ରାଜ୍ୟ

ଆଶା ଆଶଙ୍କାରେ ବହୁ ହେଭିୱେଟ୍‌

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ପ୍ରତୀକ୍ଷାର ଅନ୍ତଘଟାଇ ଗୁରୁବାର ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ନିର୍ବାଚନ ମଇଦାନରେ ଥିବା ସବୁ ଦଳର ହେଭିୱେଟ୍‌ଙ୍କ ରାଜନୈତିକ ଭାଗ୍ୟ ସଂକ୍ରାନ୍ତ ନିଷ୍ପତ୍ତି ଭୋଟର ନେଇସାରିଛନ୍ତି। ତେଣୁ କେଉଁ ହେଭିୱେଟ୍‌ ସଫଳ ହେଉଛନ୍ତି, କିଏ ପଛରେ ପଡିଯାଉଛନ୍ତି,…

କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ଗୁଳି

ବ୍ରହ୍ମପୁର ଅଫିସ,୨୩ା୫: କିଛିଦିନର ନୀରବତା ପରେ ପୁଣି ଥରେ ବ୍ରହ୍ମପୁରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଗୁରୁବାର ସାଧାରଣ ନିର୍ବାଚନର ଭୋଟ ଗଣତି ହେବାକୁ ଥିବାବେଳେ ବୁଧବାର ରାତି ପ୍ରାୟ ୯ଟାବେଳେ ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନାଙ୍କୁ ମରଣାନ୍ତକ…

‘ଗେଲ୍‌ ଉତ୍କର୍ଷ’କୁ ଶତପ୍ରତିଶତ ସଫଳତା : ଜେଇଇ ମେନ୍‌ରେ ସଫଳ ହେଲେ ସମସ୍ତ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଗେଲ୍‌ ଇଣ୍ଡିଆ ଲିମିଟେଡ୍‌ ପକ୍ଷରୁ ଏହାର ଫ୍ଲାଗ୍‌ସିପ୍‌ କର୍ପୋରେଟ୍‌ ସୋସିଆଲ ରେସ୍‌ପନ୍ସିବିଲିଟି(ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ କାନପୁର ସେଣ୍ଟରଠାରେ ଜେଇଇ ମେନ୍‌ ୨୦୧୯ ପରୀକ୍ଷା ପାଇଁ କୋଚିଂ ନେଉଥିବା ସମସ୍ତ ଛାତ୍ରୀଛାତ୍ର ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ଆର୍ଥିକ ସ୍ତରରେ ପଛୁଆବର୍ଗ…

ପାଣିପାଗ କେନ୍ଦ୍ରର ସତର୍କ ସୂଚନା : ୨୬ ତାରିଖ ପର୍ଯ୍ୟନ୍ତ ୮ ଜିଲାକୁ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୩।୫(ବ୍ୟୁରୋ)- ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ତାତିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ଗୁରୁବାର ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ୮ ଜିଲାକୁ ହିଟ୍‌ ଓ୍ବେଭ୍‌ ଜାରି ରହିବ। ଆସନ୍ତା ୨୬ତାରିଖ…

ନବଜାତ ଶିଶୁକୁ ମୃତ ଘୋଷଣା କରିଦେଲେ ଡାକ୍ତର: ଫିଙ୍ଗିବାକୁ ନେବା ବେଳେ ଚେତା ଆସିଲା

ଅନୁଗୋଳ ଅଫିସ, ୨୩।୫: ନବଜାତ ଶିଶୁକୁ ମୃତ ଘୋଷଣା କରିଦେଲେ ନର୍ସିଂହୋମ ଡାକ୍ତର। ଏତିକିରେ ସରି ନ ଥିଲା ପରିବାରର ଦୁଃଖ। ପ୍ରସୂତିଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଗଲା। ସେପଟେ ମା’ଙ୍କୁ ଡାକ୍ତରଖାନାରେ ଭର୍ତ୍ତି…

ଦିନ ମଜୁରିଆଙ୍କ ଝିଅ ରଖିଲେ ୮୮.୫% ମାର୍କ

ଢେଙ୍କାନାଳ ଅଫିସ, ୨୩।୫: ପ୍ରତିକୂଳ ପରିସ୍ଥିତି ଆସିଲେ ଅନେକେ ଆଶା ଛାଡ଼ିଦିଅନ୍ତି। ଦାୟିତ୍ୱରୁ ମୁହଁ ଫେରାଇ ପିଠି ପଛ କରି ଫେରିଆସନ୍ତି। ସମାଜରେ ଏପରି ଉଦାହରଣର ଅଭାବନାହିଁ। ହେଲେ ସମସ୍ୟାବହୁଳ ଜୀବନ ଭିତରେ ମଧ୍ୟ ଏପରି ଅନେକ ଅଛନ୍ତି, ଯେଉଁମାନେ ନିଜର…

କେଉଁ ୪ ପ୍ରାର୍ଥୀଙ୍କ ମୁଣ୍ଡରେ ହାତୀ ଢାଳିବ ସୁନାକଳସ

ନୟାଗଡ଼ ଅଫିସ,୨୨।୫: ପ୍ରାୟ ଏକ ମାସ ଧରି ଇଭିଏମ୍‌ରେ ସିଲ୍‌ ହୋଇଥିବା ପ୍ରାର୍ଥୀଙ୍କ ଭାଗ୍ୟ ଗୁରୁବାର ଖୋଲାଯିବ। ଏହି ଦିନ ଭୋଟଗଣତି ହେଉଥିବାରୁ ସବୁଠି ଉତ୍କଣ୍ଠା ପରିଲକ୍ଷିତ ହେଉଛି। ଜିଲାର ୪ ନିର୍ବାଚନମଣ୍ଡଳୀ ପାଇଁ ହୋଇଥିବା ନିର୍ବାଚନର ଗଣତି କାର୍ଯ୍ୟକ୍ରମ ନୟାଗଡ଼…

ଜଲିଲା ୫ଟି ଜୁଇ, ଲୁହରେ ଭାସିଲା ଖୁର୍ସେଲଗୁଡା

ଜୁନାଗଡ,୨୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଜାରିଙ୍ଗ ଛକ ୨୬ ନଂ. ଜାତୀୟ ରାଜପଥରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଓ କାର ମଧ୍ୟରେ ମୁହଁ।ମୁହିଁ ଧକ୍କା ହୋଇଥିଲା । କାରରେ ବସିଥିବା…

ଚୋରା କୋଇଲା ବୋଝେଇ ଟ୍ରକ ଜବତ

ଛେଣ୍ଡିପଦା,୨୨।୫(ସ୍ବ.ପ୍ର): ଛେଣ୍ଡିପଦା ଥାନା ସନ୍ତରାବନ୍ଧ ଅଞ୍ଚଳରେ ଥିବା ଏକ ଚୋରା କୋଇଲା ଖଣିରେ ମଙ୍ଗଳବାର ଛେଣ୍ଡିପଦା ପୋଲିସ ଚଢାଉ କରି ଏକ ଚୋରା କୋଇଲା ବୋଝେଇ ଟ୍ରକ(ନଂ.ଓଆର୦୪ଏଚ୪୫୯୫)କୁ ଜବତ କରିଛି। ପୋଲିସ କହିଛି, ବିଳମ୍ବିତ ରାତିରେ ଉକ୍ତ ଚୋରା କୋଇଲା ଖଣିରୁ…

କେବୁଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ

ଛେଣ୍ଡିପଦା,୨୨।୫(ସ୍ବ.ପ୍ର): ଅନୁଗୋଳ-ଛେଣ୍ଡିପଦା ୬୩ ନଂ. ରାଜ୍ୟ ରାଜପଥର ଛେଣ୍ଡିପଦା ଥାନା କୋଶଳା ରିସର୍ଚ ନର୍ସରୀ ପାଖରେ ଥିବା ତାରିଣୀ ମନ୍ଦିର ନିକଟରେ ଏକ ଟ୍ରକ (ନଂ.ଓଡି୧୯ଏଫ୨୭୪୭) ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାପରେ ଗାଡ଼ି ଚାଳକ ଅଳ୍ପକେ ବର୍ତି ଯାଇ ଫେରାର ହୋଇ ଯାଇଥିବା…

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ସାକ୍ଷୀଗୋପାଳ, ୨୨।୫(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତର ବଡ଼ବିଲ ସାହିର କୁମୁଦୀନି ମଲ୍ଲିକ(୪୦)ଙ୍କର ବିଷଧର ସାପ କାମୁଡାରେ ମୃତ୍ୟୁ ଘଟିଛି। ବାତ୍ୟାରେ ଭାଙ୍ଗି ଯାଇଥିବା ଘରେ ମଙ୍ଗଳବାର ସେ ବସି ଭାତ ଖାଉଥିବା ବେଳେ ଘର ଭିତରକୁ ଗୋଟିଏ…

ଫନୀ ଦେଇଛି ଦୁଃଖ: ଟିଭିରୁ ଜାଣିହେବନି ନିର୍ବାଚନ ଫଳାଫଳ

ପୁରୀ ଅଫିସ, ୨୨।୫: ୨୩ ସକାଳୁ ଆରମ୍ଭ ହେବ ଭୋଟ ଗଣତି। ନିର୍ବାଚନ ଫଳାଫଳ କଣ ହେବ, କାହା ସପକ୍ଷରେ ଯିବ ମତଦାନ ତାହାକୁ ସମସ୍ତେ ଚାହିଁ ରହିଛନ୍ତି। ବିଭିନ୍ନ ସ୍ଥାନରେ ଏବେ ନିର୍ବାଚନ ଫଳାଫଳକୁ ନେଇ ଚର୍ଚ୍ଚା ଆଲୋଚନା ଚାଲିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri