ରାଜ୍ୟ

ଜୟଦେବ ଜେନା ଭାଜପାରେ ମିଶିବାକୁ ନେଇ ଚର୍ଚ୍ଚା

ହାଟଡ଼ିହୀ, ୨୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ତଥା ପିସିସି ସଭାପତି ଜୟଦେବ ଜେନା ଭାଜପାରେ ମିଶିବେ ବୋଲି ଚର୍ଚ୍ଚା ହେଉଛି। ଜୟଦେବଙ୍କ ଘର ହାଟଡ଼ିହୀ ବ୍ଲକ ମରୈଗାଁ ପଞ୍ଚାୟତ ଶଙ୍ଖଣା ଗ୍ରାମରେ। ହାଟଡ଼ିହୀ ଏବଂ ଆନନ୍ଦପୁର…

ପରକ୍ରୀୟା ପ୍ରୀତି ନେଲା ଜୀବନ

ଅନୁଗୋଳ ଅଫିସ,୨୫।୫: ଅନୁଗୋଳ ସହର ଉପକଣ୍ଠରେ ପରକ୍ରିୟା ପ୍ରୀତି ଯୋଗୁଁ ୨ଜଣ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଚଣ୍ଡି ବଜାର ନିକଟରେ ଥିବା ଏକ ଜଙ୍ଗଲିଆ ସ୍ଥାନରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ଜଣ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି।…

ରାଜ ପରିବାରକୁ ଝଟକା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜନୀତିରେ ଓଡ଼ିଶା ରାଜ ପରିବାରର ସକ୍ରିୟ ଅଂଶଗ୍ରହଣ ରହିଆସିଛି। ବଲାଙ୍ଗୀର ଜିଲା ପାଟଣା ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇପାରିଥିଲେ। ସେହିପରି କେନ୍ଦ୍ରାପଡା ଜିଲା ଆଳିର ରାଜା ସାହେବ ଶରତ କୁମାର ଦେବ ଓଡ଼ିଶା ବିଧାନସଭାରେ ବିରୋଧୀ…

ଟେଷ୍ଟ ଡ୍ରାଇଭ୍‌ ବେଳେ ଦୁର୍ଘଟଣା: ୪ ଶ୍ରମିକଙ୍କ ଉପରେ ଚଢ଼ିଗଲା କାର୍‌

ଭୁବନେଶ୍ୱର, ୨୫ା୫(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଧୀନ ଶୈଳଶ୍ରୀ ବିହାର ଛକ ନିକଟରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଜଣେ ସରକାରୀ କର୍ମଚାରୀ ଟେଷ୍ଟ ଡ୍ରାଇଭ୍‌ କରୁଥିବାବେଳେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ୪ଜଣ ଶ୍ରମିକଙ୍କ ଉପରେ କାର୍‌ ଚଢାଇ ଦେଇଛନ୍ତି।…

ପିସିଆର ଭ୍ୟାନ୍‌ ଭଙ୍ଗାରୁଜା, କର୍ମଚାରୀଙ୍କୁ ମାଡ଼

ଭୁବନେଶ୍ୱର, ୨୫ା୫ (ବ୍ୟୁରୋ): ପିସିଆର ଭ୍ୟାନ୍‌ ଭଙ୍ଗାରୁଜା ଓ କର୍ମଚାରୀଙ୍କୁ ମାଡ଼ ମାରିବା ଘଟଣାରେ ଖାରବେଳନଗର ପୋଲିସ ଶୁକ୍ରବାର ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ମସଜିଦ୍‌ କଲୋନୀର ଏସ୍‌.କେ. ଅନୁଓ୍ବାର(୨୩) ଏବଂ ଏସ୍‌.କେ.ରାଜେଶ(୨୨)। ଦୁହିଁଙ୍କ ବିରୋଧରେ କେସ୍‌ ନଂ-୧୩୩/୧୯,…

କଥା ରଖିଲେ: ମୋଦିଙ୍କ ବିଜୟ ପରେ ମାଗଣାରେ ଚା’ ବାଣ୍ଟିଲେ ଚିଙ୍ଗୁଡୁ

ମାଲକାନଗିରି, ୨୫ା୫ (ସ୍ବ.ପ୍ର.): ଏମିତି କିଛି ଲୋକଥାନ୍ତି ସେମାନେ ଖିଆଲି ମଣିଷ ରୂପେ ବଞ୍ଚନ୍ତି। ନିଜ ଖିଆଲି ପଣିଆରେ ଥରେ ଯାହା କହିଦେଇଥାନ୍ତି ତାହା ସେମାନେ ପାଳନ କରିଥାନ୍ତି। ସେମିତି ଜଣେ ମଣିଷ ହେଉଛନ୍ତି ଚିଙ୍ଗୁଡୁ। ଚିଙ୍ଗୁଡୁ ଭାଇ ବୋଲି ତାଙ୍କୁ…

ବାପା-ପୁଅ, ଦୁଇ ଭଉଣୀଙ୍କୁ ଭୋଟରଙ୍କ ପ୍ରତ୍ୟାଖ୍ୟାନ

ସୁନ୍ଦରଗଡ଼, ୨୫ା୫ (ଡି.ଏନ.ଏ.): ସରିଛି ୨୦୧୯ ସାଧାରଣ ନିର୍ବାଚନ। ଗୁରୁବାର ଫଳାଫଳ ପ୍ରକାଶ ପାଇବା ପରେ ସୁନ୍ଦରଗଡ଼ ଜିଲାର କେତେଜଣ ହେଭିଓ୍ବେଟ ନେତାଙ୍କ ପରାଜୟ ହୋଇଛି। କେଉଁ ନେତା ହ୍ୟାଟ୍ରିକ କରିଥିବା ବେଳେ ଆଉ କେଉଁ ନେତା ପ୍ରଥମ କରି ବିଜୟର…

ରାଜ୍ୟ ରାଜନୀତିରେ ପରିବାରବାଦ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସାରା ଦେଶରେ ନିର୍ବାଚନ ଫଳାଫଳ ଘୋଷିତ ହୋଇସାରିଛି। ନୂଆ ସରକାର ପାଇଁ ଶାସକ ଅଣ୍ଟା ଭିଡୁଥିବା ବେଳେ ବିରୋଧୀ ପରାଜୟର କାରଣ ଖୋଜୁଛନ୍ତି। ରାଜ୍ୟସ୍ତରରୁ ଜାତୀୟସ୍ତର ଯାଏ ପାରିବାରିକ ରାଜନୀତିକୁ ନେଇ ଚର୍ଚ୍ଚା ଚଳିତ ନିର୍ବାଚନରେ ଦେଖିବାକୁ ମିଳିଛି। କେନ୍ଦ୍ରରେ…

ବଜ୍ରପାତରେ ମହିଳା ମୃତ, ଯୁବକ ଗୁରୁତର

ପାଟଣା,୨୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳିପଶି ପଞ୍ଚାୟତ କେତାଙ୍ଗ ଗ୍ରାମରେ ଗୁରୁବାର ଅପରାହ୍ନରେ ବଜ୍ରପାତରେ ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ମହିଳା ଜଣକ ହେଉଛନ୍ତି ଈଶ୍ୱର ମହାନ୍ତଙ୍କ ସ୍ତ୍ରୀ ଅହଲ୍ୟା ମହାନ୍ତ,(୪୬)। ସୂଚନା ଅନୁଯାୟୀ ଅହଲ୍ୟା ଘରଠାରୁ ୧୦୦ମିଟର…

ଜୈବ ବିବିଧତାର ସୁରକ୍ଷା ପାଇଁ ସଚେତନତା

ଖଣ୍ଡପଡା,୨୫ା୫(ସ୍ବ.ପ୍ର.): ସବୁଜସୁନ୍ଦର ପରିବେଶରେ ଦୃଶ୍ୟ ହେଉଥିବା ଅଣୁଜୀବଠାରୁ ଆରମ୍ଭ କରି ବିରାଟକାୟ ହସ୍ତୀ, ତିମି ଓ ଜଳଜୀବ ଆଦିଙ୍କ ସମାହାରକୁ ଜୈବ ବିବିଧତା କୁହାଯାଏ ା ଏଥିରୁ ଗୋଟିକର ଅଭାବରେ ଅନ୍ୟମାନେ ପରୋକ୍ଷରେ ଅବା ପ୍ରତ୍ୟକ୍ଷରେ ପ୍ରଭାବିତ ହୋଇଥାନ୍ତି। ମାନବ ସମାଜ…

ମୁକୁଳା ପଡିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର: ୨ ମାସରେ ମଲେଣି ୨୦ରୁ ଊର୍ଦ୍ଧ୍ୱ ଗୋରୁ, ଛେଳି

ରଣପୁର,୨୫ା୫(ସ୍ବ.ପ୍ର.): ନିରାପଦରେ ଲୋକଙ୍କୁ ବିଦ୍ୟୁତ୍‌ ସେବା ଯୋଗାଇବା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେକ ଅସାଧୁ ଅଧିକାରୀ ଓ କର୍ମଚାରୀଙ୍କ ଯୋଗୁ ଏହା ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁ ନାହିଁ। ଫଳସ୍ବରୂପ ଅନେକ ସ୍ଥାନରେ ବିପଦସଙ୍କୁଳ…

ପଶ୍ଚିମ ଓଡ଼ିଶା ଛଟପଟ: ୪୦ ଡିଗ୍ରୀରେ ଜଳୁଛି ୧୦ ସହର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ତାତିରୁ ମିଳୁନି ତ୍ରାହି। ଝାଞ୍ଜି ପବନରେ ଅସ୍ତବ୍ୟସ୍ତ ସାରା ରାଜ୍ୟ। ବିଶେଷକରି ପଶ୍ଚିମ ଓଡ଼ିଶା ତାତିରେ ଛଟପଟ ହେଉଛି। ଯଦିଓ ରାଜ୍ୟର କେତେକ ଅଞ୍ଚଳରେ ଦୁଇଦିନ ହେବ ବର୍ଷା ହେଉଛି, ତଥାପି ଦିନରେ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଶୁକ୍ରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri