ରାଜ୍ୟ

ଆଇନ ଶୃଙ୍ଖଳାକୁ ନେଇ ବିଧାନସଭାରେ ହଙ୍ଗାମା: ସରକାରଙ୍କୁ ହରଡ଼ଘଣାରେ ପକାଇଲେ ବିରୋଧୀ; ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ଅରାଜକତା ଦେଖାଦେଇଛି। ଆଇନ କାନୁନ ବୋଲି କିଛି ନାହିଁ। ଦିନ ଦ୍ୱିପ୍ରହରରେ ଲୋକଙ୍କୁ ଅପରାଧୀମାନେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରୁଛନ୍ତି। ବଳାତ୍କାର, ଚୋରି, ଡକାୟତି ସୀମା ସରହଦ ପାର କଲାଣି। ରବିବାର ୩୧୬ ନଂ ଜାତୀୟ ରାଜପଥ ପଟ୍ଟନାୟିକିଆ…

ଗ୍ରାହକ ସେବାକେନ୍ଦ୍ରରୁ କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଗାଏବ, ବ୍ୟାଙ୍କ ଘେରାଉ

ନୂଆପଡ଼ା,୧୫।୭(ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ କୁରୁମପୁରୀ ଗ୍ରାହକ ସେବା କେନ୍ଦ୍ର(ଏସ୍‌ବିଆଇ)ରେ ଗ୍ରାହକମାନଙ୍କ ଆକାଉଣ୍ଟରୁ ପରିଚାଳକ କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କା ଉଠାଇ ନେଇଥିବା ଅଭିଯୋଗ ହୋଇଛି। ତେବେ ଟଙ୍କା ତୁରନ୍ତ ଫେରସ୍ତ କରିବାକୁ ଗ୍ରାହକମାନେ ସୋମବାର ଦାବି କରିବା ସହ…

ଘରୋଇ କଳହକୁ ନେଇ ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ପୁଅ

ଚୌଦ୍ୱାର, ୧୫।୭(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ କଖଡ଼ି ବଜାର ସାହି ପାଖ ଗୋପୀନାଥ ପଡ଼ାରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ମା’ଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ମହିଳା ହେଲେ…

ବ୍ରାଉନସୁଗାର ବ୍ୟବସାୟୀ ଛୋଟାଙ୍କ ବେଆଇନ ଘର ଉଚ୍ଛେଦ: ମାଟିରେ ମିଶିଲା ୧୪ ବଖରା, ପୋତା ହେଲା ସୁଇମିଂ ପୁଲ୍‌

ଖୋର୍ଦ୍ଧା ଅଫିସ,୧୫।୭: ନିଶା ସୌଦାଗର ସୁଧାଂଶୁ ପରିଡ଼ା ଓରଫ ଛୋଟାଙ୍କ ଜବରଦଖଲରେ ଥିବା ଗୁରୁଜଙ୍ଗ ଜବରଦସ୍ତପୁର ଦ୍ୱାରିକାନଗରର ଘରକୁ ସୋମବାର ଉଚ୍ଛେଦ କରାଯାଉଛି। ତହସିଲଦାର ଶୁଭେନ୍ଦ୍ର ସାମଲଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ଉପସ୍ଥିତିରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଛୋଟା ଉକ୍ତ…

ଧରିତ୍ରୀ ଛୁଟିଦିନରେ ପ୍ରକାଶିତ ଫଟୋ ଓ ଖବରକୁ ନେଇ ପରିବେଶ ସୁରକ୍ଷା ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ

ଖୋର୍ଦ୍ଧା ଅଫିସ,୧୫ା୭: ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ ସୋରଣ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରବିବାର ଆୟୋଜିତ ହୋଇଥିଲା ପରିବେଶ ସୁରକ୍ଷା ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ। ଏଥିରେ ଗଛର କାହାଣୀ ସ୍ଥାନ ପାଇଥିଲା। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଭାଗ ନେଇଥିବା ଛାତ୍ରୀଛାତ୍ରମାନେ ଧରିତ୍ରୀ ଛୁଟିଦିନରେ…

ବିଜେଡି ଏମ୍‌ପିଙ୍କୁ ନବୀନଙ୍କ ଚିଠି : ରାଜ୍ୟବାସୀଙ୍କ ଶ୍ରଦ୍ଧାଭାଜନ ହେବାକୁ ପରାମର୍ଶ

ଭୁବନେଶ୍ୱର,୧୫ା୭(ବ୍ୟୁରୋ) : ବିଧାୟକ ଓ ମନ୍ତ୍ରୀମାନଙ୍କୁ ଶୃଙ୍ଖଳା ଓ ଉତ୍ତରଦାୟିତ୍ୱର ପାଠ ପଢ଼ାଇବା ପରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ଲୋକ ସଭା ଏବଂ ରାଜ୍ୟ ସଭା ସଦସ୍ୟମାନଙ୍କୁ ରବିବାର ପତ୍ର ଲେଖି ଅନେକ ପରାମର୍ଶ ଦେଇଛନ୍ତି।…

ଦେଢ଼ମାସରେ ୨୦.୩% କମିଛି ବର୍ଷା ପରିମାଣ

ଭୁବନେଶ୍ୱର,୧୫ା୭(ବ୍ୟୁରୋ) : ରାଜ୍ୟରେ ଏପର୍ଯ୍ୟନ୍ତ ସ୍ବାଭାବିକ ବର୍ଷା ହୋଇନାହିଁ। ଚଳିତବର୍ଷ ମୌସୁମୀ ବିଳମ୍ବରେ ଆସିଥିଲେ ମଧ୍ୟ ସ୍ବାଭାବିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଥିଲା। ଜୁଲାଇ ପ୍ରଥମ ଓ ଦ୍ବିତୀୟ ସପ୍ତାହରେ ପ୍ରବଳ ବର୍ଷା ହେବ ବୋଲି ଆଶା…

୩ ରଥରେ ଭଙ୍ଗାଗଲା ୯ ଅଧର ହାଣ୍ଡି

ପୁରୀ ଅଫିସ, ୧୫ା୭: ସିଂହଦ୍ୱାର ସମ୍ମୁଖ ତିନିରଥ ଉପରେ ରବିବାର ସମ୍ପନ୍ନ ହୋଇଛି ଅଧରପଣା ନୀତି। ରଥାରୁଢ ଠାକୁରଙ୍କ ସମ୍ମୁଖରେ ଭଙ୍ଗାଯାଇଛି ୯ଟି ଅଧରପଣା ହାଣ୍ଡି। ଛୁଟିଦିନ ଏବଂ ଅନୁକୂଳ ପାଗ ଯୋଗୁ ଲକ୍ଷାଧିକ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଏହି ଅନନ୍ୟ ନୀତି…

ପଟ୍ଟନାୟିକିଆ ଛକରେ ୩ ଭାଇଙ୍କୁ ହତ୍ୟା

ସାକ୍ଷୀଗୋପାଳ, ୧୫ା୭ (ଡି.ଏନ.ଏ./ସ୍ବ.ପ୍ର.): ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ଜନଗହଳିପୂର୍ଣ୍ଣ ବଜାର ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଛି ଟ୍ରିପଲ ମର୍ଡର। ଦୁର୍ବୃତ୍ତମାନେ ବିଚ୍‌ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ୩ ଭାଇଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ପୁରୀ ଜିଲା ସତ୍ୟବାଦୀ ଥାନା…

ରଣପୁର ବାହୁଡା ଯାତ୍ରାରେ ବିଶୃଙ୍ଖଳା : ନନ୍ଦିଘୋଷ ରଥର ଅଖ ଭାଙ୍ଗିଲା, ହୋଇପାରିଲା ନାହିଁ ଲକ୍ଷ୍ମୀନାରାୟଣ ଭେଟ

ରଣପୁର,୧୫ା୭ (ସ୍ବ.ପ୍ର.): ରଣପୁରଠାରେ ବାହୁଡା ଯାତ୍ରାର ୨ଦିନ ପରେ ରବିବାର ଶ୍ରଦ୍ଧାଳୁମାନେ ଉତ୍ସାହର ସହ ନନ୍ଦିଘୋଷ ରଥ ଟାଣୁଥିଲା ବେଳେ ହଠାତ୍‌ ରଥଅଖ ଭାଙ୍ଗିଯାଇଥିଲା। ଫଳରେ ରଥଟଣା କାର୍ଯ୍ୟ ବନ୍ଦ ରହିଥିଲା ଓ ସିଂହଦ୍ୱାରଠାରେ ହେବାକୁ ଥିବା ଲକ୍ଷ୍ମୀ ନାରାୟଣ ଭେଟ…

ତିନି ରଥ ଉପରେ ଚାଲିଛି ଅଧରପଣା ନୀତି: ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼

ପୁରୀ ଅଫିସ୍‌, ୧୪।୭: ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି। ଅଧରପଣା ନୀତି ଦେଖିବାକୁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦିରେ ପଣା…

ପରିବେଶ ସୁରକ୍ଷାରେ ଛାତ୍ରୀଛାତ୍ରଙ୍କ ଭୂମିକା ଆଲୋଚନା ଚକ୍ର:କଲାମଙ୍କ ଭଳି ସ୍ବପ୍ନ ଦେଖି ସାକାର କର

ପୁରୀଅଫିସ, ୧୪ା୭ : ଦିନକୁ ଦିନ ପରିବେଶ ନଷ୍ଟ ହେବାରେ ଲାଗିଛି। ରାସ୍ତା ସମ୍ପ୍ରସାରଣ ଲାଗି ରାସ୍ତାକଡରେ ରହିଥିବା ବହୁ ବଡ ବଡ ଗଛ କଟାଯାଉଛି। ତାହା ତୁଳନାରେ ଚାରା ରୋପଣ କରାଯାଉନାହିଁ। ଜଙ୍ଗଲ କ୍ଷୟ ହେଉଛି। ଏହାର ପ୍ରଭାବ ପରିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?