ରାଜ୍ୟ

ପୋଲିସ ଗାଡ଼ି ଧକ୍କାରେ ଜଣେ ଗୁରୁତର: ଭଞ୍ଜନଗର-ଆସିକା ରାସ୍ତା ଅବରୋଧ

ଭଞ୍ଜନଗର,୨୧।୬(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗର ଦମକଳ କେନ୍ଦ୍ର ନିକଟରେ ଶୁକ୍ରବାର ଅପରାହ୍ନରେ ପୋଲିସ ଗାଡି (କୋର୍ଟ ଭ୍ୟାନ୍‌) ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କାଳିଆପଲ୍ଲୀର ପାଣୁ ମଲ୍ଲିକ (୫୦)। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଭଞ୍ଜନଗର-ଆସିକା ମୁଖ୍ୟରାସ୍ତା…

ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୧।୬: ରାଜ୍ୟ ସଭା ପାଇଁ ବିଜୁ ଜନତା ଦଳ(ବିଜେଡି) ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି, ବିଜେଡି ନେତା ତଥା ଆଇଟି ସେଲ୍‌ ମୁଖ୍ୟ ଅମର ପଟ୍ଟନାୟକ ଓ ଦଳୀୟ ମୁଖପାତ୍ର…

ବିଧାୟକଙ୍କ ଜେଇଙ୍କୁ ବସ୍‌ଉଠ୍‌ ଘଟଣା: ଓବିସି ମଞ୍ଚର ପାଟଣାଗଡ ଥାନା ଘେରାଉ, ଆଟ୍ରୋସିଟି ଆଇନ ପ୍ରତ୍ୟାହାର ଦାବି

ପାଟଣାଗଡ଼,୨୧।୬(ଡି.ଏନ୍‌.ଏ.): ଗତ ୫ ତାରିଖରେ ଗମ୍ଭାରୀ ଗ୍ରାମଠାରେ ନିମ୍ନମାନର ରାସ୍ତାକାମକୁ ନେଇ ପାଟଣାଗଡ଼ ବିଧାୟକ ସରୋଜ ମେହେର ପୂର୍ତ୍ତ ବିଭାଗ ଜେଇଙ୍କୁ ଉଠ୍‌ବସ୍‌ କରିଥିବା ଘଟଣାରେ ବିଧାୟକଙ୍କ ନାମରେ ଆଟ୍ରୋସିଟି ମାମଲା ରୁଜୁ ହୋଇଥିଲା। ଜିଲା ଆଦିବାସି କଲ୍ୟାଣ ସଂଘ ପକ୍ଷରୁ…

୭ ଫୁଟର କଲରାପତରିଆ ବାଘ ଛାଲ ଜବତ, ୩ ଗିରଫ

ଭୁବନେଶ୍ୱର, ୨୧।୬(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଏକ ୭ ଫୁଟ ଲମ୍ବର କଲରାପତରିଆ ବାଘ ଛାଲ ଶୁକ୍ରବାର ଜବତ କରିଛି। ଏଥିରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଦେବଗଡ଼ର ରମଣୀସେନ ବେହେରା, ଯଜ୍ଞଦତ୍ତ ବେହେରା…

ପ୍ରକାଶ ପାଇଲା ଯୁକ୍ତ ୨ କଳା, ବାଣିଜ୍ୟ ପରୀକ୍ଷାଫଳ: କଳାରେ ୬୫.୮୯%, ବାଣିଜ୍ୟରେ ୭୦.୨୬% ପାସ୍‌ ହାର; www.chseodisha.nic.in ରେ ଜାଣନ୍ତୁ ରେଜଲ୍ଟ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ସୂଚନା ଭବନ ପରିସରସ୍ଥ ଗୀତଗୋବିନ୍ଦ ସଦନରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପୁସ୍ତିକା…

ବେକରେ ଓଢ଼ଣୀ ଲଗାଇ ଛାତ୍ରୀଙ୍କ ଆମତ୍ହତ୍ୟା: ବାପା ଆଣିଲେ ହତ୍ୟା ଅଭିଯୋଗ

କଣ୍ଟାପଡା,୨୧।୬(ଡି.ଏନ୍‌.ଏ.): ଓଲଟପୁର ଥାନା ଅନ୍ତର୍ଗତ ଅଡଶପୁରସ୍ଥିତ ଏକ ମହାବିଦ୍ୟାଳୟର ଛାତ୍ରୀନିବାସରେ ଜଣେ +3 ପ୍ରଥମବର୍ଷ ବାଣିଜ୍ୟ ଛାତ୍ରୀ ବେକରେ ଓଢ଼ଣୀ ଲଗାଇ ଶୁକ୍ରବାର ଆମତ୍ହତ୍ୟା କରିଛନ୍ତି। ଖବରପାଇ ଓଲଟପୁର ପୋଲିସ ତାଙ୍କ ମୃତଦେହ ବନ୍ଦ କୋଠରୀରୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ…

ନିଯୁକ୍ତି ପାଇଲେ ୧୦୨ ପ୍ରଶାସନିକ ଅଧିକାରୀ, ମୁଖ୍ୟମନ୍ତ୍ରୀ ଦେଲେ ୫-T ଗୁରୁମନ୍ତ୍ର

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଅନୁଷ୍ଠିତ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା-୨୦୧୭ର କୃତି ପ୍ରତିଯୋଗୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଶୁକ୍ରବାର ଜୟଦେବ ଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୧୦୨ଜଣଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ପତ୍ର ଦେଇଛନ୍ତି। ଏହି…

ବାତ୍ୟା କ୍ଷତିଗ୍ରସ୍ତ ଆକଳନ: ପୁରୀରେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର, ୨୧।୬(ବ୍ୟୁରୋ): ବାତ୍ୟା ଫନୀ କ୍ଷୟକ୍ଷତି ଆକଳନ କରିବା ପାଇଁ ୪ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ପୁରୀ ଗସ୍ତ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅତିରିକ୍ତ ସଚିବ ବିବେକ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଏହି ଟିମ୍‌ ପୁରୀ ଜିଲାର ବିଭିନ୍ନ କ୍ଷୟକ୍ଷତି ଅଞ୍ଚଳ…

ରାଜନଗର ବନ୍ଦ ସଫଳ

ରାଜନଗର,୨୧।୬(ଡି.ଏନ୍‌.ଏ.): ରାଜନଗର ବ୍ଲକ ବିଜୁ ଜନତା ଦଳ, ବୃଦ୍ଧିଜୀବୀ, ଯୁବଛାତ୍ରଙ୍କ ଆହ୍ବାନ କ୍ରମେ ଶୁକ୍ରବାର ୬ ଘଣ୍ଟିଆ ରାଜନଗର ବନ୍ଦ କରାଯାଇଛି। ସକାଳ ୬ଟାରୁ ୧୨ ଯାଏ ଏଠାରୁ ଭୁବନେଶ୍ୱର, କଟକ ଆଦି ସ୍ଥାନକୁ ଯାତ୍ରା କରୁଥିବା ୨୦ଟି ବସ୍‌ର ଚଳାଚଳ…

ଓଡ଼ିଶା ଛୁଇଁଲା ମୌସୁମୀ: ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୧।୬(ବ୍ୟୁରୋ): ଦୀର୍ଘ ପ୍ରତିକ୍ଷା ପରେ ଶୁକ୍ରବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆସନ୍ତା ୭୨ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ସମଗ୍ର ଓଡ଼ିଶାକୁ ଆଚ୍ଛାଦିନ କରିବ। ତେବେ…

୪୪ବର୍ଷରେ ଭିତରକନିକାର ବିରଳ ଧଳା କୁମ୍ଭୀର ‘ଗୌରୀ’, କାଟୁଛି ନିସଙ୍ଗ ଜୀବନ

ରାଜନଗର,୨୧।୬(ଡି.ଏନ୍‌.ଏ.): ରାଜନଗର ବ୍ଲକରେ ଥିବା ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ଏକ ଆବଦ୍ଧ ପୋଖରୀରେ ନିସଙ୍ଗ ଜୀବନ ବିତାଉଥିବା ଶଙ୍ଖୁଆ କୁମ୍ଭୀର ‘ଗୌରୀ’କୁ ଶୁକ୍ରବାର ୪୩ ପୁରି ୪୪ ଚାଲିଛି। ୧୯୭୫ ମସିହା ଆଜିର ଦିନରେ ଭିତରକନିକା କୃତ୍ରିମ…

ରାସ୍ତାରେ ମୃତ ଶିଶୁକୁ ଝୁଣି ଖାଇଲା କୁକୁର

ବଲାଙ୍ଗୀର ଅଫିସ,୨୧।୬: ବଲାଙ୍ଗୀର ସହର ଜଗନ୍ନାଥପଡ଼ା ରାସ୍ତାରେ ଶୁକ୍ରବାର ସକାଳେ ବୁଲା କୁକୁର ଏକ ମୃତ ଶିଶୁକୁ ଝୁଣି ଖାଉଥିବା ଦେଖିବାକୁ ମିଳିଛି। ସକାଳୁ ଏଭଳି ଦୃଶ୍ୟ ଲୋକଙ୍କୁ ବିଚଳିତ କରିଥିଲା। କୁକୁରଟି ନିକଟସ୍ଥ ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲରୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?