ରାଜ୍ୟ

ଅପହୃତା ଝିଅକୁ ଉଦ୍ଧାର ପାଇଁ ଥାନା ଆଗରେ ଧାରଣାରେ ବସିଲେ ମା’, ବାହାର ରାଜ୍ୟକୁ ଚାଲାଣ ଅଭିଯୋଗ ଆଣିଲେ ପରିବାର

ହାଟଡ଼ିହୀ, ୨୭ା୫ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଓରାଳି ପଞ୍ଚାୟତ ମଧୁରଗଡ଼ିଆ ଗ୍ରାମର ଜଣେ ୧୫ ବର୍ଷିୟା ସବର୍ଣ୍ଣ ନାବାଳିକାଙ୍କୁ ସେହି ଗ୍ରାମର କିଛି ଅସବର୍ଣ୍ଣ ବ୍ୟକ୍ତି ଗତ ୨୧ ତାରିଖ ରାତିରେ ଜୋର ଜବରଦସ୍ତ ଘରେ ପଶି ଅପହରଣ…

କାଠଯୋଡ଼ିରେ ବୁଡ଼ି ଇଞ୍ଜିନିୟରିଂ ଛାତ୍ର ନିଖୋଜ ଘଟଣା: ୨୧ ଘଣ୍ଟା ପରେ ମୃତଦେହ ଉଦ୍ଧାର

ନରାଜ/ବାରଙ୍ଗ, ୨୭।୫(ଡି.ଏନ୍‌.ଏ.): କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡ଼ିରେ ବୁଡ଼ି ରବିବାର ମଧ୍ୟାହ୍ନରେ ନିଖୋଜ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତଦେହ ସୋମବାର ଉଦ୍ଧାର ହୋଇଛି। ସେ ହେଲେ ଝାଡ଼ଖଣ୍ଡର ବିକି କୁମାର(୨୨)। ପ୍ରକାଶ ଯେ, ବିକି ଚନ୍ଦ୍ରଶେଖରପୁର ଥାନା ଅଧୀନ ଡମଣା ପାଖରେ…

ବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁ

ଭୁବନେଶ୍ୱର,୨୭ା୫(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଓଡିଶାରେ କଂଗ୍ରେସ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିବାପରେ ନେତାମାନଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ଦଳର ରାଜ୍ୟ ନେତୃତ୍ୱଙ୍କ ବିରୋଧରେ ବହୁ ବରିଷ୍ଠ ନେତା ମୁହଁ ଖୋଲିବା ଆରମ୍ଭ କରିଦେଇଛନ୍ତି। କଂଗ୍ରେସର ପୂର୍ବତନ…

ଭିତରକନିକାରେ ୨୫ କୁମ୍ଭୀର ବସା ଚିହ୍ନଟ

ରାଜନଗର,୨୭ା୫(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ଭିତରକନିକା ଜାତୀୟ ଉଦ୍ୟାନରେ ରବିବାର ସୁଦ୍ଧା ୨୫ଟି କୁମ୍ଭୀର ବସା ଚିହ୍ନଟ ହୋଇଛି। ଏହି ଜାତୀୟ ଉଦ୍ୟାନର ନଦୀ, ନାଳଗୁଡ଼ିକରେ ବସବାସ କରୁଥିବା ବିରଳ ବଉଳା କୁମ୍ଭୀର ବସାରେ ଅଣ୍ଡା ଦେଇଥିବା ଜଣାପଡ଼ିଛି।…

ଅର୍ଥ, କ୍ଷମତା ବଳରେ ମନ୍ତ୍ରୀପଦ ଆଶା

ଭୁବନେଶ୍ୱର,୨୭।୫: ସାରା ଦେଶରେ ସାଧାରଣ ନିର୍ବାଚନ ସମାପ୍ତ ହୋଇଛି। ସେହିଭଳି ରାଜ୍ୟରେ ଲୋକ ସଭା ସହ ବିଧାନସଭା ନିର୍ବାଚନ ମଧ୍ୟ ସମାପ୍ତ ହୋଇଛି। ଲଗାତର ୫ମ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଆସନ୍ତା ୨୯ ତାରିଖ ଅର୍ଥାତ୍‌…

ସରକାର ଗଠନ ଦାବି ଜଣାଇଲେ ନବୀନ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବିଜେଡି ସଭାପତି ନବୀନ ପଟ୍ଟନାୟକ ଲଗାତର ୫ମ ଥର ରାଜ୍ୟରେ ସରକାର ଗଢ଼ିବାକୁ ଯାଉଛନ୍ତି। ରବିବାର ବିଜେଡି ବିଧାୟକ ଦଳ ବୈଠକରେ ସର୍ବସମ୍ମତ କ୍ରମେ ନେତା ନିର୍ବାଚିତ ହେବା ପରେ ରାଜଭବନ ଗସ୍ତ କରି ନବୀନ ରାଜ୍ୟପାଳଙ୍କୁ ଭେଟି ସରକାର…

ଅପରେଶନ ପାଇଁ ଅର୍ଥ ନାହିଁ

(ଦିନେଶ ଦେହୁରୀ) ବନ୍ତଳା,୨୭ା୫: ପିଲାବେଳେ ମା’ଙ୍କୁ ହରାଇଥିଲେ। ବାପା ଥିଲେ ବି ଆବଶ୍ୟକ ଯତ୍ନ ନେଇ ନ ଥିଲେ। ଖାଦ୍ୟପେୟରେ ଅସୁବିଧା ଖବରପାଇ ସେତେବେଳେ ପ୍ରଶାସନ ଦେଇଥିଲା ସହଯୋଗ। ଭିଆଇଆରଡି ନାମକ ଏକ ଏନ୍‌ଜିଓରେ ଥଇଥାନ କରିଥିଲା ତାଙ୍କୁ। ସେବେଠାରୁ ସେଠାରେ…

୨୯ରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ : ପ୍ରଦର୍ଶନୀ ପଡ଼ିଆର ସୁରକ୍ଷା ଅନୁଧ୍ୟାନ କଲେ ଡିଜିପି

ଭୁବନେଶ୍ୱର, ୨୭।୫(ବ୍ୟୁରୋ: ସାଧାରଣ ନିର୍ବାଚନରେ ବିପୁଳ ଜନ ସମର୍ଥନ ପାଇଥିବା ବିଜେଡି ପୁଣି ସରକାର ଗଠନ କରିବାକୁ ଯାଉଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ। ଏଥିପାଇଁ ଆସନ୍ତା ୨୯ ତାରିଖରେ ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆ (ଇଡ୍‌କୋ…

ଆଜି ଜେଇଇ ଆଡ୍‌ଭାନ୍ସ : ଓଡ଼ିଶାରୁ ପରୀକ୍ଷା ଦେବେ ୩,୨୬୧ ପରୀକ୍ଷାର୍ଥୀ

ଭୁବନେଶ୍ୱର,୨୭।୫(ବ୍ୟୁରୋ) : ସୋମବାର ସମଗ୍ର ଦେଶରେ ଅନୁଷ୍ଠିତ ହେବ ଜେଇଇ ଆଡ୍‌ଭାନ୍ସ ପରୀକ୍ଷା। ଦେଶର ସମସ୍ତ ଆଇଆଇଟି ସହ ଆଇଆଇଟି ଧାନବାଦ ତଥା ଇଣ୍ଡିଆନ୍‌ ସ୍କୁଲ ଅଫ୍‌ ମାଇନ୍ସ(ଆଇଏସ୍‌ଏମ୍‌)ରେ ନାମଲେଖା ପାଇଁ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏଥର ମୋଟ…

ରେକର୍ଡ ଭାଙ୍ଗୁଛି ତାତି: ଆହୁରି ୩ ଦିନ ଜାରି ରହିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର,୨୬।୫(ବ୍ୟୁରୋ)-ଚଳିତବର୍ଷ ରାଜ୍ୟରେ ସମସ୍ତ ରେକର୍ଡ ଭାଙ୍ଗୁଛି ତାତି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଦିନକୁ ଦିନ ବୃଦ୍ଧି ପାଉଥିବା ତାପମାତ୍ରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଶନିବାର ଦୁଇ ସହରର ତାପମାତ୍ରା ୪୬ଡିଗ୍ରୀ ଟପିଥିବା ବେଳେ ରବିବାର ତାଳଚେର ସର୍ବାଧିକ ଉତ୍ତପ୍ତ ସହର…

କାଠଯୋଡିରେ ବୁଡି ଘରୋଇ ଇଞ୍ଜିନିୟରିଂ ଛାତ୍ର ନିଖୋଜ

ବାରଙ୍ଗ,୨୬ା୫(ଡି.ଏନ୍‌.ଏ.): କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡିରେ ବୁଡି ରବିବାର ମଧ୍ୟାହ୍ନରେ ଜଣେ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର ନିଖୋଜ ଅଛନ୍ତି। ସେ ହେଉଛନ୍ତି ଝାଡଖଣ୍ଡର ବିକି କୁମାର (୨୨)। ସୂଚନାଯୋଗ୍ୟ, ବିକି ଚନ୍ଦ୍ରଶେଖରପୁର ଥାନା ଅଧୀନ ଡମଣା ପାଖରେ ଥିବା…

ବିଜେଡି ବିଧାୟକ ଦଳ ନେତା ହେଲେ ନବୀନ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ରବିବାର ବସିଥିବା ବିଜେଡି ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ନବୀନଙ୍କୁ ଦଳର ନେତା ଭାବେ ନିର୍ବାଚିତ କରାଯାଇଛି। ଦଳର ବରିଷ୍ଠ ନେତା ବିକ୍ରମ କେଶରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?