ରାଜ୍ୟ

ଗୋଚର ଜମିକୁ ଜେସିବି ଦ୍ୱାରା ସଫା କରିବା ନେଇ ଅଭିଯୋଗ: ସବର୍ଣ୍ଣ, ଅସବର୍ଣ୍ଣ ମଧ୍ୟରେ ବିବାଦ

ରଣପୁର,୨୯ା୬(ସ୍ବ.ପ୍ର.): ଅନ୍ୟ ଏକ ଗ୍ରାମର ଅସବର୍ଣ୍ଣ ଜାତିର ଲୋକେ ସବର୍ଣ୍ଣଙ୍କ ଗୋଚର ଜମିକୁ ଜେସିବି ଲଗାଇ ସଫା କରିବା ଘଟଣାକୁ ନେଇ ରଣପୁର ଅଞ୍ଚଳରେ ୨ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଏ ନେଇ ସବର୍ଣ୍ଣମାନେ ଶୁକ୍ରବାର ତହସିଲଦାର ଓ ଥାନା…

ଘରକୁ ଫେରିଲେ ଦୁବାଇରେ ଫସିଥିବା ୨ ଶ୍ରମିକ

ନୟାଗଡ଼ ଅଫିସ,୨୯।୬: ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ କୁରୁଡ଼ଙ୍ଗ ଗ୍ରାମରେ ଦୁବାଇରେ ଫସିଥିବା ୨ ଜଣ ଓଡିଆ ଶ୍ରମିକ ଶୁକ୍ରବାର ଘରକୁ ଫେରିଛନ୍ତି। ସେମାନେ ହେଲେ ପ୍ରତାପ ମହାରଣା(୨୫) ଓ ଗୁମାନ ମହାରଣା(୪୦)। ପ୍ରତାପ ଓ ଗୁମାନ ସମ୍ପର୍କରେ ଦାଦା ପୁତୁରା…

ବିଲେଇ ଛୁଆକୁ ନେଇ ମାରପିଟ୍‌, ୫ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୨୮ା୬(ଡି.ଏନ.ଏ.)-`ଆଙ୍କୁଶପୁର ସଦର ଥାନା ଦକ୍ଷିଣପୁର ପଞ୍ଚାୟତ କାଳୁଆ ମନ୍ଦିର ସାହିରେ ଗୋଟିଏ ବିଲେଇ ଛୁଆକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ଉଭୟଙ୍କ ଅଭିଯୋଗ କ୍ରମେ ନଂ. ୧୬୦/୧୯ ଓ ୧୬୧/୧୯ରେ ମାମଲା ରୁଜୁ ହୋଇଛି। ଏହି ମାମଲାରେ ଉଭୟ…

ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି: ଭଙ୍ଗାରୁଜା ନେଇ ମାମଲା ରୁଜୁ, ଉଭୟ ପକ୍ଷ ସହ ଆଲୋଚନା

ଛତ୍ରପୁର,୨୮ା୬(ଡି.ଏନ.ଏ.)- ଚମାଖଣ୍ଡି ଥାନା ଅଞ୍ଚଳରେ ଥିବା ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ଦେଖାଦେଇଛି ା ଟାଟା ଷ୍ଟିଲ୍‌ରେ ସ୍ଥାୟୀ ନିଯୁକ୍ତି ଦାବି ନେଇ ଠିକା କର୍ମଚାରୀ ତଥା ବିସ୍ଥାପିତମାନେ କାମ ବନ୍ଦ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଅନ୍ୟପକ୍ଷରେ ଗୁରୁବାର ରାତିରେ ଆନ୍ଦୋଳନକାରୀ…

ପିଲିବନ୍ଧ ଚତୁଃପାର୍ଶ୍ୱ ସଫେଇ କଲେ ସିପାହୀ

ଛତ୍ରପୁର,୨୮।୬(ଡି.ଏନ.ଏ.)- ଛତ୍ରପୁର ଅଷ୍ଟମ ବାଟାଲିୟନ ପକ୍ଷରୁ ପିଲିବନ୍ଧ ଚତୁଃପାର୍ଶ୍ୱକୁ ସଫେଇ କରାଯାଇଛି ା ବାଟାଲିୟନ୍‌ କମାଣ୍ଡାଣ୍ଟ ଉଦୟ କୁମାର ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ସିପାହୀ ଓ ସଂଘର କର୍ମକର୍ତ୍ତାମାନେ ସାମିଲ ଥିଲେ ା ପିଲିବନ୍ଧର ଚତୁଃପାର୍ଶ୍ୱରେ ଥିବା…

ପୁରୀକୁ ଆସୁଥିବା ଭକ୍ତ ଆମ ଅତିଥି: ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ, ୨୮।୬: ମହାପ୍ରଭୁଙ୍କ ରଥଯାତ୍ରାକୁ ଭଲ ଭାବେ ପାଳନ କରିବା ଆମ ସମସ୍ତଙ୍କର ଦାୟିତ୍ୱ। ଏ ଦିଗରେ ସେବାୟତ ବନ୍ଧୁମାନେ ସବୁବେଳେ ସହଯୋଗ କରିଆସିଛନ୍ତି। ରଥଯାତ୍ରା ପାଇଁ ପୁରୀକୁ ଆସୁଥିବା ସବୁ ଭକ୍ତ ହେଉଛନ୍ତି ଆମର ଅତିଥି। ସେମାନେ ଯେପରି…

ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପିତ

ଭୁବନେଶ୍ୱର.୨୮।୬(ବ୍ୟୁରୋ): ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ୨୦୧୯-୨୦ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏଥିରେ ବ୍ୟୟ ବରାଦ ରହିଛି ୧ଲକ୍ଷ ୩୯ ହଜାର କୋଟି ଟଙ୍କା। ଫୋନି ପ୍ରଭାବିତ ଅଞ୍ଚଳରେ ଅତିରିକ୍ତ ୫ ଲକ୍ଷ ପକ୍କା ଘର ନିର୍ମାଣ…

ବିଦ୍ୟୁତ୍‌ କାଟ୍‌କୁ ନେଇ ମନ୍ତ୍ରୀଙ୍କ ଉପରେ ବର୍ଷିଲେ ବିରୋଧୀ, ଶାସକ: ରଥଯାତ୍ରା ପୂର୍ବରୁ ପୁରୀକୁ ବିଦ୍ୟୁତ୍‌ ଯୋଗାଇଦେବାକୁ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ ହେଉଛି। ସାମାନ୍ୟ ପବନ ହେଲେ ମଧ୍ୟ ଗାଁ ଗଣ୍ଡାରେ ୨/୩ଘଣ୍ଟା ଯାଏ ବିଦ୍ୟୁତ୍‌ ଉଭାନ ହୋଇଯାଉଛି। ବାତ୍ୟା ଫନୀରେ ଖୋର୍ଦ୍ଧା ପୁରୀ ଜିଲାରେ ବିଦ୍ୟୁତ୍‌ ଭିତ୍ତିଭୂମି ଉଜୁଡି ଯାଇଛି। ମାସେ ୨୫…

ଗତ ୫ ବର୍ଷରେ ପଛୁଆବର୍ଗଙ୍କ ଆତ୍ମନିଯୁକ୍ତି ପାଇଁ ଟଙ୍କାଟିଏ ଋଣ ଦେଇନି ଓଡ଼ିଶା ପଛୁଆ ବର୍ଗ ଅର୍ଥ ସମବାୟ ନିଗମ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ଗତ ୫ ବର୍ଷ ମଧ୍ୟରେ ଆତ୍ମନିଯୁକ୍ତି ପାଇଁ ଏସସି, ଏସ୍‌ଟି, ସଂଖାଲଘୁ ଏବଂ ପଛୁଆବର୍ଗ ଯୁବତୀଯୁବକଙ୍କୁ ଓଡ଼ିଶା ପଛୁଆ ବର୍ଗ ଅର୍ଥ ଓ ଉନ୍ନୟନ ସମବାୟ ନିଗମ ଋଣ ଦେଇନାହିଁ। ଜାତୀୟ ପଛୁଆ ବର୍ଗ ଅର୍ଥ ଉନ୍ନୟନ ନିଗମ,…

ପୋଲାଭରମ୍‌ ପ୍ରଳକ୍ପକୁ ନେଇ ବିଧାନସଭାରେ ଉଦ୍‌ବେଗ: ଗୃହ କମିଟି ଗଠନ କରିବାକୁ ଦାବି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକୁ ନେଇ ବିଧାନସଭାରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ମାଲକାନଗିରିର ବହୁ ଜଙ୍ଗଲ ଓ ଆଦିବାସୀ ଗାଁ ବୁଡିଯିବ। ତୁରନ୍ତ ଏହି ପ୍ରକଳ୍ପକୁ ବନ୍ଦ…

ଅର୍ଥନୈତିକ ସର୍ଭେ ରିପୋର୍ଟ ଗଣମାଧ୍ୟମରେ ପ୍ରକାଶକୁ ନେଇ ବିଧାନସଭାରେ ଉଦ୍‌ବେଗ: ସରକାରଙ୍କ କୈଫିୟତ ତଲବ କଲେ ବିରୋଧୀ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅର୍ଥନୈତିକ ସର୍ଭେ ରିପୋର୍ଟ-୨୦୧୮ ସୋସିଆଲ ମିଡିଆରେ ବୁଲୁଛି, ଖବରକାଗଜରେ ପ୍ରକାଶ ପାଇଛି। ହେଲେ ବିଧାୟକମାନଙ୍କୁ ଏପର୍ଯ୍ୟନ୍ତ ଦିଆଗଲା ନାହିଁ। ସରକାରୀ ବିଭାଗର ଓ୍ବେବ୍‌ସାଇଟ୍‌, ଗଣମାଧ୍ୟମ ଏବଂ ସୋସିଆଲମିଡିଆକୁ ଅର୍ଥନୈତିକ ସର୍ଭେ ରିପୋର୍ଟ ଗଲା କେମେିତି? ବଜେଟ…

ରାଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ୩ ନେତା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟ ସଭାକୁ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ୩ ନେତା। ବିଜେଡିର ଅମର ପଟ୍ଟନାୟକ ଓ ସସ୍ମିତପାତ୍ର ଏବଂ ଭାଜପାର ଅଶ୍ୱିନୀ ବୈଷ୍ଣବଙ୍କୁ ରିଟର୍ଣ୍ଣିଂ ଅଫିସର ନିର୍ବାଚିତ ଘୋଷଣା କରିଛନ୍ତି। ୩ଟି ଆସନ ଲାଗି ତିନି ପ୍ରାର୍ଥୀ ଥିବାରୁ ସେମାନେ ନିର୍ଦ୍ୱନ୍ଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?