ରାଜ୍ୟ

ବିଶ୍ୱର ଶ୍ରେଷ୍ଠ ଏନ୍‌ଜିଓ ତାଲିକାରେ କିସ୍‌

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବିଶ୍ୱର ସର୍ବବୃହତ ଆବାସିକ ଜନଜାତି ଅନୁଷ୍ଠାନ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସେସ୍‌(କିସ୍‌) ଲଗାତାର ଚତୁର୍ଥ ଥର ପାଇଁ ନନ୍‌-ପ୍ରଫିଟ୍‌ ଆଇଭି ଲିଗ୍‌ରେ ସ୍ଥାନ ପାଇଛି। ବିଶ୍ୱର ଶ୍ରେଷ୍ଠ ୫ଶହ ଏନ୍‌ଜିଓ ମଧ୍ୟରେ କିସ୍‌ ୧୮୯ତମ ସ୍ଥାନରେ ରହିଛି। ନିକଟରେ…

ପରଲୋକରେ ଅର୍ଥନୀତିଜ୍ଞ ବାସୁଦେବ ସାହୁ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବରିଷ୍ଠ ଅର୍ଥନୀତିଜ୍ଞ, ଶିକ୍ଷାବିତ୍‌ ତଥା ଅବସରପ୍ରାପ୍ତ ଅର୍ଥନୀତି ପ୍ରଫେସର ବାସୁଦେବ ସାହୁଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ବାସଭବନରେ ସେ ରବିବାର ରାତିରେ ଇହଧାମ ତ୍ୟାଗ କରିଛନ୍ତି। ତାଙ୍କୁ ୮୫ବର୍ଷ ବୟସ ହୋଇଥିଲା। ୧୯୩୪ ମସିହାରେ ଭଦ୍ରକ ଜିଲା ସାହାସପୁର ଗଁାରେ…

ସରିଲା ନିଟ୍‌ବାହାରେ ରବର ବ୍ୟାଣ୍ଡ, କ୍ଲିପ୍‌ ରଖିଲେ ଛାତ୍ରୀ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟ ତଥା ଦେଶର ପ୍ରମୁଖ ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍‌) ସୋମବାର ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ଶେଷ ହୋଇଥିଲା।…

ମଙ୍ଗଳବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ ଅଫିସ, ୨୦।୫: ମଙ୍ଗଳବାର ସକାଳ ୯ଟାରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଦିନ ୧୧ଟାରେ ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ। ଏ ନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସଭାପତି ଜାହାନ ଆରା ବେଗମ। ଏହି…

ପାତ୍ରବସା ବସ୍ତିରେ ପାନୀୟ ଜଳ ଅଭାବ, ୬୦ରୁ ଊର୍ଦ୍ଧ୍ୱ ପରିବାର ହନ୍ତସନ୍ତ

ଭବାନୀପାଟଣା, ୨୦।୫ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ଅନ୍ତର୍ଗତ ପଣ୍ଡିଗାଁ ପଞ୍ଚାୟତ ପାତ୍ରବସା ଗାଁରେ ଥିବା ବସ୍ତିରେ ପିଇବା ପାଣି ଅଭାବ ଦେଖାଦେଇଛି। ଫଳରେ ପାନୀୟ ଜଳ ପାଇଁ ବସ୍ତି ବାସିନ୍ଦା ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଗାଁର…

ମାଣିଙ୍ଗପଦର ଗାଁ ରାସ୍ତାକଡ଼ରୁ ନବଜାତ ଶିଶୁ କନ୍ୟା ଉଦ୍ଧାର

ଭବାନୀପାଟଣା, ୨୦।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଣିଙ୍ଗପଦର ଗାଁ ମୁଣ୍ଡ ରାସ୍ତା କଡ଼ରୁ ସୋମବାର ସକାଳେ ଏକ ନବଜାତ ଶିଶୁ କନ୍ୟା ଉଦ୍ଧାର କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିଶୁକୁ ଉଦ୍ଧାର କରିଛି। ଭବାନୀପାଟଣା…

ଆଞ୍ଚଳିକ ନିଦାନ କେନ୍ଦ୍ରରେ ରୋଗୀଙ୍କୁ ଶୋଷଣ ଅଭିଯୋଗରେ ବିକ୍ଷୋଭ: ଅଧ୍ୟକ୍ଷଙ୍କୁ ଦାବିପତ୍ର

ବ୍ରହ୍ମପୁର ଅଫିସ୍‌,୨୦।୫: ବ୍ରହ୍ମପୁର ବଡ଼ ମେଡ଼ିକାଲ ପରିସରରେ ଥିବା ଆଞ୍ଚଳିକ ନିଦାନ କେନ୍ଦ୍ର(ଆର୍‌ଡିସି)ରେ ରୋଗୀଙ୍କୁ ଶୋଷଣ ଏବଂ ଦୁର୍ବ୍ୟବହାର କରାଯାଉ ଥିବା ନେଇ ସୋମବାର ଅଭିଯୋଗ ହୋଇଛି । ମାନବ ଅଧିକାର ସୁରକ୍ଷା ମଞ୍ଚ ଏଭଳି ଅଭିଯୋଗ ଆଣି ଆର୍‌ଡିସି ସମ୍ମୁଖରେ…

୪ ମାସ ଦରମା ପାଇ ନ ଥିବା ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ବରିଷ୍ଠ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ୍‌,୨୦।୫: ଭାରତ ସଞ୍ଚାର ନିଗମ ଲିମିଟେଡ୍‌(ବିଏସ୍‌ଏନ୍‌ଏଲ୍‌)ରେ ଠିକା ଏବଂ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଗତ ୪ ମାସ ହେଲା ଦରମା ମିଳି ନ ଥିବା ନେଇ ବାରମ୍ବାର ଉଚ୍ଚ କର୍ତ୍ତୃପକ୍ଷ ନିକଟରେ ଅଭିଯୋଗ ହୋଇଛି। ମାତ୍ର ଏ ନେଇ କୌଣସି ସୁଫଳ…

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଭାଜପା ଉତ୍ସାହିତ

ଭୁବନେଶ୍ୱର, ୨୦ା୫(ବ୍ୟୁରୋ): ସାଧାରଣ ନିର୍ବାଚନ-୨୦୧୯ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଉ ୩ ଦିନ ପରେ ଭୋଟ ଗଣତି ହେବ। ପୂର୍ବ ୩ ଥର ଭଳି ଏଥର ମଧ୍ୟ ରାଜ୍ୟରେ ଏକ ସଙ୍ଗରେ ବିଧାନସଭା ଓ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା।…

ଅନ୍ତର୍ଜାତୀୟ ବିମାନ ସେବା: ଓଡ଼ିଶା ସ୍ବାର୍ଥକୁ ଅଣଦେଖା, ଆଗ୍ରହୀ ସଂସ୍ଥାକୁ ମିଳୁନି ଅନୁମତି

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ଭାରତକୁ ଶ୍ରୀଲଙ୍କା, ବାଂଲାଦେଶ, ଯୁକ୍ତରାଷ୍ଟ ଆମେରିକା, ବ୍ରିଟେନ୍‌, କାନାଡା, ଅଷ୍ଟ୍ରେଲିଆ, ମାଲେସିଆ, ଜର୍ମାନୀ, ଫ୍ରାନ୍ସ ଭଳି ରାଷ୍ଟ୍ରରୁ ସର୍ବାଧିକ ବିଦେଶୀ ପର୍ଯ୍ୟଟକ ଆସିଥାନ୍ତି। ଏହି ରାଷ୍ଟ୍ର ଗୁଡ଼ିକରୁ ଆସୁଥିବା ପର୍ଯ୍ୟଟକମାନେ ସିଧା ବିମାନ ଯୋଗାଯୋଗ ଥିବା ରାଜ୍ୟଗୁଡ଼ିକୁ ଭ୍ରମଣ…

୪୪.୫ ଡିଗ୍ରୀରେ ଟିଟିଲାଗଡ଼ : ୮ ଜିଲାରେ ଜାରି ରହିବ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ତାତି। ଅଧିକାଂଶ ସହରରେ ପାରଦ ୪୦ଡିଗ୍ରୀ ଉପରେ ରହୁଛି। ତାତି ଯେତିକି କଷ୍ଟ ଦେଉଛି, ତା’ଠୁ ବଳିପଡ଼ୁଛି ଗୁଳୁଗୁଳି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ୧୩ ସହରରେ ତାପମାତ୍ରା…

ଆଜି ନିଟ୍‌ ପରୀକ୍ଷା

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ଦି ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍‌) ସୋମବାର ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିବ। ଛାତ୍ରୀଛାତ୍ର ସକାଳ ୯ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ସୂଚନାଯୋଗ୍ୟ, ଚଳିତମାସ ୫ତାରିଖରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri