ରାଜ୍ୟ

ବସ୍‌ରୁ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର ଅଫିସ, ୩୧।୫- ବାଲେଶ୍ବରରୁ ବଲାଙ୍ଗୀର ଆସୁଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ସକାଳେ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣକ ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ହିଡିଗାଁର ରବୀନ୍ଦ୍ର କୁମାର ସାମନ୍ତ (୫୫)…

ଷ୍ଟାର୍ଟ ଅପ୍‌ ପାଇଁ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟର ମାନ୍ୟତା : ସହରରେ ଷ୍ଟାର୍ଟ ହବ୍‌ ସ୍ଥାପନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୧।୫ (ବ୍ୟୁରୋ) : ଷ୍ଟାର୍ଟ ଅପ୍‌ କ୍ଷେତ୍ରରେ ଓଡିଶାକୁ ସମଗ୍ର ଦେଶରେ ଶ୍ରେଷ୍ଠ ରାଜ୍ୟର ମାନ୍ୟତା ମିଳିଛି। ୩୮ ପାରାମିଟର ଆଧାରରେ ରାଜ୍ୟକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। ଗୁରୁବାର ସଚିବାଳୟଠାରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ…

ବିଜେପୁରକୁ ପ୍ରାଧାନ୍ୟ : ଆସନ ଛାଡ଼ିବା ନେଇ ଚର୍ଚ୍ଚା

ଭୁବନେଶ୍ୱର,୩୧।୫(ବ୍ୟୁରୋ) : ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀ ପୁଣି ଚର୍ଚ୍ଚାକୁ ଆସିଛି। ୨୦୧୭ ଦ୍ୱିତୀୟାର୍ଦ୍ଧରେ ତତ୍କାଳୀନ ବିଧାୟକ ସୁବଳ ସାହୁଙ୍କ ମୃତ୍ୟୁ ହୋଇଥିଲା। ଏହା ପରେ ସେହି ଆସନ ଖାଲି ପଡିବାରୁ ଉପନିର୍ବାଚନ ଆବଶ୍ୟକ ହୋଇଥିଲା। ଶାସକ ଦଳ ବିଜେଡି ସ୍ବର୍ଗତ ସୁବଳ…

ସମୀକ୍ଷା ବାହାନାରେ ସୁରକ୍ଷା : ରାଜ୍ୟ ନେତୃତ୍ୱ ଉପରେ ଦୋଷ ଲଦିଲେ ବରିଷ୍ଠ

ଭୁବନେଶ୍ୱର, ୩୧।୫ (ବ୍ୟୁରୋ) : ଗତ ନିର୍ବାଚନରେ ରାଜ୍ୟ କଂଗ୍ରେସର ଶୋଚନୀୟ ପରାଜୟ ହୋଇଛି। ତୃତୀୟ ସ୍ଥାନରୁ ଦ୍ୱିତୀୟକୁ ଖସିଛି ଦଳ। ଲୋକସଭା ଆସନରେ ଗୋଟିଏ ସିଟ୍‌ରେ ବିଜୟୀ ହୋଇଥିବା ବେଳେ ବିଧାନସଭାରେ କଂଗ୍ରେସ ଦୁଇ ଅଙ୍କ ଛୁଇଁ ପାରି ନାହିଁ।…

୧୩ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୧।୫ (ବ୍ୟୁରୋ) : ରାଜ୍ୟରେ ତାତିର ପ୍ରକୋପ କିଛି ମାତ୍ରାରେ ହ୍ରାସ ପାଇଛି। ତଥାପି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାର ୧୦ ସହରରେ ପାରଦ ୪୧ ଡିଗ୍ରୀ ସେଲସିୟସ ଉପରେ ରହିଛି। ପୂର୍ବ ଭଳି ଆଉ ଗ୍ରୀଷ୍ମ ପ୍ରବାହ ନାହିଁ। ଆଞ୍ଚଳିକ…

ମାଟି କାମୁଡ଼ିଛି ଶାଳଘର

ପୁରୀ ଅଫିସ, ୩୧।୫ : ବାତ୍ୟାରେ କୁମ୍ଭକାର ସମ୍ପ୍ରଦାୟଙ୍କ ଶାଳଘର ମାଟିରେ ମିଶିଯାଇଛି। ହଜାର ହଜାର କୁଡୁଆ ଭାଙ୍ଗିପଡ଼ିଛି। ଶ୍ରୀପଞ୍ଚମୀଠାରୁ ତିଆରି ଆରମ୍ଭ କରିଥିବା ଅଧରହାଣ୍ଡି ବି ଚୂର୍‌ମାର ହୋଇଯାଇଛି। ଆଗକୁ ମହାପ୍ରଭୁଙ୍କ ଅଧରପଣା। ତେବେ ଏଭଳି ପରିସ୍ଥିତିରେ ଅଧରହାଣ୍ଡି ତିଆରି…

କତାଶିଳ୍ପକୁ ଅଣଦେଖା

ପୁରୀ ଅଫିସ, ୩୧।୫: ବାତ୍ୟା ଫନୀ ସମଗ୍ର ପୁରୀ ଜିଲାକୁ ଧ୍ୱଂସବିଧ୍ୱଂସ୍ତ କରିଦେଇଛି। ଭାଙ୍ଗି ପକାଇଛି ଅନେକ ଘରଦ୍ୱାର, ବିଦ୍ୟୁତ୍‌ ଖୁଣ୍ଟ ଏବଂ ଟାୱାର। ଧରାଶାୟୀ ହୋଇଛି ଲକ୍ଷ ଲକ୍ଷ ଗଛ। ସରକାର ଘର, ଗୃହପାଳିତ ପଶୁ ପ୍ରଭୃତିଙ୍କ କ୍ଷୟକ୍ଷତି ପାଇଁ…

ଏସ୍‌ସିବିକୁ ମିଳିଲା ସୋଟୋ ସ୍ବୀକୃତି

କଟକ ଅଫିସ, ୩୧।୫ : ଏସ୍‌ସିବିକୁ ଷ୍ଟେଟ ଅର୍ଗାନ ଅଫ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେଶନ (ସୋଟୋ) ସ୍ବୀକୃତି ମିଳିଛି। ନ୍ୟାଶନାଲ ଅର୍ଗାନ ଅଫ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେଶନ (ନୋଟୋ) ପକ୍ଷରୁ ଏସ୍‌ସିବିକୁ ଏହି ସ୍ବୀକୃତି ମିଳିବା ପରେ ଏଠାରେ ଖୁବ୍‌ଶୀଘ୍ର କାଡାଭରିକ…

ସରକାରୀ ଯୋଜନାରୁ ବଞ୍ଚିତ ୯ ହିତାଧିକାରୀ: ଆବେଦନ ସତ୍ତ୍ୱେ ମିଳୁନି ଭତ୍ତା

ବଅଁରପାଳ, ୩୧।୫ (ଡି.ଏନ୍‌.ଏ.) – ସରକାର ବୃଦ୍ଧା, ବୃଦ୍ଧ, ସ୍ବାମୀହରା ଓ ଭିନ୍ନକ୍ଷମମାନଙ୍କୁ ଭତ୍ତା ଦେବାର ବ୍ୟବସ୍ଥା କରିଛନ୍ତି। ହେଲେ ଅନେକ ସମୟରେ ଏହି ଯୋଜନାରେ ସାମିଲ ହେବାକୁ ବହୁ ବ୍ୟକ୍ତିଙ୍କ ଯୋଗ୍ୟତା ଥିଲେ ବି ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ଅବହେଳା…

ଇକୋ-ରିଟ୍ରେଟ୍‌ ହବ୍‌ ବନ୍ଦ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ୍‌,୩୧ା୫- ଗଞ୍ଜାମ ଜିଲାପାଳଙ୍କ ଛତ୍ରଛାୟା ତଳେ ବେଆଇନ୍‌ ଭାବେ ନିର୍ମାଣ ଚାଲିଥିବା ଗୋପାଳପୁର ଇକୋ-ରିଟ୍ରେଟ୍‌ ହବ୍‌ ବନ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ସମୁଦ୍ର କୂଳରେ ଏହି ନିର୍ମାଣ ପରିବେଶ ସୁରକ୍ଷା ଆଇନ୍‌-୧୯୮୬ର ଧାରା ୧୯କୁ ଉଲ୍ଲଂଘନ କରୁଛି। ଏଣୁ…

ସୁସଜ୍ଜିତ ପଟୁଆରରେ ବାହାରିଲେ ଶଙ୍କର

ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱର ଗାନ୍ଧୀ ସ୍ମୃତିଭବନ ପ୍ରାଙ୍ଗଣରେ ବୁଧବାର ସନ୍ଧ୍ୟାରେ ବାହାଘର ଉତ୍ସବକୁ ଅତିଥିମାନେ ଆନୁଷ୍ଠାନିକ ଭାବରେ ଉଦ୍‌ଘାଟନ କରିବା ପରେ ମଙ୍ଗଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଚିତ୍ରାଙ୍କନ, ହୁଳହୁଳି, ଶଙ୍ଖଫୁଙ୍କା ଓ ଲୋକନୃତ୍ୟ ପ୍ରତିଯୋଗିତା କରାଯାଇଥିଲା। ଗୁରୁବାର…

ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଭାଜପା ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡଙ୍ଗୀ ରାଷ୍ଟ୍ରମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ପ୍ରତାପ ପ୍ରଥମ ଥର ପାଇଁ କେନ୍ଦ୍ରମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri