୀ ୱାର୍ଡରେ ରବିବାର ବିଳମ୍ବିତ ରାତିରେ ୨ ଜଣ ଯୁବକ ପୋଲିସ ଡ୍ରେସ ପିନ୍ଧି ନର୍ସମାନଙ୍କୁ ଦୁର୍ବ୍ୟବହାର କରିଥିଲେ ା ଏହାର ପ୍ରତିବାଦରେ ସୋମବାର ସମସ୍ତ ନର୍ସ ମେଡିକାଲର ମୁଖ୍ୟ ଫାଟକଠାରେ…

ତଦନ୍ତରେ ସୀମିତ ନ୍ୟାୟିକ କମିଶନ

ଭୁବନେଶ୍ୱର,୧୬।୭(ବ୍ୟୁରୋ) ଗଣ୍ଡଗୋଳ, ବଳାତ୍କାର, ପୋଲିସ ଗୁଳିକାଣ୍ଡ, ଦଳାଚକଟା ଭଳି ଅନେକ ଘଟଣାକୁ ଶାନ୍ତ କରିବାକୁ ରାଜ୍ୟ ସରକାର ବିିଭିନ୍ନ ସମୟରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥାଆନ୍ତି। ଏଥିପାଇଁ ତଦନ୍ତ କମିଶନ ଗଠନ କରାଯାଇଥାଏ। ଘଟଣାର ତଦନ୍ତ ୩ ମାସ ମଧ୍ୟରେ…

ରାସ୍ତା ଅବସ୍ଥା ଶୋଚନୀୟଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ଝୁମ୍ପୁରା ୧୬।୭(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଫକିରପୁର, ପଦ୍ମକେଶରପୁର, ବାଘିଆନଶା, କଙ୍କଡାଯୋଡି ଗାଁ ଲୋକେ ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଦାବି କରିବା ସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିଲା। ଏହାକୁ କେନ୍ଦ୍ର କରି ଗାଁ ଲୋକେ ଶେଷରେ…

ବେଧଡ଼କ ଚାଲିଛି ପାଣି ପାଇପ ଚୋରି

କେନ୍ଦୁଝର, ୧୬ା୭ (ସ୍ବ.ପ୍ର.)- ସଦର ଥାନା ଅନ୍ତର୍ଗତ ବଡଘାଗରା ଜଳଭଣ୍ଡାରକୁ ଯାଇଥିବା ରାସ୍ତାକଡରେ ଜଳ ଯୋଗାଣ ପାଇଁ ବିଛାଯାଇଥିବା ପୁରୁଣା ପାଇପ ବେଧଡକ ଚୋରି ହେଉଛି। ସୋମବାର ଦୁର୍ବୃତ୍ତମାନେ ମାଟି ଖୋଳି ପାଇପ ଚୋରି କରୁଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ବର୍ଷା ନାହିଁ, ଚାଷ କାର୍ଯ୍ୟରେ ବାଧା ଚାଷୀକୂଳ ହତାଶ

ତେଲକୋଇ, ୧୬।୭(ଡି.ଏନ.ଏ.)-ତେଲକୋଇ ବ୍ଲକର ଚାଷୀ ମାନେ ମୌସୁମୀ ବର୍ଷା ଉପରେ ନିର୍ଭର କରି ଚାଷ କାର୍ଯ୍ୟ କରିଥାନ୍ତି। ତେବେ ମୌସୁମୀ ବର୍ଷାର ଅଭାବ ଯୋଗୁଁ ୯୦ପ୍ରତିଶତ ଚାଷ ଜମି ପଡିଆ ପଡିରହିଛି । ଏପରିକି ଧାନ ତଳି ହଳଦିଆ ହୋଇଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?