ରାଜ୍ୟ

ବିଭିନ୍ନ ଦାବିନେଇ ଆଶ୍‌ପଣ୍ଡ ପମ୍ପହାଉସରେ ତାଲା ପକାଇ ଧାରଣାରେ ବସିଲେ ଗ୍ରାମବାସୀ

ବଅଁରପାଳ,୨୧।୫(ଡି.ଏନ୍‌.ଏ.): ବିଭିନ୍ନ ଦାବିନେଇ ମଙ୍ଗଳବାର ଅନୁଗୋଳ ଜିଲା ବଅଁରପାଳ ନାଲ୍‌କୋ ନିକଟସ୍ଥ କୁକୁଡ଼ାଙ୍ଗ ଅଞ୍ଚଳବାସୀ ନାଲକୋ ଆଶ୍‌ପଣ୍ଡ ପମ୍ପ ହାଉସରେ ତାଲା ପକାଇଛନ୍ତି। ଏହା ସହ ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି। କୁକୁଡ଼ାଙ୍ଗ ପୂର୍ବତନ ସରପଞ୍ଚ ଅମୀୟ ତ୍ରିପାଠୀଙ୍କ ନେତୃତ୍ୱରେ ଏହି…

ଓଏସ୍‌ଆର୍‌ଟିସି ବସ୍‌ ସ୍ଥାନାନ୍ତର ଯୋଜନା ପ୍ରତିବାଦରେ ଭଞ୍ଜନଗର ବନ୍ଦ

ଭଞ୍ଜନଗର,୨୧।୫(ଡି.ଏନ୍‌.ଏ.): କ୍ଷତିରେ ଚାଲୁଥିବା ଭଞ୍ଜନଗର ଓଏସ୍‌ଆର୍‌ଟିସିି ଜୋନ୍‌ରୁ ଅନ୍ୟ ଜୋନ୍‌କୁ ବସ୍‌ ସ୍ଥାନାନ୍ତର ଯୋଜନା ପ୍ରତିବାଦରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ବନ୍ଦ ଡାକରା ଦିଆଯାଇଛି। ସକାଳୁ କ୍ରିୟାନୁଷ୍ଠାନ କର୍ମକର୍ତ୍ତା ସହରରେ ଦୋକାନ ବଜାର ବନ୍ଦ କରିବା ପାଇଁ ନିବେଦନ କରିଥିଲେ।…

ମାଟ୍ରିକ ପରୀକ୍ଷା ଫଳ: ପୁରୀ ଜିଲାରେ ପାସ୍‌ହାର ୭୮.୨୫%

ପୁରୀ ଅଫିସ, ୨୧।୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା(ମାଟ୍ରିକ) ଫଳ ମଙ୍ଗଳବାର ପୂର୍ବାହ୍ନ ୯ଟାରେ ପରୀକ୍ଷା ଫଳ ପ୍ରକାଶ ପାଇଛି । ପୁରୀରେ ଜିଲାରେ ପାସ ହାର ୭୮.୨୫ ପ୍ରତିଶତ ରହିଛି। ଚଳିତ ବର୍ଷ ଜିଲାର…

ମାଟ୍ରିକ ପରୀକ୍ଷା ଫଳ: କେନ୍ଦୁଝର ଜିଲାରେ ପାସ ହାର ୭୧.୪୬%

କେନ୍ଦୁଝର, ୨୧ା୫(ସ୍ବ.ପ୍ର.): ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲାରେ ପାସ ହାର ୭୧.୪୬% ରହିଥିବା ଜିଲା ଶିକ୍ଷା ଅଧିକାରୀ କପିଳେନ୍ଦ୍ର ମିଶ୍ର କହିଛନ୍ତି। ସମୁଦାୟ ୪୭୩ ଉଚ୍ଚ ବିଦ୍ୟାଳୟର ୨୩୨୪୩ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିଲେ।…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ଗଞ୍ଜାମ ଜିଲାରେ ପାସହାର ୭୨ %

ବ୍ରହ୍ମପୁର ଅଫିସ,୨୧ା୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଗଞ୍ଜାମ ଜିଲାରେ ପାସ ହାର ୭୧.୮୫% ରହିଛି। ଜିଲାରେ ମୋଟ ୪୮ ହଜାର ୭୭୭ ଛାତ୍ରୀଛାତ୍ର ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ କରିଥିଲେ। ସେଥିରୁ ୪୭୧ ଜଣ…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ଅସନ୍ତୁଷ୍ଟ ଛାତ୍ରୀଛାତ୍ର ୨୪ରୁ କରିପାରିବେ ମୂଲ୍ୟାୟନ ଯାଞ୍ଚ ଆବେଦନ

କଟକ ଅଫିସ,୨୧।୫: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ସକାଳ ୯ ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି। ତେବେ ଏହି ରେଜଲ୍ଟରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ମୂଲ୍ୟାୟନ ଯାଞ୍ଚ କରିବା ପାଇଁ ଆସନ୍ତା ୨୪ ତାରିିଖରୁ ଆବେଦନ କରିପାରିବେ। ୧୦…

ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ : ରେଜଲ୍ଟ ଖରାପ ହୋଇଥିବା ସ୍କୁଲ ଶିକ୍ଷକଙ୍କ ବିରୋଧରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ : ପ୍ରଦୀପ ମହାପାତ୍ର

କଟକ ଅଫିସ,୨୧।୫: ଚଳିତବର୍ଷର ମାଟ୍ରିକ ରେଜଲ୍ଟ କଟକ ବୋର୍ଡ କାର୍ଯ୍ୟାଳୟରେ ମଙ୍ଗଳବାର ସକାଳ ୯ଟାରେ ପ୍ରକାଶ ପାଇଛି। ରେଜଲ୍ଟ ପ୍ରକାଶ ପାଇବା ପରେ ଗଣଶିକ୍ଷା ବିଭାଗ ମୁଖ୍ୟ ସଚିବ ପ୍ରଦୀପ ମହାପାତ୍ର କହିଛନ୍ତି, ଯେଉଁ ସ୍କୁଲରେ ମାଟ୍ରିକ ରେଜଲ୍ଟ ଖରାପ ହୋଇଛି…

ମାଟ୍ରିକ ପରୀକ୍ଷା ଫଳ: ବାଜିମାରିଲେ ଝିଅ, ଝାରସୁଗୁଡ଼ାରେ ସର୍ବାଧିକ ପାସ୍‌ ହାର ୮୫.୪୮%

କଟକ ଅଫିସ,୨୧।୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ୫…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ପାସହାର ୭୦.୭୮ ପ୍ରତିଶତ

କଟକ ଅଫିସ/ଭୁବନେଶ୍ୱର,୨୧।୫(ବ୍ୟୁରୋ): ଚଳିତବର୍ଷର ମାଟ୍ରିକ ରେଜଲ୍ଟ କଟକ ବୋର୍ଡ କାର୍ଯ୍ୟାଳୟରେ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ ହାର ୭୦.୭୮ ପ୍ରତିଶତ ରହିଥିବାବେଳେ ଏ-୧ରେ ୧,୧୮୧ଜଣ, ଏ-୨ରେ ୯,୯୩୮ ଓ ବି-୧ରେ ୨୪,୯୯୧ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ମଧ୍ୟମାରେ ପ୍ରାସ୍‌…

ବନ୍ଦ ମନ୍ଦିର କୋଠରିରେ ୧୦ ଘଣ୍ଟା ମା’, ଝିଅ: ତାଲା ଭାଙ୍ଗି ଉଦ୍ଧାର କଲା ପୋଲିସ

ପୁରୀ ଅଫିସ,୨୧।୫: ପୁରୀ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଦୀର୍ଘ ୧୦ଘଣ୍ଟା ଧରି ଏକ ମନ୍ଦିରର ବନ୍ଦ କୋଠରିରେ ରହିବା ପରେ ସୋମବାର ସକାଳେ ମୁକୁଳିଛନ୍ତି ମା’ ଓ ଝିଅ। ଅଜାଣତରେ ପୂଜକଙ୍କ ଭୁଲ ଯୋଗୁ ସେମାନଙ୍କୁ ଭୋଗିବାକୁ ପଡ଼ିଛି…

ହରିୟାଣାରୁ ଓଡ଼ିଆ ଆଦିବାସୀ ମହିଳା ଉଦ୍ଧାର ଦଲାଲ ଚାଲାଣ କରିଥିବା ସନ୍ଦେହ

ଭୁବନେଶ୍ୱର, ୨୧।୫(ବ୍ୟୁରୋ)- ହରିୟାଣାର ସୋହାନାସ୍ଥିତ ଟାକ୍ସି ଷ୍ଟାଣ୍ଡ୍‌ରେ ଅସହାୟ ଅବସ୍ଥାରେ ବୁଲୁଥିବାବେଳେ ଓଡ଼ିଶାର ଜଣେ ଆଦିବାସୀ ମହିଳାଙ୍କୁ ଭାରତ ବିକାଶ ପରିଷଦର ସଦସ୍ୟମାନେ ଉଦ୍ଧାର କରିଛନ୍ତି। ମହିଳାଜଣକ ବୟସ ପ୍ରାୟ ୩୫ ବର୍ଷ ହେବ ଓ ସେ ଓଡିଆରେ କଥା ହେଉଥିବାରୁ…

ଆଜି ଖୋଲିବ ନନ୍ଦନକାନନ, ବଟାନିକାଲ ଗାର୍ଡେନ

ବାରଙ୍ଗ,୨୧।୫(ଡି.ଏନ୍‌.ଏ.): ବାତ୍ୟା ପାଇଁ ୧୯ଦିନର ବନ୍ଦ ପରେ ମଙ୍ଗଳବାର ଖୋଲିବାକୁ ଯାଉଛି ନନ୍ଦନକାନନ। ବାତ୍ୟାର ଅବ୍ୟାହିତ ପୂର୍ବରୁ ନନ୍ଦନକାନନକୁ ୨ରୁ ୪ତାରିଖ ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଥିଲା। ଫନୀ ପ୍ରଭାବରେ ନନ୍ଦନକାନନ ବ୍ୟାପକ କ୍ଷତି ଘଟି ସମ୍ପୂର୍ଣ୍ଣ ଚିତ୍ର ବଦଳିଯାଇଥିଲା। ବାତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?