ରାଜ୍ୟ

ପୁରୀ ଜିଲା: ବିଧାନସଭାକୁ ୩ ପୁରୁଣା, ୩ ନୂଆ ନିର୍ବାଚିତ

ପୁରୀ ଅଫିସ, ୨୪ା୫: ପୁରୀ ଜିଲାର ୬ଟି ନିର୍ବାଚନ ମଣ୍ଡଳୀ ମଧ୍ୟରୁ ଏଥର ବିଜେଡି ଖାତାକୁ ୪ଟି ସିଟ୍‌ ଯାଇଥିବା ବେଳେ ୨ଟିରେ ଭାଜପା ଜିତିଛି। ୨୦୧୪ ନିର୍ବାଚନରେ ବିଜେଡି କ୍ଲିନ ସୁଇପ୍‌ କରିଥିଲା। ହେଲେ ଏଥର ଭାଜପା ବିଜେଡିଠାରୁ ଦୁଇଟି…

ଗୁରୁ-ଶିଷ୍ୟ ଲଢ଼େଇରେ ବାଜି ମାରିଲେ ଶିଷ୍ୟ: ଶଙ୍ଖକ୍ଷେତ୍ରରେ ଫୁଟିଲା ପଦ୍ମ

ପୁରୀ ଅଫିସ, ୨୪ା୫: ପୁରୀରେ ଭୁଶୁଡ଼ିଛି ମହେଶ୍ୱରଙ୍କ ଦୁର୍ଗ। ୧୯୯୫ ପରଠାରୁ ପୁରୀ ବିଧାନସଭା ନିର୍ବାଚନମଣ୍ଡଳୀକୁ ନିଜ ଅକ୍ତିଆରରେ ରଖିଥିବା ମହେଶ୍ୱର ମହାନ୍ତିଙ୍କୁ ଏଥର ମାତ୍‌ ଦେଇଛନ୍ତି ଭାଜପାର ଜୟନ୍ତ କୁମାର ଷଡ଼ଙ୍ଗୀ। ଗୁରୁ-ଶିଷ୍ୟଙ୍କ ଲଢେଇରେ ହାର୍‌ ମାନିଛନ୍ତି ଗୁରୁ। ପ୍ରଥମଥର…

ଶଙ୍ଖନାଦରେ କମ୍ପିଲା ନୟାଗଡ଼ ଜିଲା

ନୟାଗଡ଼ ଅଫିସ,୨୪।୫: ନିର୍ବାଚନ ସମୟରେ କେନ୍ଦ୍ରମନ୍ତ୍ରୀ ମାନଙ୍କ ୫ରୁ ଊର୍ଦ୍ଧ୍ୱ ଥର ନୟାଗଡ଼ ଗସ୍ତ, ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର, ଭାଜପାର ୧୨୦ ମିଶନ୍‌ ସବୁ କିଛି ଫିକା ପଡ଼ିଲା ନୟାଗଡ଼ ଜିଲାରେ। ଜିଲାର ୩ ନିର୍ବାଚନ ମଣ୍ଡଳୀକୁ ୩ ଥର…

ବେକ କାଟି କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା ଅଫିସ, ୨୪ା ୫: ରାଉରକେଲା ସ୍ବତନ୍ତ୍ର କାରାଗାରରେ ଆଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ସକାଳେ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ଚିକିତ୍ସା ପାଇଁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ତାଙ୍କ…

ରାସ୍ତା ଦୁର୍ଘଟଣାରେ ଯୁବ ବ୍ୟବସାୟୀ ମୃତ

ଆନନ୍ଦପୁର, ୨୪।୫(ସ୍ବ.ପ୍ର.): ରାମଚନ୍ଦ୍ରପୁର ଥାନା ୨୦ ନଂ ଜାତୀୟ ରାଜପଥର ପଦନା ହାଟ ନିକଟରେ ରାସ୍ତା ଦୁର୍ଘଟଣାରେ ଜଣେ ଯୁବ ବ୍ୟବସାୟୀ ପ୍ରାଣ ହରାଇଛନ୍ତି। ବ୍ୟବସାୟୀ ଜଣଙ୍କ ଘସିପୁରା ଥାନା ଆନନ୍ଦପୁର ପୌରପରିଷଦ ଖପରାଖାଇ ୧୩ ନଂ ଓାର୍ଡର ସୁଦର୍ଶନ ନାୟକ।…

ଅଂଶୁଘାତରେ ଯୁବକ ମୃତ

ହାଟଡିହୀ,୨୪।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ଗ୍ରାମର ଶ୍ରୀକାନ୍ତ ଜେନା(୩୫) ଅଂଶୁଘାତରେ ମୃତ୍ୟୁବରଣ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଶୁକ୍ରବାର ଶ୍ରୀକାନ୍ତ ନିଜ ବିଲରେ କାମ କରୁଥିଲେ। ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ।…

ଓଡ଼ିଶାବାସୀଙ୍କ ଜନମତକୁ ମୁଣ୍ଡପାତି ସ୍ବୀକାର କରୁଛି, ନବୀନଙ୍କୁ ଅଭିନନ୍ଦନ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଓଡ଼ିଶାର ଜନସାଧାରଣ ଭାଜପାକୁ ଆର୍ଶୀବାଦ କରିଛନ୍ତି। ଭାଜପାର ୮ଜଣ ଏମ୍‌ପି ଓ ୨୩ଜଣ ବିଧାୟକଙ୍କୁ ନିର୍ବାଚିତ କରିଥିବାରୁ ଓଡ଼ିଶାବାସୀଙ୍କ ନିକଟରେ ଶୁକ୍ରବାର କୃତଜ୍ଞତା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରଜାତନ୍ତ୍ରରେ ଓଡ଼ିଶାବାସୀଙ୍କ ଜନମତ ଓ ନିଷ୍ପତ୍ତିକୁ ସେ ମୁଣ୍ଡପାତି ସ୍ବୀକାର…

ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ପିନାକୀ: ମୁଖ୍ୟମନ୍ତ୍ରୀଙ୍କ ୨୧ ଲୋକ ସଭା ଜିତିବା ପ୍ରଶ୍ନର ଉତ୍ତରରେ କହିଲେ ଶାହଙ୍କୁ ୧୨୦+ ମିଶନ ନେଇ ପ୍ରଥମେ ପ୍ରଶ୍ନ କରାଯାଉ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପୁରୀ ଜିଲାର ୬ଟି ନିର୍ବାଚନମଣ୍ଡଳୀ ମଧ୍ୟରୁ ବିଜେଡି ୪ଟିରେ ବିଜୟୀ ହୋଇଥିବା ବେଳେ ୨ଟି ଭାଜପା ହାତକୁ ଯାଇଛି। ପୁରୀ ଓ ବ୍ରହ୍ମଗିରି ବିଧାନସଭା ଭାଜପା ହାତକୁ ଯାଇଛି। ହେଲେ ପୁରୀ ଲୋକ ସଭା ଆସନରୁ ବିଜେଡି ପ୍ରାର୍ଥୀ ପିନାକୀ…

ଓଡ଼ିଶା ଅଣାଯିବ କଳ୍ପନାଙ୍କ ମର ଶରୀର, ନେପାଳରେ ଥିବା ଭାରତୀୟ ଦୂତାବାସକୁ ଚିଠି ଲେଖିଲେ ରାଜ୍ୟ କ୍ରୀଡ଼ା ସଚିବ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟର ପ୍ରଥମ ଏଭରେଷ୍ଟ ଅରୋହଣକାରୀ କଳ୍ପନା ଦାଶଙ୍କ ମର ଶରୀର ଓଡ଼ିଶାକୁ ଅଣାଯିବ। ଏ ନେଇ ଶୁକ୍ରବାର ରାଜ୍ୟ କ୍ରୀଡ଼ା ସଚିବ ନେପାଳରେ ଥିବା ଭାରତୀୟ ଦୂତାବାସକୁ ଚିଠି ଲେଖିଛନ୍ତି। ତେବେ ଏଥିପାଇଁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ଉଠାଇବେ…

ଖୋର୍ଦ୍ଧା ବିଧାନସଭା ୮ଆସନରୁ ୭ରେ ବିଜୟୀ ହୋଇ ସ୍ଥିତି ବଜାୟ ରଖିଲା ବିଜେଡି

ଖୋର୍ଦ୍ଧା ଅଫିସ,୨୪।୫:ଖୋର୍ଦ୍ଧା ଜିଲାର ୮ଟି ବିଧାନସଭା ଆସନ ମଧ୍ୟରୁ ୭ ଟିକୁ ଦଖଲକୁ ଆଣି ବିଜେଡ ସ୍ଥିତି ବଜାୟ ରଖିଛି । ୨୦୧୪ ନିର୍ବାଚନରେ ଚିଲିକା ବିଧାନସଭା ଭାଜପା ଦଖଲକୁ ଯାଇଥିବା ବେଳେ ୨୦୧୯ ନିର୍ବାଚନରେ ଚିଲିକା ଶାସକ ଦଳର ଅତିଆରକୁ…

ନିରଞ୍ଜନଙ୍କ ଇସ୍ତଫା ନେଇ ସୁରଙ୍କ ପ୍ରତିକ୍ରିୟା: କହିଲେ ଇସ୍ତଫା ସମାଧାନ ନୁହେଁ, ସେ ନ ରହିଲେ ଦଳର ଅବସ୍ଥା ଶୋଚନୀୟ ହେବ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପିସିସି ସଭାପତି ପଦରୁ ଶୁକ୍ରବାର ନିରଞ୍ଜନ ପଟ୍ଟନାୟକ ଇସ୍ତଫା ଦେବା ପରେ କଂଗ୍ରେସ ଶିବିରରେ ହଟଚମଟ ସୃଷ୍ଟି ହୋଇଛି। ଏ ନେଇ ପ୍ରତିକ୍ରିୟା ରଖି କଂଗ୍ରେସର ବରିଷ୍ଠ ନେତା ତଥା ଚଳିତ ନିର୍ବାଚନରେ ଜଟଣୀ ବିଧାନସଭାରୁ ବିଜୟ ଲାଭ କରିଥିବା…

ସତ୍ୟବାଦୀର ବିକାଶ ମୋର ପ୍ରାଥମିକତା: ଉମାକାନ୍ତ ସାମନ୍ତରାୟ

ପୁରୀ ଅଫିସ,୨୪।୫: ସତ୍ୟବାଦୀରେ ପ୍ରଥମ ଥର ଲାଗି ଖାତା ଖୋଲିଛି ବିଜେଡି। ବିଜେଡି ପ୍ରତିଷ୍ଠା ପରଠାରୁ ଏଠାରେ କେବେହେଲେ ଜିତିପାରି ନ ଥିଲା। ହେଲେ ଏଥର ବଦଳିଛି ଇତିହାସ। ବିଜେଡି ପ୍ରାର୍ଥୀ ଉମାକାନ୍ତ ସାମନ୍ତରାୟ ଭାଜପା ପ୍ରାର୍ଥୀ ଭାଜପା ପ୍ରାର୍ଥୀ ଓମ୍‌ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?