ଯୁକ୍ତ୨ ନାମଲେଖା ଆରମ୍ଭ: ୨୯ରେ ପ୍ରଥମବର୍ଷ ପାଠ ପଢ଼ା
ଭୁବନେଶ୍ୱର, ୩ା୭(ବ୍ୟୁରୋ): ଯୁକ୍ତ୨ ନାମଲେଖା ବୁଧବାରଠାରୁ ଆରମ୍ଭ ହୋଇଛି। ଏଥର ଯୁକ୍ତ୨ ପ୍ରଥମବର୍ଷ ଲାଗି ୩ଲକ୍ଷ ୭୫ ହଜାର ୯୫୮ ଜଣ ଛାତ୍ରୀଛାତ୍ର ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୩ଲକ୍ଷ ୩୩ହଜାର ୫୭୩ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି।…
ସିୱାଇଏସ୍ଡିର ବଜେଟ୍ ବ୍ୟବଚ୍ଛେଦ: ପୂର୍ବ ଘୋଷିତ ଯୋଜନା ପାଇଁ ସାମାଜିକ ବିକାଶକୁ ଅଣଦେଖା
ଭୁବନେଶ୍ୱର, ୩ା୭(ବ୍ୟୁରୋ): ଚଳିତ ଆର୍ଥତ୍କ ବର୍ଷର ରାଜ୍ୟ ବଜେଟ୍ ବ୍ୟୟବରାଦ ଗତ ବର୍ଷ ତୁଳନାରେ ୧୫.୭ ପ୍ରତିଶତ ବୃଦ୍ଧି ଘଟିଛି। ସେହି ଅନୁସାରେ ସାମାଜିକ କ୍ଷେତ୍ରର ବ୍ୟୟ ବରାଦ ମଧ୍ୟ ବଢିଛି। ମାତ୍ର କାଳିଆ, ପାର୍ବତୀ ଗିରି ବୃହତ୍ ଉଠା ଜଳସେଚନ,…
ପ୍ରଫେସର ଗୌରକିଶୋର ଦାସଙ୍କ ପରଲୋକ
ଭୁବନେଶ୍ୱର, ୩ା୭(ବ୍ୟୁରୋ): ବିଶିଷ୍ଟ ଶିକ୍ଷାବିତ୍ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଗୌରକିଶୋର ଦାସଙ୍କର ବୁଧବାର ଦେହାନ୍ତ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ପ୍ରଫେସର ଦାସ ଦିଲ୍ଲୀର ନୋଏଡ଼ାସ୍ଥିତ ଏକ ଘରୋଇ ହସ୍ପିଟାଲ୍ରେ ଗତ ୩ଦିନ ହେଲା ଚିକିତ୍ସାଧୀନ…
୨୫୮ କିଲୋ ଗଞ୍ଜେଇ ଜବତ
ମାଲକାନଗିରି, ୩।୭(ଡି.ଏନ୍.ଏ.): ମାଲକାନଗିରିର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ରାତିରେ ପୋଲିସ ୨୫୮ କିଲୋ ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ୨ଟି ଚାରି ଚକିଅ ଯାନ, ୪ଟି ମୋବାଇଲ ଓ ୧ଲକ୍ଷ ଟଙ୍କା…
ଗଡିଲା ସଚେତନତା ରଥ: ପିଏମ୍ଏଫବିୱାଇ ସମ୍ପର୍କରେ ଚାଷୀ ହେବେ ସଚେତନ
ସୋନପୁର,୩।୭(ନି.ପ୍ର.): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍ଏଫବିୱାଇ)ରେ ଚଳିତ ଖରିଫ ଋତୁ ସକାଶେ ଚାଷୀ ବୀମାଭୁକ୍ତ ହେବା ପାଇଁ ଅନ୍ତିମ ତାରିଖ ଜୁଲାଇ ମାସ ୧୧ ତାରିଖ। ଋଣୀ କିମ୍ବା ଅଣଋଣୀ କୃଷକ ଏହି ସମୟ ମଧ୍ୟରେ ପ୍ରସ୍ତାବ ପତ୍ର ଏବଂ ବୀମା…
ଧାନବସ୍ତା ରଖି ଜାତୀୟ ରାଜପଥ ଅବରୋଧ: ଜିଲାପାଳଙ୍କ ଅଫିସ ଘେରାଉ କଲେ ଚାଷୀ
ନୂଆପଡା ଅଫିସ,୩ା୭: ନୂଆପଡା ଜିଲାରେ ରବି ଧାନକିଣାରେ ଅଚଳାବସ୍ଥା ଲାଗିରହିଛି । ଚାଷୀମାନେ ବାରମ୍ବାର ବ୍ଲକରୁ ଜିଲା ଅଫିସ ଦୌଡି ନୟାନ୍ତ ହେବା ପରେ ଜିଲାପାଳଙ୍କ ଅଫିସ ଘେରାଉ କରିବା ସହ ଜାତୀୟ ରାଜପଥରେ ଧାନ ବସ୍ତା ରଖି ଅବରୋଧ କରି…
ଲକ୍ଷାଧିକ ଟଙ୍କାର କୋରେକ୍ସ ଜବତ, ଅଭିଯୁକ୍ତ ଫେରାର
ନୂଆପଡା ଅଫିସ,୩ା୭: ନୂଆପଡା ଅବକାରୀ ବିଭାଗ ସ୍ଥାନୀୟ ଲଖନା ଥାନା ଅନ୍ତର୍ଗତ ବରପଦରପଡା (ବାଞ୍ଜିବାହାଲ)ରୁ ଲକ୍ଷାଧିକ ଟଙ୍କାର କୋରେକ୍ସ ଜବତ କରିଥିବା ବେଳେ ଅଭିଯୁକ୍ତ ଫେରାର ହୋଇଛନ୍ତି। ଏ ନେଇ ଦଫା ୨୧(ଖ)ରେ ଏକ ମାମଲା (ନଂ. ୨୩/୧୯) ରୁଜୁ କରାଯାଇଥିବାବେଳେ…
ଧାରଣା ଦେଲେ ବିଏସ୍ଏନ୍ଏଲ୍ ଠିକା କର୍ମଚାରୀ
ଜୟପୁର,୩ା୭(ଡି.ଏନ୍.ଏ.): ଜୟପୁରସ୍ଥିତ ବିଏସ୍ଏନ୍ଏଲରେ କାର୍ଯ୍ୟରତ ଚୁକ୍ତିଭତ୍ତିକ ଅସ୍ଥାୟୀ କର୍ମଚାରୀ ବୁଧବାର ଧାରଣା ଦେଇଛନ୍ତି। ସିଟୁ ସମର୍ଥିତ କାଜୁଆଲ କର୍ମଚାରୀ ସଂଘର ଆହ୍ବାନ କ୍ରମେ ସ୍ଥାନୀୟ ଟେଲିଫୋନ୍ ଭବନ ସମ୍ମୁଖରେ ଅସ୍ଥାୟୀ କର୍ମଚାରୀଙ୍କ ପକ୍ଷରୁ କାର୍ଯ୍ୟବନ୍ଦ ଧାରଣା ଦିଆଯାଇଥିଲା । ଅସ୍ଥାୟୀ କର୍ମଚାରୀଙ୍କୁ…
ସୁବ୍ରମଣ୍ୟମଙ୍କ ଦାୟିତ୍ୱ ନେଲା ଜିଲା ପ୍ରଶାସନ
ବାରିପଦା ଅଫିସ,୩।୭: ମୟୂରଭଞ୍ଜ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରକୁ ସାହାଯ୍ୟ ପାଇବା ଆଶାରେ ଯାଇଥିବା ଦିବ୍ୟାଙ୍ଗ ସୁବ୍ରମଣ୍ୟମ ପାତ୍ରଙ୍କୁ ବାହାର ଜିଲାର ଲୋକ କହି ସୋମବାର ଫେରାଇ ଦିଆଯାଇଥିଲା। ଏଥିରେ ନିରାଶ ହୋଇ ସେ ଆତ୍ମହତ୍ୟା କରିବେ ବୋଲି ଚେତାବନୀ ଦେଇଥିଲେ।…
ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ସ୍ବତନ୍ତ୍ର ପରିଚୟପତ୍ର
ବାସୁଦେବପୁର, ୩।୭ (ଡି.ଏନ.ଏ.): ବାସୁଦେବପୁର ବ୍ଲକ ଇରମ ପଞ୍ଚାୟତ ରଥପଦାଠାରେ ଶହୀଦ ମେମୋରିଆଲ ସଂଗ୍ରାମୀ ମହାସଂଘ ପକ୍ଷରୁ ବୁଧବାର ସ୍ବାଧୀନତା ଓ ଅଣବନ୍ଦୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ମାନପତ୍ର, ସ୍ବତନ୍ତ୍ର ପରିଚୟପତ୍ର ବଣ୍ଟନ କରାଯାଇଛି। ମହାସଂଘର କର୍ମକର୍ତ୍ତାଙ୍କ ଉପସ୍ଥିତିରେ ସାହିତି୍ୟକ…
ଈଶ୍ୱରଙ୍କ କଳାକୃତି: ୬୩୫ଟି ଦିଆସିଲି କାଠିରେ ନିର୍ମାଣ କଲେ ତିନି ରଥ, ଉଚ୍ଚତା ୩.୫ ଇଞ୍ଚ
ଭୁବନେଶ୍ୱର,୩।୭(ବ୍ୟୁରୋ): ଗୁରୁବାର ମହାପ୍ରଭୁଙ୍କ ଘୋଷଯାତ୍ରା। ଏହି ନବଦିନାତ୍ମକ ଯାତ୍ରା ପାଇଁ ରଥ ପ୍ରସ୍ତୁତ। ପଥ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ପ୍ରତିଟି ଓଡ଼ିଆ ପ୍ରାଣର ଦେବତା ଜଗନ୍ନାଥଙ୍କର ଏହି ଯାତ୍ରାକୁ ନିଜ କଳାରେ ସ୍ଥାନ ଦେଇଛନ୍ତି ଜଟଣୀ ହାଟବଜାର ଗୋପିନାଥପୁର ଅଞ୍ଚଳର…
ଧାରଣାରେ ନ ବସି ଗାଡ଼ି ଚଳାଇବାରୁ ଆକ୍ରୋଶର ଶିକାର ହେଲେ ‘ଓଲା’ ଚାଳକ: ମହିଳା ଯାତ୍ରୀ ଥିବା ସତ୍ତ୍ୱେ ଗାଡ଼ି ଭଙ୍ଗାରୁଜା, ମାଡ଼ ମାରିବା ଅଭିଯୋଗ
ଭୁବନେଶ୍ୱର,୩।୭(ବ୍ୟୁରୋ): ବିଭିନ୍ନ ଦାବି ନେଇ ଗତ ୬ ଦିନ ଧରି ‘ଓଲା’ ଚାଳକମାନେ ଧାରଣାରେ ବସିଛନ୍ତି। ହେଲେ ଜଣେ ଚାଳକ ଏହାକୁ ସମର୍ଥନ ନ କରି ରୋଜଗାର କରିବା ଆଶାରେ ଗାଡ଼ି ଚଳାଇବା ତାଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଏପରି ଏକ…

