ରାଜ୍ୟ

ଆଟେଣ୍ଡାଣ୍ଟ ଭରସାରେ କୁଦୋପାଲି ଡାକ୍‌ତରଖାନା

ସୋହେଲା,୨୬ା୬ (ଡି.ଏନ୍‌.ଏ):ବରଗଡ଼ ଜିଲା ସୋହେଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧୀନରେ ୧୯୮୯ ସାଲେ କୁଦୋପାଲି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଥାପନ ହେଇଥିଲା। ରାଏଜ୍‌ ସରକାର ଇ ଡାକ୍‌ତରଖାନାକେ ମାହାଲିଆ ଉଷୋକଷା ସମେତ ଉନିଆ ସାଜୋସାମାନ ଯୁଗେଇ ଦେଇଛନ୍‌। ହେଲେ ଦୁଖକର କଥା…

ବିବାହ ପୂର୍ବରୁ ଆଧାର କାର୍ଡ ଯାଞ୍ଚ ବାଧ୍ୟତାମୂଳକ

ଛତ୍ରପୁର,୨୬ା୬(ଡି.ଏନ.ଏ)-ଗଞ୍ଜାମ ଜିଲାରେ ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରୟାସ କରାଯାଉଛି। ବିବାହ ପୂର୍ବରୁ ପୁଅଝିଅଙ୍କ ଆଧାର କାର୍ଡ ଯାଞ୍ଚ ବାଧ୍ୟତାମୂଳକ କରାଯିବ ା ଏଥିପାଇଁ ଗ୍ରାମ୍ୟ ସ୍ତରରେ ଏଏନଏମ୍‌, ଅଙ୍ଗନୱାଡି କର୍ମୀ ଓ ପ୍ରାଥମିକ ଶିକ୍ଷାନୁଷ୍ଠାନର…

ଡିବିରି ନିଆଁରୁ ଅଗ୍ନିକାଣ୍ଡ, ବାପପୁଅ ଗୁରୁତର

ତୁମୁଡ଼ିବନ୍ଧ,୨୬ା୬(ଡି.ଏନ୍‌.ଏ)-ତୁମୁଡ଼ିବନ୍ଧ ବ୍ଲକ ବେଲଘର ବଜାରସାହିରେ ସୋମବାର ରାତିରେ ଡିବିରିରୁ ନିଅଁା ବ୍ୟାପି ୨ ବଖରା ଜଳି ଯାଇଥିବାବେଳେ ବାପ ପୁଅ ଗୁରୁତର ହୋଇଛନ୍ତି। ସେମାନେ ହେଲେ ରଘୁନାଥ ବେହେରା ଓ ପୁଅ ପ୍ରଦୀପ। ବିଜୁଳି ନ ଥିବାରୁ ରାତିରେ ଡିବିରି ଜାଳି…

ଦୁଇମାସ ପୂରିନି : ପିଚୁ ଉଠି ଗଲାଣି

ପାଟଣା,୨୬।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳି ପଶିରୁ ମଲ୍ଲୀପଶି ପଶି ପାର୍ଯ୍ୟନ୍ତ ୪କି.ମି. ରାସ୍ତା କୁ ଗ୍ରାମ ଉନ୍ନୟନ ବିଭାଗ ତରଫରୁ ଦେଢ଼ କୋଟି ଟଙ୍କା ବ୍ୟୟ ଅଟକଳରେ ପିଚୁ କରାଯାଇଥିଲା। ୨ ମାସ ହୋଇନି ରାସ୍ତାରୁ ପିଚୁ ଉଠିଗଲାଣି ବୋଲି…

କ୍ୟାନସର ପୀଡିତ ହୀନସ୍ତା: ଦଲାଲ କବଳରେ ରୋଗୀ

କେନ୍ଦୁଝର, ୨୬ା୬ (ସ୍ବ.ପ୍ର.)-ସରକାର ଗରୀବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇଦେବା ସହ କ୍ୟାନସର ରୋଗୀଙ୍କ ଲାଗି ମଧ୍ୟ ମାଗଣା ଚିକିତ୍ସା ବ୍ୟବସ୍ଥା କରିଛନ୍ତି। କିନ୍ତୁ କେନ୍ଦୁଝର ଜିଲାର ସାହାରପଡା ବ୍ଲକର ଖଜିରାପାଟ ପଞ୍ଚାୟତର ଦୁଆଘାଟର କ୍ଷେତ୍ରବାସୀ ଦେହୁରୀ (୫୦) ନାମକ ଜଣେ…

ଭିନ୍ନ ଏକ ଧାମ, ଅନ୍ୟ ଏକ ପୀଠ ଅଲାରନାଥ: ଅଷ୍ଟମ ଦିନରେ ଅଣସର ଦର୍ଶନ

ବ୍ରହ୍ମଗିରି, ୨୫।୬(ଡି.ଏନ୍‌.ଏ.)-ଭିନ୍ନ ଏକ ଧାମ, ଅନ୍ୟ ଏକ ପୀଠ। ଯାହାର ନାମ ବ୍ରହ୍ମଗିରି ଧାମ ଆଉ ଅଲାରନାଥ ପୀଠ। ଏହି ଧାମ ତୀର୍ଥ କ୍ଷେତ୍ରର ମାନ୍ୟତା ନ ପାଇଥିଲେ ବି ଏଠାକୁ ଏବେ ଛୁଟିଆସୁଛନ୍ତି ହଜାର ହଜାର ଭକ୍ତ। ଭକ୍ତିର ଭାବରେ…

ସୂଚନା ଓ ଲୋକସମ୍ପର୍କ ବିଭାଗ: କୃପାସିନ୍ଧୁ ମିଶ୍ର ନୂତନ ନିର୍ଦ୍ଦେଶକ

ଭୁବନେଶ୍ୱର,୨୫।୬(ବ୍ୟୁରୋ)- କାର୍ଯ୍ୟକ୍ଷେତ୍ରରେ ଶୃଙ୍ଖଳା ଓ ଅନୁରାଗ ଦ୍ୱାରା ଅଧିକାରୀମାନେ ବିଶେଷ ଦକ୍ଷ ଓ ପ୍ରତିବଦ୍ଧ ହୋଇପାରିବେ । ସେଥିପାଇଁ କର୍ମସଂସ୍କୃତି, ସମୟାନୁବର୍ତ୍ତିତା ଓ ଦାୟିତ୍ୱବୋଧ ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକଭାବେ ମଙ୍ଗଳବାର…

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା: ମହିଳାଙ୍କ ବାର୍ଷିକ ସ୍ବାସ୍ଥ୍ୟ ସହାୟତା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର,୨୫।୬(ବ୍ୟୁରୋ)- ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ରେ ମହିଳାଙ୍କୁ ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସହାୟତା ମିଳିବ। ପୂର୍ବରୁ ଏହି ସୁବିଧା ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଥିଲା। ଓଡ଼ିଶା ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ପ୍ରାରମ୍ଭରେ ମଙ୍ଗଳବାର ରାଜ୍ୟପାଳ…

ରେଳ ଯାତ୍ରୀଙ୍କ ସୁରକ୍ଷାକୁ ନେଇ ଡିଜିପିଙ୍କ ବୈଠକ: କିନ୍ନରଙ୍କ ଉପରେ କଟକଣା, ଧରାହେବେ ଲୁଟେରା

ଭୁବନେଶ୍ୱର, ୨୫ା୬(ବ୍ୟୁରୋ)- ବିଗତ କିଛିଦିନ ହେବ ରେଳ ଷ୍ଟେଶନରେ ଆପରାଧିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। କିନ୍ନର ଓ ଲୁଟେରା ଗ୍ୟାଙ୍ଗ୍‌ ଉତ୍ପାତ କରୁଛନ୍ତି। ଟ୍ରେନ୍‌ ଯାତ୍ରୀମାନେ ଷ୍ଟେଶନ ସମେତ ବାହାରେ ମଧ୍ୟ ଆକ୍ରମଣ, ଲୁଟ୍‌ ଓ ଚୋରିର ଶିକାର ହେଉଛନ୍ତି। ତେଣୁ…

୮ ଫୁଟର ଅଜଗର ଉଦ୍ଧାର

କୁକୁଡ଼ାଖଣ୍ଡି,୨୫।୬(ଡି.ଏନ.ଏ.)- ଆଙ୍କୁଶପୁର ସଦରଥାନା ସାମ୍ନା ଏକ ହୋଟେଲ ନିକଟରେ ୮ ଫୁଟର ଅଜଗର ସୋମବାର ମଧ୍ୟରାତ୍ରରେ ଉଦ୍ଧାର ହୋଇଛି। ଉଦ୍ଧାର ପରେ ଏହାକୁ ନିକଟସ୍ଥ ଟାମଣା ଜଙ୍ଗଲରେ ଛଡ଼ା ଯାଇଥିବା ବ୍ରହ୍ମପୁର ବନ ବିଭାଗ ସୂଚନା ଦେଇଛି। ସଦର ଥାନା ସାମ୍ନା…

ଖଣ୍ଡାରେ ହାଣି ବୃଦ୍ଧଙ୍କୁ ହତ୍ୟା, ହତ୍ୟାକାରୀଙ୍କ ଆତ୍ମ ସମର୍ପଣ

ପୁରୁଷୋତ୍ତମପୁର,୨୫।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଧୋବାଡି ପାଟପୁର ଗ୍ରାମରେ ମଙ୍ଗଳବାର ଜଣେ ବୃଦ୍ଧଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ସେ ହେଲେ ସେହି ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ (୬୦)। ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତ ଧୋବାଡି ପାଟପୁର ଗ୍ରାମର…

ସମଲେଶ୍ୱରୀ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ: ଇଞ୍ଜିନ୍‌ରେ ଲାଗିଲା ନିଆଁ, ୩ କର୍ମଚାରୀ ମୃତ

ରାୟଗଡ଼ା ଅଫିସ/ଜୟପୁର,୨୫।୬(ନି.ପ୍ର.): ରାୟଗଡ଼ା ଜିଲା ସିଙ୍ଗାପୁର ରୋଡ୍‌-କେଉଟଗୁଡ଼ା ମଝିରେ ମଙ୍ଗଳବାର ଅପରାହ୍ନ ସାଢ଼େ ୪ଟା ସମୟରେ ସମଲେଶ୍ୱରୀ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରାକ୍‌ ଲାଇନ୍‌ ମରାମତି କରୁଥିବା ଏକ ମେଣ୍ଟେନାନ୍ସ ଇଞ୍ଜିନ୍‌ ଧକ୍କା ଦେବା ଯୋଗୁ ଟ୍ରେନ୍‌ର ଇଞ୍ଜିନ୍‌ରେ ନିଆଁ ଲାଗିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?