ଭଦ୍ରକରେ ଅନ୍ତର୍ଜାତୀୟ ମାନବାଧିକାର ସମିତିର ରାଜ୍ୟ ସଭାପତି: ଗେଷ୍ଟ ହାଉସ୍ରୁ ୨ ମୃତଦେହ ଉଦ୍ଧାର ଘଟଣାର ନିରପେକ୍ଷ ତଦନ୍ତ ଦାବି
ଭଦ୍ରକ ଅଫିସ, ୧୭।୫ : ଶୁକ୍ରବାର ଅନ୍ତର୍ଜାତୀୟ ମାନବାଧିକାର ସମିତିର ରାଜ୍ୟ ସଭାପତି ସସ୍ମିତା ଦାସ ଭଦ୍ରକ ଗସ୍ତରେ ଆସି ସାଳନ୍ଦୀ ଗେଷ୍ଟହାଉସ୍ରୁ ୨ ମୃତଦେହ ଉଦ୍ଧାର ଘଟଣାର ତଦନ୍ତ କରି ଫେରିଛନ୍ତି। ସେ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ଭେଟି ଏହି…
ଫନୀରେ ଧ୍ୱସ୍ତ ବିଧ୍ୱସ୍ତ ରତ୍ନବଟ ଆଶ୍ରମ: ଆଜି ପ୍ରାଚୀ ଉପତ୍ୟକାରେ ବାରଗାଦି ମେଳଣ
କାକଟପୁର, ୧୭।୫(ଡି.ଏନ୍.ଏ.):ପବିତ୍ର ବୁଦ୍ଧ ପୂର୍ଣ୍ଣମୀ ଅର୍ଥାତ୍ ବୈଶାଖ ପୂର୍ଣ୍ଣୀମାରେ ଶନିବାର କାକଟପୁରର ରତ୍ନବଟ ଆଶ୍ରମରେ ଅନୁଷ୍ଠିତ ହେବ ବାରଗାଦି ମେଳଣ। ଦିନକ ପାଇଁ ଉତ୍ସବ ମୁଖର ହୋଇପଡ଼ିବ ରତ୍ନବଟ ଆଶ୍ରମ। ମାତ୍ର ଫନୀର ତାଣ୍ଡବରେ ରତ୍ନବଟ ଆଶ୍ରମର ବୃକ୍ଷରାଜୀ ଧ୍ୱସ୍ତ ବିଧ୍ୱସ୍ତ…
ଧରିତ୍ରୀ ପ୍ରଭାବ: ଫନୀ ପ୍ରଭାବିତ ଅଞ୍ଚଳରେ ଘରଭଙ୍ଗା ସର୍ଭେ, ବିପନ୍ନଙ୍କ ଭଙ୍ଗାଘରର ଜିଓ ଟ୍ୟାଗ୍ ବାଧ୍ୟତାମୂଳକ
କଟକ ସଦର,୧୭।୫(ଡି.ଏନ୍.ଏ.): ବାତ୍ୟା ‘ଫନୀ’ ପ୍ରଭାବରେ ଗୃହଶୂନ୍ୟ ବ୍ୟକ୍ତିମାନଙ୍କୁ ପକ୍କାଘର ଯୋଗାଇ ଦେବା ଲାଗି ରାଜ୍ୟ ସରକାର ଘୋଷଣା କରିବା ପରେ ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତିଙ୍କର ତତ୍ପରତା ବୃଦ୍ଧି ପାଇଥିଲା। ଏ ସମ୍ପର୍କରେ ୧୬।୫।୧୯ରେ ଧରିତ୍ରୀର ଭୁବନେଶ୍ୱର ସଂସ୍କରଣର ଫନୀ ତାଣ୍ଡବ…
କଟକ କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗର ଚଢ଼ାଉ: ୫୩ ଗ୍ରାମ୍ ବ୍ରାଉନ୍ସୁଗାର ଜବତ, ଅଭିଯୁକ୍ତ ଗିରଫ
କଟକ ରୋଡ୍,୧୭।୫(ଡି.ଏନ୍.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଶୁକ୍ରବାର ରାଜଧାନୀର ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ଅଭିଯୁକ୍ତଜଣଙ୍କ ହେଲେ ଉକ୍ତ ଥାନା ଅଧୀନ କଳାରାହାଙ୍ଗ ଗ୍ରାମର କୃଷ୍ଣଚନ୍ଦ୍ର ନାଥ। ତାଙ୍କଠାରୁ ୫୩…
ବଦଳୁଛି ପାଣିପାଗ: ପ୍ରଚଣ୍ଡ ଖରା ସତ୍ତ୍ୱେ ବାବୁବାଲି ଦ୍ୱୀପରେ ଚାଲିଛି କଇଁଛଙ୍କ ଗଣ ଅଣ୍ଡାଦାନ
ରାଜନଗର,୧୭।୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବଙ୍ଗୋପସାଗର ମଧ୍ୟରେ ଥିବା ବିଶ୍ୱ ପ୍ରସିଦ୍ଧ ଅଲିଭ୍ ରିଡଲେ କଇଁଛଙ୍କ ଅନ୍ତୁଡ଼ିଶାଳ ବାବୁବାଲି ଦ୍ୱୀପରେ ଗତ ଦୁଇ ଦିନ ଧରି ୫୦ଟି ମା’ କଇଁଛ ସମୂହ ଅଣ୍ଡାଦାନ କରୁଛନ୍ତି। କଇଁଛ ସୁରକ୍ଷା ଦାୟିତ୍ୱରେ ଥିବା…
କଣ୍ଟାପଡା, ନିଆଳି ବ୍ଲକ ସମ୍ପୂର୍ଣ୍ଣ ବାତ୍ୟା ପ୍ରଭାବିତ ନେଇ ଘୋଷଣା: ରାଶନ କାର୍ଡ ନ ଥିବା ବିପନ୍ନଙ୍କୁ ମିଳିବ ୫୦ କିଲୋ ଚାଉଳ
କଣ୍ଟାପଡା,୧୭।୫(ଡି.ଏନ୍.ଏ.): ଜନପ୍ରତିନିଧିଙ୍କ ଆନ୍ଦୋଳନ ଓ ସ୍ଥାନୀୟ ବାତ୍ୟା ପ୍ରଭାବିତଙ୍କ ଦାବି ପରେ ଗୁରୁବାର ରାଜ୍ୟସରକାରଙ୍କ ସ୍ବତନ୍ତ୍ର ରିଲିଫ କମିଶନର କଣ୍ଟାପଡା ଓ ନିଆଳି ବ୍ଲକକୁ ସମ୍ପୂର୍ଣ୍ଣ ଫନୀ ପ୍ରଭାବିତ ବୋଲି ଘୋଷଣା କରିଛନ୍ତି। ଉଭୟ ବ୍ଲକର ବାତ୍ୟା ପ୍ରଭାବିତଙ୍କୁ ରିଲିଫ କୋଡ୍…
ବାତ୍ୟା ବାହାନା:ଦରଦାମ୍ ଆକାଶଛୁଆଁ
ଭୁବନେଶ୍ୱର,୧୭।୫(ବ୍ୟୁରୋ):ବାତ୍ୟା ‘ଫନୀ’ ପୁରୀ ଓ ଭୁବନେଶ୍ୱର ସହରକୁ ଉଜାଡି ଦେଇଛି। ଭାଙ୍ଗିଦେଇଛି ଲୋକଙ୍କ ଆର୍ଥିକ ମେରୁଦଣ୍ଡ। ବାତ୍ୟା ଯିବାର ୧୪ ଦିନ ପରେ ମଧ୍ୟ ଅଣ୍ଟା ସଳଖି ପାରିନାହାନ୍ତି ଖୋର୍ଦ୍ଧା, କଟକ, ପୁରୀ ଜିଲାର ଜନସାଧାରଣ। ବିଦ୍ୟୁତ୍ ଓ ପାଣି ପାଇଁ…
ବ୍ୟାଙ୍କିଙ୍ଗ୍, ଇନ୍ସ୍ୟୁରାନ୍ସ ସେବା ସ୍ବାଭାବିକ ପାଇଁ କେନ୍ଦ୍ର ଓ ରାଜ୍ୟ ଅଧିକାରୀଙ୍କ ବୈଠକ:ଓଡ଼ିଶା ଆପଣାଇବ କେରଳ ମଡେଲ
ଭୁବନେଶ୍ୱର,୧୭।୫(ବ୍ୟୁରୋ):ବାତ୍ୟା ଫନୀ ପ୍ରଭାବିତ ଅଞ୍ଚଳରେ ବ୍ୟାଙ୍କ ଓ ବୀମା ସେବାକୁ ପୂର୍ବଭଳି ସ୍ବାଭାବିକ କରିବାକୁ ସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ଏ ନେଇ ଗୁରୁବାର ରାଜ୍ୟ ଅତିଥି ଭବନଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ କେନ୍ଦ୍ର ଅର୍ଥ…
ଫନୀ: ବିଦ୍ୟୁତ୍ ଭିତ୍ତିଭୂମିର ପୁନରୁଦ୍ଧାର:ଏନ୍ଡିଆର୍ଏଫ୍ ନିୟମ କୋହଳ କରାଯାଉ
ଭୁବନେଶ୍ୱର,୧୭।୫(ବ୍ୟୁରୋ):ସାମୁଦ୍ରିକ ଝଡ଼ ଫନୀ ଦ୍ୱାରା ପୁରୀ ଜିଲା ଏବଂ ଅନ୍ୟ କେତେକ ଅଞ୍ଚଳର ବିଦ୍ୟୁତ୍ ଭିତ୍ତିଭୂମି ଧ୍ୱଂସ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂଙ୍କୁ କ୍ଷୟକ୍ଷତି ସମ୍ପର୍କରେ ଗୁରୁବାର ଚିଠି ଲେଖି ଅବଗତ କରାଇଛନ୍ତି। ଏଥିସହିତ ବର୍ତ୍ତମାନ…
ପ୍ରଣବ କୁମାର ଦାସ ପ୍ରମୁଖ ସିସିଆଇଟି ନିଯୁକ୍ତ
ଭୁବନେଶ୍ୱର,୧୭।୫(ବ୍ୟୁରୋ): ଭାରତୀୟ ରାଜସ୍ବ ସେବା (ଆଇଆର୍ଏସ୍)ର ଓଡ଼ିଆ ଅଧିକାରୀ ପ୍ରଣବ କୁମାର ଦାସ ପ୍ରିନ୍ସିପାଲ ଚିଫ୍ କମିଶନର ଅଫ୍ ଇନ୍କମ୍ ଟ୍ୟାକ୍ସ(ପିଆର. ସିସିଆଇଟି) ଭାବେ ପଦୋନ୍ନତି ସହ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟରେ ନିଯୁକ୍ତି ପାଇଛନ୍ତି। ପ୍ରଣବଙ୍କ ନିଯୁକ୍ତି ନେଇ ଚଳିତ ମାସ…
ଖଣିଜ ଉତ୍ତୋଳନ ଅନିୟମିତତା ମାମଲା:୧୫ଖଣି ଲିଜ୍ଧାରୀଙ୍କୁ ଝଟକା
ଯୋଡ଼ା,୧୭।୫(ଡି.ଏନ.ଏ.):ଖଣିଜ ପଦାର୍ଥ ଉତ୍ତୋଳନରେ ହୋଇଥିବା ଅନିୟମିତତା ମାମଲାରେ ମାଲା ରାୟଙ୍କ ସମେତ ୧୫ଖଣି ଲିଜ୍ଧାରୀଙ୍କୁ କେନ୍ଦ୍ର ଖଣି ମନ୍ତ୍ରଣାଳୟ ପକ୍ଷରୁ ଝଟକା ଲାଗିଛି। କ୍ଷତିପୂରଣ ଦାଖଲ ପାଇଁ ରାଜ୍ୟ ସରକାର କରିଥିବା ନୋଟିସ ବିରୋଧରେ ୧୫ ଲୁହାପଥର ଓ ମାଙ୍ଗାନିଜ ଖଣି…
ଫନୀ ତାଣ୍ଡବରେ ଉଜୁଡ଼ିଯାଇଛି ଶିଳ୍ପୀକୁଳର ଜୀବିକା: ମାଟିରେ ମିଶିଯାଇଛି ଉପକରଣ, କଳା ସାମଗ୍ରୀ, – ସ୍ବତନ୍ତ୍ର ପ୍ୟାକେଜ ଦାବି କଲା ଶିଳ୍ପୀ ମହାସଂଘ
ଭୁବନେଶ୍ୱର,୧୭।୫(ବ୍ୟୁରୋ) : ବାତ୍ୟା ‘ଫନୀ’ ଓଡ଼ିଶାର ଆର୍ଥିକ ମେରୁଦଣ୍ଡକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଏଥିରେ ବିଶେଷ ପ୍ରଭାବିତ ହୋଇଛି ଛୋଟବଡ଼ ଶିଳ୍ପ। ଏହାଦ୍ୱାରା ରାଜ୍ୟର ହଜାର ହଜାର ଶିଳ୍ପୀ ଓ ବୁଣାକାରଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି। ଆର୍ଥିକ ଦୃଷ୍ଟିରୁ…
Archives


