ଜୁଲାଇ ସୁଦ୍ଧା ନିଲାମ ହେବ ୫ରୁ ୧୦ ଖଣି: ପ୍ରଫୁଲ୍ଲ ମଲ୍ଲିକ
ଭୁବନେଶ୍ୱର,୨୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ସୁଦ୍ଧା ୫ରୁ ୧୦ ଖଣି ନିଲାମ କରାଯିବ ବୋଲି ଶନିବାର ସୂଚନା ଦେଇଛନ୍ତି ଖଣିମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ। ୨୦୨୦ ସୁଦ୍ଧା ୨୪ ଖଣି ବନ୍ଦ ହେବାର ଅଛି। ଶିଳ୍ପସଂସ୍ଥାକୁ ଯେପରି କଞ୍ଚାମାଲ ଅଭାବ ନ ପଡ଼ିବ, ସେନେଇ…
ଓଡ଼ିଶା ଫେରିବେ ଜଗା-କାଳିଆ
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ଦୁଇଭାଇ ଜଗା, କାଳିଆ ଖୁବ୍ଶୀଘ୍ର ଓଡ଼ିଶା ଫେରିବେ। ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ଶନିବାର ଏଭଳି ସୂଚନା ଦେଇଛନ୍ତି ଏନ୍ଏଚ୍ଏମ୍ ଏମ୍ଡି ଶାଳିନୀ ପଣ୍ଡିତ। ଜଗା-କାଳିଆଙ୍କ ଓଡ଼ିଶା ଫେରିବା ସମ୍ପର୍କରେ ଏମ୍ସ ପକ୍ଷରୁ…
ମିଳିଲାନି ମହାପ୍ରୟାଣ ଗାଡ଼ି, ଖଟିଆରେ ବୁହା ହେଲା ମୃତଦେହ: ତଳିଆ କର୍ମଚାରୀ ସସ୍ପେଣ୍ଡ; ଇନ୍ଚାର୍ଜ, କାର୍ଯ୍ୟରତ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍
ଦାରିଙ୍ଗବାଡ଼ି,୨୯।୬(ଡି.ଏନ୍.ଏ.)- ମିଳିଲାନି ମହାପ୍ରୟାଣ ଗାଡ଼ି। ଖଟିଆରେ ବୁହାହେଲେ ରୋଗୀଙ୍କ ମୃତଦେହ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଏଠାରେ ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ସେ ହେଲେ ଶ୍ରାନିକେତା ଅଞ୍ଚଳର…
ଓଡ଼ିଆ ଆଇପିଏସ୍ ହେଲେ ତାମିଲନାଡ଼ୁ ଡିଜିପି
ଭୁବନେଶ୍ୱର, ୨୯ା୬(ବ୍ୟୁରୋ.): ଓଡ଼ିଆ ଆଇପିଏସ୍ ଅଫିସର ଜଳଦ କୁମାର ତ୍ରିପାଠୀଙ୍କୁ ତାମିଲନାଡ଼ୁର ଡିଜିପି ଭାବେ ନିଯୁକ୍ତ କରାଯାଇଛି। ଏହି ପଦବୀ ପାଇଁ ୬ ଜଣଙ୍କ ନାମ ୟୁପିଏସ୍ସି ପ୍ରସ୍ତୁତ କରିଥିଲା। ଶେଷରେ ରାଜ୍ୟର ଏହି ବରିଷ୍ଠ ଏବଂ ଜଣାଶୁଣା ଆଇପିଏସ୍ ଅଧିକାରୀଙ୍କୁ…
ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ମୁଖ୍ୟ ସଚେତକ ହେଲେ ମୋହନ
ଭୁବନେଶ୍ୱର, ୨୯।୬(ବ୍ୟୁରୋ): ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କୁ ବିରୋଧୀ ଦଳ ଉପନେତା ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ଭାଜପା ବିଧାୟକ ଦଳ ମୁଖ୍ୟ ସଚେତକ ଭାବେ ମୋହନ ଚରଣ ମାଝିଙ୍କୁ ଦାୟିତ୍ୱ ମିଳିଛି। ଏ ନେଇ ଶନିବାର ସୂଚନା ଦେଇଛନ୍ତି ଭାଜପା…
କେନ୍ଦ୍ରାପଡ଼ାକୁ ଗଡ଼ିଲା ଟ୍ରେନ୍ ଇଞ୍ଜିନ
କେନ୍ଦ୍ରାପଡ଼ା ଅଫିସ, ୨୯।୬: କେନ୍ଦ୍ରାପଡ଼ାକୁ ଗଡ଼ିଲା ଟ୍ରେନ୍ ଇଞ୍ଜିନ। ହରିଦାସପୁର-କେନ୍ଦ୍ରାପଡ଼ା ମଧ୍ୟରେ ଶନିବାର ଟ୍ରେନ୍ ଇଞ୍ଜିନ ଗଡ଼ିଛି। ପରୀକ୍ଷାମୂଳକ ଭାବେ ଇଞ୍ଜିନ ଡ୍ରାଇଭ କରାଯାଇଥିବା ସୂଚନା ମିଳିଛି। ତେବେ ୩୦ ତାରିଖ ଅର୍ଥାତ୍ ରବିବାରଠାରୁ ହରିଦାସପୁର- କେନ୍ଦ୍ରାପଡ଼ା ମଧ୍ୟରେ ଟ୍ରେନ୍ ଚଳାଚଳ…
ଜୋର୍ସୋରରେ ଚାଲିଛି ପୋଟଳ କାମ
ପୁରୀ ଅଫିସ, ୨୯ା୬: ଜୁଲାଇ ୪ରେ ଘୋଷଯାତ୍ରା। ଶ୍ରୀନଅର ସମ୍ମୁଖ ରଥଖଳାରେ ଆଗେଇ ଚାଲିଛି ରଥକାମ। ଗୁରୁବାର ତୃତୀୟ ଭୂଇଁ କାଠ ଉଠି ବଡ଼ ଥାଳି ପୋଟଳ ଉଠିଥିଲା। ତେରପରସ୍ତ ପୋଟଳ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶୁକ୍ରବାର ଦୁଆର ବେଢ଼ା…
ମନ୍ତ୍ରୀଙ୍କ ଉପରେ ବର୍ଷିଲେ ବିରୋଧୀ, ଶାସକ: ବଳକା ଯଦି ବିଦ୍ୟୁତ୍ କାଟ୍ କାହିଁକି
ଭୁବନେଶ୍ୱର, ୨୯ା୬ (ବ୍ୟୁରୋ): ରାଜ୍ୟରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍ କାଟ ହେଉଛି। ସାମାନ୍ୟ ପବନ ହେଲେ ମଧ୍ୟ ଗାଁ ଗଣ୍ଡାରେ ୨/୩ ଘଣ୍ଟା ଯାଏ ବିଦ୍ୟୁତ୍ ଉଭାନ ହୋଇଯାଉଛି। ବାତ୍ୟା ଫନୀରେ ଖୋର୍ଦ୍ଧା, ପୁରୀ ଜିଲାରେ ବିଦ୍ୟୁତ୍ ଭିତ୍ତିଭୂମି ଉଜୁଡି ଯାଇଛି।…
ରାଜ୍ୟ ସଭା ଉପନିର୍ବାଚନ: ଅଶ୍ୱିନୀ, ଅମର ଓ ସସ୍ମିତ୍ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ
ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ରାଜ୍ୟ ସଭାକୁ ଓଡ଼ିଶାର ୩ ଆସନ ପାଇଁ ସସ୍ମିତ ପାତ୍ର, ଅମର ପଟ୍ଟନାୟକ ଏବଂ ଅଶ୍ୱିନୀ ବୈଷ୍ଣବ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ବିଜେଡି ସସ୍ମିତ ଏବଂ ଅମରଙ୍କୁ ପ୍ରାର୍ଥୀ କରିଥିବା ବେଳେ ଗୋଟିଏ ଆସନରେ ଭାଜପାକୁ ସମର୍ଥନ କରିଥିଲା।…
ମନୋଜ ଜେନା ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଭାଲୁ ଗିରଫ
ବ୍ରହ୍ମପୁର ଅଫିସ,୨୯ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ତଥା ମଦ ବ୍ୟବସାୟୀ ମନୋଜ ଜେନାଙ୍କୁ ଗୁଳିକରି ହତ୍ୟା ଘଟଣାରେ ବ୍ରହ୍ମପୁର ପୋଲିସ ଶୁକ୍ରବାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି ା ସେ ହେଲେ ଆସିକାର ଭାଲୁ ଓରଫ ଭଗବାନ…
ରାଜ୍ୟବାସୀଙ୍କ ଆଶା ଅନୁଯାୟୀ ବଜେଟ: ନବୀନ
ଭୁବନେଶ୍ୱର, ୨୯ା୬ (ବ୍ୟୁରୋ): ୨୦୧୯-୨୦ ବଜେଟ୍ ଉପସ୍ଥାପନା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟବାସୀଙ୍କ ଆଶା ଯାହା ଥିଲା, ତାହା ବଜେଟ୍ରେ ପ୍ରତିଫଳିତ ହୋଇଛି। ବଜେଟ୍ରେ କାଳିଆ ଯୋଜନାକୁ ବଢାଯିବା ସହ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଏଥିରେ ସାମିଲ କରାଯାଇଛି। ମହିଳାଙ୍କ ସ୍ବାସ୍ଥ୍ୟ…
୩୦ ମିନିଟରେ ସରିଲା ରଥଯାତ୍ରା ସମୀକ୍ଷା ବୈଠକ: ରଥଯାତ୍ରା ପାଇଁ ୩ଦିନ ନିଃଶୁଳ୍କ ରହିବ ଟୋଲ୍ ଗେଟ୍
ପୁରୀ ଅଫିସ, ୨୯ା୬: ରଥଯାତ୍ରା ଦେଖିବା ପାଇଁ ପୁରୀକୁ ଲକ୍ଷ ଲକ୍ଷ ଭକ୍ତ ଆସିବେ। ଶ୍ରଦ୍ଧାଳୁମାନଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା, ରହଣି ଓ ଯାତାୟାତ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର। ରଥଯାତ୍ରା ସମୟରେ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ପିପିଲିଠାରେ ଥିବା ଟୋଲ…

