ରାଜ୍ୟ

ମନ୍ତ୍ରିମଣ୍ଡଳ ସହ ବିଜେଡିକୁ ଘାରିଛି ସଙ୍ଗଠନ ଚିନ୍ତା

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବିଜେଡି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ପଞ୍ଚମ ଥର ସରକାର ଗଢ଼ିବାକୁ ଯାଉଛି। ରାତି ପାହିଲେ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ। ମନ୍ତ୍ରିମଣ୍ଡଳରେ କାହାକୁ ସ୍ଥାନ ଦେବେ ଅଥବା ନ ଦେବେ, ସେ ଚିନ୍ତା ବିଜେଡି ସଭାପତିଙ୍କୁ ଘାରିଛି। ଅନୁରୂପ ଭାବେ…

ବିରୋଧୀ ଦଳ ନେତା ପଦକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୮।୫(ବ୍ୟୁରୋ): ନିର୍ବାଚନ ପରେ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଥିବା ବିଜେଡି ବିଧାୟକ ଦଳ ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ସର୍ବସମ୍ମତିକ୍ରମେ ନବୀନ ପଟ୍ଟନାୟକ ବିଧାୟକ ଦଳ ନେତାଭାବେ ଦାୟିତ୍ୱ ନେଇଛନ୍ତି। ସେହିପରି ଚଳିତ ନିର୍ବାଚନରେ ଭାଜପା ଦ୍ୱିତୀୟ ସ୍ଥାନ ପାଇ…

ଏସ୍‌ଆଇଏଚ୍‌ଏମ୍‌ରେ ଡିଗ୍ରୀ ପାଠ୍ୟକ୍ରମକୁ ଅନୁମତି

ଭୁବନେଶ୍ୱର, ୨୭ା୫(ବ୍ୟୁରୋ)- ବଲାଙ୍ଗୀରସ୍ଥିତ ଷ୍ଟେଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହୋଟେଲ ମ୍ୟାନେଜମେଣ୍ଟ (ଏସ୍‌ଆଇଏଚ୍‌ଏମ୍‌)ରେ ୨୦୧୯-୨୦ ଶିକ୍ଷାବର୍ଷରୁ ଡିଗ୍ରୀ ଶ୍ରେଣୀରେ ପାଠପଢ଼ା ହେବ। ହୋଟେଲ ମ୍ୟାନେଜମେଣ୍ଟରେ ଡିଗ୍ରୀ ପାଠପଢ଼ା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁମତି ମିଳିଛି। ଏନେଇ କେନ୍ଦ୍ର ପକ୍ଷରୁ ରାଜ୍ୟ ସରକାରଙ୍କୁ…

ଓଭରବ୍ରିଜ୍‌ ଉପରେ ଧକ୍କା ଦେଲା ଟ୍ରକ ୩୦ ଫୁଟ ତଳକୁ ଖସି ବାପ, ପୁଅ ମୃତ

ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ରାଜଧାନୀ ଦେଇ ଯାଇଥିବା ଜାତୀୟ ରାଜପଥ ଓଭରବ୍ରିଜ୍‌ ପାଲଟିଛି ଡେଥ୍‌ ଜୋନ୍‌। ଦୁର୍ଘଟଣା ନେଉଛି ବହୁ ଜୀବନ। ସୋମବାର ସକାଳେ ଶହୀଦନଗର ଥାନା ଅନ୍ତର୍ଗତ ଆଚାର୍ଯ୍ୟବିହାର ଛକ ନିକଟ ଓଭରବ୍ରିଜ ଉପରେ ଆଉ ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌…

ଦିନକ ପରେ ୫ମ ପାଳି ଆରମ୍ଭ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ବିଜେଡିକୁ ରାଜ୍ୟରେ ବିପୁଳ ବିଜୟ ମଳିଛି। ୧୧୨ଟି ବିଧାନସଭା ଆସନ ଦଖଲ କରି ୫ମଥର ପାଇଁ ରାଜ୍ୟ ଶାସନ ମଙ୍ଗ ଧରିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ସରକାର ଗଠନ ପାଇଁ ରାଜ୍ୟପାଳଙ୍କୁ ବିଜେଡି ପକ୍ଷରୁ…

ଆହୁରି ୨୪ ଘଣ୍ଟା ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୨୮ା୫(ବ୍ୟୁରୋ): ଗତ କିଛିଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ବାହାରକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଗୁଳୁଗୁଳି ଯୋଗୁ ଘର ଭିତରେ ବି ରହି ହେଉନି। ବିଶେଷକରି ପଶ୍ଚିମ ଓଡ଼ିଶାରେ ଲୋକେ ତାତିରେ ଛଟପଟ ହେଉଛନ୍ତି। ତେବେ…

ବିଭାଜିତ ସଂସଦୀୟ ଜନମତ

ଭୁବନେଶ୍ୱର,୨୮।୫: ‘ଉତ୍କଳରେ ନେତା ନାହିଁ ପ୍ରୟୋଜନ, ଉତ୍କଳର ନେତା ସ୍ବୟଂ ନାରାୟଣ’। ୨୦୧୯ ସଂସଦୀୟ ନିର୍ବାଚନର ଫଳାଫଳକୁ ଦେଖିଲେ କୌଣସି ଜଣେ ବି ସମଗ୍ର ଓଡ଼ିଶାର ସର୍ବମାନ୍ୟ ନେତା ହେବାର ଦାବିଦାର ହୋଇପାରି ନାହାନ୍ତି। ଚଳିତ ନିର୍ବାଚନରେ ଅଧିକାଂଶ ଆସନରେ ବିଜେଡି…

୪୩ ହଜାର ଗ୍ରାହକଙ୍କୁ ଦିଆଗଲାଣି ବିଦ୍ୟୁତ୍‌ ସଂଯୋଗରଥଯାତ୍ରା ପୂର୍ବରୁ ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ

ପୁରୀ ଅଫିସ, ୨୭ା୫: ବାତ୍ୟାରେ ପୁରୀ ଜିଲାରେ ବିଦ୍ୟୁତ୍‌ ବିଭାଗର ସବୁଠୁ ଅଧିକ କ୍ଷତି ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କାମ ଚାଲୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଜିଲାର ଅନେକ ଅଞ୍ଚଳ ଅନ୍ଧାର ରହିଛି। ତଥାପି ୨,୦୦୦ରୁ ଊର୍ଦ୍ଧ୍ୱ ଲୋକ ବିଦ୍ୟୁତ୍‌…

ମାଗଣାରେ ପାଞ୍ଚଟଙ୍କିଆ ଖାଦ୍ୟ ନ ଦେବାରୁ ମାଡ଼ମାରି ଢାଳିଦେଲେ ଯୁବକ, ଥାନାରେ ଅଭିଯୋଗ

ରଣପୁର, ୨୭।୫(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ସରକାରୀ ଡାକ୍ତରଖାନା ପରିସରରେ ରହିଛି ପାଞ୍ଚଟଙ୍କିଆ ଆହାର କେନ୍ଦ୍ର। ସୋମବାର ଉକ୍ତ କେନ୍ଦ୍ରର କର୍ମଚାରୀମାନେ ଜଣେ ଯୁବକଙ୍କୁ ମାଗଣାରେ ଖାଦ୍ୟ ନ ଦେବାରୁ ସେହି ଯୁବକ ଜଣକ ଗଣ୍ଡଗୋଳ କରି ସମସ୍ତ ଖାଦ୍ୟ ତଳେ…

ଭିଜିଲାନ୍ସ ଜାଲରେ ଗୋପ ଥାନା ଅଧିକାରୀ

ଗୋପ, ୨୭।୫(ଡି.ଏନ୍‌.ଏ): ପୁରୀ ଜିଲା ଗୋପ ଥାନା ଅଧିକାରୀ ସୌମ୍ୟଚିତ୍‌ ମିଶ୍ର ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ରେଞ୍ଜ ଡିଏସ୍‌ପି ଅକ୍ଷୟ କୁମାର ମିଶ୍ରଙ୍କ ସହ ଏକ…

୮,୯ରେ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଜୁନ୍‌ ୮ ଓ ୯ରେ ଓଜେଇଇର କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟରେ ପ୍ରଥମ ଥର ପାଇଁ ଅନ୍‌ଲାଇନ୍‌ରେ ଏହି ପରୀକ୍ଷା ହେବାକୁ ଯାଉଛି। ୮ ତାରିଖରେ ୩ଟି ଓ ୯ରେ ୨ଟି ସିଫ୍ଟରେ ପରୀକ୍ଷା…

ଜଳୁଛି କଳାହାଣ୍ଡି : ୪୪.୫ ଡିଗ୍ରୀ ତାପମାତ୍ରା, ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୭ା୫(ଡି.ଏନ୍‌.ଏ.): ସାରା ରାଜ୍ୟ ପ୍ରବଳ ଗ୍ରୀଷ୍ମତାପରେ ଜଳୁଥିବାବେଳେ ଭବାନୀପାଟଣାରେ ତାପମାତ୍ରା ୪୪.୫ ଡିଗ୍ରୀ ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସହରରେ ଝାଞ୍ଜି ବହୁଥିବାରୁ ଲୋକମାନେ ଘରୁ ବାହାରି ପାରୁନାହାନ୍ତି। ଅନ୍ୟପକ୍ଷରେ ସମସ୍ତ ପ୍ରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?