ରାଜ୍ୟ

କାର୍ଯ୍ୟସ୍ଥଳରେ ବିଦ୍ୟୁତ୍‌ ଠିକା ମିସ୍ତ୍ରି ଜଳିଯିବା ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କାର୍ଯ୍ୟସ୍ଥଳରେ ୧୧ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ବୁଧବାର ଅପରାହ୍ନରେ ଜଳିଯାଇଥିଲେ ଠିକା ମିସ୍ତ୍ରି ମୟୂରଭଞ୍ଜ ଜିଲା ଭିଜିଡିହି ଗ୍ରାମର ବାଗଇ ମୁର୍ମୁ ଓରଫ ମଟକା (୨୨)। ସେସୁ ଭୁବନେଶ୍ୱର ସିଟି ଡିଭିଜନ-୧ ଅଧୀନ ସତ୍ୟନଗର ବିଦ୍ୟୁତ୍‌ କାର୍ଯ୍ୟାଳୟ ଅନ୍ତର୍ଗତ…

ନନ୍ଦନକାନନର ଘଡ଼ିଆଳ କୁମ୍ଭୀର ଯିବ ଭିତରକନିକା

ବାରଙ୍ଗ,୧୮ା୫(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଘଡିଆଳ କୁମ୍ଭୀର ଭିତରକନିକାକୁ ଯିବ। ନନ୍ଦନକାନନରେ ଘଡିଆଳ କୁମ୍ଭୀରମାନଙ୍କ ସଂଖ୍ୟା ବୃଦ୍ଧିପାଇବାରେ ଲାଗିଛି। ଫଳରେ ଏମାନଙ୍କ ବାସସ୍ଥାନ, ଖାଦ୍ୟ ଓ ସୁରକ୍ଷା ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଘଡିଆଳ କୁମ୍ଭୀରଙ୍କ ସୁରକ୍ଷା ଓ ସଂଖ୍ୟା…

ଆର୍ଥିକ ମେରୁଦଣ୍ଡ ଦୋହଲାଉଛି ପ୍ରାକୃତିକ ବିପର୍ଯ୍ୟୟ: ୬ ବର୍ଷରେ ୧୮ ହଜାର କୋଟି କ୍ଷତି

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ପ୍ରାକୃତିକ ବିପତ୍ତିର ପ୍ରଚଣ୍ଡ ପ୍ରହାର ରାଜ୍ୟ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଗୋଟିଏ ପରେ ଗୋଟିଏ ବିପର୍ଯ୍ୟୟ ବ୍ୟକ୍ତିଗତ ଓ ସାମଗ୍ରିକ ବିକାଶ କ୍ଷେତ୍ରରେ ଏକ ବିରାଟ ଅନ୍ତରାୟ ସୃଷ୍ଟି କରୁଛି। କେବଳ ବାତ୍ୟା ନୁହେଁ ମରୁଡି ମଧ୍ୟ କୃଷିକ୍ଷେତ୍ର…

ଫନୀ କ୍ଷତିଗ୍ରସ୍ତଙ୍କ ପାଇଁ ୯ଦଫା ଦାବି: ସିପିଆଇଏମ୍‌ ପକ୍ଷରୁ ଧାରଣା

ନିରାକାରପୁର,୧୮ା୫(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଫନୀ କ୍ଷତିଗ୍ରସ୍ତଙ୍କ ୯ ଦଫା ଦାବି ପୂରଣ ନେଇ ଶୁକ୍ରବାର ସିପିଆଇଏମ୍‌ ତରଫରୁ ଧାରଣା ଦିଆଯାଇଥିଲା। ଫନୀ ଯୋଗୁ ଲୋକଙ୍କ ଘରଦ୍ୱାର, ସ୍କୁଲ୍‌, ରାସ୍ତାଘାଟ ଓ ଫସଲର ଅନେକ କ୍ଷୟକ୍ଷତି ଘଟିଥିବା…

ଫନୀ ପ୍ରଭାବ: କ୍ଷେତ୍ରବାସୀ ଡିଏଭି କଲେଜ ଧ୍ୱସ୍ତବିଧ୍ୱସ୍ତ; ୧୪ ଦିନ ପରେ ମଧ୍ୟ ପରିସ୍ଥିତିରେ ଆସିନି ସୁଧାର

ନିରାକାରପୁର,୧୮ା୫(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥ ପୁରାତନ କ୍ଷେତ୍ରବାସୀ ବିଜ୍ଞାନ ଡିଏଭି ମହାବିଦ୍ୟାଳୟ ଫନୀ ପ୍ରଭାବରେ ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି ା ଏହି ଅଞ୍ଚଳରେ ଶିକ୍ଷାର ଅନ୍ତୁଡ଼ିଶାଳ ପରିଚିତ ମହାବିଦ୍ୟାଳୟଟିର ସମସ୍ତ ଆଜବେଷ୍ଟସ୍‌ ବାତ୍ୟାରେ ଉଡ଼ିଯିବା ସହ ଶ୍ରେଣୀଗୃହଗୁଡ଼ିକ ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି।…

ସୂର୍ଯ୍ୟ ପାତ୍ରଙ୍କ ପ୍ରସ୍ତାବକୁ ନେଇ ଚର୍ଚ୍ଚା: ନବୀନ ପ୍ରଧାନମନ୍ତ୍ରୀ ହେବା ଯୋଗ୍ୟ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ଲୋକ ସଭାର ୫୪୨ରୁ ୪୮୩ ଆସନରେ ଭୋଟ ଗ୍ରହଣ ଶେଷ ହୋଇଛି। ଅବଶିଷ୍ଟ ୮ ରାଜ୍ୟର ୫୯ ଆସନରେ ରବିବାର ମତଦାନ ଅନୁଷ୍ଠିତ ହେବ। ୬ଷ୍ଠ ପର୍ଯ୍ୟାୟ ସୁଦ୍ଧା ଭୋଟ ଶେଷ ହୋଇଥିବା ଲୋକ ସଭା ଆସନଗୁଡିକରୁ ସର୍ବାଧିକ…

ପ୍ରଜା ଦଖଲରେ ରାଜାରାଜୁଡ଼ା ଅମଳର ବନ୍ଧ: ପାଣି ପାଇଁ ଲୋକେ ଡହଳବିକଳ

ଖଣ୍ଡପଡ଼ା,୧୮ା୫(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ ରାଜାରାଜୁଡା ଅମଳରୁ ନିର୍ମାଣ ହୋଇଥିବା ବନ୍ଧ (ପୋଖରୀ) ପ୍ରଜା ଦଖଲରେ ଥିବାରୁ ସେସବୁର ଉନ୍ନତୀକରଣ ହୋଇପାରୁ ନାହିଁ। ଫଳସ୍ବରୂପ ଉକ୍ତ ଜଳାଶୟଗୁଡିକ ଶୁଷ୍କ ହେବାକୁ ବସିଲାଣି। ଏଥିଯୋଗୁ ଗ୍ରାମାଞ୍ଚଳ ଲୋକେ ପାଣି ପାଇଁ ଡହଳବିକଳ ହେଉଥିବା…

୨୩ରେ କାନ୍‌ସରେ ପ୍ରଦର୍ଶନ ହେବ ଓଡ଼ିଆ ଫିଲ୍ମ ‘ସ୍ବାହା’

ଭୁବନେଶ୍ୱର,୧୮।୫(ବ୍ୟୁରୋ): କାନ୍‌ସ ଫିଲ୍ମ ଫେଷ୍ଟିଭାଲରେ ପ୍ରଦର୍ଶନ ହେବ ଓଡ଼ିଆ ଫିଲ୍ମ। ଫେଷ୍ଟିଭାଲ ଦି କାନ୍‌ସ ୨୦୧୯ର ଶର୍ଟ ଫିଲ୍ମ କର୍ନରରେ ଆସନ୍ତା ୨୩ତାରିଖରେ ଓଡ଼ିଆ କ୍ଷୁଦ୍ର ଚଳଚ୍ଚିତ୍ର ‘ସ୍ବାହା’ ପ୍ରଦର୍ଶନ ହେବାକୁ ମନୋନୀତ ହୋଇଛି। ଟେମ୍ପୁଲ୍‌ ସିଟି ଏଣ୍ଟରଟେନ୍‌ମେଣ୍ଟ ଏବଂ ପି.ଏସ୍‌.…

ଆଜି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ରାଜ୍ୟର ୨୦ ସହରରେ ଶନିବାର ଅନୁଷ୍ଠିତ ହେବ। ୫୩ କେନ୍ଦ୍ରରେ ଦୁଇଟି ସିଟିଂରେ ଅଫ୍‌ଲାଇନ୍‌ ପରୀକ୍ଷା ହେବ। ଏଥିଲାଗି ୨୯ହଜାର ୯ଶହ ଛାତ୍ରୀଛାତ୍ର ପଞ୍ଜୀକରଣ କରିଛନ୍ତି। ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ଯାଏ ବି.ଫାର୍ମ…

ସ୍ବାସ୍ଥ୍ୟ ବିଭାଗର ସୂଚନା: ପୁରୀ ଜିଲାରେ ହଇଜା ହୋଇନି

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବାତ୍ୟା କ୍ଷତିଗ୍ରସ୍ତ ପୁରୀ ଜିଲାର କୌଣସି ଅଞ୍ଚଳରେ ହଇଜା ଦେଖାଦେଇ ନାହିଁ। ଯେଉଁ କେତେଜଣ ଝାଡ଼ାବାନ୍ତି ରୋଗୀ ଚିକିତ୍ସାଳୟ ଆସୁଛନ୍ତି, ସେମାନଙ୍କ ମଧ୍ୟରୁ ସଂଖ୍ୟାଧିକ ବାସିଖାଦ୍ୟ ଓ ଭୋଜି ଖାଇ ଏଭଳି ଅସୁସ୍ଥ ହୋଇପଡ଼ୁଛନ୍ତି। କିନ୍ତୁ ଗୋଟିଏ ହେଲେ ନମୁନା…

ଆଜି ଅନ୍ତର୍ଜାତୀୟ ସଂଗ୍ରହାଳୟ ଦିବସ: ଧ୍ୱସ୍ତବିଧ୍ୱସ୍ତ ସଂଗ୍ରହାଳୟ ସୌନ୍ଦର୍ଯ୍ୟ

ଭୁବନେଶ୍ୱର,୧୮।୫(ସସ୍ମିତା ପାଇକରାୟ): କିଛି ଘଣ୍ଟାର ତାଣ୍ଡବ ମଧ୍ୟରେ ସବୁକିଛି ଉଜାଡ଼ିଦେଇ ଚାଲିଗଲା ଫନୀ। ଏହାର ପ୍ରକୋପରୁ ବାଦ୍‌ ପଡ଼ିଲାନି ଇତିହାସକୁ ସାଇତି ରଖୁଥିବା ସଂଗ୍ରହାଳୟ। ପୁରାତନ ସଭ୍ୟତାର କଳା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ ନୂତନ ସଭ୍ୟତା ପାଖରେ ପହଞ୍ଚାଇବାରେ ପ୍ରମୁଖ…

ବିଏମ୍‌ସି ମୁଖ୍ୟାଳୟରେ ସମୀକ୍ଷା ବୈଠକ: ସୋମବାର ସୁଦ୍ଧା ଜଳିବ ସବୁ ଷ୍ଟ୍ରିଟଲାଇଟ୍‌

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବାତ୍ୟା ‘ଫନୀ’ର ପ୍ରଳୟରେ ଭୁବନେଶ୍ୱରରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଯାବତ୍‌ ସମସ୍ତ ଅଞ୍ଚଳରେ ବିଦ୍ୟୁତ୍‌ ସେବା ସ୍ବାଭାବିକ ହୋଇପାରି ନ ଥିବା ବେଳେ ମୁଖ୍ୟ ରାସ୍ତାଗୁଡ଼ିକୁ ଛାଡ଼ିଦେଲେ ଅନ୍ୟ ରାସ୍ତାରେ ଲଗାଯାଇଥିବା ଷ୍ଟ୍ରିଟଲାଇଟ୍‌ଗୁଡ଼ିକ ଜଳୁନାହିଁ। ଏ ନେଇ ଶୁକ୍ରବାର ଭୁବନେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?