ଝରଣା ପାଣି ଏକମାତ୍ର ଭରସା
ତେଲକୋଇ, ୨୨।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ଶିବନାରାୟଣପୁର ଗୋଡା ପଞ୍ଚାୟତ ଅଧୀନରେ ରହିଛି କାଞ୍ଜିଆଝରଣ ବସ୍ତି । ପାହାଡ ଉପରେ ବସବାସ କରୁଥିବା ୩୦ରୁ ଊର୍ଦ୍ଧ୍ୱ ଭୂୟାଁ ଜନଜାତି ପରିବାର ପାଣିପାଇଁ ଡହଳବିକଳ ଅବସ୍ଥାରେ ରହିବାକୁ ବାଧ୍ୟ ହୋଇଛନ୍ତି। ପାହାଡ ଉପରେ ଥିବା…
ଗଣତି କାର୍ଯ୍ୟ ଶୃଙ୍ଖଳିତ କରିବାକୁ ତତ୍ପରତା
ବାଲେଶ୍ୱର ଅଫିସ, ୨୨।୫-ସାଧାରଣ ନିର୍ବାଚନ ପରେ ବିଭିନ୍ନ ଗଣମାଧ୍ୟମରେ ଏକଜିଟ୍ ପୋଲ ପ୍ରକାଶ ପାଇଥିଲା। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଉଷ୍ମତା ବଢ଼ି ଚାଲିଥିବା ବେଳେ ଆସନ୍ତା ୨୩ତାରିଖରେ ଗଣତି ହେବ। ବାଲେଶ୍ୱର ଜିଲାର ଲୋକ ସଭା ଏବଂ…
ତପ୍ତପାଣି ଘାଟିରେ ଓଲଟିଲା ମିନିବସ୍: ଜଣେ ମୃତ, ୨୫ ଆହତ
ଦିଗପହଣ୍ଡି,୨୧ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ତପ୍ତପାଣି ଘାଟିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୫ଟାରେ ଏକ ମିନିବସ ଓଲଟି ପଡ଼ିବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ମୃତକ ହେଲେ ଦିଗପହଣ୍ଡି ବ୍ଲକ ଗଡ଼ସାମନ୍ତରାପୁର ଗ୍ରାମର ରଘୁନାଥ…
ସ୍ଥିତି ଦେଖି ନିଷ୍ପତ୍ତି ନେବ ବିଜେଡି : ପ୍ରତାପଦେବ
ଭୁବନେଶ୍ୱର,୨୧।୫(ବ୍ୟୁରୋ)- ଦିନକ ପରେ ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଅଧିକାଂଶ ଏକଜିଟ୍ ପୋଲ ଏନ୍ଡିଏ ସପକ୍ଷରେ ମତ ଦେଇଛନ୍ତି। କେତେକ ଏକ୍ଜିଟ୍ ପୋଲ ଏନ୍ଡିଏ ସଂଖ୍ୟା ଗରିଷ୍ଠତାରୁ ସାମନ୍ୟ କମ୍ ଆସନ ପାଇବ ବୋଲି ଆକଳନ କରିଛନ୍ତି। ଏହି…
୨୦୧୭-୧୮ ବର୍ଷରେ ନିର୍ବାଚନ ଚାନ୍ଦା: ବିଜେଡିକୁ ମିଳିଛି ୧୩ କୋଟି ୪ ଲକ୍ଷ, ଆଞ୍ଚଳିକ ଦଳ ମଧ୍ୟରେ ସର୍ବାଧିକ;ଦ୍ୱିତୀୟରେ ଜେଡି(ୟୁ), ୱାଇଏସ୍ଆର ତୃତୀୟ
ଭୁବନେଶ୍ୱର,୨୧।୫(ବ୍ୟୁରୋ)- ରାଜ୍ୟରେ କ୍ଷମତାସୀନ ବିଜେଡି ୨୦୧୭-୧୮ ଆର୍ଥିକ ବର୍ଷରେ ୧୩ କୋଟି ୪ ଲକ୍ଷ ଟଙ୍କା ଚାନ୍ଦା ପାଇଛି। ଏହା ଦେଶର ଏହି ସମୟରେ ମିଳିଥିବା ସମସ୍ତ ଆଞ୍ଚଳିକ ଦଳଠାରୁ ଅଧିକ। ବିଜେଡି ପଛକୁ ବିହାରରେ କ୍ଷମତାସୀନ ଜେଡି(ୟୁ) ରହିଛି। ଭାରତୀୟ…
ଅବ୍ୟବସ୍ଥାରେ ଚାଲିଛି ଖଜୁରିମୁଣ୍ଡି ପ୍ରାଥମିକ ବିଦ୍ୟାଳୟ: ୩୮୦ ଜଣ ବିଦ୍ୟାର୍ଥୀଙ୍କୁ ୬ ଶିକ୍ଷୟିତ୍ରୀଶିକ୍ଷକ, ୪ ବର୍ଷ ହେଲା ଆକାଉଣ୍ଟାଣ୍ଟ ପଦବୀ ଖାଲି
କେନ୍ଦୁଝର, ୨୧ା୫(ସ୍ବ.ପ୍ର.)-ବାଂଶପାଳ ଭଳି ଆଦିବାସୀ ଅଧ୍ୟୁଷିତ ବ୍ଲକରେ ଶିକ୍ଷାର ଆଲୋକ ଶିଖା ଜାଳିବା ପାଇଁ ୧୯୭୨ ମସିହାରେ ଖଜୁରିମୁଣ୍ଡିଠାରେ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ପରେ ଏହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରୂପାନ୍ତରିତ ହୋଇଥିଲା। ବାଳିକା ଶିକ୍ଷାର ପ୍ରୋତ୍ସାହନ ପାଇଁ ଏହି…
ଚିଙ୍ଗୁଡି ମାଫିଆଙ୍କ କବଳରେ ଶତାଧିକ ଏକର ସରକାରୀ ଜମି
ବାଲିଆପାଳ, ୨୧ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ତହସିଲ ଅନ୍ତର୍ଗତ ଜମ୍ଭୀରାଇ, ପଞ୍ଚୁପାଲି ଓ ବୋଳଂ ଆଦି ପଞ୍ଚାୟତର ଶହ ଶହ ଏକର ସରକାରୀ ଗୋଚର ଚାରଣ ଜମି, ଜଙ୍ଗଲଜମି ଏବେ ଚିଙ୍ଗୁଡି ମାଫିଆଙ୍କ କବଳରେ ରହିଛି। ପ୍ରଶାସନ ସବୁ ଜାଣି ମଧ୍ୟ ମାଫିଆଙ୍କ…
ଶିବ ପ୍ରସାଦ ଜିଲା ଟପ୍ପର: ଆଇଏଏସ୍ ଅଫିସର ହେବାକୁ ରଖିଛନ୍ତି ଇଚ୍ଛା
ତାଳଚେର,୨୧ା୫(ନି.ପ୍ର.)- ତାଳଚେର ଶିଶୁମନ୍ଦିରର ଶିବ ପ୍ରସାଦ ପାଣି ଚଳିତ ମାଟ୍ରିକ ପରୀକ୍ଷାରେ ୯୬. ୩୩ ପ୍ରତିଶତ ଅର୍ଥାତ୍ ୫୭୮ ନମ୍ବର ରଖି ଅନୁଗୋଳ ଜିଲାରେ ଟପ୍ପର ହୋଇଛନ୍ତି। ସେ ଦୈନିକ ୮ରୁ ୧ୟତବାସୀଙ୍କ ଘଣ୍ଟା ପରିଶ୍ରମ କରୁଥିଲେ। ଭବିଷ୍ୟତରେ ଜଣେ ଆଇଏଏସ୍…
ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା : ପ୍ରତିବାଦରେ ଧାରଣା ଦେଲେ ସିହା ପଞ୍ଚାୟତବାସୀ
ଚଣ୍ଡିଖୋଲ,୨୧ା୫(ଡି.ଏନ.ଏ.)- ବଡ଼ଚଣା ବ୍ଲକ ଅନ୍ତର୍ଗତ ସିହା ପଞ୍ଚାୟତରେ ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା ହୋଇଥିବା ପ୍ରତିବାଦରେ ପଞ୍ଚାୟତବାସୀ ମଙ୍ଗଳବାର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଦୀର୍ଘଦିନ ଧରି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଆସୁ ନ ଥିବାରୁ ରିଲିଫ ଚାଉଳ ବଣ୍ଟନରେ ଘୋର…
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ୬ ଜଣ ଏ ଓ୍ବାନ୍ ଗ୍ରେଡ୍ରେ ଉତ୍ତୀର୍ଣ୍ଣ
ଚଣ୍ଡିଖୋଲ,୨୧ା୫(ଡି.ଏନ.ଏ.)- ମାଟ୍ରିକ ପରୀକ୍ଷା ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ବଡ଼ଚଣା ବ୍ଲକ ଅଞ୍ଚଳରୁ ୬ ଜଣ ୯୦ ପ୍ରତିଶତରୁ ଅଧିକ ମାର୍କ ରଖି ଏ ଓ୍ବାନ୍ ଗ୍ରେଡ୍ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେଥିମଧ୍ୟରୁ ବାଲିଚନ୍ଦ୍ରପୁରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୪ ଜଣ ଛାତ୍ରୀଛାତ୍ର…
ଚାନ୍ଦପୁର ଗଡ଼ା ନିକଟରେ ଦୁର୍ଘଟଣା: ଅଟୋକୁ ଧକ୍କା ଦେଲା ସଫାରି; ୨ ମୃତ, ୪ ଗୁରୁତର
ରାହାମା,୨୧ା୫(ଡି.ଏନ.ଏ.): କଟକ-ପାରାଦୀପ ରୋଡ୍ର କୁଜଙ୍ଗ ଥାନା ଅନ୍ତର୍ଗତ ପଙ୍କପାଳ ପଞ୍ଚାୟତ ଚାନ୍ଦପୁର ଗଡ଼ାଠାରେ ମଙ୍ଗଳବାର ଅପରାହ୍ନ ୫ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଅଟୋକୁ ପଛପଟୁ ଦ୍ରୁତଗତିରେ ଏକ ସଫାରି ଧକ୍କା ଦେବା ଫଳରେ ୨ଜଣଙ୍କ ମୃତ୍ୟୁ…
ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ସନ୍ତ୍ରାସବାଦ ନିରୋଧୀ ଶପଥ ପାଠ
କଟକ ଅଫିସ, ୨୧।୫ : ସନ୍ତ୍ରାସବାଦ ନିରୋଧୀ ଦିବସ ଉପଲକ୍ଷେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ବରିଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ଦ୍ୱାରା ମଙ୍ଗଳବାର ସନ୍ତ୍ରାସବାଦ ନିରୋଧୀ ଶପଥ ପାଠ ହୋଇଯାଇଛି। ଏ ନେଇ ପୂର୍ବାହ୍ନ ୧୧ଟାରେ ମୁଖ୍ୟ କାର୍ଯ୍ୟାଳୟର ସମସ୍ତ…

