ରାଜ୍ୟ

ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭଦ୍ରକ ଅଫିସ, ୨୨।୫: ଗୁରୁବାର ଭୋଟ ଗଣତି। ଏହାକୁ ଠିକ୍‌ ଭାବେ ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିଲାଗି ଜିଲା ପୋଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହି ବ୍ୟବସ୍ଥା ଅନୁଯାୟୀ ଭୋଟ…

ଜଟଣୀ ଗୋଶାଳାରେ ବ୍ୟାପକ କ୍ଷତି: ବିଦ୍ୟୁତ୍‌ ନ ଥିବାରୁ ପାଣି, ଖାଦ୍ୟର ଅଭାବ

ଜଟଣୀ,୨୨।୫(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ରେ ଜଟଣୀରେ ଥିବା ଶ୍ରୀଜଗନ୍ନାଥ ପୁରୀ ଗୋଶାଳାରେ ବ୍ୟାପକ କ୍ଷତି ଘଟିଛି। ପ୍ରାୟ ଦୁଇ ଶହରୁ ଅଧିକ ଗାଈ, ବାଛୁରି ଓ ବଳଦ ଏବେ ବି ଯନ୍ତ୍ରଣା ରହିଛନ୍ତି। ବିଦ୍ୟୁତ୍‌ ନ ଥିବାରୁ ପାଣି ଓ ଖାଦ୍ୟର ଅଭାବ…

ନିର୍ବାଚନରେ ହାରିବି ଅଥବା ଜିତିବି ଜଣାନାହିଁ, ହେଲେ ଲୋକଙ୍କ ସେବା ଜାରି ରଖିବି: ଦାମ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଗୁରୁବାର ଭୋଟ ଗଣତି। ଏହା ପରେ କିଏ ଜିତିବ, କିଏ ହାରିବ ତାହା ସ୍ପଷ୍ଟ ହୋଇଯିବ। ମାତ୍ର ଏବେଠାରୁ ଆରମ୍ଭ ହେଲାଣି ଅଙ୍କକଷା। ବିଭିନ୍ନ ଗଣମାଧ୍ୟମରେ ଏକଜିଟ୍‌ ପୋଲ ପ୍ରକାଶ ପାଇବା ପରେ ଚର୍ଚ୍ଚା ଆହୁରି ବଢ଼ିଯାଇଛି। ତେବେ ଏ…

ଗୁରୁବାର ଭୋଟ ଗଣନା: କେନ୍ଦୁଝର ପ୍ରଶାସନର ପ୍ରସ୍ତୁତି ଶେଷ, କେନ୍ଦ୍ରଗୁଡ଼ିକୁ ମୋବାଇଲ ଫୋନ ମନା

କେନ୍ଦୁଝର,୨୨।୫(ସ୍ବ.ପ୍ର.): ଗୁରୁବାର ୨୦୧୯ ସାଧାରଣ ନିର୍ବାଚନକୁ ନେଇ ଭୋଟ ଗଣନା କରାଯିବ। ଏହାକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ଅବଜର୍ଭର ଡ଼. ଓମ ପ୍ରକାଶଙ୍କ ଉପସ୍ଥିତରେ ଏକ ଖବରଦାତା ସମ୍ମିଳନୀରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ…

ଅନୁଗୋଳରେ ମୋବାଇଲ ଅବକାରୀ ବିଭାଗର ଚଢ଼ାଉ: ୯ଶହ ଲିଟର ଦେଶୀ ମହୁଲି ଜବତ, ୨ ଗିରଫ

ଅନୁଗୋଳ ଅଫିସ,୨୨।୫: ଅନୁଗୋଳ ମୋବାଇଲ ଅବକାରୀ ବିଭାଗ ବୁଧବାର ଚଢ଼ାଉ କରି ୯ଶହ ଲିଟର ଦେଶୀ ମହୁଲି ଜବତ କରିଛି। ଜରାସିଂହାରୁ ଚୋରାରେ ଏହି ଦେଶୀ ମଦ ଚାଲାଣ ହେଉଥିବା ଜଣାପଡ଼ିଛି। ଘଟଣାରେ ଦୁଇଜଣଙ୍କୁ ଗିରଫ କରାଯାଇଥିବା ଜିଲା ମୋବାଇଲ ଅବକାରୀ…

ମାନସିକ ବିକୃତ ବୃଦ୍ଧଙ୍କ ଉନ୍ମତ୍ତ କାଣ୍ଡ: ୨ ସ୍ତ୍ରୀଙ୍କୁ ହତ୍ୟା ପରେ କଲେ ଆତ୍ମହତ୍ୟା

ବାରିପଦା ଅଫିସ,୨୨।୫: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ସଂଖାଭଙ୍ଗା ପଞ୍ଚାୟତ ତାଡ଼କିଶୋଲ ଗ୍ରାମର ଗୋଟିଏ ପରିବାରର ୨ ମହିଳା ଓ ଜଣେ ବୃଦ୍ଧଙ୍କ ମୃତଦେହ ବୁଧବାର ସକାଳେ ଉଦ୍ଧାର ହୋଇଛି। ଖବର ପାଇ ବାରିପଦା ସଦର ଏସ୍‌ଡିପିଓ କେପି…

ଦାନ୍ତ ଖୁଣ୍ଟୁଖୁଣ୍ଟୁ ପେଟରେ ପହଞ୍ଚତ୍ଲା ୭ ସିଏମ୍‌ର ଛୁଞ୍ଚି : ବିନା ଅସ୍ତ୍ରୋପଚାରରେ ବାହାର କରାଗଲା

କଟକ ଅଫିସ, ୨୨।୫: ବିନା ଅସ୍ତ୍ରୋପଚାରରେ ଜଣେ ଯୁବକଙ୍କ ପେଟ ଭିତରୁ ବାହାର କରାଯାଇଛି ୭ସେଣ୍ଟିମିଟର ଲମ୍ବର ଏକ ଛୁଞ୍ଚି । ଏସ୍‌ସିବି ମେଡିକାଲର ଗ୍ୟାଷ୍ଟ୍ରୋଏଣ୍ଟରୋଲୋଜି ବିଭାଗରେ ଏହି ସଫଳ ଚିକିତ୍ସା କରାଯାଇଛି। ବିଭାଗୀୟ ଡାକ୍ତର କୈବଲ୍ୟ ରଞ୍ଜନ ଦାଶଙ୍କ ଏହି…

୨୦୧୭-୧୮ ବର୍ଷରେ ନିର୍ବାଚନ ଚାନ୍ଦା: ବିଜେଡିକୁ ମିଳିଛି ୧୩ କୋଟି ୪ ଲକ୍ଷ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ କ୍ଷମତାସୀନ ବିଜେଡି ୨୦୧୭-୧୮ ଆର୍ଥିକ ବର୍ଷରେ ୧୩ କୋଟି ୪ ଲକ୍ଷ ଟଙ୍କା ଚାନ୍ଦା ପାଇଛି। ଉକ୍ତ ସମୟରେ ମିଳିଥିବା ଦେଶର ସମସ୍ତ ଆଞ୍ଚଳିକ ଦଳର ଚାନ୍ଦାଠାରୁ ଅଧିକ। ବିଜେଡି ପଛକୁ ବିହାରରେ କ୍ଷମତାସୀନ ଜେଡି(ୟୁ) ରହିଛି। ଭାରତୀୟ…

ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ ପୋଲିସ

ଭୁବନେଶ୍ୱର, ୨।୨୫(ବ୍ୟୁରୋ): ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରିକ୍ଷାର୍ଥୀ ଧରାପଡିବା ପରେ ଏଥିପାଇଁ ଏକ ବଡ଼ ର଼୍ୟାକେଟ କାର୍ଯ୍ୟ କରୁଥିବା ପୋଲିସ ଜାଣିବାକୁ ପାଇଛି। ଏ ସମ୍ପର୍କରେ ଅଧିକ ଖୋଳତାଡ଼ ପାଇଁ ଗିରଫ ୪ଜଣ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିବାକୁ…

ଓଏନ୍‌ଜିସି ସହାୟତାକୁ ଧର୍ମେନ୍ଦ୍ରଙ୍କ ପ୍ରଶଂସା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଫନୀ’ ପ୍ରଭାବରେ ପୁରୀ ଜଗନ୍ନାଥ ମନ୍ଦିର ଓ ସୂର୍ଯ୍ୟ ମନ୍ଦିରର ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହାର ମରାମତି କାର୍ଯ୍ୟ ତଥା ପୁନରୁଦ୍ଧାର ପାଇଁ ଓଏନ୍‌ଜିସି ଗତ ମଙ୍ଗଳବାର ଭାରତୀୟ ପ୍ରତ୍ନତତ୍ତ୍ୱ ସଂସ୍ଥା (ଏଏସଆଇ)କୁ ଆର୍ଥିକ ସହାୟତା ସ୍ବରୂପ…

କ୍ଷତିଗ୍ରସ୍ତଙ୍କ ପାଖରେ ପହଞ୍ଚିନାହାନ୍ତି ସରକାର: ଭାଜପା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ଫନୀକୁ ୧୮ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତଙ୍କ ପାଖରେ ”ଜିରୋ କାଜୁଆଲିଟିର“ ନାରା ଦେଉଥିବା ସରକାର ପହଞ୍ଚିପାରି ନାହାନ୍ତି। ରାଜ୍ୟରେ ହଜାର ହଜାର ଲୋକ ବିଶେଷ କରି ପୁରୀ, ଖୋର୍ଦ୍ଧା,ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା ଜିଲାରେ ବିପନ୍ନ ହୋଇଥିଲେ ମଧ୍ୟ…

କେନ୍ଦ୍ର ଅର୍ଥ ଲୁଟିବାକୁ ଯୋଜନା: ଭାଜପା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଦୁଇଦିନ ତଳେ ରାଜ୍ୟ କ୍ୟାବିନେଟ୍‌ରେ ପୂର୍ତ୍ତ ବିଭାଗରେ ବିନା ଟେଣ୍ଡରରେ ୫ ଲକ୍ଷ ଟଙ୍କାର କାମ ପାଇଁ କାର୍ଯ୍ୟାଦେଶ ଦିଆଯାଇ ପାରିବ ବୋଲି ନିଷ୍ପତ୍ତି ହୋଇଛି। ଏହାସହ ବାତ୍ୟା ‘ଫନୀ’ର ପୁନଃ ଉଦ୍ଧାର ପାଇଁ ହୋଇଥିବା ୨୦ଲକ୍ଷ ଟଙ୍କାର କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?