ରାଜ୍ୟ

ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ଗୃହରେ ହଙ୍ଗାମା: ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ନେତାଙ୍କ ନାମ ଘୋଷଣା ଏବଂ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ବୁଧବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ଜୋରଦାର ହଙ୍ଗାମା କରିଛନ୍ତି। ଭୁବନେଶ୍ୱରରେ ଇଚ୍ଛାଧୀନ କୋଟାରେ ଘର ନେବା ଓ ଏହି ଘଟଣାରେ…

ଗଠନ ହେଲା ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟି

ଭୁବନେଶ୍ୱର,୨୬।୬(ବ୍ୟୁରୋ) : ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାର କାର୍ଯ୍ୟ ପରାମର୍ଶଦାତା କମିଟି ଗଠନ କରିଛନ୍ତି। ସେ ଏ ନେଇ ବିଧିବଦ୍ଧ ଭାବେ ଘୋଷଣା ମଧ୍ୟ କରିଛନ୍ତି। କମିଟିର ଅଧ୍ୟକ୍ଷ ବାଚସ୍ପତି ରହିଥିବା ବେଳେ ବିରୋଧୀ ଦଳ ନେତା ପ୍ରଦୀପ୍ତ…

ଉପବାଚସ୍ପତି ନିର୍ବାଚନ ଘୋଷଣା: ରଜନୀକାନ୍ତଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ଉପବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ସକାଶେ ଘୋଷଣା କରାଯାଇଛି। ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏ ସମ୍ପର୍କରେ ଗୃହରେ ସୂଚନା ଦେଇଥିଲେ। ଉପବାଚସ୍ପତି ନିର୍ବାଚନ ସକାଶେ ବିଧାନସଭା ପକ୍ଷରୁ ମଧ୍ୟ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି।…

ଜୁଲାଇ ପହିଲା ଯାଏ ବିଚାର ବିଭାଗୀୟ ହାଜତରେ ରହିବେ ପାଟଣାଗଡ଼ ବିଧାୟକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ପାଟଣାଗଡ଼ ବିଧାୟକ ସରୋଜ ମେହେର ଆସନ୍ତା ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ। ବୁଧବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ସେ କହିଛନ୍ତି ଯେ, ନିମ୍ନମାନର ରାସ୍ତା କାର୍ଯ୍ୟ ପାଇଁ…

ମାଲକାନଗିରି ଜିଲା ଚିକିତ୍ସାଳୟ: ସେବା ଛାଡ଼ି ଟିକ୍‌ଟକ୍‌ରେ ମାତୁଛନ୍ତି ନର୍ସ, ଭିଡିଓ ଭାଇରାଲ

ମାଲକାନଗିରି,୨୬।୬(ସ୍ବ.ପ୍ର.): ସରକାରୀ ଡାକ୍ତରଖାନାରେ ନିୟୋଜିତ ଡାକ୍ତର ତଥା ନର୍ସମାନଙ୍କର ରୋଗୀଙ୍କୁ ଅବହେଳାର ଅନେକ ଘଟଣା ସାମ୍ନାକୁ ଆସିଥିବା ବେଳେ ଏବେ ଶିଶୁମାନେ ଏଥିରୁ ବାଦ୍‌ ପଡ଼ୁନାହାନ୍ତି। ଏଭଳି ଏକ ଘଟଣାକ୍ରମରେ ମାଲକାନଗିରି ଜିଲା ଚିକିତ୍ସାଳୟରେ ସ୍ବତନ୍ତ୍ର ନବଜାତ ଶିଶୁ ସୁରକ୍ଷା କକ୍ଷ(ଏସ୍‌ଏନ୍‌ସିୟୁ)ରେ…

କଟକ ଡାକଟିକଟ ସଂଗ୍ରହାଳୟର ୭୦ ବର୍ଷ ପୂର୍ତ୍ତି

କଟକ ଅଫିସ୍‌,୨୬।୬: କଟକ ନଗର ମଣ୍ଡଳ ଅଧୀନ ଡାକଟିକଟ ସଂଗ୍ରହାଳୟର ୭୦ ବର୍ଷ ପୂର୍ତ୍ତି କଟକ ପ୍ରଧାନ ଡାକଘର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିରଳ ଡାକଟିକଟ ପ୍ରଦର୍ଶିତ ହୋଇଛି। କଟକ ନଗର ମଣ୍ଡଳ ବରିଷ୍ଠ ଡାକ ଅଧୀକ୍ଷକ ସୁଚିସ୍ମିତା…

ଭଦ୍ରକ ମଦ ମୃତ୍ୟୁ ମାମଲା: ବିଧାୟକ ବ୍ୟୋମକେଶଙ୍କ ବିରୋଧରେ ଏନ୍‌ଏଚ୍‌ଆରସିରେ ଫେରାଦ ହେଲା ଭାଜପା

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଗତ ଏପ୍ରିଲ ୨୮ ତାରିଖରେ ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀରେ ଭୋଟ ହାତେଇବା ପାଇଁ ଶାସକ ବିଜେଡିର ନେତା ଓ ବିଧାୟକ ପ୍ରାର୍ଥୀ ବିଷାକ୍ତ ମଦ ତିହିଡି ବ୍ଲକରେ ବାଣ୍ଟିଥିଲେ। ଏହା ପିଇବା ଦ୍ୱାରା ୧୨ଜଣଙ୍କ ମୃତ୍ୟୁ ହୋଇଥିବା…

ଫ୍ଲାଟ୍‌ ଦେବା ନାଁରେ ନାଭି ଅଫିସରଙ୍କଠାରୁ ୭୧ଲକ୍ଷ ଠକେଇ

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ଫ୍ଲାଟ ଦେବାକୁ କହି ଏକ ବିଲ୍ଡର ସଂସ୍ଥା ଜଣେ ମର୍ଚ୍ଚାଣ୍ଟ ନାଭି ଅଫିସରଙ୍କଠାରୁ ୭୧ ଲକ୍ଷ ଟଙ୍କା ଠକି ନେଇଛନ୍ତି। ଏନେଇ ‘ଓଡିଶା ହୋମ୍‌ ଆଣ୍ଡ କମର୍ସିଆଲ ନାମକ ଏକ ବିଲ୍ଡର ସଂସ୍ଥା ନାମରେ ନୟାପଲ୍ଲୀ ଥାନାରେ ଅଭିଯୋଗ…

କଲ୍ୟାଣମଣ୍ଡପ ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ: ମାଲିକ ଆଉ କୋଟିଏ ନ ଦେବାରୁ କରିଥିଲେ ଗୁଳି

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଶହୀଦନଗର ଥାନା ଟଙ୍କପାଣି ରୋଡ୍‌ ସାଇମନ୍ଦିର ନିକଟରେ ଥିବା ଖଟାମିଠା କଲ୍ୟାଣ ମଣ୍ଡପର ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ସଂପୃକ୍ତ ଗ୍ୟାଙ୍ଗ୍‌ର ୬ଜଣଙ୍କୁ କଟକରୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ଗୋଟିଏ ବନ୍ଧୁକ,…

ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ପରୀକ୍ଷାଫଳ ପ୍ରକାଶ:କଳା ପାସ୍‌ ହାର ୭୧%, ବିଜ୍ଞାନ ୯୨%, ବାଣିଜ୍ୟ ୮୩%

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କଳାରେ ମୋଟ ୨୨,୭୧୮ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୧,୬୨୮ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। କଳାରେ ପାସ୍‌ ହାର ୭୧% ରହିଛି। ବିଜ୍ଞାନରେ ମୋଟ ୮,୧୮୯ଜଣ ପରୀକ୍ଷା ଦେଇଥିବା ବେଳେ ୭,୫୩୨ଜଣ…

ଓଡ଼ିଆ ରଙ୍ଗମଞ୍ଚକୁ ମହିଳାଙ୍କ ପ୍ରବେଶ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ସମୟର ପରିବର୍ତ୍ତନ ସତ୍ତ୍ୱେ ଆମ ସଂସ୍କୃତିର ମୌଳିକତାକୁ ଅକ୍ଷୁଣ୍ଣ ରଖିବା ଏକ ବଡ଼ ଆହ୍ବାନ। ସଂସ୍କୃତିର ସୁରକ୍ଷା, ବିକାଶ ଏବଂ ସାମଗ୍ରିକ ଅଭିବୃଦ୍ଧି ପାଇଁ ସବୁ ସଚେତନ ନାଗରିକ ଉଦ୍ୟମ କରିବା ବାଞ୍ଛନୀୟ ବୋଲି ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ…

ବ୍ରହ୍ମାଙ୍କ ତପସ୍ୟା ପୀଠ ବ୍ରହ୍ମଗିରି

ସର୍ବଦା ଭକ୍ତର ଭାବରେ ବନ୍ଧା ପ୍ରଭୁ। ଯୁଗେ ଯୁଗେ ଭଗବାନ ଭକ୍ତ ପାଖରେ ବନ୍ଧା ପଡ଼ିଛନ୍ତି। ଭାରତ ବର୍ଷରେ ଯେତେ ପୂଣ୍ୟଭୂମି ରହିଛି ସେ ସବୁ ଭକ୍ତର ଆକର୍ଷଣର କେନ୍ଦ୍ରବିନ୍ଦୁ ହେବା ସହ ମୁନି, ଋଷି, ଆଚାର୍ଯ୍ୟ ଓ ସିଦ୍ଧ ଯୋଗୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?