ରାଜ୍ୟ

୨୦ ବର୍ଷରେ ବୁଟୁ-ଲକ୍ଷ୍ମୀଧର ଯୋଡ଼ିଚା’ ଦୋକାନ ଦେଇଛି ସାହାରା :ଏକାଠି ଭଡା ଘର ନେଇ ସପରିବାର ରହୁଛନ୍ତି

କେନ୍ଦୁଝର, ୧୬ା୭ (ସ୍ବ.ପ୍ର.)- ସେମାନେ ଥିଲେ ପରସ୍ପର ଅପରିଚିତ। ଗ୍ରାମ ଅଲଗା ା କାମ ବି ଅଲଗା । ପରିସ୍ଥିତି ସେମାନଙ୍କୁ ଏକାଠି କଲା। ଆଜିକୁ ୨୦ ବର୍ଷ ଧରି ସହଭାଗିତା ଭିତ୍ତିରେ ଏକାଠି ହୋଇ ସେମାନେ ଏକ ଚା’ ଦୋକାନ…

ଟାଙ୍ଗିଆରେ ମା’ଙ୍କୁ ହତ୍ୟା

ଚୌଦ୍ୱାର, ୧୬। ୭(ଡି.ଏନ୍‌.ଏ.): ଚୌଦ୍ୱାର ଥାନା ଅନ୍ତର୍ଗତ କଖଡି ପଞ୍ଚାୟତ ଗୋପୀନାଥପଡା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଜଣେ ଯୁବକ ନିଜ ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ପରେ ଟାଙ୍ଗିଆ ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଏହି ଘଟଣା ସ୍ଥାନୀୟ…

ଫର୍ଜନା ଏବେ ସ୍ବପ୍ନାରାଣୀ

ତିହିଡ଼ି, ୧୬।୭ (ଡି.ଏନ.ଏ.) – ଭଲପାଇବା ମାନେନି ଜାତିଭେଦ କି ସାମାଜିକ ବନ୍ଧନ। ପ୍ରଶାନ୍ତ ଓ ଫର୍ଜନା ଏହା ବିରୋଧରେ ସାହସର ସହ ଲଢ଼ି ଏବେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରିଛନ୍ତି। ଏକ ସଂଖ୍ୟାଲଘୁ ସମ୍ପ୍ରଦାୟର ଝିଅ ଫର୍ଜନା ସାଜିଛନ୍ତି ‘ସ୍ବପ୍ନାରାଣୀ’,…

‘ଅଧ୍ୟବସାୟ, ଉଦ୍ୟମ ବଳରେ ସବୁ କାର୍ଯ୍ୟ ସମ୍ଭବ’

ତିହିଡ଼ି, ୧୬।୭ (ଡି.ଏନ.ଏ.)- ଅଳ୍ପ ପୁଞ୍ଜି ଓ ସୀମିତ ଭିତ୍ତିଭୂମିରେ ଛତୁଚାଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସ୍ବାବଲମ୍ବୀ କରିପାରିବ। ଏଭଳି ବିଶ୍ୱାସ ନେଇ ୬ବର୍ଷ ତଳେ ସେ ଆରମ୍ଭ କରିଥିଲେ ଛତୁ ଚାଷ। ବର୍ଷକୁ ବର୍ଷ ଏହାର ଚାଷ ଓ…

ଅବକାରୀ ଭ୍ୟାନ୍‌କୁ ଧକ୍କା ଲଗାଇ ଖସିଗଲେ ମଦ ବେପାରୀ, ଡ୍ରାଇଭର

ଭଦ୍ରକ ଅଫିସ, ୧୬।୭ – କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ସୋମବାର ଭୋର ସମୟରେ ଚଢ଼ାଉ କରି ୧୬ ନମ୍ବର ଜାତୀୟ ରାଜପଥର ରାଣୀତାଲ ନିକଟରୁ ୧୨୫୦ ଲିଟର ଦେଶୀମଦ ବୋଝେଇ ଏକ ଗାଡ଼ିକୁ ଜବତ କରିଛି।…

ବାଲି ପରିବହନକାରୀ-ଗ୍ରାମବାସୀଙ୍କ ସଂଘର୍ଷ

ଜଳେଶ୍ୱର,୧୬।୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଶିଖରପୁର ପଞ୍ଚାୟତ ଅନ୍ତର୍ଗତ କଲୋନୀସାହି ନିକଟସ୍ଥ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଅହୋରାତ୍ର ଶତାଧିକ ଟ୍ରାକ୍ଟର ଓ ଡମ୍ପର ଯୋଗେ ବାଲି ଚାଲାଣ ହେଉଥିବାରୁ ସ୍ଥାନୀୟ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ଏହାକୁ ନେଇ ବାଲି…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ଆଜି ବିଧାନସଭା ସମ୍ମୁଖରେ ଗଣବିକ୍ଷୋଭ

ବଲାଙ୍ଗୀର ଅଫିସ,୧୬।୭: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ମଙ୍ଗଳବାର ଭୁବନେଶ୍ୱରରେ ବିଧାନସଭା ସମ୍ମୁଖରେ ଗଣବିକ୍ଷୋଭ କରାଯିବ। ବଲାଙ୍ଗୀର ଜିଲା ଓକିଲ ସଂଘ ଓ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ହେବାକୁ ଥିବା ଏହି ଗଣବିକ୍ଷୋଭରେ ଜିଲାର ଶତାଧିକ…

ଭାରିଯାନ ଚଳାଚଳ ବନ୍ଦ ଦାବି :ପ୍ରଶାସନ ପକ୍ଷରୁ ତ୍ରିପାକ୍ଷିକ ଆଲୋଚନା ବୈଠକ

ଛତ୍ରପୁର,୧୬ା୭(ଡି.ଏନ.ଏ)-ଛତ୍ରପୁର ବ୍ଲକ କାଳିଆବାଲି ଛକଠାରୁ ମାଟିଖାଲ ରାସ୍ତାରେ ଗୋପାଳପୁର ପୋର୍ଟର ଭାରୀଯାନ ଚଳାଚଳ ବନ୍ଦ ଓ ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଶନିବାର ଲୋକେ ରାସ୍ତା ଅବରୋଧ କରିଥିଲେ। ଏହି ପରିପ୍ରେକ୍ଷୀରେ ସୋମବାର ପ୍ରଶାସନ ପକ୍ଷରୁ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟରେ ତ୍ରିପାକ୍ଷିକ…

ବିଏସ୍‌ଏନ୍‌ଏଲ୍‌ ଅସ୍ଥାୟୀ କର୍ମଚାରୀଙ୍କ ଧାରଣା ସ୍ଥଗିତ

ଭଞ୍ଜନଗର,୧୬।୭(ଡି.ଏନ.ଏ)-କର୍ମଚାରୀଙ୍କ ୬ମାସର ବକେୟା ଦରମା ପ୍ରଦାନ, ଚାକିରି ନିୟମିତ କରିବା ଆଦି ଦାବିନେଇ ରାଜ୍ୟବ୍ୟାପୀ ବିଏସ୍‌ଏନ୍‌ଏଲ୍‌ ଅସ୍ଥାୟୀ କର୍ମଚାରୀମାନେ ସୋମବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଥିଲେ। ସେବା ପ୍ରଭାବିତ ହେବା ଆଶଙ୍କାରେ ବିଏସଏନଏଲର ଉଚ୍ଚ କର୍ତ୍ତୃପକ୍ଷ, କର୍ମଚାରୀ ସଂଘର ରାଜ୍ୟ କର୍ମକର୍ତ୍ତା ଏବଂ…

ପ୍ରଥମ ଦିନରେ ନାମ ଲେଖାଇଲେ ୧୩୬ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ୍‌,୧୬ା୭-ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ମାତ୍ର ୧୩୬ଜଣ ଛାତ୍ରୀଛାତ୍ର ନାମ ଲେଖାଇଥିବା ସାମ୍‌ସ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ବୁଧବାର ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ ନାମଲେଖା ଶେଷ…

ଆଜି ଚନ୍ଦ୍ରଗ୍ରହଣ: ଅପରାହ୍ନ ୪ଟା ୩୨ରେ ପାକତ୍ୟାଗ

ଭୁବନେଶ୍ୱର(ବ୍ୟୁରୋ)/ପୁରୀ ଅଫିସ୍‌, ୧୬ା୭: କେତୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ମଙ୍ଗଳବାର ଆଷାଢ଼ ପୂର୍ଣ୍ଣିମାରେ ସଂଘଟିତ ହେବ। ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା ଅନୁସାରେ ପୁରୀକୁ ଭାରତୀୟ ସମୟ ଅନୁସାରେ- ରାତ୍ରି ୦୧ା୩୨ରେ ଗ୍ରହଣ ସ୍ପର୍ଶ, ରାତ୍ରି ୦୩ା୦୧ରେ ଗ୍ରହଣ ମଧ୍ୟ ଏବଂ ରାତ୍ରି ୦୪ା୩୦ରେ…

ରତ୍ନସିଂହାସନରେ ଚତୁର୍ଦ୍ଧାବିଗ୍ରହ

ପୁରୀ ଅଫିସ,୧୬ା୭: ଶେଷ ହୋଇଛି ଘୋଷଯାତ୍ରା। ବଡ଼ଦାଣ୍ଡ ଓ ଜନ୍ମବେଦିରେ ଲୀଳାଖେଳା ସାରି ସୋମବାର ରତ୍ନସିଂହାସନକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଦେବସ୍ନାନ ପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ରତ୍ନବେଦି କୋଳ ପୂର୍ଣ୍ଣ ହୋଇଛି। ମହାପ୍ରଭୁଙ୍କ ଆଗମନ ପରେ ମଙ୍ଗଳବାର ଠାରୁ ପୁଣି ଚଳଚଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?