ରାଜ୍ୟ

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ ହେଲା ଜିଲାପାଳ ମଧୁମିତା ଛୁଟିରେ ଥିବା ବେଳେ ବର୍ତ୍ତମାନ ସରକାରଙ୍କ ପକ୍ଷରୁ ନୂତନ ଜିଲାପାଳଙ୍କ…

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୁତ୍ତମାନେ ତାଡି ନେଇଯାଇଥିବା ଜଣାପଡିଛି । ଏହି ଘଟଣା ଶୁକ୍ରବାର ସକାଳୁ ଜଣାପଡିଲା ପର…

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ ଚିଲିକାରେ ଡଙ୍ଗା ଚଳଚଳକୁ ବାରଣ କରାଯାଇଛି । କୁହୁଡ଼ି ନକମିବା…

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ ଓଆର୍‌ଏସ୍ (ORS) ଭଳି ଗୁରୁତ୍ୱପୂର୍ଣ୍ଣ ପଦବି ନ ରହିବା ରାଜ୍ୟର ଲକ୍ଷାଧିକ ଆଶାୟୀଙ୍କୁ ଗଭୀର…

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ପ୍ରବଳ କୁହୁଡି ଦେଖାଦେଇଥିଲା। ପୂର୍ବାହ୍ନ ପ୍ରାୟ ୧୧ଟା ପର୍ଯ୍ୟନ୍ତ ସୂର୍ଯ୍ୟ କିରଣ ଦେଖିବାକୁ ମିଳି…

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ ପିଆଇ ମାରିଦେବା ଅଭିଯୋଗ କରି ପରିବାର ଲୋକେ ଦର୍ପନାରାୟଣପୁର ଫାଣ୍ଡିକୁ ଅଭିଯୋଗ କରିବାକୁ ଗୁରୁବାର…

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି ବୁଜିଛନ୍ତି । ଓଡ଼ିଶା ବିଧାନସଭାର ସେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ…

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି ଅନୁଯାୟୀ, ଶନିବାର ପୌଷ ପୂର୍ଣ୍ଣିମା(ପୁଷପୁନି) ରହିଛି। ତେଵେ ଏହି ତିଥିରେ ଧନୁଯାତ୍ରା ମହୋତ୍ସବ ଉଦଯାପିତ…

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ଏହି ଅଦଳବଦଳ ଅନୁଯାୟୀ, ଦେଓରଞ୍ଜନ କୁମାର ସିଂ ଅନୁ ଗର୍ଗଙ୍କ ସ୍ଥାନରେ ରାଜ୍ୟର…

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ ଠେଙ୍ଗା ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମାକୁନ ଧନବାରଙ୍କ ସ୍ତ୍ରୀ ପୁଷ୍ପ…

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ ପ୍ରାୟ ସାଢ଼େ ୯ ଟାରେ ବିଭତ୍ସ ଭାବେ ହତ୍ୟା କରାଯାଇଛି। ଖବରପାଇ କେ.ନୂଆଗାଁ ଥାନା…

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି। ଏଥିସହିତ ପ୍ରାଣୀ ଉଦ୍ୟାନ ବୁଲିଛନ୍ତି ମୋଟ ୩୮ ଲକ୍ଷ ୪୩ ହଜାର ୨୮ ପର୍ଯ୍ୟଟକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?