ରାଜ୍ୟ

ନୀଳାଦ୍ରିବିଜେ:ଦିନକ ପାଇଁ ଶ୍ରୀମନ୍ଦିରରେ ହୁଏ ରସଗୋଲା ଭୋଗ

ପୁରୀ ଅଫିସ, ୧୪ା୭: ପରମ୍ପରା ଅନୁଯାୟୀ ଠାକୁରମାନେ ନବଦିନାତ୍ମକ ରଥଯାତ୍ରା ଶେଷ କରି ବାହୁଡାରେ ଫେରିଆସନ୍ତି। ଏହା ପରଦିନ ସିଂହଦ୍ୱାରଠାରେ ରଥ ଉପରେ ସୁନାବେଶରେ ଦର୍ଶନ ଦିଅନ୍ତି। ସୁନାବେଶ ପରଦିନ ଅଧରପଣା ନୀତି ସାରି ତା ପରଦିନ ନୀଳାଦ୍ରିବିଜେ କରିଥାନ୍ତି। ତେବେ…

ଛାତ୍ରୀଛାତ୍ରଙ୍କ ଅଭିନବ ପ୍ରୟାସ:କାଦୁଅ ରାସ୍ତାରେ ଧାନ ତଳି ରୋଇ ଜଣାଇଲେ ପ୍ରତିବାଦ

ମାଲକାନଗିରି,୧୪ା୭(ଡି.ଏନ.ଏ./ସ୍ବ.ପ୍ର.)-ସତୀଗୁଡା କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ୫ କିଲୋମିଟର ରାସ୍ତା ବିଭାଗ ମରାମତି ନ କରିବାରୁ ଗ୍ରାମବାସୀମାନେ ରାସ୍ତା ଉପରେ ଧାନ ତଳି ରୋଇ ଏହାର ପ୍ରତିବାଦରେ ଜଣାଇଥିଲେ। ପରେ ପ୍ରଶାସନ ଏ ଦିଗରେ ପଦକ୍ଷେପ ନେଇଥିଲା। ପ୍ରଶାସନିକ ଅଧିକାରୀମାନେ…

ସୀମାନ୍ତରେ ଗୁଳି ବିନିମୟ:୨ ମାଓବାଦୀ ନିହତ, ଜଣେ ଗିରଫ

ମାଲକାନଗିରି,୧୪ା୭ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ଦାନ୍ତଓ୍ବୋଡା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ରବିବାର ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ଜଣକୁ ଗିରଫ କରାଯାଇଛି। ଖବରରୁ ଜଣାପଡିଛି ଦାନ୍ତଓ୍ବୋଡା ଜିଲାରେ ମୁତୟନ ହୋଇଥିବା ପୋଲିସ ପକ୍ଷରୁ…

ଚୋରି ଉଦ୍ୟମ ବିଫଳ: ଅଭିଯୁକ୍ତ କୋର୍ଟ ଚାଲାଣ

ବିଞ୍ଝାରପୁର/ସିଂହପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅନ୍ତର୍ଗତ ଅଙ୍ଗାଳୋ ପଞ୍ଚାୟତ ଅଙ୍ଗାଳୋ ଗ୍ରାମରେ ଶୁକ୍ରବାର ରାତିରେ ଚୋରି ଉଦ୍ୟମ କରୁଥିବା ଜଣେ ଯୁବକ ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି। ଗ୍ରାମବାସୀ ତାଙ୍କୁ କାବୁକରି ପୋଲିସ ଜିମା ଦେଇଥିଲେ। ଏହି ଘଟଣାରେ ବିଞ୍ଝାରପୁର ପୋଲିସ ଏକ ମାମଲା…

ପୋଲିସ ଜାଲରେ ନକଲୀ ମାଓବାଦୀ ଗ୍ୟାଙ୍ଗ: ବନ ଅଧିକାରୀଙ୍କ ସମେତ ୨ ଭାଇଗିରଫ

ବରଗଡ଼ ଅଫିସ୍‌,୧୪।୭: ବରଗଡ଼ ଜିଲା ଭଟଲି ପୋଲିସ ହାତରେ ରବିବାର ନକଲୀ ମାଓବାଦୀ ଗ୍ୟାଙ୍ଗ ଧରାପଡ଼ିଛନ୍ତି । ପୋଲିସ ଉକ୍ତ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ବନ ବିଭାଗ ଅଧୀନ ସମ୍ବଲପୁର ରେଞ୍ଜର ଡେପୁଟି…

ଅନୁଭବଙ୍କ ବିରୋଧରେ ଏତଲା ଦେବା ପରେ ବି ନିଆଯାଉନାହିଁ କାର୍ଯ୍ୟାନୁଷ୍ଠାନ: ମହିଳାଙ୍କ ଥାନା ସମ୍ମୁଖରେ ଧାରଣା

କଟକ ଅଫିସ,୧୪।୭: ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ଭାଇ ଅନୁପ୍ରାସଙ୍କ ବିରୋଧରେ ଏତଲା ଦେବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଅଭିଯୋଗରେ ରବିବାର ଅଭିଯୋକାରିଣୀ ମହିଳା ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। କଟକ ପୁରୀଘାଟ ଥାନା…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା: ୭ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

କେନ୍ଦୁଝର,୧୪।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ସେଣ୍ଡକାପ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଶନିବାର ବିଳମ୍ବିତ ରାତିରେ ଗ୍ରାମର ଦୀନବନ୍ଧୁ ମୁଣ୍ଡାଙ୍କୁ ହତ୍ୟା କରାଯାଇଛି । ଗ୍ରାମର ୭ ଜଣ ଲୋକ ମିଶି ଦୀନବନ୍ଧୁଙ୍କୁ…

କ୍ୟାପିଟାଲ ହସ୍ପିଟାଲରେ ପୁଣି ତ୍ରୁଟିପୂର୍ଣ୍ଣ ଚିକିତ୍ସା: ଆଖି ଅପରେଶନ ବେଳେ ଜୀବନ ଗଲା; ଭୁଲ୍‌ ଇଞ୍ଜେକ୍ସନ ଦିଆଯାଇଥିବା ଅଭିଯୋଗ

ଭୁବନେଶ୍ୱର, ୧୪।୭(ବ୍ୟୁରୋ)- ରୋଗୀଙ୍କୁ ଅବହେଳା ଓ ତ୍ରୁଟିପୂର୍ଣ୍ଣ ଚିକିତ୍ସାକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥିବା କ୍ୟାପିଟାଲ ହସ୍ପିଟାଲରେ ଶନିବାର ଆଉ ଏକ ଦୁଃଖଦ ଘଟଣା ଘଟିଛି। ଆଖିରେ ମୋତିଆବିନ୍ଦୁ ଅପରେଶନ ଚାଲିଥିବାବେଳେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

ସୂଚନା କେନ୍ଦ୍ରକୁ ଯୋଡ଼ିଲା ହ୍ବାଟ୍‌ସ ଆପ୍‌ ଗ୍ରୁପ୍‌: ହଜିଲା ଲୋକଙ୍କ ସୂଚନା ପାଇଲେ ପରିଜନ

ପୁରୀ ଅଫିସ,୧୪।୭: ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବା ଲାଗି ଦେଶର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ପୁରୀକୁ ଆସିଥାନ୍ତି। ରଥଯାତ୍ରାଠୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ଗହଳି ଚହଳି ଲାଗିଥାଏ। ଏହି ଭିଡ଼ ଭିତରେ ବେଳେବେଳେ ଅନେକେ ନିଜ ସମ୍ପର୍କୀୟଙ୍କଠାରୁ ହାତଛଡ଼ା ହୋଇଯାନ୍ତି। ଗହଳି ଭିତରେ…

ଏମ୍ସରେ ମିଳିବ ଡାଏଲିସିସ୍‌ ସୁବିଧା

ଭୁବନେଶ୍ୱର, ୧୪।୭(ବ୍ୟୁରୋ)/ପାତ୍ରପଡ଼ା(ଡି.ଏନ୍‌.ଏ.): ଭୁବନେଶ୍ବର ଏମ୍ସ ହସ୍ପିଟାଲରେ କିଡ଼ନୀ ରୋଗୀ ଏବେ ଡାଇଲିସିସ୍‌ ସୁବିଧା ପାଇପାରିବେ। ଆସନ୍ତା ୧୫ ତାରିଖରେ ଏମ୍ସର ସପ୍ତମ ଭିତ୍ତିପ୍ରସ୍ତର ସ୍ଥାପନ ଦିବସ ସମାରୋହ ଅନୁଷ୍ଠିତ ହେବ। ଏହି ଅବସରରେ ଅତ୍ୟାଧୁନିକ ଡାଏଲିସିସ ୟୁନିଟ୍‌ ଓ ୧୫ଟି ମଡୁଲାର…

ପାଟକୁରା: ବୁଝାମଣାରୁ ଲଢ଼େଇ ଦୁର୍ବଳ; ଆସିବେନି ମୋଦି-ଶାହ, ଭାଜପାକୁ କେବଳ ରାଜ୍ୟ ନେତୃତ୍ୱ ଭରସା

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟ ରାଜନୀତି ବର୍ତ୍ତମାନ ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରେ କେନ୍ଦ୍ରିତ। ୨୦୧୯ ସାଧାରଣ ନିର୍ବାଚନରେ ୧୪୬ ଆସନ ପାଇଁ ଭୋଟ ହୋଇଥିବାବେଳେ କେବଳ ପାଟକୁରା ଆସନ ଏଥିରୁ ବାଦ୍‌ ପଡିଥିଲା। ଏହି ଆସନରୁ ବିଜେଡି ପ୍ରାର୍ଥୀ ହୋଇଥିବା ବେଦପ୍ରକାଶ ଅଗ୍ରଓ୍ବାଲଙ୍କ…

ବିଜୟ ଶର୍ମା ହୋଇପାରନ୍ତି ପୋଲିସ ଡିଜି

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ବର୍ତ୍ତମାନର ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଡା. ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ଲୋକାୟୁକ୍ତ ସଦସ୍ୟ ଭାବେ ରାଜ୍ୟ ସରକାର ମନୋନୀତ କରିଥିବା ନେଇ ଚର୍ଚ୍ଚା ହେଉଛି। ଡା. ଶର୍ମା ଲୋକାୟୁକ୍ତ ସଦସ୍ୟ ନିଯୁକ୍ତ ହେଲେ ନୂଆ ଡିଜିପି କାହାକୁ ନିଯୁକ୍ତ କରାଯିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?