ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ
ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା। ଶବକୁ ମିଳିନି ସମ୍ମାନ। ବିବାଦ ଯୋଗୁ ଦୂରେଇ ଯାଇଛନ୍ତି ଗ୍ରାମବାସୀ। ୩ ଦିନ…
ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ
ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ୧୯୫୮ରେ ‘ମା’ ଚଳଚ୍ଚିତ୍ରରୁ ପ୍ରଚ୍ଛଦପଟ୍ଟ…
ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…
ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ ଗୁରୁବାର ରାତିରେ…
Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ
ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି ହେଉଛି। ୧୯୫୫ରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ବାଲ ବାଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ…
ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….
ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ ମେକ୍ସ ପିକ୍ଅପ୍ । ଏହି ଦୁର୍ଘଟଣାରେ ୮ ଜଣ ଗୁରୁତର ହୋଇଛନ୍ତି ।…
ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର
ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ ରୋଷେଇ ତେଲ ଦର ଉପରେ କୌଣସି ନିୟନ୍ତ୍ରଣ ନ ଥିବାବେଳେ ଏବେ ଚିନି…
ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…
ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍ଲାଇନ୍ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ ଚିନ୍ତା ବଢିଛି। କାରଣ ଝାରପଡ଼ା ଜେଲରେ ଥିବା ଆବଶ୍ୟକୀ କ୍ଷମତାଠାରୁ ଅଧିକ ବିଚାରାଧୀନ…
କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍
ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍ବଶତଃ ଏକ ଧାତବ ପିନ୍ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍ଭାନ୍ସ ଏଣ୍ଡୋସ୍କୋପି ପଦ୍ଧତିରେ ପିନ୍ଟିକୁ ସଫଳତାର ସହ ବାହାର କରିିଛନ୍ତି। ଲଗାତର ବାନ୍ତିହେବା ପରେ…
ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା
ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ…
ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨…
ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…
ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ ହୋଇଥିଲା। ଘଟଣାର ତଦନ୍ତ କରି ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତଙ୍କୁ…
ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…
ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ ଭିତରେ ଥିବା ଟେକ୍ଟୋନିକ୍ ପ୍ଲେଟ୍ଗୁଡ଼ିକର କ୍ରମାଗତ ଚଳନ ଏବଂ ଭୂତଳ ଚାପ ଯୋଗୁଁ…

