ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ୪୦ ଡିଗ୍ରୀ ଉପରେ ୧୦ ସହର; ଏଥର ସ୍ବାଭାବିକ ମୌସୁମୀ ବର୍ଷା
ଭୁବନେଶ୍ୱର, ୨ା୬(ବ୍ୟୁରୋ)- ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଶନିବାର ୧୦ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା। ୪୨.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର ରହିଥିଲା। ଏହାଛଡ଼ା ଅନୁଗୋଳ ୪୨.୧, ସମ୍ବଲପୁର ୪୨, ହୀରାକୁଦ ୪୧.୬, ତାଳଚେର…
ଆଜି ପହଞ୍ଚିବ କଳ୍ପନାଙ୍କ ମରଶରୀର: କଳିଙ୍ଗ ଷ୍ଟାଡିୟମ୍ରେ ଏକ ଘଣ୍ଟା ରହିବ
ଭୁବନେଶ୍ୱର, ୨ା୬(ବ୍ୟୁରୋ)- ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚତ୍ବ। ଶୁକ୍ରବାର ସନ୍ଧ୍ୟାରେ ଆସିବାର ଥିଲା, ହେଲେ କାଠମାଣ୍ଡୁରୁ ମରଶରୀର ନେଇ ଆସିଥିବା ବିମାନ ବିଳମ୍ବରେ ଦିଲ୍ଲୀରେ ପହଞ୍ଚତ୍ଥିଲା। ଫଳରେ ଦିଲ୍ଲୀ ବିମାନ ବନ୍ଦରରେ ଅପେକ୍ଷା କରିଥିବା ବିମାନଟି ଭୁବନେଶ୍ୱର…
ଏଥର ସ୍ବାଭାବିକ ମୌସୁମୀ ବର୍ଷା
ଭୁବନେଶ୍ୱର, ୨ା୬(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଶନିବାର ୧୦ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା। ୪୨.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର ରହିଥିଲା। ଏହାଛଡ଼ା ଅନୁଗୋଳ ୪୨.୧, ସମ୍ବଲପୁର ୪୨, ହୀରାକୁଦ ୪୧.୬, ତାଳଚେର…
ଯୁକ୍ତ୨ ନାମଲେଖା: ୬ରୁ ଆବେଦନ
ଭୁବନେଶ୍ୱର, ୨ା୬(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଆସନ୍ତା ୬ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ୨ କଲେଜ) ସମେତ ସେଲ୍ଫ ଫାଇନାନ୍ସିଂ କଲେଜ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ଶିକ୍ଷା କଲେଜରେ…
୧୦ ମାସ ହେଲା ମିଳୁନି ନୂଆ କାର୍ଡ
ଭୁବନେଶ୍ୱର,୨।୬(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଅଧୀନ ଯୋଜନା ଏବଂ ଓଡ଼ିଶା ଖାଦ୍ୟ ସୁରକ୍ଷା ଯୋଜନା (ଓଏଫ୍ଏସ୍ଏସ୍) ମଝିରେ ଫସିଯାଇଛନ୍ତି ଗରିବ ହିତାଧିକାରୀ। କେନ୍ଦ୍ର ସରକାରଙ୍କ ଏନ୍ଏଫ୍ଏସ୍ଏ ଯୋଜନାରେ ହିତାଧିକାରୀ ନୂତନ ରାଶନ କାର୍ଡ ପାଇବାରୁ ବଞ୍ଚିତ ହେଉଛନ୍ତି। ରାଜ୍ୟ…
ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା
ପୁରୁଷୋତ୍ତମପୁର,୧।୬(ଡି.ଏନ୍.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା କଇଠଡା ଗ୍ରାମରେ ଶନିବାର ରାତିରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ସେ ହେଲେ କଇଠଡାର ଡାକ୍ତର ପ୍ରଧାନ (୪୦)। ଡାକ୍ତର ରାତିରେ ଗାଁ ମଣ୍ଡପରେ ବସି ଲୋକଙ୍କ ସହ କଥା ହେଉଥିବାବେଳେ…
ମଦ୍ରାସା ପରୀକ୍ଷା ଫଳ ପ୍ରକାଶିତ
ଭୁବନେଶ୍ୱର, ୧।୬(ବ୍ୟୁରୋ): ଚଳିତ ବର୍ଷ ମାଦ୍ରାସାର ବିଭିନ୍ନ ବର୍ଗର ପରୀକ୍ଷା ଫଳ ପ୍ରକାଶ ପାଇଛି। ବିଭିନ୍ନ ବିଭାଗରେ ୯୩୭ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ମୌଲବୀ, ଆଲିମ୍ ପ୍ରି ଡିଗ୍ରୀ, ଆଲିମ୍, ଫଜିଲ୍-ଇ-ହଡିଥ୍ ଓ ଫଜିଲ୍-ଇ-ଉର୍ଦ୍ଦୁରେ ମୋଟ ପାସ୍ ହାର ୫୫ %…
ଗୋପବନ୍ଧୁ ସ୍ବାସ୍ଥ୍ୟବୀମା ଯୋଜନାର ନବୀକରଣ ପ୍ରସ୍ତାବ ଅନୁମୋଦନ, ଉପକୃତ ହେବେ ତାଲିକାଭୁକ୍ତ ୬,୦୧୧ ସାମ୍ବାଦିକ
ଭୁବନେଶ୍ୱର,୧।୬(ବ୍ୟୁରୋ): କର୍ମଜୀବୀ ସାମ୍ବାଦିକମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋପବନ୍ଧୁ ସ୍ବାସ୍ଥ୍ୟବୀମା ଯୋଜନାର ନବୀକରଣ ପ୍ରସ୍ତାବକୁ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଅନୁମୋଦନ କରିଛନ୍ତି। ଶୁକ୍ରବାର ଦାସ ପ୍ରଥମ କାର୍ଯ୍ୟଦିବସରେ ଲୋକସମ୍ପର୍କ ଭବନସ୍ଥିତ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହି ଏହି ପ୍ରସ୍ତାବକୁ…
ଜୁନ୍ ୩ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ
ଭୁବନେଶ୍ୱର, ୧।୬(ବ୍ୟୁରୋ): ଜୁନ୍ ୩ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଦିନ ୧୨ଟାରେ ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ଅଡିଟୋରିୟମ୍(ସୂଚନାଭବନର ଦ୍ୱିତୀୟ ଅଡିଟୋରିୟମ୍)ରେ ପରୀକ୍ଷା ଫଳ ପ୍ରକାଶ ପାଇବ। ରାଜ୍ୟ ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ ଶନିବାର ଏହି ସୂଚନା…
ଆସିକା ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ମାମଲା: ପୋଲିସ ଏନ୍କାଉଣ୍ଟରରେ ୨ ମୁଖ୍ୟ ଅଭିଯୁକ୍ତ ଗିରଫ, ମାଷ୍ଟରମାଇଣ୍ଡଙ୍କୁ ଖୋଜୁଛି ପୋଲିସ
ବ୍ରହ୍ମପୁର ଅଫିସ,୧ା୬- ଆସିକା କଂଗ୍ରେସ ବିଧାୟକ ର୍ପ୍ରାଥୀ ମନୋଜ ଜେନାଙ୍କୁ ଗତ ୨୨ ତାରିଖ ରାତ୍ର ସାଢ଼େ ୯ଟା ବେଳେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୧୬ ଲାଞ୍ଜିପଲ୍ଲୀ ଇସ୍କନ ମନ୍ଦିର ସମ୍ମୁଖ ରାସ୍ତାରେ ଗୁଳିମାଡ଼ ଓ ତଣ୍ଟି କାଟି…
ବଧୂହତ୍ୟା ଘଟଣା: ସ୍ବାମୀ, ଶାଶୁ, ନଣନ୍ଦଙ୍କୁ ଆଜୀବନ କାରାଦଣ୍ଡ
ଖୋର୍ଦ୍ଧା ଅଫିସ, ୧।୬: ଖୋର୍ଦ୍ଧାର ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍ କୋର୍ଟରେ ଜଙ୍କିଆ ମାନପୁର ଗାଁର ବିଳାସିନୀ ରାଉତରାୟ ହତ୍ୟାକାଣ୍ଡ ଘଟଣାର ରାୟ ଶନିବାର ପ୍ରକାଶ ପାଇଛି। ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍ ଧନୁର୍ଦ୍ଧର ସେନାପତି ଏହି ଘଟଣାର ବିଚାରକରି ବିଳାସିନୀଙ୍କ…
ଜୁନ୍ ୬ରୁ ଯୁକ୍ତ ୨ ନାମ ଲେଖା ଆବେଦନ: ଜୁଲାଇ ୨୪ରୁ ପାଠପଢ଼ା ଆରମ୍ଭ
ଭୁବନେଶ୍ୱର, ୧।୬(ବ୍ୟୁରୋ): ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ ୨) ସମେତ ସେଲ୍ଫ ଫାଇନାନ୍ସ କଲେଜ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ଶିକ୍ଷା କଲେଜରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ୍ ୬ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ।…
Archives


