ବାର୍କୋଟରୁ କଲରାପତରିଆ ବାଘଛାଲ ଜବତ ଘଟଣା: ର଼୍ୟାକେଟର ଆଉ ୪ଜଣଙ୍କୁ ଗିରଫ କଲା ଏସ୍ଟିଏଫ୍
ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ଦେବଗଡ଼ ଜିଲା ବାର୍କୋଟ ଅଞ୍ଚଳରେ କଲରାପତରିଆ ବାଘଛାଲ ଚୋରା ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ଥିବା ଅଭିଯୋଗରେ ଆଉ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍ବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍ଟିଏଫ୍)। ସେମାନେ ହେଲେ କେନ୍ଦୁଝର ଜିଲା ନୟାକୋଟ ଅଞ୍ଚଳର କାଳୀୟ ଚରଣ…
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କଲା ପାଇକ ସଙ୍ଗଠନ
ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ପୂର୍ବ ଭାରତ ସମୃଦ୍ଧ ହେଲେ ଭାରତ ସମୃଦ୍ଧ ହେବ। ହେଲେ ଓଡିଶାର ନେତୃତ୍ୱ ବିନା ପୂର୍ବ ଭାରତ ସମୃଦ୍ଧଶାଳୀ ହୋଇପାରିବ ନାହିଁ। ପୂର୍ବରୁ ଯେମିତି କଳିଙ୍ଗ ଯୁଦ୍ଧ ଓ ପାଇକ ବିଦ୍ରୋହର ନେତୃତ୍ୱ ଓଡ଼ିଶା ନେଇଥିଲା, ଏବେ ସମୃଦ୍ଧ…
ଉଦ୍ଘାଟନର ୫ ମାସ ପରେ ଅଲୋଡ଼ା:ଅରିଲ: ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ତାଲା
ବାରଙ୍ଗ,୨୯ା୬(ଡି.ଏନ୍.ଏ.): ରାମଦାସପୁର ଅରିଲଠାରେ ଚଳିତବର୍ଷ ପ୍ରଥମକରି ଆରମ୍ଭ ହୋଇଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ତାଲା ପଡିଥିବା ଦେଖିବାକୁ ମିଳିଛି। ବିଦ୍ୟାଳୟ ଉଦ୍ଘାଟନକୁ ୫ମାସ ବିତିଯାଇଥିଲେ ମଧ୍ୟ ଖୋଲି ପାରିନାହିଁ। ଫଳରେ ପିଲାମାନେ ଏହି ବିଦ୍ୟାଳୟରେ ନାମ ଲେଖାଇ ନିକଟସ୍ଥ ଗୋଡିସାହି ବିଦ୍ୟାଳୟରେ…
ଡ୍ରାଇଭରଙ୍କୁ ମାଡ଼ ମାରିି ଟାଟା ମ୍ୟାଜିକ୍ ଲୁଟ୍ ଘଟଣା: ୧୪ ମାସ ପରେ ଗାଡ଼ି ଜବତ, ୨ ଗିରଫ
ବାଲିଅନ୍ତା,୨୯ା୬(ଡି.ଏନ୍.ଏ.): ୧୪ମାସ ତଳେ ବାଲିଅନ୍ତା ଥାନା ପାହାଳ ଫାଣ୍ଡି ଅଧୀନ ଅନନ୍ତପୁରସ୍ଥିତ ଏକ ମଦ ଦୋକାନ ସମ୍ମୁଖରୁ ଜଣେ ଡ୍ରାଇଭରଙ୍କୁ ଲୁହାରଡରେ ମାଡ଼ମାରି ଟାଟା ମ୍ୟାଜିକ ଲୁଟ ଘଟଣାର ପର୍ଦ୍ଦାଫାଶ କରିଛି ବାଲିଅନ୍ତା ପୋଲିସ। ଘଟଣାରେ ସମ୍ପୃକ୍ତି ଥିବା ଦୁଇଜଣଙ୍କୁ ପୋଲିସ…
ବ୍ୟାଙ୍କରୁ ଚୋରି ଉଦ୍ୟମ: ଜଣେ ଅଟକ: ଗ୍ରୀଲ୍ ତାଡ଼ିଲେ, ତାଲା ଭାଙ୍ଗି ପଶିଲେ
କଟକ ଅଫିସ, ୨୯ା୬: ମଙ୍ଗଳାବାଗ ଥାନା ଠାରୁ ମାତ୍ର ୫୦୦ ମିଟର ଦୁର ଗୋପାଳସାହି ଅଞ୍ଚଳରେ ଥିବା ଭାରତୀୟ ଷ୍ଟେଟ୍ବ୍ୟାଙ୍କରୁ ଚୋରି ଉଦ୍ୟମ ହୋଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବ୍ୟାଙ୍କର ଗ୍ରୀଲ୍ ତାଡିଥିଲେ। ଏହାପରେ ସେଠାରେ…
୨ଦିନ ବିଧାନସଭା ଛୁଟି
ଭୁବନେଶ୍ୱର,୨୯।୬(ବ୍ୟୁରୋ): ଶନିବାର ଓ ରବିବାର ଦୁଇଦିନ ବିଧାନସଭା ବନ୍ଦ ରହିବ। ଶୁକ୍ରବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାରେ ଏହି ଘୋଷଣା କରିଥିଲେ। ପୂର୍ବ ନିର୍ଦ୍ଧାରୀତ କାର୍ଯ୍ୟ ସୂଚୀ ଅନୁଯାୟୀ ଶନିବାର ସରକାରୀ କାର୍ଯ୍ୟଦିବସ ଥିଲା। ତେବେ ବିଧାନସଭା କାର୍ଯ୍ୟ ପରାମର୍ଶ…
ମା’ ମଙ୍ଗଳାଙ୍କ ମନ୍ଦିର ହୁଣ୍ଡି ଖୋଲିଲା: ୯ଲକ୍ଷ ୬୮ହଜାର ୨୪୬ଟଙ୍କା ମିଳିଲା
କାକଟପୁର,୨୯ା୬(ଡି.ଏନ୍.ଏ.): କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଥିବା ଦାନହୁଣ୍ଡିକୁ ମନ୍ଦିର ଟ୍ରଷ୍ଟି ତଥା କାକଟପୁର ତହସିଲଦାର ରୋଜିନା ଦାସଙ୍କ ତତ୍ତ୍ୱାବଧାନରେ ମନ୍ଦିର କାର୍ଯ୍ୟାଳୟ ମଧ୍ୟରେ ଶୁକ୍ରବାର ଖୋଲାଯାଇଥିଲା। ହୁଣ୍ଡିରୁ ୯ଲକ୍ଷ ୬୮ହଜାର ୨୪୬ ଟଙ୍କା ବାହାରିଥିଲା। ସମସ୍ତ ଟଙ୍କାକୁ ସ୍ଥାନୀୟ ଏକ…
ଦିବ୍ୟାଙ୍ଗ ଛାତ୍ରଙ୍କ ଭବିଷ୍ୟତ ଅନ୍ଧାର
ଭୁବନେଶ୍ୱର,୨୯ା୬(ବ୍ୟୁରୋ): କାଉନସିଲ ଅଫ୍ ହାୟର ସେକେଣ୍ଡାରି ଏଜୁକେଶନ (ସିଏଚ୍ଏସ୍ଇ) କର୍ତ୍ତୃପକ୍ଷଙ୍କ ଭୁଲ ପାଇଁ ଅନେକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରମୟ ହୋଇଯାଇଥିବାର ନଜିର ରହିଛି। ଏବେ ପୁଣି ଜଣେ ଛାତ୍ରଙ୍କ ଭବିଷ୍ୟତ ଅନ୍ଧାର ଆଡ଼କୁ ଠେଲିହୋଇଯିବାକୁ ବସିଛି। ଅଭିଯୋଗ ଜଣାଇବାକୁ ଯାଇ ବାରମ୍ବାର…
ସରକାରୀ ସ୍କୁଲରେ ପ୍ରଥମ ଥର ଶିକ୍ଷକ-ଅଭିଭାବକ ବୈଠକ
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟରେ ଘରୋଇ ସ୍କୁଲ ତୁଳନାରେ ସରକାରୀ ବିଦ୍ୟାଳୟଗୁଡ଼ିକରେ ଲଗାତର ଭାବେ ନିରୁତ୍ସାହଜନକ ଫଳାଫଳ ହେଉଛି। ଉପସ୍ଥାନ ହ୍ରାସ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ତେଣୁ ସରକାରୀ ଶିକ୍ଷାଦାନ ବ୍ୟବସ୍ଥାରେ ରହିଥିବା ତ୍ରୁଟି ସୁଧାରିବାକୁ ସରକାର ପ୍ରୟାସ କରିଛନ୍ତି। ଏହି…
ଆର୍ପିଆର୍ସିରେ ଅର୍କିଡାରିୟମ୍ ଲୋକାର୍ପିତ: ୯୩ ବନ୍ୟ ଅର୍କିଡ୍, ୨୧୭ ହାଇବ୍ରିଡ୍ ଅର୍କିଡ୍ ପ୍ରଦର୍ଶିତ
ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (ଆର୍ପିଆର୍ସି)ର ବଟାନିକାଲ୍ ଗାର୍ଡେନରେ ଶୁକ୍ରବାର ଅର୍କିଡାରିୟମ୍ ଲୋକାର୍ପିତ ହୋଇଯାଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହାକୁ ଲୋକାର୍ପିତ କରି କହିଛନ୍ତି ଯେ, ଉଦ୍ଭିଦ ସଂରକ୍ଷଣ ଓ ଗବେଷଣା ହେଉଛି…
ଭୂତମୁଣ୍ଡାଇରେ ଟ୍ରକ୍ ଟର୍ମିନାଲ ନିର୍ମାଣକୁ ବିରୋଧ
କୁଜଙ୍ଗ,୨୯ା୬(ସ୍ବ.ପ୍ର.): କୁଜଙ୍ଗ ବ୍ଲକ ଭୂତମୁଣ୍ଡାଇ ପଞ୍ଚାୟତ ନିକଟବର୍ତ୍ତୀ ଜାତୀୟ ରାଜପଥ ପାର୍ଶ୍ୱରେ ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ନିର୍ମାଣ ହେବାକୁ ଥିବା ଟ୍ରକ ଟର୍ମିନାଲକୁ ବିରୋଧ କରି ଆଞ୍ଚଳିକ ସୁରକ୍ଷା ସମିତି ପକ୍ଷରୁ ଶୁକ୍ରବାର ଧାରଣା ଦିଆଯାଇଛି। ଏହି ଟର୍ମିନାଲ ନିର୍ମାଣ…
ବର୍ଷା ଅଭାବରୁ ଆଗେଇପାରୁନି ଚାଷ
ନାଉଗାଁ,୨୯ା୬(ସ୍ବ.ପ୍ର.): ନାଉଗାଁ ବ୍ଲକରେ ସାଧାରଣତଃ ବର୍ଷା ଉପରେ ନିର୍ଭର କରି ଚାଷୀ ଧାନ ଚାଷ କରିଥାନ୍ତି। ଚଳିତବର୍ଷ ଏ ପର୍ଯ୍ୟନ୍ତ ଆଶାନୁରୂପ ବର୍ଷା ହୋଇନାହିଁ। ତେଣୁ ସ୍ବଳ୍ପ ବୃଷ୍ଟି ଯୋଗୁ ଚାଷ କାର୍ଯ୍ୟରେ ବାଧା ଉପୁଜିବାର ଆଶଙ୍କା ଦେଖାଦେଇଛି। ଆଷାଢ ମାସ…

